Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ବୁଲି ଯାଆନ୍ତୁ ପ୍ରାକୃତିକ ଶୋଭରାଜିରେ ପରିପୂର୍ଣ୍ଣ କୋରଡ଼କୋଟ ଜଳପ୍ରପାତ

ଭୁବନେଶ୍ୱର: ଆରମ୍ଭ ହେଲାଣି ପର୍ଯ୍ୟଟନ ଋତୁ। କୋଭିଡ କଟକଣା ମଧ୍ୟରେ ପର୍ଯ୍ୟଟନ ସ୍ଥଳୀ ଗୁଡିକୁ ବୁଲିବାକୁ ପର୍ଯ୍ୟଟକଙ୍କୁ ଅନୁମତି ଦେଇଛନ୍ତି ସରକାର। ତେବେ ଆଜି ଆମେ ଆପଣଙ୍କୁ ବୁଲାଇ ନେବୁ ଦେବଗଡ଼ ଜିଲ୍ଲାର କୋରଡକୋଟ ଜଳ ପ୍ରପାତ। ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇଥିବା ଦେବଗଡ଼ ଜିଲାର…

ଦେଶରେ ୮୧ ଲକ୍ଷ କରୋନା ସଂକ୍ରମିତ, ସୁସ୍ଥ ହେଲେଣି ୭୪ ଲକ୍ଷ

ନୂଆଦିଲ୍ଲୀ: ଦେଶରେ କରୋନାରେ ସଂକ୍ରମିତ ହେଲେଣି ପାଖାପାଖି ୮୨ ଲକ୍ଷ ଲୋକ । ସଂକ୍ରମିତଙ୍କ ସଂଖ୍ୟା ବଢୁଥିଲେ ବି ଦୈନିକ କେସ୍ କମୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪୬ ହଜାର ୯୬୪ ନୂଆ ଆକ୍ରାନ୍ତ । ମୋଟ୍ ପଜିଟିଭ୍ କେସ୍ ୮୧ ଲକ୍ଷ ୮୪ ହଜାର ୮୩କୁ ବୃଦ୍ଧି ପାଇଛି ।…

ଲକଡାଉନ୍ ରିଟର୍ଣ୍ଣସ୍: ଇଂଲଣ୍ଡରେ ପୁଣି ଲକଡାଉନ୍ ଘୋଷଣା

ଲଣ୍ଡନ: କରୋନା ମହାମାରୀ ବିରୋଧରେ ଲଢ଼େଇ ଭିତରେ ପୁଣି ଫେରିଲା ଲକଡାଉନ୍ । ବ୍ରିଟେନରେ କରୋନାର ଥାର୍ଡ ଓ୍ୱେଭ୍ । ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଇଂଲଣ୍ଡକୁ ପୁଣି ଲକଡାଉନ୍ ଘୋଷଣା କରିଛନ୍ତି ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ୍ । ଆସନ୍ତା ଗୁରୁବାରଠାରୁ (ନଭେମ୍ୱର ୫ତାରିଖ)…

ଶ୍ରୀମନ୍ଦିରରେ ଦ୍ୟୂତ କ୍ରୀଡା ଉତ୍ସବ..

ପୁରୀ: ଶ୍ରୀମନ୍ଦିର ରେ କୁମାରପୂର୍ଣ୍ଣିମା ଅବସରରେ ଅନନ୍ୟ ନୀତିକାନ୍ତି ଅନୁଷ୍ଠିତ ହୋଇଥିଲା। ଭିତର ଚନ୍ଦନ ଲାଗି ଓ ବଡ଼ସିଂହାର ବେଶ ପରେ ସିଂହାସନ ତଳେ ଶକଟା, ପଶା ଓ କଉଡି ଖେଳ ହୋଇଥିଲା । ସିଂହାସନ ତଳେ ଏହା ସରିବା ପରେ ସିଂହାସନ ଉପରେ ମଧ୍ୟ ଏହି କଉଡି ଖେଳ ଅନୁଷ୍ଠିତ ହୋଇଥିଲା।…

ଆଜିଠୁ ଆରମ୍ଭ ଧର୍ମମାସ କାର୍ତ୍ତିକ; ପୁରୀରେ ମହାପ୍ରସାଦ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା

