Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଲଗାତାର ଦ୍ୱିତୀୟ ଦିନରେ ରାଜ୍ୟରୁ ୮୦୦ରୁ କମ୍ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଓଡ଼ିଶାରେ ବି ଖସୁଛି ଦୈନିକ ଟ୍ରେଣ୍ଡ । ଲଗାତାର ଦ୍ୱିତୀୟ ଦିନରେ ରାଜ୍ୟରୁ ୮ଶହରୁ କମ୍ ସଂକ୍ରମିତ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୭୪୯ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୪୩୭ ଓ ଲୋକାଲ୍…

ବିଶ୍ୱ କରୋନା; ୨୪ ଘଣ୍ଟାରେ ୪.୯୦ଲକ୍ଷରୁ ଅଧିକ ନୂଆ କରୋନା ମାମଲା ଚିହ୍ନଟ

ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନାର ପ୍ରକୋପ ଦିନକୁ ଦିନ ବଢିଚାଲିଛି। ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ, ବିଶ୍ୱରେ ୪ ଲକ୍ଷ ୯୦ ହଜାର ନୂତନ କରୋନା ମାମଲା ଚିହ୍ନଟ ହୋଇଥିବା ବେଳେ ୬ ହଜାର ୬୧୩ ଜଣଙ୍କର ମୃତ୍ୟୁ ହୋଇଛି। ଗତ କିଛି ଦିନରେ…

ଭଲ ଖବର: ୨୪ଘଣ୍ଟାରେ ଦେଶରୁ ୩୦ ହଜାର କରୋନା ପଜିଟିଭ୍, ଚାରି ମାସରେ ସବୁଠୁ କମ୍

ନୂଆଦିଲ୍ଲୀ: କରୋନା ସହ ଲଢ଼େଇ ଭିତରେ ଦେଶରୁ ଆସିଲା ଭଲ ଖବର । ଚାରି ମାସରେ ଦୈନିକ ସବୁଠୁ କମ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୦ ହଜାର ୫୪୯ ସଂକ୍ରମିତ । ଯାହାକି ଗତ ଚାରି ମାସରେ ସବୁଠୁ କମ୍ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରିପୋର୍ଟ…

ବିଲୁପ୍ତ ପ୍ରାୟ ଦେବଦାସୀ ପ୍ରଥା ସମ୍ପର୍କରେ ଜାଣନ୍ତୁ କିଛି ଅଜଣା କଥା

ଭୁବନେଶ୍ୱର: ଦେବାଦେବୀଙ୍କ ମନ୍ଦିରର ନୃତ୍ୟାଙ୍ଗନାମାନଙ୍କୁ ଦେବଦାସୀ କୁହାଯାଏ । ରାଜସଭାର ରାଜ ନର୍ତ୍ତକୀମାନଙ୍କ ଅନୁକରଣରେ ବିଭିନ୍ନ ମନ୍ଦିରରେ ଦେବଦାସୀ ପ୍ରଥାର ପ୍ରଚଳନ ହୋଇଛି। ମର୍ତ୍ତ୍ୟରେ ଦେବତାମାନଙ୍କ ପ୍ରତି ଏମାନଙ୍କ ନୃତ୍ୟ ଓ ଜୀବନଶୈଳୀ ଉତ୍ସର୍ଗ । ଏହି ପୁରାତନ ପ୍ରଥା ରାଜ୍ୟ,…

ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣି ପୀଠକୁ ନେଇ କ’ଣ ରହିଛି ଲୋକକଥା, ଜାଣନ୍ତୁ

ଭୁବନେଶ୍ୱର: ଆଖଣ୍ଡଳମଣି ଓଡ଼ିଶାର ଭଦ୍ରକ ଜିଲ୍ଲାର ଆରଡ଼ିଠାରେ ଅବସ୍ଥିତ ଏକ ପ୍ରମୁଖ ଶୈବ ପୀଠ। ଏହା ବୈତରଣୀ ନଦୀ କୂଳରେ ଆରଡ଼ି ଠାରେ ଅବସ୍ଥିତ। ଭଦ୍ରକ ସହର ଠାରୁ ପାଖାପାଖି ୪୦ କି.ମି. ଦୂରରେ ଏହା ଅବସ୍ଥିତ । ବୈତରଣୀ ଓ ସାଳନ୍ଦୀ ନଦୀଦ୍ଵୟର ସଙ୍ଗମସ୍ଥଳରେ ଆଖଣ୍ଡଳେଶ୍ଵର ବା ଆଖଣ୍ଡଳମଣି ବା…

