Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରାଜ୍ୟରେ ଆଉ ୧୮ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୧,୨୧୪ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୮ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧୨୧୪ରେ ପହଞ୍ଚିଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ,…

ଓଡିଶାରୁ ୧୭୯୩ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନା ଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୭୯୩ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୭ ହଜାର ୮୮୭ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ନଭେମ୍ବରରେ ସ୍ୱଦେଶୀ ଟିକା କୋଭାକ୍ସିନର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ନୂଆଦିଲ୍ଲୀ: ଦେଶରେ କରୋନା ଟିକାର ପରୀକ୍ଷଣ ନେଇ ଆସିଲା ବଡ଼ ଖବର ।  ଡ୍ରଗ୍ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ ବା DCGI ଭାରତ ବାୟୋଟେକର କରୋନା ଟିକା କୋଭାକ୍ସିନର ତୃତୀୟ ପର୍ଯ୍ୟାୟ ପରୀକ୍ଷଣକୁ ଅନୁମୋଦନ ଦେଇଛି । ନଭେମ୍ବର ପ୍ରଥମ ସପ୍ତାହରେ ଆରମ୍ଭ ହୋଇପାରେ ତୃତୀୟ ପର୍ଯ୍ୟାୟ ଟ୍ରାଏଲ୍…

ବିଶ୍ୱ କରୋନା ମିଟର; ୨୪ ଘଣ୍ଟାରେ ୪.୭୬ ଲକ୍ଷ କରୋନା ମାମଲା ଚିହ୍ନଟ

ନୂଆଦିଲ୍ଲୀ: ସମଗ୍ର ବିଶ୍ୱର ୨୧୫ଟି ଦେଶକୁ ମହାମାରୀ କରୋନା କାୟା ବିସ୍ତାର କରିସାରିଛି। କେତେକ ଦେଶରେ ଭାଇରସ୍‌ର ପୁନଃ ସଂକ୍ରମଣ ପ୍ରକ୍ରିୟା ଆରମ୍ଭ ହୋଇସାରିଲାଣି। ଯେଉଁଥିପାଇଁ ପ୍ରତିଦିନ ରେକର୍ଡ ସ୍ତରରେ କରୋନା ମାମଲା ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୪.୭୬ ଲକ୍ଷ କରୋନା ମାମଲା…

ଦେଶରେ ୭୭ ଲକ୍ଷ କରୋନା ସଂକ୍ରମିତ, ୭ ଲକ୍ଷ ତଳକୁ ଖସିଲା ଆକ୍ଟିଭ୍ କେସ୍

ନୂଆଦିଲ୍ଲୀ: କରୋନା ସହ ଲଢ଼େଇ ଭିତରେ ଭଲ ଖବର ସାମନାକୁ ଆସୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରେ ୧୪ ଲକ୍ଷ ୪୨ ହଜାର କୋଭିଡ୍ ଟେଷ୍ଚ ହୋଇଥିବା ବେଳେ ଚିହ୍ନଟ ହୋଇଛନ୍ତି ୫୪ ହଜାର ୩୬୬ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶେର ସଂକ୍ରମିତଙ୍କ ସଂଖ୍ୟା ୭୭ ଲକ୍ଷ ୬୧ ହଜାର ୩୧୨କୁ ବୃଦ୍ଧି ପାଇଛି ।…

ନବରାତ୍ରର ସପ୍ତମଦିନ; ମା’ଙ୍କୁ କାଳରାତ୍ରୀ ସ୍ବରୂପରେ ଆବାହନ କରୁଛନ୍ତି ଭକ୍ତ

ଭୁବନେଶ୍ୱର: ନବରାତ୍ରୀ ଏକ ହିନ୍ଦୁ ପର୍ବ ଓ ଏହା ନଅ ରାତି (ଏବଂ ଦଶ ଦିନ) ଧରି ପ୍ରତିବର୍ଷ ଶରତ ଋତୁରେ ପାଳନ କରାଯାଇଥାଏ । ଏହା ବିଭିନ୍ନ କାରଣରୁ ଏବଂ ଭାରତୀୟ ସାଂସ୍କୃତିକ କ୍ଷେତ୍ରର ବିଭିନ୍ନ ଭାଗରେ ଭିନ୍ନ ଭିନ୍ନ ଭାବଏ ପାଳନ କରାଯାଇଥାଏ ।ତାତ୍ତ୍ୱିକ ଭାବେ ଚାରୋଟି ଋତୁକାଳୀନ ନବରାତ୍ରୀ…

ଓଡିଶାରୁ ସୁସ୍ଥ ହେଲେ ଆଉ ୨୧୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୧୨୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଯାହାକୁ ମିଶାଇ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨,୫୭,୦୪୧ ଛୁଇଁଛି।…

ଆମ ଭିତରେ ଗଧ ଅଛି!

ଗଧଟିଏ ଗଛରେ ବନ୍ଧା ହୋଇଥିଲା । ବାବାଜୀଟିଏ ସେଇ ବାଟଦେଇ ଯାଉଥିଲେ । ପଘାରେ ବନ୍ଧା ହୋଇଥିବା ଗଧ ମୁକ୍ତି ପାଇଁ କସରତ କରୁଥିବାର ସେ ଦେଖିଲେ । ଦୟା ପାଇ ବାବାଜୀ ତା ପଘାକୁ ଖୋଲିଦେଇ ନିଜ ରାସ୍ତାରେ ଚାଲିଗଲେ । ବାସ୍ ଏଇଠୁ ଆରମ୍ଭ ହେଲା ନାଟକରୁ କ୍ଲାଇମାସ୍କ । ଗଧ ସିଧା ଦୌଡିଲା ଏକ…

ୟୁ-ଟ୍ୟୁବ୍‌ରେ ସୁପରହିଟ୍ ଆଇଏଏସ୍ ଅଫିସରଙ୍କ ଗୀତ !

ନୂଆଦିଲ୍ଲୀ: ରାକ୍ଷୀ ଗୁପ୍ତା । ପେଶାରେ ଜଣେ ଆଇଏଏସ୍ ଅଫିସର । ହେଲେ ଏବେ ସୋସିଆଲ ମିଡିଆରେ ତାଙ୍କୁ ନେଇ ଖୁବ ଚର୍ଚ୍ଚା । ଖାଲି ଚର୍ଚ୍ଚା ନୁହେଁ ବରଂ ତାଙ୍କର ଏକ ଭଜନ ଗୀତ ବହୁଳ ମାତ୍ରାରେ ଭାଇରାଲ୍ ବି ହୋଇଛି । ଗୀତର ଲିରିକ୍ସ ଲାଇନ୍ "ମୈଁ ତୋ ରଟ୍ଟୁଙ୍ଗି ରାଧା ନାମ" ରହିଥିଲାବେଳେ…

ଭୁବନେଶ୍ୱରରେ ୨୮ ହଜାର ଟପିଲା କରୋନା ସଂକ୍ରମଣ; ପୁଣି ୨୦୧ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୦୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ…