Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଦେଶରେ ୮୭ ଲକ୍ଷ କରୋନା ଆକ୍ରାନ୍ତ, ମୃତ୍ୟୁସଂଖ୍ୟା ଲକ୍ଷେ ୨୮ ହଜାର

ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା କେସ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସଂକ୍ରମିତ ହୋଇଛନ୍ତି ଆଉ ୪୪ ହଜାର ୮୭୮ ଜଣ । ଦମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୭ ଲକ୍ଷ ୨୮ ହଜାର ୭୯୫କୁ ବୃଦ୍ଧି ପାଇଛି । ସେହିପରି ବଢୁଛି ଡେଥ୍ କେସ । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୫୪୭ ଆକ୍ରାନ୍ତ…

ଧନତେରାସ୍: ବିଶ୍ୱାସ ରହିଛି ଆଜି ସୁନା କିଣିଲେ ଘରକୁ ଆସନ୍ତି ଲକ୍ଷ୍ମୀ

ଭୁବନେଶ୍ୱର: ଆଜି ଧନତେରାସ୍ । ସୁନା କିଣିବା ନେଇ ପରମ୍ପରା ରହି ଆସିଛି । ବିଶ୍ୱାସ ରହିଛି ଏହି ଦିନ ସୁନା କିଣିଲେ ଘରକୁ ଧନଲକ୍ଷ୍ମୀ ଆସି ଥାଆନ୍ତି । ଏଥପାଇଁ ବିଭିନ୍ନ ସୁନା ଦୋକାନରେ ଲୋକଙ୍କ ଭିଡ଼ ଜମେ । ସୁନା ହେଉ କି ରୁପା ଲୋକ ନିଜ ସାମର୍ଥ ଅନୁସାରେ ଗହଣା କିଣି ଥାଆନ୍ତି ।…

ଆଜି ଧନତେରାସ୍; ଘରକୁ ଆଣନ୍ତୁ ଝାଡୁ, ମିଳିବ ମା’ ଲକ୍ଷ୍ମୀଙ୍କ କୃପା 

ଭୁବନେଶ୍ୱର: ଦୀପାବଳିର ଗୋଟିଏ ଦିନ ପୂର୍ବରୁ ପଡିଥାଏ ଧନତେରସ। ପୌରାଣିକ କଥା ଅନୁଯାୟୀ ଏହି ଦିନ ଭଗବାନ ଧନ୍ଵନ୍ତରୀ ସମୁଦ୍ର ମନ୍ଥନ ସମୟରେ ଅମୃତ କଳସ ସହ ପ୍ରକଟ ହୋଇଥିଲେ । ଧନତେରସରେ ଝାଡୁ କିଣିବା ପ୍ରଥା ରହିଛି। ଏହି ଦିନ ଝାଡୁ କିଣିଲେ ଘରୁ ଅଭାବ ଦୂର ହୋଇଥାଏ ବୋଲି ବିଶ୍ୱାସ ରହିଛି।…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୨୬୪ କରୋନା ରୋଗୀ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୨୪୬ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୧୨୪୬ ଜଣଙ୍କ ମଧ୍ୟରୁ ୧୬୧ ଜଣ ଖୋର୍ଦ୍ଧା, ୧୧୦ ଜଣ ଅନୁଗୁଳ, ୭୯ ଜଣ ସୁନ୍ଦରଗଡରୁ, ବାଲେଶ୍ୱର ଓ…

[ଭିଡିଓ] ଆମେରିକୀୟ ଗାୟିକା ମେରି ମିଲବେନ୍ ଗାଇଲେ ହିନ୍ଦୀ ଭଜନ !

