Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଦେଶରେ ୯୪ ଲକ୍ଷ ଟପିଲା କରୋନା ପଜିଟିଭ୍ ସଂଖ୍ୟା, ମୃତ୍ୟୁସଂଖ୍ୟା ଲକ୍ଷେ ୩୭ ହଜାର

ନୂଆଦିଲ୍ଲୀ: ଦେଶରେ ଆଜି କମିଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । କିନ୍ତୁ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୪ ଲକ୍ଷ ପାର କରିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୮ ହଜାର ୭୭୨ ନୂଆ ଆକ୍ରାନ୍ତ । ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪ଲକ୍ଷ ୩୧ହଜାର ୬୯୨କୁ ବୃଦ୍ଧି ପାଇଛି ।…

କୋଭିଡ୍ ଟିକା ନିର୍ମାତା ୩ଟି କମ୍ପାନୀ ସହ ଆଜି ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କୋଭିଡ୍‌ ଟିକା ପ୍ରସ୍ତୁତ କରୁଥିବା ୩ଟି କମ୍ପାନୀ ସହ ଆଲୋଚନା କରିବେ । ଭର୍ଚ୍ଚୁଆଲ ମିଟିଂରେ ଜେନୋଭା ବାୟୋଫାର୍ମା, ବାୟୋଲୋଜିକାଲ-ଇ’ ଓ ଡକ୍ଟର ରେଡ୍ଡି ଫାର୍ମା ପ୍ରତିନିଧି ଯୋଗଦେବେ । ଗତ ଶନିବାର ଦିନ ପ୍ରଧାନମନ୍ତ୍ରୀ ଜାଇଡସ…

ଆଜି କାର୍ତ୍ତିକ ପୂର୍ଣ୍ଣିମା…

ଭୁବନେଶ୍ୱର: ଆଜି କାର୍ତ୍ତିକ ପୂର୍ଣ୍ଣିମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ଏହା ପରିଚିତ ‌। ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଜଡ଼ିତ । ଉତ୍କଳର ପ୍ରାଚୀନ ଇତିହାସ ଓ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ଦୃଷ୍ଟିକୋଣରୁ ଏହି ପର୍ବର…

ଆଜି ଶ୍ରୀମନ୍ଦିରରେ ତିନିଠାକୁରଙ୍କ ରାଜରାଜେଶ୍ୱର ବେଶ; ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହେବେ ଦାରୁଦିଅଁ

ଭୁବନେଶ୍ୱର: କାର୍ତ୍ତିକ ମାସର ପଞ୍ଚୁକ ୫ଦିନ ଶ୍ରୀମନ୍ଦିରରେ ମହାପ୍ରଭୁ ପାଞ୍ଚଟି ସ୍ବତନ୍ତ୍ର ବେଶରେ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି। ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ତିଥିରେ ମହାପ୍ରଭୁ ରାଜରାଜେଶ୍ୱର ବା ସୁନା ବେଶରେ ସଜେଇ ହୋଇଛନ୍ତି। କାର୍ତ୍ତିକମାସ ପୂର୍ଣ୍ଣିମାରେ ପାରମ୍ପରିକ…

ଓଡ଼ିଆ ସଂସ୍କୃତିରେ ବୋଇତ ବନ୍ଦାଣ…

ଭୁବନେଶ୍ୱର: କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଓଡିଶାର ପ୍ରାୟତଃ ସ୍ଥାନରେ ଡଙ୍ଗାଭସା ବା  ବୋଇତ ବନ୍ଦାଣ ଉତ୍ସବ ମହା ଆଡମ୍ବରରେ ପାଳିତ ହୋଇଥାଏ । ଏହି ଉତ୍ସବ କାହିଁ କେଉଁ ଅନାଦି କାଳରୁ ଉତ୍କଳୀୟ ପରମ୍ପରାରେ ସହ ଜଡିତ । ଏହି ଦିନ ବ୍ରହ୍ମମୂହୁର୍ତ୍ତରୁ ଉଠି ଲୋକେ ବିଭିନ୍ନ ପ୍ରକାରର ବୋଇତ…

ଓଡ଼ିଶାରୁ ସୁସ୍ଥ ହେଲେ ୭୦୭ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୭୦୭ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। https://twitter.com/HFWOdisha/status/1333034329740480512?s=19 ଉଲ୍ଲେଖଯୋଗ୍ୟ, ଓଡିଶାରେ…

ଭୁବନେଶ୍ୱରରେ ଆରୋଗ୍ୟଙ୍କ ସଂଖ୍ୟା ୩୦ ହଜାର ଟପିଲା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ୩୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୧୦ ଓ ସ୍ଥାନୀୟ ଅଂଚଳରୁ ୨୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ୫୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଯାହାକୁ ମିଶାଇ ରାଜଧାନୀରେ ମୋଟ କରୋନା ସଂକ୍ରମଣ…

ବିଶ୍ୱ‌ କରୋନା; ୨୪ ଘଣ୍ଟାରେ ୫ ଲକ୍ଷରୁ ଅଧିକ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: କରୋନାର ଦ୍ରୁତ ସଂକ୍ରମଣ ଗତି ସାଧାରଣ ଲୋକଙ୍କ ଜୀବନ ଶୈଳୀକୁ ସମ୍ପୂର୍ଣ୍ଣ ରୂପେ ପରିବର୍ତ୍ତନ କରିଦେଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱ‌ର ୨୧୮ ଟି ଦେଶରେ ୫.୭୦ ଲକ୍ଷ ନୂଆ କରୋନା ମାମଲା ସାମ୍‌ନାକୁ ଆସିଛି। ଏଥି ସହିତ ୯,୧୯୮ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଦୁନିଆର…

କମିଲା କରୋନା ଡେଥ୍ କେସ୍: ୨୪ ଘଣ୍ଟାରେ ରାଜ୍ୟରୁ ୪ ମୃତ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସିଛୁ କରୋନା । କମିଲା ଦୈନିକ ମୃତ୍ୟୁସଂଖ୍ୟା । ରାଜ୍ୟବାସୀଙ୍କ ପାଇଁ ଏକ ଭଲ ଖବର । ଗତ ୨୪ ଘଣ୍ଟାରେ ରାଜ୍ୟରୁ ମହାମାରୀ ୪ ଜଣଙ୍କର ଜୀବନ ନେଇଛି । ମାତ୍ର ତିନିଟି ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ…

ରାଜ୍ୟରେ କମୁଛି କରୋନା କାୟା: ୨୪ ଘଣ୍ଟାରେ ୫୧୮ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା କାୟା । ୪୦ ହଜାର ଟେଷ୍ଟ ହେଉଛି । ଚିହ୍ନଟ ହେଉଛନ୍ତି ଦୈନିକ ୬୦୦-୭୦୦ ନୂଆ ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ କରୋନା ସଂକ୍ରମିତ ହୋଇଛନ୍ତି ୫୧୮ ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୯୭ ଜଣ ଅଛନ୍ତି । ଲୋକାଲ କଣ୍ଟାକ୍ଟ କେସ୍ ବା ସ୍ଥାନୀୟ…