Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଓଡିଶାରେ ୧୫୪୭ ନୂଆ କୋଭିଡ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ ଘଣ୍ଟାରେ ନୂଆ ୧୫୪୭ କୋଭିଡ ପଜିଟିଭ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୮ ହଜାର ୬୪୬ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ରାଜ୍ୟରେ ୧୩ ଶହ ପାର କଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଜି ୧୩ ଶହ ପାର କରିଛି କରୋନା ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୧ ଜଣ ମୃତ୍ୟୁବରଣ କରିଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ୮ ଜିଲ୍ଲାର ଆକ୍ରାନ୍ତ । ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩ ଶହ ୮କୁ ବୃଦ୍ଧି ପାଇଛି । Regret to…

ଭଲ ଖବର: ୬ ଲକ୍ଷ ତଳକୁ ଖସିଲା ଦେଶରେ କରୋନା ଆକ୍ଟିଭ୍ କେସ୍, ଜାଣନ୍ତୁ ଆଜିର ରିପୋର୍ଟ

ନୂଆଦିଲ୍ଲୀ: ହାରୁଛି ମହାମାରୀ, ଜିତୁଛି ଭାରତ । ସାରା ଦେଶରେ ଏବେ ଦୈନିକ ଖସୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସୁସ୍ଥ ହେଉଛନ୍ତି ଅଧିକ । ଆକ୍ଟିଭ୍ କେସ୍ ଖସୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସଂକ୍ରମିତ ହୋଇଛନ୍ତି ୪୮ ହଜାର ୬୪୮ । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ଲକ୍ଷ ୮୮ ହଜାର ୮୫୧…

ଶ୍ରୀମନ୍ଦିରରେ ରାଧା-ଦାମୋଦର ବେଶ; ଜାଣନ୍ତୁ କାହିଁକି ହୁଏ ପାଳନ

ପୁରୀ: ପ୍ରତି ବର୍ଷ ଆଶ୍ୱିନ ଶୁକ୍ଳ ଏକାଦଶୀ ଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଦୀର୍ଘ ଏକମାସ ପର୍ଯ୍ୟନ୍ତ ପ୍ରତ୍ୟହ ଶ୍ରୀଜୀଉଙ୍କର ରାଧା ଦାମୋଦର ବେଶ ପଅନୁଷ୍ଠିତ ହୋଇଥାଏ । କାର୍ତ୍ତିକ ମାସରେ ବିଷ୍ଣୁଙ୍କର ନାମ ଦାମୋଦର ହୋଇଥିବାରୁ ଏହି ବେଶର ନାମ ଏପରି ନାମକରଣ କରାଯାଇଥିବା…

କରୋନା ଛଡାଇ ନେଇଛି ପୂଜା ମଉଜ; ବିନା ଭକ୍ତରେ ହେଉଛି ମା’ ଗଜଲକ୍ଷ୍ମୀଙ୍କ ପୂଜା

ଢେଙ୍କାନାଳ: ଚଳିତ ଥର କରୋନା ଉଜାଡ଼ି ଦେଉଛି ପୂଜା ମଉଜ। ପ୍ରଥମେ ଦୁର୍ଗାପୂଜା ଆଉ ଏବେ ମାଆ ଗଜଲକ୍ଷ୍ମୀ ପୂଜା। ବିନା ଭକ୍ତରେ ଆରମ୍ଭ ହୋଇଛି ମାଆ ଗଜ ଲକ୍ଷ୍ମୀଙ୍କ ପୂଜା । ନା ଅଛି ଉତ୍ସାହ ନା ଅଛି ଯାକଜମକ। କେବଳ ବିଧି ରକ୍ଷା ନିମନ୍ତେ ମଣ୍ଡପରେ ପାଳନ ହେଉଛି ମାଆଙ୍କ ପୂଜା ପୂଜା ମଣ୍ଡପ ।…

