Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଓଡିଶାରୁ ସୁସ୍ଥ ହେଲେ ଆଉ ୧୮୧୫ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୮୧୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୨,୯୧,୮୨୫ କରୋନା ସଂକ୍ରମିତ ମାମଲା ରହିଥିବା ବେଳେ ମୋଟ୍ ୨,୭୭,୫୬୪…

୨୪ ଘଣ୍ଟାରେ ଭୁବନେଶ୍ୱରରେ ୮୧ ନୂଆ ପଜିଟିଭ; ୨୨୬ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୮୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୯ ଜଣ ହୋମ୍…

କିମସରେ ଖୋଲିଲା ପୋଷ୍ଟ କୋଭିଡ୍ କେୟାର ସ୍ପେସିଆଲିଟି କ୍ଲିନିକ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ କିମସରେ ପୋଷ୍ଟ କୋଭିଡ୍ କେୟାର ସ୍ପେସିଆଲିଟି କ୍ଲିନିକ ଖୋଲାଯାଇଛି। ସୂଚନା ଅନୁଯାୟୀ କରୋନା ସମୟରେ କିମସ ଦ୍ଵାରା ପରିଚାଳିତ ଓଡିଶା କୋଭିଡ ହସ୍ପିଟାଲରେ ପାଖାପାଖି ୬ ହଜାର କରୋନା ଆକ୍ରାନ୍ତ ରୋଗୀ ଚିକିତ୍ସିତ ହୋଇ ସାରିଥିବା ବେଳେ ସେମାନଙ୍କ ମଧ୍ୟରୁ…

କୋଭିଡ ନିୟମ ଉଲ୍ଲଂଘନ: ରାଜଧାନୀରେ ୨୪ ଘଣ୍ଟାରେ ୧୫୭୬ ବ୍ୟକ୍ତି ଏବଂ ଦୋକାନକୁ ଜରିମାନା 

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ କୋଭିଡ଼ ୧୯ ନିର୍ଦ୍ଦେଶାବଳୀ ଉଲ୍ଲଂଘନ ଅଭିଯୋଗରେ କମିଶନରେଟ ପୋଲିସ ୧୫୭୭ ଜଣ ବ୍ୟକ୍ତି ଏବଂ ଦୋକାନକୁ ଜରିମାନା କରିଛି। ନିଜ ଅଫିସିଆଲ୍ ଟ୍ୱିଟର ହ୍ୟାଣ୍ଡେଲରେ ଭୁବନେଶ୍ବର ଡିସିପି ଉମାଶଙ୍କର ଦାଶ ଲେଖିଛନ୍ତି: “ଆମର ଉଦ୍ଦେଶ୍ୟ ଲୋକଙ୍କ ଠାରୁ ଜରିମାନା…

ପର୍ଯ୍ୟଟକଙ୍କ ଲାଗି ଖୋଲିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି: ବାଲେଶ୍ୱର ଜିଲ୍ଲା ନୀଳଗିରି ଅନ୍ତର୍ଗତ କୁଲଡିହା ଅଭୟାରଣ୍ୟ ଦୀର୍ଘ ୮ ମାସ ପରେ ପର୍ଯ୍ୟଟକଙ୍କ ଲାଗି ଖୋଲିଛି। କୋଭିଡ୧୯ ମହାମାରୀକୁ ଦୃଷ୍ଟିରେ ରଖି ଗତ ମାର୍ଚ୍ଚ ମାସରୁ ଏହି ଅଭୟାରଣ୍ୟ ବନ୍ଦ ରହିଥିଲା । ପର୍ଯ୍ୟଟକଙ୍କ ରାତି ରହଣୀ ପାଇଁ କର୍ତ୍ତୃପକ୍ଷଙ୍କ ପକ୍ଷରୁ ପ୍ରବେଶ…

