Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଭସାଣ ପାଇଁ ଭୁବନେଶ୍ୱରରେ ୪୦ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର: ଆଜି ଦଶମୀ, କାଲ ଭସାଣୀ । କରୋନା କଟକଣା ଭିତରେ ଚାରିଆଡେ ପାଳିତ ହେଉଛି ଦଶହରା। ତେବେ ଆସନ୍ତାକାଲି ଭସାଣ ଉତ୍ସବ ପାଇଁ ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଭସାଣ ଉତ୍ସବରେ ରାଜଧାନୀରେ ୪୦ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ । ଏନେଇ ଭୁବନେଶ୍ୱର…

କଟକଣା ଭିତରେ କଟକରେ ୪ଟି ପର୍ଯ୍ୟାୟରେ ହେବ ଭସାଣ

କଟକ: କରୋନା କଟକଣା ଭିତରେ ସାରା ରାଜ୍ୟରେ ପାଳିତ ହେଉଛି ଦଶହରା । ଆଜି ଦଶମୀ ଆସନ୍ତାକାଲି ଭସାଣ ଉତ୍ସବ । ଏଥିପାଇଁ କଟକରେ ଲାଗୁ ହୋଇଛି କଟକଣା । ଭସାଣ ପାଇଁ କମିଶନରେଟ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରି ହୋଇଛି । ନିର୍ଦ୍ଦେଶାବଳୀ ଅନୁଯାୟୀ, ଆସନ୍ତାକାଲି କଟକରେ ୧୪ଟି…

ବିଶ୍ୱ କରୋନା ମିଟର; ୨୪ ଘଣ୍ଟାରେ ୪ ଲକ୍ଷରୁ ଅଧିକ ନୂଆ ମାମଲା ଚିହ୍ନଟ

ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ଭୂତାଣୁ କାୟା ବିସ୍ତାର କରି ଚାଲିଛି। ଏହି ମହାମାରୀ ପୁଣି ଥରେ ଭୟଙ୍କର ରୂପ ନେଇଛି। ଦୁନିଆରେ କରୋନା ସଂକ୍ରମଣ ସଂଖ୍ୟା ୪୩ ନିୟୁତ ଅତିକ୍ରମ କରିଛି। ଏଥିମଧ୍ୟରୁ ପ୍ରାୟ ୧୧ ଲକ୍ଷ ୫୯ ହଜାର ରୋଗୀ ପ୍ରାଣ ହରାଇଛନ୍ତି। ସାରା ବିଶ୍ୱରେ ଗତ ୨୪ ଘଣ୍ଟାରେ…

ଦୀର୍ଘ ୨୫ ବର୍ଷ ପରେ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ

ପୁରୀ: ଦୀର୍ଘ ୨୫ ବର୍ଷର ଅପେକ୍ଷା ପରେ ଶ୍ରୀମନ୍ଦିରରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ। ମସ୍ତକରେ ହାଣ୍ଡିଆ, ହାତରେ ଛୁରୀ କଟାରୀ, ଶ୍ରୀମୁଖରେ ଲମ୍ବା ଦାଢ଼ି ଭଳି ଅନନ୍ୟ ଓ ଅପୂର୍ବ ନାଗା ରୂପରେ ମହାବାହୁ ଭକ୍ତଙ୍କୁ ଦର୍ଶନ ଦେବେ। ସୂଚନା ଅନୁଯାୟୀ ଏ ବର୍ଷ ପଞ୍ଚକ…

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ୱାରଙ୍କୁ କରୋନା

ମୁମ୍ବାଇ: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ୱାର କରୋନା ସଂକ୍ରମିତ ହୋଇଛନ୍ତି । ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ବାହାରିଛି । ଚିକିତ୍ସା ପାଇଁ ମୁମ୍ୱାଇର ଏକ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି । ଏନେଇ ଉପମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।…

ରାଜ୍ୟର ୮ ଜିଲ୍ଲାରୁ କରୋନା ନେଲା ଆଉ ୧୪ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୪ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ୮ଟି ଜିଲ୍ଲାର ଆକ୍ରାନ୍ତ । ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁସଂଖ୍ୟା ୧୨ ଶହ ୫୯କୁ ବୃଦ୍ଧି ପାଇଛି । ମୃତ୍ୟୁହାର ରହିଛି ୦.୪୪…

ଓଡିଶାରେ ଆଉ ୧୪୮୦ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ୍ ସଂଖ୍ୟା ୨ ଲକ୍ଷ ୮୨ହଜାର ଟପିଲା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୪୮୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୨ ହଜାର ୬୯୫ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ୟୁରୋପରେ କରୋନାର ସେକେଣ୍ଡ ଓ୍ୱେଭ୍, ଏସବୁ ଦେଶରେ ପୁଣି ଲାଗିଲା କର୍ଫ୍ୟୁ

ୟୁରୋପୀୟ ଦେଶରେ ପୁଣି ଥରେ କାୟା ବିସ୍ତାର କରିବା ଆରମ୍ଭ କରିଛି ମହାମାରୀ । କରୋନାର ସେକେଣ୍ଡ ଓ୍ୱେଭ ଏବେ ସାମନାକୁ ଆସିଛି । ସ୍ପେନ୍, ଫ୍ରାନ୍ସ, ଇଟାଲୀ, ଜର୍ମାନୀ ସମେତ ବିଭିନ୍ନ ଦେଶରେ ବଢୁଛି ଦୈନିକ ପଜିଟିଭ୍ କେସ୍ । ସ୍ଥିତି ଏମିତି ହୋଇଛି ଯେ ଗତ ସପ୍ତାହ ଭିତରେ ୟୁରୋପ ମହାଦେଶରେ ୧୩…

ଦେଶରୁ ଦିନକରେ ୪୯ ହଜାର କରୋନା ପଜିଟିଭ୍, ୫୦୦ରୁ କମ୍ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା କେସ୍ ଖସୁଥିବା ବେଳେ ସୁସ୍ଥହାର ବଢୁଛି । କମୁଛି ଡେଥ୍ କେସ୍ । ଗତ ୨୪ ଘଣ୍ଟାରେ ୫୦ ହଜାରରୁ କମ୍ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ପାଞ୍ଚ ଶହ ତଳକୁ ଖସିଛି । ଦିନକରେ ସାରା ଦେଶରେ ସଂକ୍ରମିତ ହୋଇଛନ୍ତି ୪୯ ହଜାର ୪୫ ହଜାର ୧୪୯ । ମୋଟ୍…

କଟକଣା ମଧ୍ୟରେ ପୂଜା: ଅନଲାଇନରେ ରାବଣପୋଡି ଉତ୍ସବର ସିଧା ପ୍ରସାରଣ

କଟକ: ଐତିହାସିକ ସହର କଟକ। ଏଠାରେ ପାର୍ବଣର ପରମ୍ପରା ନିଆରା। ଚଳିତ ବର୍ଷ କୋଭିଡ ପୂଜାର ମହୋଲକୁ ଫିକା କରି ଦେଇଥିବା ବେଳେ ଆଜି ଅନଲାଇନରେ ପ୍ରସାରିତ ହେବ ରାବଣ ପୋଡି ଉତ୍ସବ। କଟକ ସହରର ବାରବାଟୀ ସର୍ବଧର୍ମ ସାଂସ୍କୃତିକ ପରିଷଦର ରାବଣ ପୋଡି କାର୍ଯ୍ୟକ୍ରମ ଆଜି ସନ୍ଧ୍ୟାରେ ଅନଲାଇନରେ…