Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

[ଭିଡିଓ] ଆମେରିକୀୟ ଗାୟିକା ମେରି ମିଲବେନ୍ ଗାଇଲେ ହିନ୍ଦୀ ଭଜନ !

ଭୁୁବନେଶ୍ୱର: ଜଣାଶୁଣା ଆମେରିକୀୟ ଗାୟିକା ମେରି ମିଲବେନ୍ । ଦୀପାବଳି ଅବସରରେ ଏହି ବିଦେଶୀ ଗାୟିକା ନିଜ କଣ୍ଠରେ ଏକ ହିନ୍ଦୀ ଭଜନକୁ ସଜାଇ ଚର୍ଚ୍ଚାକୁ ଆସିଛନ୍ତି । ଭଜନର ଲିରିକ୍ସ ଲାଇନ୍ ଓମ୍ ଜୟ ଜଗଦିଶ ହରେ ଥିବାବେଳେ ସୋସିଆଲ୍ ମିଡିଆରେ ଏହା ଭାଇରାଲ୍ ହୋଇଛି । ବୁଧବାର ଏହି ଭଜନକୁ…

କଟକରେ ୪୬.୩୯ % ଲୋକଙ୍କ ଦେହରେ ଆଣ୍ଟିବଡି

କଟକ: ଧୀରେ ଧୀରେ ରାଜ୍ୟରେ କମୁଛି କରୋନା । ଏଥିସହ ସୁସ୍ଥ ହାର ମଧ୍ୟ ବଢ଼ିଚାଲିଛି । ଏଥିସହ ଲୋକଙ୍କ ଦେହରେ ବିକଶିତ ହେଉଛି ଆଂଟିବଡି । କଟକ ସହରରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି ବିକଶତି ହୋଇଛି। ଆର୍‌ଏମ୍‌ଆର୍‌ସି ପକ୍ଷରୁ କରାଯାଇଥିବା ସେରୋ ସର୍ଭେ ରିପୋର୍ଟରୁ ଏଭଳି ତଥ୍ୟ…

ଭୁବନେଶ୍ୱରରେ ଖସୁଛି କରୋନା ସକ୍ରିୟ ମାମଲା; ୬୯ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୬୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ଆକ୍ରାନ୍ତଙ୍କ ମଧ୍ୟରେ ୧୬ ଜଣ କ୍ୱାରେଣ୍ଟାଇନ୍ ଏବଂ…

ରାଉରକେଲାରେ ଏ ବର୍ଷ ଛଟ୍ ପୂଜା ମନା

ରାଉରକେଲା: ଏ ବର୍ଷ ରାଉରକେଲାରେ ହେବନି ଛଟ୍ ପୂଜା । ଏଥିସହ ନଭେମ୍ବର ୩୦ ଯାଏଁ ରାଉରକେଲା ସହରରେ କୌଣସି ପୂଜା ହେବ ନାହିଁ । କରୋନା ଯୋଗୁଁ ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି । ଏହାଛଡ଼ା ନଭେମ୍ବର ୩୦ ତାରିଖ ଯାଏଁ ରାଉରକେଲା ସହରରେ କୌଣସି ପୂଜା ହେବ ନାହିଁ। ଛଟ୍‌ ପୂଜା ପରି ଦୀପାବଳି,…

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପୟା ଶ୍ରାଦ୍ଧ ମନା

ପୁରୀ: ଏଥର ଶ୍ରୀମନ୍ଦିର ସିଂହଦ୍ୱାର ଆଗରେ ପିଣ୍ଡଦାନ କରିପାରିବେନି ସାଧାରଣ ଲୋକ । ଚଳିତ ବର୍ଷ କରୋନା ପାଇଁ ସିଂହଦ୍ୱାର ସମ୍ମୁଖରେ ପୟା ଶ୍ରାଦ୍ଧ ତଥା ପିଣ୍ଡ ଦାନ କରିବାକୁ ମନା ହୋଇଛି। ପୟା ଶ୍ରାଦ୍ଧ କ’ଣ? ଘରେ ରହି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପୟାଶ୍ରାଦ୍ଧ କରିବାକୁ ଲୋକମାନଙ୍କୁ…

କରୋନା ଟିକା ପାଇଁ ୯୦୦ କୋଟି

ନୂଆଦିଲ୍ଲୀ: ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆତ୍ମନିଭର ଭାରତ ୩.୦ ଘୋଷଣା କରିଛନ୍ତି । ଏଥିରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ଟିକା ପାଇଁ ୯ ଶହ କୋଟି ଟଙ୍କା ଘୋଷଣା ହୋଇଛି । କୋଭିଡ ସୁରକ୍ଷା ମିଶନ ଜରିଆରେ ବାୟୋଟେକ୍ନୋଲଜି ବିଭାଗକୁ ଏହି ଅର୍ଥ ରାଶି ପ୍ରଦାନ କରାଯିବ ବୋଲି ଘୋଷଣା…

ରାଜ୍ୟରେ ଆଖି ବୁଜିଲେ ଆଉ ୧୪ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ହେଲେ କରୋନା ଜନିତ ମୃତ୍ୟୁ ସଂଖ୍ୟା କିନ୍ତୁ କମୁନି । ବଢ଼ି ଚାଲିଛି କରୋନାରେ ପ୍ରାଣ ହରାଉଥିବା ମୃତକଙ୍କ ସଂଖ୍ୟା । ଗତ ୨୪ ଘଂଟାରେ ପୁଣି ଥରେ ରାଜ୍ୟରେ ଆଉ ୧୪ କରୋନା ରୋଗୀଙ୍କ ଜୀବନ ଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍…

ରାଜ୍ୟରେ ଖସୁଛି କରୋନା ଟ୍ରେଣ୍ଡ: ୨୪ ଘଣ୍ଟାରେ ହଜାରେରୁ କମ୍ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଧୀର ଧୀରେ ରାଜ୍ୟରେ କମୁଛି କରୋନା କାୟା । ଖସୁଛି ଦୈନିକ ପଜିଟିଭି କେସ୍ । ଆକ୍ଟିଭ କେସ୍ କମୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ପୁଣି ହଜାରେରୁ କମ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତ ହୋଇଛନ୍ତି ଆଉ ୯୮୬ ଜଣ । କ୍ୱାରେଣ୍ଟାଇନରୁ ୫୭୨ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି…

ଦେଶରେ ୫ ଲକ୍ଷ ତଳକୁ ଖସିଲା କରୋନା ଆକ୍ଟିଭ୍ କେସ୍, ଜାଣନ୍ତୁ ୨୪ ଘଣ୍ଟାର ରିପୋର୍ଟ

ନୂଆଦିଲ୍ଲୀ: କରୋନା ସହ ଲଢ଼େଇରେ ଭଲ ଖବର ସାମନାକୁ ଆସୁଛି । ଦେଶରେ କମୁଛି ଆକ୍ଚିଭ କେସ୍ । ବଢୁଛି ସୁସ୍ଥ ହାର । ଦୈନିତ ସଂକ୍ରମିତଙ୍କ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସଂକ୍ରମିତ ହୋଇଛନ୍ତି ୪୭ ହଜାର ୯୦୫ ଜଣ । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୬ ଲକ୍ଷ ୮୩…

ଜାଣନ୍ତୁ, ଆଠଗଡ଼ର ମା’ ଭଟ୍ଟାରିକା ମନ୍ଦିର ସମ୍ପର୍କରେ କିଛି ଅଜଣା କଥା

ଭୁବନେଶ୍ୱର: ଭଟ୍ଟାରିକା ମନ୍ଦିର ଓଡ଼ିଶାର କଟକର ଆଠଗଡ଼ଠାରେ ବଡ଼ମ୍ବା ବ୍ଳକର ଶଶାଙ୍ଗ ଗ୍ରାମରେ ରହିଛି। ଏହା ହେଉଛି ହିନ୍ଦୁ ଦେବୀ 'ମା ଭଟ୍ଟାରିକା'ଙ୍କର ମନ୍ଦିର ।ଏହା ମହାନଦୀ କୂଳରେ ଅବସ୍ଥିତ । ଏହି ପୀଠରେ ମାଙ୍କୁ ଷୋଡ଼ଶୀ ଭାବେ କଳ୍ପନା କରାଯାଇଛି । କିମ୍ବଦନ୍ତୀ... ଇତିହାସ…