କରୋନା ସଂକ୍ରମଣରେ ଓଡିଆ ଡାକ୍ତରଙ୍କ ମୃତ୍ୟୁ

ଅନୁଗୁଳ: ବୌଦ୍ଧର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ କାର୍ଯ୍ୟରତ ବରିଷ୍ଠ ଡାକ୍ତର ବିଶ୍ୱନାଥ ରାଉତଙ୍କର କରୋନା ସଂକ୍ରମଣରେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଛି । ନିକଟ ଅତୀତରେ ଶ୍ରୀ ରାଉତ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଯାହା ପରେ ତାଙ୍କର ଫୁସଫୁସ୍ ସଂକ୍ରମଣ ବାହାରିଥିଲା…

ଆଉ ୧୧ ଜଣଙ୍କୁ ମିଶାଇ କରୋନା ରାଜ୍ୟରୁ ନେଲାଣି ୧, ୩୩୧ ଜୀବନ

ଭୁବନେଶ୍ୱର: ମୁଣ୍ଡ ନେଉଛି ମହାମାରୀ । ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ୯ ଜିଲ୍ଲାରୁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ଜଣେ ୨୬ ଓ ୩୦ ବର୍ଷୀୟ ଯୁବକ । ସୁନ୍ଦରଗଡ଼…

ରାଜ୍ୟରେ ୧୫ ହଜାର ତଳକୁ ଖସିଲା ଆକ୍ଟିଭ୍ କେସ, ୨୪ ଘଣ୍ଟାରେ ୧୭୦୯ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ସାମାନ୍ୟ ବଢିଛି କରୋନା ଆକ୍ରାଙ୍କ ସଂଖ୍ୟା । ଦିନକରେ ଚିହ୍ନଟ ହୋଇଛନ୍ତି ୧୭ ଶହ ୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୯୮୫ ଜଣ ଚିହ୍ନଟ ହୋଇଛନ୍ତି । ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୭୨୪ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୧…

କୁମାର ପୂର୍ଣ୍ଣିମା ଅବସରରେ ନିଆରା କଇଁଫୁଲ କୋଠି

ଯାଜପୁର: କୁମାର ପୂର୍ଣ୍ଣିମା ଆସିଲେ ଯାଜପୁର ଜିଲ୍ଲା ରସୁଲପୁର ବ୍ଲକର ସଦାନନ୍ଦପୁର ଗାଁ ହୋଇ ଉଠେ ଚଳଚଂଚଳ । କୁମାର ପୁର୍ଣ୍ଣିମାର ସାତ ଦିନ ପୂର୍ବରୁ ନିଜ ନିଜ ଚଉଁରା ମୁଳେ କୁମାରୀ ମାନେ ତିଆରି କରିଥାନ୍ତି କଇଁ ଫୁଲର କୋଠି । ଆଉ କୁମାର ପୂର୍ଣ୍ଣିମା ଦିନ ଗାଁ ଅଗଣାରେ ତିଆରି…

ବୁଲି ଯାଆନ୍ତୁ ପ୍ରାକୃତିକ ଶୋଭରାଜିରେ ପରିପୂର୍ଣ୍ଣ କୋରଡ଼କୋଟ ଜଳପ୍ରପାତ

ଭୁବନେଶ୍ୱର: ଆରମ୍ଭ ହେଲାଣି ପର୍ଯ୍ୟଟନ ଋତୁ। କୋଭିଡ କଟକଣା ମଧ୍ୟରେ ପର୍ଯ୍ୟଟନ ସ୍ଥଳୀ ଗୁଡିକୁ ବୁଲିବାକୁ ପର୍ଯ୍ୟଟକଙ୍କୁ ଅନୁମତି ଦେଇଛନ୍ତି ସରକାର। ତେବେ ଆଜି ଆମେ ଆପଣଙ୍କୁ ବୁଲାଇ ନେବୁ ଦେବଗଡ଼ ଜିଲ୍ଲାର କୋରଡକୋଟ ଜଳ ପ୍ରପାତ। ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇଥିବା ଦେବଗଡ଼ ଜିଲାର…