Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଭାରତରେ ପ୍ରଥମେ କାହାକୁ ମିଳିବ କରୋନା ଟିକା?

ନୂଆଦିଲ୍ଲୀ: ସାରା ଦେଶରେ ଦ୍ରୁତ ଗତିରେ ମାଡି ଚାଲିଛି ମହାମାରୀ କରୋନା । ଏହାର ମୁକାବିଲା ପାଇଁ ବିଭିନ୍ନ ଦେଶ ଟିକା ବାହାର କରିବା ନେଇ ଉଦ୍ୟମ ଜାରି ରଖିଛନ୍ତି । କରୋନା ଭାଇରସ ଟିକାକରଣ ଅଭିଯାନ ଆରମ୍ଭ କରିଛି ଭାରତ। ତେବେ ଏଭଳିସ୍ଥିତିି ଭାରତରେ କରୋନା ଟିକା ପ୍ରଥମେ କାହାକୁ ମିଳିବ ।…

ସମୟ ପୂର୍ବରୁ ଖୋଲିଲା ଅପରାଜିତାଙ୍କ ଅଫିସ, ସାଂସଦ କହିଲେ, ସିଲ୍ କରିବା ବେଆଇନ୍‌

ଭୁବନେଶ୍ୱର: ନିର୍ଦ୍ଧାରିତ ସମୟ ପୂର୍ବରୁ ଖୋଲିଲା ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଅଫିସ୍ । କୋଭିଡ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ବିଏମ୍‌ସି ତାଙ୍କ ଅଫିସକୁ ୧୫ ଦିନ ପାଇଁ ସିଲ୍ କରିଥିଲା । ହେଲେ ଆଜି ହଠାତ ତାଙ୍କ ଅଫିସକୁ ବିଏମ୍‌ସି ଖୋଲିଛି । ସେପଟେ ଏନେଇ ପ୍ରତିକ୍ରିୟା ରଖିଛନ୍ତି…

ରାଜ୍ୟରେ ଆଉ ୧୭ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୧,୧୨୧ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୧୭ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧,୧୨୧ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଅନୁଗୁଳରୁ ୧, ବାଲେଶ୍ୱରରୁ ୧, ଭୁବନେଶ୍ୱରରୁ ୪, କଟକରୁ ୨, ଜଗତସିଂହପୁରରୁ…

ବ୍ଲୁ ଫ୍ଲାଗ ବିଚ୍‌ରେ ଯୋଗ କଲେ କୋଭିଡ ଯୋଦ୍ଧା

ପୁରୀ: ଯୋଗ କଲେ କୋଭିଡ ଯୋଦ୍ଧା । କୋଭିଡକୁ ମାତ ଦେଇଥିବା ଯୋଦ୍ଧାମାନେ ପୁରୀ ବ୍ଲୁଫ୍ଲାଗ ବିଚ୍‌ରେ ଏକାଠି ହୋଇ ଯୋଗ କରିଛନ୍ତି । ଆଜି ଏଭଳି ଏକ ନିଆରା କାର୍ଯ୍ୟକ୍ରମ ଆୟୋଜନ କରିଥିଲା ଜିଲ୍ଲା ପ୍ରଶାସନ । ଏହି କାର୍ଯ୍ୟକ୍ରମର ନାଁ ରହିଥିଲା ‘ମୋ ବିଚ୍ ମୋ ଯୋଗ’ । ଅନ୍ୟ ଆକ୍ରାନ୍ତଙ୍କୁ ସାହାସ…

ଓଡିଶାରୁ ୨୧୯୬ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୧୯୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୬ ହଜାର ୩୪୫ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

‘ନବରାତ୍ରୀ’ରେ କେଉଁସବୁ କାମ ନକରିବା ଉଚିତ୍‌, ଜାଣନ୍ତୁ…

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ଶାରଦୀୟ ‘ନବରାତ୍ରୀ ପୂଜା’ । ଏହି ଦିନରେ ଶ୍ରଦ୍ଧାଳୁମାନେ ଆନନ୍ଦ ଉତ୍ସାହର ସହ ନବରାତ୍ରୀ ସମୟରେ ଦୁର୍ଗତିନାଶିନୀ ମା’ ଦୁର୍ଗାଙ୍କ ଆରାଧନା କରିଥାନ୍ତି । ଆଶ୍ୱିନ ମାସ ଶୁକ୍ଲ ପକ୍ଷ ପ୍ରତିପଦାରୁ ବିଜୟା ଦଶମୀ ପର୍ଯ୍ୟନ୍ତ ତଥା ପ୍ରାୟ ୯ ଦିନ ଚାଲିଥାଏ…

ଭାରତରେ ୨୪ ଘଣ୍ଟାରେ ୬୨ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୮୩୭ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୭୪,୩୨,୬୮୧କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ଆଜିଠୁ ନବରାତ୍ର, ଶକ୍ତିପୀଠ ଚଳଚଞ୍ଚଳ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ଶାରଦୀୟ ନବରାତ୍ର ପୂଜା । ଆଶ୍ୱିନ ମାସ ଶୁକ୍ଳ ପକ୍ଷର ପ୍ରତିପଦାରୁ ବିଜୟା ଦଶମୀ ପର୍ୟ୍ୟନ୍ତ ୯ଦିନ ଧରି ଚାଲିବ । ଶରତ ଋତୁର ଆଶ୍ୱିନ ମାସରେ ଏହି ପର୍ବ ପାଳନ ହେଉଥିବାରୁ ଏହାକୁ କୁହାଯାଏ ନବରାତ୍ରି । ପ୍ରଥମ ଦିନରେ ସମ୍ପୂର୍ଣ୍ଣ ରୀତିନୀତିରେ କଳସ ସ୍ଥାପନା…

ଭୁବନେଶ୍ୱରରେ ୨୪ ଘଣ୍ଟାରେ ୨୪୩ ଆକ୍ରାନ୍ତ, ୩୫୭ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୪୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୬୮ ଜଣ…

ଓଡ଼ିଶାରେ କମିଛି କରୋନା ସଂକ୍ରମଣ, ହେଳା କଲେ ପୁଣି ବଢ଼ିବ

ଭୁବନେଶ୍ୱର: ଏବେ ଓଡ଼ିଶାରୁ ଦିନକୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ରାଜ୍ୟରେ କମିଛି ସଂକ୍ରମଣ । ଏହି ସୂଚନା ଦେଇଛନ୍ତି ଆଇଏଲଏସ୍ ନିର୍ଦ୍ଦେଶକ ଡାକ୍ତର ଅଜୟ ପରିଡ଼ା । ସେ କହିଛନ୍ତି, ସେପ୍ଟେମ୍ବର ୧୧ରୁ ୨୫ ଯାଏଁ ଦୈନିକ ସଂକ୍ରମଣ ୪ ହଜାର ୨୦୦ ଟପିଥିଲା । ଏବେ ରାଜ୍ୟରେ କୋଭିଡ୍…