Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଜାପାନରେ ୨୦୦ରୁ ଅଧିକ ଗଣେଶ ମନ୍ଦିର, ହେଲେ କାଠ ବାକ୍ସରେ ଆବଦ୍ଧ ମୂର୍ତ୍ତୀ !

ଭୁବନେଶ୍ୱର: ଜାପାନର ରାଜଧାନୀ ଟୋକିଓ । ହଜାରହଜାର ବର୍ଷ ପୂର୍ବରୁ ଏଠି ଅନେକ ଗଣେଶ ମନ୍ଦିର ସ୍ଥାପନ ହୋଇଥିଲା । ପଢି ତାଜୁବ ହେଉଥିବ ନିଶ୍ଚୟ । କଥାଟି ମନରେ କୌତୁହଳ ସୃଷ୍ଟି କରୁଥିଲେ ବି ସତ । ହେଲେ ଏଠି ଏମିତି ଏକ ଗଣେଶ ମନ୍ଦିର ରହିଛି ଯେଉଁଠି ଭଗବାନ ଗଣେଶଙ୍କୁ ଏକ କାଠ ବାକ୍ସ ଭିତରେ…

ଭୁବନେଶ୍ୱରରୁ ୨୪ ଘଣ୍ଟାରେ ୨୫୩ କରୋନା ଆକ୍ରାନ୍ତ, ୨୯୯ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୫୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…

କରୋନା ଏକ ଅହେତୁକ ଭୟ !

“ତା’ହେଲେ, କ୍ଷୁଦ୍ର ସତାଗୁଡିକର ଯଦି ଏକ ଦଳ ରହିଛି, ତେବେ ସେମାନେ ନିଜ ନିଜ ଭିତରେ ବିରୋଧାଚରଣ କରିପାରନ୍ତି, କାରଣ ସେମାନଙ୍କ ପାରସ୍ପରିକ ଜୀବନ ଖୁବ୍‌ ଶାନ୍ତିପୂର୍ଣ୍ଣ ନୁହେଁ, ସେମାନେ ପରସ୍ପର ସହିତ ଦ୍ୱନ୍ଦ୍ୱ କରନ୍ତି, ଯୁଦ୍ଧ କରନ୍ତି, ପରସ୍ପରକୁ ନଷ୍ଟ କରନ୍ତି, ଧ୍ୱଂସ କରିଦିଅନ୍ତି ।…

ଦୈନିକ କରୋନା ପଜିଟିଭ୍ ଓ ଆକ୍ଟିଭ କେସରେ ଓଡ଼ିଶାର ଟପ୍ ୫ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ଧୀରେ ଧୀରେ କମୁଛି । ଏବେ ଦୈନିକ ୩ ହଜାରରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଖୋର୍ଦ୍ଧା ଓ କଟକରେ ପଜିଟିଭ୍ କେସ୍ ଦିନକୁ ଦିନ ଖସୁଥିବା ବେଳେ ଚିନ୍ତା ବଢ଼ାଇଛି ଅନୁଗୋଳ ଓ ମୟୂରଭଞ୍ଜ ଜିଲ୍ଲା । ସେହିପରି ସୁନ୍ଦରଗଡ଼ରେ ବି ବଢୁଛି ନୂଆ…

୨ୟ କରୋନା ଟିକାକୁ ଅନୁମତି ଦେଲା ଋଷ

ନୂଆଦିଲ୍ଲୀ: କରୋନା ଟିକା ସ୍ପୁଟନିକ୍ ପରେ ଋଷ ସରକାର ଆଉ ଗୋଟିଏ କୋଭିଡ ଭ୍ୟାକସିନକୁ ଅନୁମତି ପ୍ରଦାନ କରିଛନ୍ତି । ଯାହାକୁ ପ୍ରାରମ୍ଭିକ ଟ୍ରାଏଲ୍ ପରେ ମଞ୍ଜୁର କରାଯାଇଛି । ଏ ସମ୍ପର୍କରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ୍ ବୁଧବାର ଦିନ ଘୋଷଣା କରିଛନ୍ତି । “ଏବେ ଆମେ ପ୍ରଥମ…

ଆଖି ବୁଜିଲେ ଆଉ ୧୭ କରୋନା ରୋଗୀ

ଭୁବନେଶ୍ୱର: କରୋନା ନେଉଛି ଜୀବନ । ରାଜ୍ୟରେ ଦିନକୁ ଦିନ ଗଡୁଛି ମୁଣ୍ଡ । ଗତ ୨୪ ଘଂଟାରେ ରାଜ୍ୟରେ ଆଉ ୧୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ପାଇଛି । ୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ,…

ପୁଣି ଦ୍ୱିତୀୟ ସ୍ଥାନକୁ ଫେରିଲା କଟକ, ରାଜ୍ୟରେ ୨୪୭୦ ନୂଆ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନାର କୋପ । ତଳମୁହାଁ ହେଉଛି କରୋନା ଗ୍ରାଫ । ଗତ ୨୪ ଘଂଟାରେ ରାଜ୍ୟରେ ୨୪୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୪୬୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୦୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା…

ସାରା ଦେଶରେ ୭୩ ଲକ୍ଷ କରୋନା ଆକ୍ରାନ୍ତ, ସୁସ୍ଥ ହେଲେଣି ୬୩ ଲକ୍ଷ

ନୂଆଦିଲ୍ଲୀ: କରୋନା ସଂକଟ ଭିତରେ ଏବେ ସାମନାକୁ ଆସୁଛି ଭଲ ଖବର । ଦୈନିକ ଆକ୍ରାନ୍ତ ଓ ମୃତ୍ୟୁସଂଖ୍ୟା କମୁଛି । ଗତ କିଛି ସପ୍ତାହ ହେବ ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୭୦ ହଜାର ତଳେ ରହୁଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୬୭ ହଜାର ୭୦୮ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ସାରା…

ଡୋନାଲ୍ଡ ଟ୍ରମ୍ପଙ୍କ ପୁଅଙ୍କୁ କରୋନା

ଓ୍ୱାଶିଂଟନ୍: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ କରୋନା ସଂକ୍ରମିତ । ବାରୋନ୍ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ । ୧୪ ବର୍ଷୀୟ ବାରୋନଙ୍କ ପାଖରେ କୋଭିଡର କୌଣସି ଲକ୍ଷଣ ନଥିଲା । ଓ୍ୱାଶିଂଟନର ଏକ ଘରୋଇ ସ୍କୁଲରେ…

ମୁଲାୟମ ସିଂହ ଯାଦବ ଓ ପତ୍ନୀ କରୋନା ସଂକ୍ରମିତ, ମେଦାନ୍ତରେ ଭର୍ତ୍ତି

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂହ ଯାଦବ କରୋନା ସଂକ୍ରମିତ । ସେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ସେ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଅଛନ୍ତି । ଏନେଇ ସମାଜବାଦୀ ପାର୍ଟି ପକ୍ଷରୁ ସୂଚନା ଦିଆଯାଇଛି । समाजवादी…