ଦିଲ୍ଲୀରେ କରୋନା ମୁକାବିଲା ପାଇଁ ୧୨ ସୂତ୍ରୀ ପ୍ଲାନ୍, ଦିନକୁ ହେବ ଲକ୍ଷେ ଟେଷ୍ଟ

ନୂଆଦିଲ୍ଲୀ: ଦିଲ୍ଲୀରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ମୁକିବାଲା ସହ ଟ୍ରେସିଂ, ଟ୍ରେସିଂ ଓ ଟିର୍ଟମେଣ୍ଟ ପାଇଁ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ରଣନୀତି । କୋଭିଡ୍ ଟେଷ୍ଟକୁ ଦ୍ୱିଗୁଣିତ କରାଯିବ । ଅର୍ଥାତ ଖୁବଶୀଘ୍ର ଦୈନିକ ଲକ୍ଷେ କୋଭିଡ୍ ନମୁନା ପରୀକ୍ଷା ପାଇଁ ଲକ୍ଷ୍ୟ ରଖାଯାଇଛି ।…

ଭଲ ଖବର: ରାଜ୍ୟରେ ୧୦ ହଜାର ତଳକୁ ଖସିଲା କରୋନା ଆକ୍ଟିଭ କେସ୍

ଭୁବନେଶ୍ୱର: କରୋନା ସହ ଲଢେ଼ଇ ଭିତରେ ରାଜ୍ଯ ଦେଇଛି ଖୁସି ଖବର । ବଢୁଛି ସୁସ୍ଥତା ହାର। କମୁଛି ଆକ୍ଟିଭ କେସ୍। ରାଜ୍ୟରେ ୧୦ ହଜାର ତଳକୁ ଖସିଲା କରୋନା ସକ୍ରିୟ ମାମଲା । ଆଜି ରାଜ୍ୟରୁ ୧୩ ଶହ ୪୬ ସଂକ୍ରମିତ ସୁସ୍ଥ ହେବା ପରେ ଆକ୍ଟିଭ ସଂଖ୍ୟା ୯ ହଜାର ୨୧୭କୁ ଖସିଛି। ବର୍ତ୍ତମାନ ରାଜ୍ୟରେ…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୩୪୬ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗୋଟିଏ ଦିନରେ ପ୍ରାୟ ୧୩୪୬ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଯାହାକୁ ମିଶାଇ ସୁସ୍ଥତାଙ୍କ ସଂଖ୍ୟା ୨ ଲକ୍ଷ ୯୭ ହଜାର ୮୬୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ଭୁବନେଶ୍ୱରରେ କମୁଛି କରୋନା ପଜିଟିଭ କେସ୍‌

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କମୁଛି କରୋନା । ଧୀରେ ଧରରେ ପଜିଟିଭ ସଂଖ୍ୟା ହ୍ରାସ ପାଉଛି । ଗତ କିଛି ଦିନ ହେବ ରାଜଧାନୀରେ ଶହେ ତଳକୁ କରୋନା ରୋଗୀ ବାହାରୁଛନ୍ତି । ଗତ ୨୪ ଘାଂଟାରେ ୫୭ଟି ନୂଆ ମାମଲା ସାମ୍ନାକୁ ଆସିଛି । ସେଥିମଧ୍ୟରୁ ସଙ୍ଗରୋଧରୁ ୧୧ ଓ ସ୍ଥାନୀୟ ଅଂଚଳରୁ ୪୬ ଜଣ…

ଦିଲ୍ଲୀରେ ବଢ଼ୁଛି କରୋନା ସଂକ୍ରମଣ, ଜରୁରୀ ବୈଠକ ଡାକାଇଲେ ଗୃହମନ୍ତ୍ରୀ

ନୂଆଦିଲ୍ଳୀ: ରାଜଧାନୀ ଦିଲ୍ଲୀରେ ଦ୍ରୁତ ଗତିରେ ବଢ଼ୁଛି କରୋନା ସଂକ୍ରମଣ । କରୋନାର ସେଠାରେ ତୃତୀୟ ପର୍ଯ୍ୟାୟ ଲହର ଚାଲିଛି । ଯାହା ସମସ୍ତଙ୍କ ଚିନ୍ତା ବଢ଼ାଇ ଦେଇଛି । ଏଭଳି ସ୍ଥିତିରେ ଗୃହମନ୍ତ୍ରୀ ଅମିତ ଶାହା ଆଜି ଜରୁରୀ ବୈଠକ ଡକାଇଛନ୍ତି । ଏଥିରେ ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ…