Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଟିକା ପାଇଁ ନାଁ ଦେଲେଣି ୯୮% ସ୍ୱାସ୍ଥ୍ୟ ଓ ଅଙ୍ଗନବାଡ଼ି କର୍ମୀ

ଭୁବନେଶ୍ୱର: କରୋନା ଟିକା ପାଇଁ ଏଯାଏଁ ୯୮ ପ୍ରତିଶତ ସ୍ୱାସ୍ଥ୍ୟ କର୍ମୀ ଓ ଅଙ୍ଗନବାଡି କର୍ମୀ ତଥ୍ୟ ଦେଲେଣି । ଟିକା ପାଇଁ ସ୍ୱାସ୍ଥ୍ୟ ଓ ଅଙ୍ଗନବାଡ଼ି କର୍ମୀଙ୍କ ଡାଟା ଆହ୍ୱାନ ପ୍ରସଙ୍ଗରେ ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର। ରାଜ୍ୟରେ…

କଟକରେ ବାଣ ଦୋକାନୀଙ୍କୁ ମିଳିବ ଲାଇସେନ୍ସ, ପାଳିତ ହେବ କାଳୀ ପୂଜା

କଟକ: କଟକରେ ବ୍ରିକି ହୋଇପାରିବ ବାଣ । ବାଣ ଦୋକାନୀଙ୍କୁ ମିଳିବ ଲାଇସେନ୍ସ । ଦିପାବଳୀ ପାଇଁ ବାଣ ବିକ୍ରି କରିପାରିବେ ଦୋକାନୀ । ଏଥିପାଇଁ ପୂର୍ବରୁ ଡିସିପିଙ୍କ କାର୍ଯ୍ୟାଳୟରୁ ଲାଇସେନ୍ସ ନେବାକୁ ହେବ । ଲାଇସେନ୍ସ ନେବା ପରେ ବ୍ୟବସାୟୀମାନେ ବାଣ ଦୋକାନ ଖୋଲିପାରିବେ ଡିସିପି କହିଛନ୍ତି…

ରାଜ୍ୟରେ ଆଉ ୯ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ଭାବେ ଖସୁଛି କରୋନ ମିଟର । ହେଲେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁନି । ଗତ ୨୪ ଘଂଟାରେ ରାଜ୍ୟରେ ଆଉ ୯ ଜଣଙ୍କ କରୋନାରେ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୪୦କୁ ବୃଦ୍ଧି ପାଇଛି । ୯…

ଭଲ ଖବର: ରାଜ୍ୟରେ କରୋନାରୁ ସୁସ୍ଥ ହେଲେଣି ୯୪% ଆକ୍ରାନ୍ତ, ୨୪ ଘଣ୍ଟାରେ ୧୩୮୯ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା କେସ୍ । ଗତ ୨୪ ଘଣ୍ଟାରେ ୧ ହଜାର ୩୮୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୭୯୮ ସଂକ୍ରମିତ । ୫୯୧ଟି ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୨ ଜଣ ସଂକ୍ରମିତ ହୋଇଛନ୍ତି ।…

ଆଜିଠୁ ରାଜଧାନୀରେ ଖୋଲୁଛି ଆଉ ୭ ଆହାର କେନ୍ଦ୍ର

ଭୁବନେଶ୍ୱର: ଆଜିଠୁ ଖୋଲୁଛି ରାଜଧାନୀର ବିଭିନ୍ନ ଆହାର କେନ୍ଦ୍ର । ପୂର୍ବରୁ କରୋନା ପାଇଁ ମାର୍ଚ୍ଚ ମାସରୁ ବନ୍ଦ ରହିଥିବା ଭୁବନେଶ୍ୱରର ବିଭିନ୍ନ ଆହାର କେନ୍ଦ୍ର ଆଜିଠାରୁ ଖୋଲିବ ବୋଲି ସୂଚନା ମିଳିଛି । ଏବେ ୪ଟି ହସ୍ପିଟାଲ ନିକଟରେ ଥିବା ୫ଟି ଆହାର କେନ୍ଦ୍ର ଚାଲୁଥିବାବେଳେ ରାଜଧାନୀର…

ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ପତ୍ନୀ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜଭବନରେ କରୋନା । ଭୂତାଣୁ ସଂକ୍ରମିତ ହୋଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ଏହା ପତ୍ନୀଙ୍କର ରିପୋର୍ଟ ବି ପଜିଟିଭ୍ ଆସିଛି । ଏନେଇ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । ଏହାସହ ରାଜ୍ୟପାଳ ଅନୁରୋଧ କରିଛନ୍ତି, ଯେଉଁମାନେ ନିକଟ…

ଦେଶରେ ୮୨ ଲକ୍ଷ କରୋନା ସଂକ୍ରମିତ, ଲକ୍ଷେ ୨୨ ହଜାର ମୃତ

ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା ଆକ୍ରାନ୍ତ ଓ ମୃତ୍ୟୁସଂଖ୍ୟା । ସଂକ୍ରମିତଙ୍କ ସଂଖ୍ୟା ୮୨ ଲକ୍ଷ ପାର କରିଛି । ମୃତ୍ୟୁସଂଖ୍ୟା ଲକ୍ଷେ ୨୨ ହଜାର ଡେଇଁଲାଣି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪୫ ହଜାର ୨୩୦ ନୂଆ ଆକ୍ରାନ୍ତ । ମୋଟ୍ ପଜିଟିଭ୍ କେସ୍ ୮୨ ଲକ୍ଷ ୨୯ ହଜାର ୩୧୩କୁ…

କାର୍ତ୍ତିକ ମାସ ପ୍ରଥମ ସୋମବାର: ଶ୍ରୀମନ୍ଦିର ସିଂହଦ୍ୱାର ଆଗରେ ଭକ୍ତିମୟ ପରିବେଶ

ପୁରୀ: ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର । ଏଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଏଥର କରୋନା ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଲକ୍ଷ୍ମଣରେଖା ଟାଣିଛି । କାର୍ତ୍ତିକ ସୋମବାରରେ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚତ ହୋଇଛନ୍ତି ଶ୍ରଦ୍ଧାଳୁ ।  ଶ୍ରୀମନ୍ଦିର ସିଂହଦ୍ୱାର ଆଗରେ ଭକ୍ତଙ୍କ ଭିଡ଼ ହୋଇଛି ।…

ସେଲଫ୍‌ କ୍ୱାରେଣ୍ଟାଇନରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମହାନିର୍ଦ୍ଦେଶକ

ଜେନେଭା: ଜଣେ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିବା ପରେ ସେଲଫ୍‌ କ୍ୱାରେଣ୍ଟାଇନରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମହାନିର୍ଦ୍ଦେଶକ ଟେଡ୍ରୋସ୍ ଆଡାନୋମ୍ ଘେବ୍ରିୟସ । ଗତକାଲିଠାରୁ ସେ ନିଜକୁ ପୃଥକବାସରେ ରଖିଥିବା ନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି WHO ମହାନିର୍ଦ୍ଦେଶକ । ସେ…

କଟକରେ ଆଜିଠୁ ସେରୋ ସର୍ଭେ, ୨୫ ଓ୍ୱାର୍ଡରୁ ନମୁନା ସଂଗ୍ରହ

କଟକ: ଆଜିଠୁ କଟକ ସହରରେ ଆରମ୍ଭ ହେଉଛି ସେରୋ ସର୍ଭେ । କଟକ ମହାନଗର ନିଗମର ୨୫ଟି ୱାର୍ଡରେ ଏହି ସର୍ଭେ ଆସନ୍ତା ୫ ତାରିଖ ଯାଏ ଚାଲିବ । ଲୋକଙ୍କଠାରୁ ସଂଗ୍ରହ କରାଯିବ ରକ୍ତ ନମୁନା । ପ୍ରତି ୱାର୍ଡରୁ ୬୦ ଜଣ ଲେଖାଏଁ ଲୋକଙ୍କୁ ଚିହ୍ନଟ କରାଯିବ । ନାବାଳକ ଓ ଗର୍ଭବତୀଙ୍କୁ ଏଥିରେ ସାମିଲ…