ଭୁୁବନେଶ୍ୱର: ଜଣାଶୁଣା ଆମେରିକୀୟ ଗାୟିକା ମେରି ମିଲବେନ୍ । ଦୀପାବଳି ଅବସରରେ ଏହି ବିଦେଶୀ ଗାୟିକା ନିଜ କଣ୍ଠରେ ଏକ ହିନ୍ଦୀ ଭଜନକୁ ସଜାଇ ଚର୍ଚ୍ଚାକୁ ଆସିଛନ୍ତି । ଭଜନର ଲିରିକ୍ସ ଲାଇନ୍ ଓମ୍ ଜୟ ଜଗଦିଶ ହରେ ଥିବାବେଳେ ସୋସିଆଲ୍ ମିଡିଆରେ ଏହା ଭାଇରାଲ୍ ହୋଇଛି । ବୁଧବାର ଏହି ଭଜନକୁ…

କଟକରେ ୪୬.୩୯ % ଲୋକଙ୍କ ଦେହରେ ଆଣ୍ଟିବଡି

କଟକ: ଧୀରେ ଧୀରେ ରାଜ୍ୟରେ କମୁଛି କରୋନା । ଏଥିସହ ସୁସ୍ଥ ହାର ମଧ୍ୟ ବଢ଼ିଚାଲିଛି । ଏଥିସହ ଲୋକଙ୍କ ଦେହରେ ବିକଶିତ ହେଉଛି ଆଂଟିବଡି । କଟକ ସହରରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି ବିକଶତି ହୋଇଛି। ଆର୍‌ଏମ୍‌ଆର୍‌ସି ପକ୍ଷରୁ କରାଯାଇଥିବା ସେରୋ ସର୍ଭେ ରିପୋର୍ଟରୁ ଏଭଳି ତଥ୍ୟ…

ଭୁବନେଶ୍ୱରରେ ଖସୁଛି କରୋନା ସକ୍ରିୟ ମାମଲା; ୬୯ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୬୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ଆକ୍ରାନ୍ତଙ୍କ ମଧ୍ୟରେ ୧୬ ଜଣ କ୍ୱାରେଣ୍ଟାଇନ୍ ଏବଂ…

ରାଉରକେଲାରେ ଏ ବର୍ଷ ଛଟ୍ ପୂଜା ମନା

ରାଉରକେଲା: ଏ ବର୍ଷ ରାଉରକେଲାରେ ହେବନି ଛଟ୍ ପୂଜା । ଏଥିସହ ନଭେମ୍ବର ୩୦ ଯାଏଁ ରାଉରକେଲା ସହରରେ କୌଣସି ପୂଜା ହେବ ନାହିଁ । କରୋନା ଯୋଗୁଁ ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି । ଏହାଛଡ଼ା ନଭେମ୍ବର ୩୦ ତାରିଖ ଯାଏଁ ରାଉରକେଲା ସହରରେ କୌଣସି ପୂଜା ହେବ ନାହିଁ। ଛଟ୍‌ ପୂଜା ପରି ଦୀପାବଳି,…

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପୟା ଶ୍ରାଦ୍ଧ ମନା

ପୁରୀ: ଏଥର ଶ୍ରୀମନ୍ଦିର ସିଂହଦ୍ୱାର ଆଗରେ ପିଣ୍ଡଦାନ କରିପାରିବେନି ସାଧାରଣ ଲୋକ । ଚଳିତ ବର୍ଷ କରୋନା ପାଇଁ ସିଂହଦ୍ୱାର ସମ୍ମୁଖରେ ପୟା ଶ୍ରାଦ୍ଧ ତଥା ପିଣ୍ଡ ଦାନ କରିବାକୁ ମନା ହୋଇଛି। ପୟା ଶ୍ରାଦ୍ଧ କ’ଣ? ଘରେ ରହି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପୟାଶ୍ରାଦ୍ଧ କରିବାକୁ ଲୋକମାନଙ୍କୁ…

କରୋନା ଟିକା ପାଇଁ ୯୦୦ କୋଟି

ନୂଆଦିଲ୍ଲୀ: ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆତ୍ମନିଭର ଭାରତ ୩.୦ ଘୋଷଣା କରିଛନ୍ତି । ଏଥିରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ଟିକା ପାଇଁ ୯ ଶହ କୋଟି ଟଙ୍କା ଘୋଷଣା ହୋଇଛି । କୋଭିଡ ସୁରକ୍ଷା ମିଶନ ଜରିଆରେ ବାୟୋଟେକ୍ନୋଲଜି ବିଭାଗକୁ ଏହି ଅର୍ଥ ରାଶି ପ୍ରଦାନ କରାଯିବ ବୋଲି ଘୋଷଣା…