Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଆଇସୋଲେସନରେ ସଲମାନ ଖାନ

ମୁମ୍ୱାଇ: ଆଇସୋଲେସନରେ ବଲିଉଡ୍ ଅଭିନେତା ସଲମାନ ଖାନ । ତାଙ୍କର ତିନି ଜଣ କର୍ମଚାରୀ କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ସେ ପୃଥକବାସରେ ଥିବା ଜଣା ପଡିଛି । ସଂକ୍ରମିତ କର୍ମଚାରୀଙ୍କ ମଧ୍ୟରେ ଅଛନ୍ତି ଜଣେ ଡ୍ରାଇଭର । ସେମାନେ ଚିକିତ୍ସା ପାଇଁ ବମ୍ବେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।…

ଭଲ ଖବର: ରାଜ୍ୟରେ କରୋନାରୁ ସୁସ୍ଥ ହେଲେଣି ୯୭% ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବଢୁଛି ସୁସ୍ଥ ସଂଖ୍ୟା । ଆଜି ରାଜ୍ୟରୁ ଆଉ ୧୩ ଶହ ୩ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ସେମାନେ ହସ୍ପିଟାଲରୁ ଡିସଚାର୍ଡ ହୋଇଛନ୍ତି । କଟକରୁ ସର୍ବାଧିକ ୧୦୮, ଅନୁଗୁଳରୁ ୧୦୩, ମୟୂରଭଞ୍ଜରୁ ୧୦୧ ସଂକ୍ରମିତ ସୁସ୍ଥ…

୧୨ଟି ସରକାରୀ ସ୍କୁଲର ୭୨ ଛାତ୍ରଛାତ୍ରୀ କରୋନାରେ ସଂକ୍ରମିତ

ରେୱାରୀ: ସରକାରୀ ସ୍କୁଲର ଛାତ୍ରଛାତ୍ରୀଙ୍କ ଉପରେ କରୋନା ଚଡକ । ବୁଧବାର ହରିୟାଣାର ରେୱାରୀ ନୋଡାଲ୍ ଅଫିସରଙ୍କ ରିପୋର୍ଟ ସମସ୍ତଙ୍କୁ ତାଜୁବ କରିଥିଲା । ଗୋଟିଏ କି ଦୁଇଟି ନୁହେଁ ୧୨ଟି ସ୍କୁଲରୁ ୭୨ ଜଣ ଛାତ୍ରଛାତ୍ରୀଙ୍କ କରୋନା ରିପୋର୍ଟ ପଜିଟିଭ ବାହାରିଥିବା ଜଣାପଡିଛି । ନୋଡାଲ୍…

ଫାଇଜର ଟିକା ୯୫ ପ୍ରତିଶତ ଫଳପ୍ରଦ

ଫାଇଜର କରୋନା ଟିକା ୯୫ ପ୍ରତିଶତ ଫଳପ୍ରଦ । ଟିକା ପରୀକ୍ଷଣର ଚୂଡାନ୍ତ ପର୍ଯ୍ୟାୟ ବିଶ୍ଲେଷଣରେ ୯୫ ପ୍ରତିଶତ ଫଳପ୍ରଦ ହୋଇଥିବା କମ୍ପାନୀ ପକ୍ଷରୁ କୁହାଯାଇଛି । ରେଗୁଲୋଟୋରୀ ଆପ୍ରୁଭାଲ ପାଇଁ କିଛି ଦିନ ମଧ୍ୟରେ କମ୍ପାନୀ ପକ୍ଷରୁ ଆବେଦନ କରାଯିବ । ଫାଇଜର ଟିକା ବୟସ୍କଙ୍କ ପାଖରେ ସଂକ୍ରମଣ…

ମହାଲକ୍ଷ୍ମୀଙ୍କର ସ୍ଵତନ୍ତ୍ର ରୋଷଶାଳା କାହିଁକି ?

ଶ୍ରୀଜୀଉଙ୍କ ମହାପ୍ରସାଦ ସମ୍ପର୍କରେ ସ୍ଵତନ୍ତ୍ର ଉପସ୍ଥାପନା ମା' ମହାଲକ୍ଷ୍ମୀ ଜଣେ କୂଳୀନ କୂଳବଧୂର ଭୂମିକା ଓ କର୍ତ୍ତବ୍ୟ ସାରା ସଂସାରକୁ ଦେଖାଇଦିଅନ୍ତି । କୈ।ଣସି ଘରେ ଜଣେ ଗୃହିଣୀ ନିଜ ପତି ଏବଂ ଅନ୍ୟ ପରିବାର ସଦସ୍ୟଙ୍କର ଖାଦ୍ୟପେୟ କଥା ନଵୁଝି, ନିଜ ପାଇଁ କୈ।ଣସି ଖାଦ୍ୟର ବ୍ୟବସ୍ଥା…

ଖୁସି ଖବର; ଲଗାତାର ୫ ଦିନ ପାଇଁ ରାଜ୍ୟରେ ୧୦୦୦ ରୁ କମ୍ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କରୋନା ଗ୍ରାଫ ଖସୁଥିବା ବେଳେ ଆଜି ସାମାନ୍ୟ ବୃଦ୍ଧି ଘଟିଛି । ଲଗାତାର ୫ମ ଦିନରେ ହଜାରେରୁ କମ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପ୍ରତିଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା ପୂର୍ବ ଦିନ ଅପେକ୍ଷା କମ୍ ରହୁଥିବା ଆଜି ଏଥିରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇଛି।…

ବିଶ୍ୱବ୍ୟାପୀ ୨୪ ଘଣ୍ଟାରେ ୫.୪୬ଲକ୍ଷ ନୂଆ କରୋନା ମାମଲା ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱବ୍ୟାପୀ ୫.୪୬ଲକ୍ଷ କରୋନା ମାମଲା ଦେଖାଦେଇଥିବାବେଳେ ଏହି ବିପଜ୍ଜନକ ରୋଗ ହେତୁ ୧୦,୫୦୨ ଜଣଙ୍କର ମୃତ୍ୟୁ ଘଟିଛି। ଆମେରିକା ପରେ ଗତ ୨୪ ଘଣ୍ଟା ମଧ୍ୟରେ ବ୍ରାଜିଲ, ଇଂଲଣ୍ଡ, ଭାରତ ଏବଂ ଜର୍ମାନୀରେ ସର୍ବାଧିକ କରୋନା ମାମଲା ରିପୋର୍ଟ ହୋଇଛି।…

ଦେଶରେ ୮୯ ଲକ୍ଷ କରୋନା ପଜିଟିଭ୍, ସୁସ୍ଥ ହେଲେଣି ୮୩ ଲକ୍ଷ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା ସୁସ୍ଥ ସଂଖ୍ୟା । ପ୍ରତିଦିନ ଆକ୍ରାନ୍ତଙ୍କ ଅପେକ୍ଷା ଅଧିକ ଆରୋଗ୍ୟ ଲାଭ କରୁଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ୩୮ ହଜାର ୬୧୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସୁସ୍ଥ ହୋଇଛନ୍ତି ୪୪ ହଜାର ୪୪ ହଜାର ୭୩୯ ସଂକ୍ରମିତ । ଦେଶରେ ମୋଟ୍…

ସାଧକଙ୍କ ପାଇଁ ଉତ୍କୃଷ୍ଟ ଗଞ୍ଜାମର ମା’ ଶାଙ୍କୁଳାଇ ପୀଠ

ଭୁବନେଶ୍ୱର: ମା ଶାଙ୍କୁଳାଇଙ୍କ ପୀଠ। ପୀଠକୁ ସଂଯୋଗ କରୁଥିବା ରାସ୍ତାଗୁଡ଼ିକ ଓସାରିଆ ପିଚୁ ରାସ୍ତା ଅଟେ । ଯେକୌଣସି ଯାନବାହାନ ଯାତାୟତ କରି ପୀଠକୁ ଯିବାରେ ଅସୁବିଧା ନାହିଁ । ମା ଶାଙ୍କୁଳାଇଙ୍କ ପୀଠଟି ଅତ୍ୟନ୍ତ ନିରୋଳା ଓ ମନରୋମ। ଏହା ଭଞ୍ଜପୀଠ ନାମରେ ପରିଚିତ। ସାଧକମାନଙ୍କ ପାଇଁ ଏହି…

ଓଡ଼ିଶାରେ ୩ ଲକ୍ଷ ଟପିଲା କରୋନା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡିଶାରେ ଗୋଟିଏ ଦିନରେ ପ୍ରାୟ ୧୩୧୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଯାହାକୁ ମିଶାଇ ସୁସ୍ଥତାଙ୍କ ସଂଖ୍ୟା ୩ ଲକ୍ଷ ୦୦ ହଜାର ୪୭୪ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…