ପୁରୀ: ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ମାସ ତା ସହ କାର୍ତ୍ତିକ ବ୍ରତ ମଧ୍ୟ ଆରମ୍ଭ ହୋଇଛି । ଏହାକୁ ଦୃଷ୍ଟିରେ ରଖି ସିଂହଦ୍ବାର ସମ୍ମୁଖରେ ବ୍ୟାରିକେଡ କରାଯାଇଛି । ତେବେ ମହାପ୍ରଭୁଙ୍କ ଦର୍ଶନ ଉପରେ କଟକଣା ଥିବାରୁ ଶ୍ରଦ୍ଧାଳୁ ମାନେ ଶ୍ରୀମନ୍ଦିର ଚତୁଃପାର୍ଶ୍ବ ପ୍ରଦକ୍ଷଣ…

ନଭେମ୍ବର ୨ରୁ ୧୭ଟି ରୁଟ୍‌ରେ ଗଡିବ ‘ମୋ ବସ୍‌’

ଭୁବନେଶ୍ୱର: ନଭେମ୍ବର ୨ରୁ ଭୁବନେଶ୍ୱରର ୧୭ଟି ରୁଟରେ ଗଡିବ ‘ମୋ ବସ୍‌’ । ଏନେଇ କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ ତଥା କ୍ରୁଟ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଅନୁସାରେ ରୁଟ୍‌ ନମ୍ବର ୧୧, ୧୨, ୧୬, ୧୭, ୧୮, ୧୯, ୨୦, ୨୨, ୨୩, ୨୪, ୨୫, ୨୭, ୨୮, ୩୦, ୩୩, ୫୦ ଓ ୭୦ରେ ମୋ…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୯୧୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୯୧୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । https://twitter.com/HFWOdisha/status/1322527655892189184?s=19…

ବିଜେପିର ମାଗଣା କରୋନା ଟିକା ପ୍ରତିଶ୍ରୁତି, କ୍ଲିନଚିଟ୍ ଦେଲା ଇସି

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ପାଇଁ ବିଜେପିର ମାଗଣା କରୋନା ଟିକା ପ୍ରତିଶ୍ରୁତିକୁ କ୍ଲିନଚିଟ୍ ଦେଲେ ନିର୍ବାଚନ କମିଶନର । ବିଜେପିର ମାଗଣା କରୋନା ଟିକା ପ୍ରତିଶ୍ରୁତି କୌଣସି ପ୍ରକାରର ଆଚରଣ ବିଧି ଉଲ୍ଲଂଘନ କରୁନାହିଁ ବୋଲି ଆଜି ନିର୍ବାଚନ କମିଶନର କହିଛନ୍ତି । ନିକଟରେ…

ରାଜଧାନୀରେ କମୁଛି କରୋନା, ହେଲେ କମୁନି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ତଳମୁହାଁ ହେଉଛି କରୋନା । ଗତ କିଛି ଦିନ ହେବ ଲଗାତର ଶହେ ତଳେ କରୋନା ରୋଗୀ ଚିହ୍ନଟ ହେଉଛନ୍ତି । ତେବେ କରୋନା ରୋଗୀଙ୍କ ସଂଖ୍ୟା କମିଥିବା ବେଳେ ସ୍ଥାନୀୟ ସଂକ୍ରମଣ କିନ୍ତୁ କମୁନାହିଁ । ଏଠାରେ କ୍ୱାରେଂଟାଇନ୍ ଅପେକ୍ଷା ଲୋକାଲ କଂଟାକ୍ଟ କେସ୍ ଅଧିକ…

ରାଜ୍ୟର ୭ ଜିଲ୍ଲାରୁ କରୋନା ନେଲା ଆଉ ୧୨ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆଉ ୧୨ ଜୀବନ ନେଇଛି । ଗତ ୨୪ ଘଣ୍ଟାରେ ୭ ଜିଲ୍ଲାରୁ ଚିକିତ୍ସୀଧୀନ ଅବସ୍ଥାରେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩ ଜଣ ମୃତ୍ୟୁବରଣ କରିଛନ୍ତି । Regret to inform the demise of twelve covid positive patients…