Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଆସନ୍ତୁ ଜାଣିବା ଦୀପାବଳି ଓ ମାଆ ଲକ୍ଷ୍ମୀଙ୍କ ପୂଜା ପୂର୍ବରୁ ଘରୁ କେଉଁ କେଉଁ ବସ୍ତୁ ବାହାର କରିନେବା ଉଚିତ

ପୁରୀ:ହିନ୍ଦୁ ଧର୍ମର ପ୍ରମୁଖ ପର୍ବ ମଧ୍ୟରେ ଦୀପାବଳି ଅନ୍ୟତମ । ଏହା କାର୍ତିକ ମାସ ଅମାବାସ୍ୟାରେ ପାଳନ କରାଯାଇଥାଏ । ଏହି ଦିନ ମାଆ ଲକ୍ଷ୍ମୀ ଘରକୁ ଆସନ୍ତି ବୋଲି ବିଶ୍ୱାସ ରହିଛି । ସେଥିପାଇଁ ସମସ୍ତେ ଘର ଦ୍ୱାର, ଦୋକାନ ସଫା ରଖିବା ସହ ରଙ୍ଗ ମଧ୍ୟ କରିଥାନ୍ତି । ଆସନ୍ତୁ ଜାଣିବା ମାଆ…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୪୬୦ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୪୬୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । https://twitter.com/HFWOdisha/status/1324352898298376193?s=19 …

‘କରୋନା ରୋକିବାରେ କାମ ଦେଉଛି ଆଇଭରମେକ୍ସିନ’

ଭୁବନେଶ୍ୱର: ମାରାତ୍ମକ କରୋନା ରୋକିବାରେ ସଫଳ ହେଛି ଆଇଭରମେକ୍ସିନ । ଏହି ମେଡିସିନ ଶରୀରରେ ଭୂତାଣୁର ମାତ୍ରା କମାଇ ଦେଉଥିବା ଭୁବନେଶ୍ୱର AIIMS ଗବେଷଣାରୁ ଜଣାପଡ଼ିଛି। ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ଆଇଭରମେକ୍ସିନର ୨ଟି ଡୋଜ କୋଭିଡ୍‌ ଭୂତାଣୁ ସଂକ୍ରମଣକୁ ୭୩%…

ଗୋଟିଏ ଦିନରେ ଭୁବନେଶ୍ୱରରୁ ୬୮ କୋଭିଡ ପଜିଟିଭ; ୧୧୫ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୬୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟର ଏବଂ ୫୪ଟି ସ୍ଥାନୀୟ ମାମଲା ରହିଛି ।…

ଖୁସି ଖବର, ଫେବୃଆରୀରେ ଆସିବ କରୋନା ଟିକା

ନୂଆଦିଲ୍ଲୀ:ଭାରତ ବାୟୋଟେକ ପ୍ରସ୍ତୁତ କରୁଥିବା କରୋନା ଟିକାକୁ ନେଇ ଆସିଛି ଏକ ବଡ ଖୁସି ଖବର । ଆକଳନ ତୁଳନାରେ ଗୋଟିଏ ମାସ ପୂର୍ବରୁ ଅର୍ଥାତ ଫେବୃଆରୀ ମାସରେ ଭାରତ ତା’ର କରୋନା ଟିକା ପାଇବ। ଏନେଇ ଆଜି ସରକାରଙ୍କ ପକ୍ଷରୁ କୁହାଯାଇଛି । ଜଣେ ବରିଷ୍ଠ ସରକାରୀ ବୈଜ୍ଞାନିକ କହିଛନ୍ତି,…

