Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କରୋନା ସଂକ୍ରମଣରୁ ସୁସ୍ଥ ହେଲେ ୯୭ ବର୍ଷୀୟ ବୟୋଜ୍ୟେଷ୍ଠ ବ୍ୟକ୍ତି

ଭୁବନେଶ୍ୱର: କରୋନା ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି ୯୭ ବର୍ଷୀୟ ବୟୋଜ୍ୟେଷ୍ଠ ବ୍ୟକ୍ତି। ସମ୍ପୃକ୍ତ ବ୍ୟକ୍ତିଙ୍କ ନାମ ନଟବର ଦାଶ। କଟକ ଜିଲ୍ଲା କିଶୋର ନଗର ଅଂଚଳର ନଟବର କୋଭିଡ ପଜିଟିଭ ଚିହ୍ନଟ ହେବା ପରେ ସମ୍ କୋଭିଡ ହସ୍ପିଟାଲ୍‌ରେ ଚିକିତ୍ସା ପାଇଁ ଭର୍ତି ହୋଇଥିଲେ । ତାଙ୍କର ଶ୍ୱାସ…

ଦେଶର ସବୁ ନାଗରିକଙ୍କୁ ମିଳିବ ନାହିଁ କରୋନା ଟିକା: ସରକାର କହିଲେ ଆବଶ୍ୟକ ପଡ଼ିବନି

ନୂଆଦିଲ୍ଲୀ: କେବେ ଆସିବ କରୋନା ଟିକା ? କାହାକୁ ମିଳିବ ଭ୍ୟାକସିନ୍ ? ଟିକା ଖବରକୁ ନେଇ ସମସ୍ତଙ୍କ ମନରେ ରହିଛି ଉତ୍ସୁକତା । ଆପଣ ଭାବୁଛନ୍ତି କି, ଟିକା ଆସିବା ପରେ ଆପଣଙ୍କୁ ଦିଆଯିବ । ତାହାଲେ ଆପଣ ଭୁଲ ଭାବୁଛନ୍ତି । କାରଣ ଟିକାକୁ ନେଇ ବଡ଼ ଖବର ଦେଇଛନ୍ତି କେନ୍ଦ୍ର ସରକାର । କେନ୍ଦ୍ର…

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଜାଣନ୍ତୁ କେଉଁ ସ୍ଥାନରୁ କେତେ ପଜିଟିଭ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଗୋଟିଏ ଦିନରେ ୨୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମର ସୂଚନା ଅନୁଯାୟୀ ସଙ୍ଗରୋଧରୁ ୧୦ ଓ ସ୍ଥାନୀୟ ଅଂଚଳରୁ ୧୭ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।…

ରାଜ୍ୟରୁ ଆଉ ୫ ଜୀବନ ନେଲା ମହାମାରୀ, ମୃତ୍ୟୁସଂଖ୍ୟା ୧, ୭୪୪

ଭୁବନେଶ୍ୱର: ଓଡ଼ିଶାରେ କରୋନା କାୟା କମୁଛି । ସଂକ୍ରମଣ ସହ ମୃତ୍ୟୁସଂଖ୍ୟା ବି ନିୟନ୍ତ୍ରଣକୁ ଆସୁଛି । ଗତ ୨୪ ଘଣ୍ଟାରେ ପ୍ରାଣ ହରାଇଛନ୍ତି ଆଉ ୫ ଜଣ ଆକ୍ରାନ୍ତ । ୩ଟି ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟବରଣ କରିଛନ୍ତି । ପୁରୀ ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନାରେ ଆଖି…

ବଡ଼ ଖବର: ରାଜ୍ୟରେ ଚାରି ଶହ ତଳକୁ ଖସିଲା ଦୈନିକ କରୋନା କେସ୍

ଭୁବନେଶ୍ୱର: ରାଜ୍ୟରେ କାବୁ ପାଉଛି କରୋନା । ନିୟନ୍ତ୍ରଣକୁ ଆସୁଛି ମହାମାରୀ । ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଚାରି ଶହରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକରେ ବାହାରିଛି ୩୭୮ ପଜିଟିଭ୍ କେସ୍ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୧୯ ଜଣ ଚିହ୍ନଟ ହୋଇଥିବା ବେଳେ…

ବିଶ୍ୱ କରୋନା; ଗତ ୨୪ ଘଣ୍ଟାରେ ୪.୯୬ ଲକ୍ଷ ନୂଆ କରୋନା ମାମଲା ଚିହ୍ନଟ

ନୂଆଦିଲ୍ଲୀ: କରୋନାଭାଇରସ୍ ସମଗ୍ର ବିଶ୍ୱରେ ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ୬.୩୧ କୋଟି ଲୋକ କରୋନା ସଂକ୍ରମଣରେ ପ୍ରଭାବିତ ହୋଇଛନ୍ତି। ଏହି ମାରାତ୍ମକ ମହାମାରୀ ଯୋଗୁଁ ବର୍ତ୍ତମାନ ସୁଦ୍ଧା ବିଶ୍ୱରେ ୧୪ ଲକ୍ଷ ୬୭ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି।…

ଦିନକରେ ଦେଶରୁ ୩୧ ହଜାର କରୋନା ପଜିଟିଭ୍, ୪୧ ହଜାର ସୁସ୍ଥ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିଲେ ବି ସ୍ଥିତି ଏବେ ନିୟନ୍ତ୍ରଣରେ ରହିଛି । ନୂଆ ଆକ୍ରାନ୍ତଙ୍କ ଅପେକ୍ଷା ଅଧିକ ସୁସ୍ତ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୧ହଜାର ୧୧୮ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୪ଲକ୍ଷ ୬୨ହଜାର ୮୧୦କୁ…

ଓଡ଼ିଶାର ପାରମ୍ପରିକ ଲୋକ ବାଦ୍ୟ ଧୁଡୁକି ସମ୍ପର୍କରେ ଜାଣନ୍ତୁ

ଭୁବନେଶ୍ୱର: ଧୁଡୁକି (ଘୁଡ଼ୁକି ଭାବେ ମଧ୍ୟ ଜଣାଶୁଣା) ।ଓଡ଼ିଶାର ଏକ ପାରମ୍ପାରିକ ବାଦ୍ୟ ଯନ୍ତ୍ର ।ଏହାକୁ ଭିତ୍ତି କରି ପରିବେଷିତ ହେଉଥିବା ଲୋକକଳା ଘୁଡ଼ୁକି ବା ଧୁଡ଼ୁକି ନାଚ ନାମରେ ପରିଚିତ । ଧୁଡୁକିଆ ଶବର(ମୁଣ୍ଡପୋତା କେଳା) ସମ୍ପ୍ରଦାୟର ଲୋକେ ଏହି ବାଜା ବଜେଇ, ଲୋକମାନଙ୍କର ମନୋରଞ୍ଜନ…

ଡିସେମ୍ବର ପାଇଁ ଗାଇଡଲାଇନ୍ ଜାରି କଲେ ରାଜ୍ୟ ସରକାର: ଖୋଲିବନି ସିନେମା ହଲ, ବନ୍ଦ ରହିବ ସୁଇମିଂ ପୁଲ

ଭୁବନେଶ୍ବର: ଡିସେମ୍ବର ମାସ ପାଇଁ ଗାଇଡଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର । ଡିସେମ୍ବର ୩୧ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନରେ ଜାରି ରହିବ ଲକଡାଉନ୍ । ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ମେଡିକାଲ କଲେଜ । ଧାର୍ମିକ ଅନୁଷ୍ଠାନ ଖୋଲିବା ନିଷ୍ପତ୍ତି ପୁଣି ଥରେ ସ୍ଥାନୀୟ ପ୍ରଶାସନ ଉପରେ…

୫ ହଜାର ତଳକୁ ଖସିଲା ଆକ୍ଟିଭ କେସ୍; ୨୪ ଘଣ୍ଟାରେ ଚିହ୍ନଟ ଆକ୍ରାନ୍ତଙ୍କ ଦୁଇଗୁଣ ବ୍ୟକ୍ତି ହେଲେ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ତଳମୁଁହା କରୋନା ଗ୍ରାଫ। ୨୪ ଘଣ୍ଟାରେ ୪୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁସ୍ଥ ହୋଇଛନ୍ତି ୮୦୯ ଜଣ। ଏହାସହ ଓଡିଶାରେ ଆରୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟା ୩,୧୨,୦୬୫ ଛୁଇଁଛି। ଏହା ସହିତ ରାଜ୍ୟରେ ସକ୍ରିୟ ମାମଲା ୪୮୬୮ କୁ ହ୍ରାସ ପାଇଛି। ସ୍ୱାସ୍ଥ୍ୟ ଏବଂ ପରିବାର…