ବିଶ୍ୱ କରୋନା ମିଟର; ୨୪ ଘଣ୍ଟାରେ ୨ଲକ୍ଷ ୮୮ ହଜାରରୁ ଅଧିକ କରୋନା ମାମଲା ଚିହ୍ନଟ

ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪.୫୩ କୋଟିରୁ ଅଧିକ ହୋଇଥିବାବେଳେ ସଂକ୍ରମଣ ହେତୁ ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ୧୧ ଲକ୍ଷ ୮୫ ହଜାର ଅତିକ୍ରମ କରିଛି। ଆମେରିକାରେ ସଂକ୍ରମଣ ମାମଲା ସର୍ବାଧିକ ୯୨ ଲକ୍ଷ ୧୨ ହଜାର ୭୬୭ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୩୪ ହଜାର…

ଓଡ଼ିଶାର ପାରମ୍ପରିକ ଚଢ଼େଇଆ ନାଚ ସମ୍ପର୍କରେ ଜାଣନ୍ତୁ

ଭୁବନେଶ୍ୱର: ଓଡିଶାରେ ପ୍ରଚଳିତ ନୃତ୍ୟମାନଙ୍କ ମଧ୍ୟରୁ ଚଢ଼େଇଆ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଚଢ଼େଇଆ ହେଉଛନ୍ତି କେଳା ଓ ଶବର । ସେମାନେ ବଣ ଜଙ୍ଗଲରୁ ଚଢ଼େଇ ଧରି ବିକିବା, ସାପ ଧରି ଗାଁ ଗଣ୍ଡାରେ ସାପ ଖେଳାଇ ଜୀବନ ଚଳାଇଥାନ୍ତି । କେଳୁଣି ବା ଶବରୁଣି ଗାଁ ରେ ବୁଲି ଚିତା…

ଏହିପରି କରନ୍ତୁ ମାଆ ଗଜଲକ୍ଷ୍ମୀଙ୍କ ଆବାହନ, ଧନଧାନ୍ୟରେ ଭରି ଯିବ ଘର !

ଭୁବନେଶ୍ୱର: ଧନ, ଶାନ୍ତି ଓ ପ୍ରେମର ପ୍ରତୀକ ହେଉଛନ୍ତି ମାଆ ଲକ୍ଷ୍ମୀ। ଧନ ସମ୍ପତ୍ତି ଓ ବୈଭବର କାମନା ସମସ୍ତେ କରିଥାନ୍ତି । ଏହାକୁ ପାଇବା ଲାଗି ବ୍ୟକ୍ତିବିଶେଷ ଲଗାତାର ପ୍ରୟାସ ଜାରି ରଖିଥାନ୍ତି । ତଥାପି ବେଳେବେଳେ ସବୁ ପ୍ରଚେଷ୍ଟା ସତ୍ୱେ ମଧ୍ୟ ସଫଳତା ମିଳିପାରିନଥାଏ । କୁହାଯାଏ, ମା’…

ଆଜିଠୁ ଆରମ୍ଭ ମାଆ ଗଜଲକ୍ଷ୍ମୀ ପୂଜା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ମାଆ ଗଜଲକ୍ଷ୍ମୀ ପୂଜା। ମାଆ ଲକ୍ଷ୍ମୀ ଧନସମ୍ପଦ, ସୌଭାଗ୍ୟ, ସୁଖ୍ୟାତି, ସୁଖସମୃଦ୍ଧି, ସୌନ୍ଦର୍ଯ୍ୟ ଓ ପ୍ରେମର ଦେବୀ ଅଟନ୍ତି । ସେ ଶ୍ରୀ ଭାବେ ମଧ୍ୟ ପରିଚିତ । ସେ ଭଗବାନ ବିଷ୍ଣୁଙ୍କର ସହଧର୍ମିଣୀ ଓ ଶକ୍ତି ସୂରୁପା । ରାମାୟଣ ଅନୁସାରେ ସମୁଦ୍ର ମନ୍ଥନ ସମୟରେ…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୯୦୮ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୯୦୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । https://twitter.com/HFWOdisha/status/1321826018047397888?s=19 …