‘ଦୀପାବଳି’କୁ ନେଇ କ’ଣ ରହିଛି ପୌରାଣିକ କଥାବସ୍ତୁ…

ଭୁବନେଶ୍ୱର: କାର୍ତ୍ତିକ ମାସର ଅମାବାସ୍ୟାକୁ ଦୀପାବଳି ରୂପେ ପାଳନ କରାଯାଇଥାଏ । ଆଲୋକର ପର୍ବ ଦୀପାବଳି ଉପଲକ୍ଷେ ସମଗ୍ର ଦେଶ ଉତ୍ସବମୁଖର ହୋଇଉଠିଥାଏ । ଧନତେରସ୍ ଦିନଠାରୁ ଏହି ପର୍ବର ଶୁଭାରମ୍ଭ ହୋଇଥାଏ । କିଛି କିଛି ସ୍ଥାନରେ ଦୀପାବଳିକୁ ୫ ଦିନ ଯାଏଁ ପାଳନ କରାଯାଇଥାଏ । କେହିକେହି…

ପୁରାତନ ଛାତ୍ର ପ୍ରବୀର ପ୍ରଧାନଙ୍କ ବିୟୋଗରେ ଆଇଆଇଏମ୍‍ସିରେ ଶୋକ 

ଢେଙ୍କାନାଳ,୫ା୧୧: ଭାରତୀୟ ଜନ ସଂଚାର ସଂସ୍ଥାନ(ଆଇଆଇଏମ୍‍ସି)ର ପୂର୍ବତନ ଛାତ୍ର ପ୍ରବୀର କୁମାର ପ୍ରଧାନଙ୍କ ଅକାଳ ବିୟୋଗରେ ସଂସ୍ଥାନ ପକ୍ଷରୁ ଗଭୀର ଶୋକ ପ୍ରକାଶ ପାଇଛି । କରୋନାରେ ଆକ୍ରାନ୍ତ ହୋଇ ପ୍ରବୀରଙ୍କର ଆଜି ସକାଳେ ଦେହାନ୍ତ ଘଟିଛି । ପ୍ରବୀରଙ୍କ ସ୍ମୃତିକୁ ମନେ ପକାଇ ଆଜି ସକାଳେ…

ଏହି ଦିନ ଆସିବ କରୋନା ଟିକା‌, ସୂଚନା ଦେଲେ ପୁନାୱାଲା

ନୂଆଦିଲ୍ଲୀ: ଚାରିଆଡେ ବ୍ୟାପିଛି ମହାମାରୀ କରୋନା । ଏହାର ମୁକାବିଲା ପାଇଁ ପ୍ରାୟ ସବୁ ଦେଶ ଲାଗିପଡିଛନ୍ତି ଟିକା ବାହାର କରିବାରେ । ତେବେ କରୋନା ଟିକା କେବେ ଆସିବ, ତାକୁ ନେଇ ସସ୍‌ପେନ୍ସ ଜାରି ରହିଛି । ଏହାରି ଭିତରେ କରୋନା ଭ୍ୟାକସିନ୍ ପ୍ରସ୍ତୁତକର୍ତ୍ତା କମ୍ପାନୀ ସିରମ ଇନ୍‌ଷ୍ଟିଚ୍ୟୁଟ…

କରୋନାରେ ରାଜ୍ୟରୁ ଆଉ ୧୪ ମୃତ, ମୟୂରଭଞ୍ଜରେ ବଢୁଛି ଡେଥ୍ କେସ୍

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁହାର କମ୍ ରହିଥିଲେ ବି ପ୍ରତିଦିନ ୧୦ରୁ ଅଧିକ ଆକ୍ରାନ୍ତ ମୃତ୍ୟୁବରଣ କରୁଛନ୍ତି । ଗତ ୨୪ ଘଣ୍ଚାରେ ଆଉ ୧୪ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୮ ଜିଲ୍ଲାର ଆକ୍ରାନ୍ତ । ସେମାନଙ୍କ ଭିତରେ ୩ ଜଣ ମହିଳା ଓ ୧୧ ଜଣ ପୁରୁଷ ଅଛନ୍ତି ।…

ରାଜ୍ୟରେ ୩ ଲକ୍ଷ ମୁହାଁ ସଂକ୍ରମିତଙ୍କ ସଂଖ୍ୟା, ଆଉ ୧୩୮୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ୨ ହଜାର ତଳେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଆଉ ୧୩୮୫ କରୋନା ପଜିଟିଭ ବାହାରିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯୮ଜଣ କ୍ବାରେଣ୍ଟାଇନ୍‌ରେ…