Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଦେଶରେ ୬୬ ଲକ୍ଷ କରୋନା ଆକ୍ରାନ୍ତ, ସୁସ୍ଥ ହେଲେଣି ୫୫ ଲକ୍ଷ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତ ଓ ସୁସ୍ଥ ସଂଖ୍ୟା ଦୈନିକ ବଢି ଚାଲିଛି । ୬୬ ଲକ୍ଷ ପାର କରିଛି ପିଜିଟିଭ କେସ୍ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୪ ହଜାର ୪୪୨ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୬ ଲକ୍ଷ ୨୩ ହଜାର ୮୧୬କୁ ବୃଦ୍ଧି ପାଇଛି । ଜୀବନ…

କୋଭିଡ କଟକଣାକୁ ଫୁ’, ଫୁଟବଲ ମ୍ୟାଚ୍‌ର ମଜା ନେଲେ ଶହ ଶହ ଲୋକ

ଲମତାପୁଟ: କୋଭିଡ କଟକଣାକୁ ଫୁ’ । ଖୁଲମଖୁଲା କୋଭିଡ ନିୟମ ଉଲ୍ଲଂଘନ । ଜମିଲା ଫୁଟବଲ ମ୍ୟାଚ୍ । ଏକାଠି ହୋଇ ମ୍ୟାଚ୍ ଦେଖିଲେ ଶହଶହ ଲୋକ । କରୋନା ସଙ୍କଟ ଭିତରେ ଏଭଳି ଏକ ଚିତ୍ର ଆସିଛି କୋରାପୁଟ ଜିଲ୍ଲା ଲମତାପୁଟରୁ । ମ୍ୟାଚର ମଜା ନେବା ପାଇଁ କେହି ସାମାଜିକ ଦୂରତା ନିୟମ ପାଳନ…

ହସ୍ପିଟାଲରୁ ଡିସଚାର୍ଜ ହେଲେ ଟ୍ରମ୍ପ

ୱାଶିଂଟନ: କରୋନାରୁ ସୁସ୍ଥ ହେଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଆଜି ସେ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ଏନେଇ ସୂଚନା ମିଳିଛି । ସେ ହସ୍ପିଟାଲରୁ ଡିସଚାର୍ଜ ହେବା ପରେ ପ୍ରଶଂସକମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଥିବାରୁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଆଗକୁ ନିର୍ବାଚନ…

ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୧୦୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୪୧୦୮ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୭୨୧, କଟକରୁ ୪୯୨ ଜଣ, ଯାଜପୁରରୁ ୨୧୨ ଜଣ, ଅନୁଗୁଳରୁ ୧୮୬ ଜଣ,…

ଭୁବନେଶ୍ୱରରେ ୨୩ ହଜାର ଟପିଲା କରୋନା ସଂକ୍ରମଣ; ଆଜି ୩୫୪ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୫୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ…

ଯଶ୍ୱସୀ ପାଲା ଗାୟକ ଦିଲ୍ଲୀପ କୁମାର ଦାଶ; ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି…

ଭୁବନେଶ୍ୱର: ଉତ୍କଳୀୟ କଳା ସଂସ୍କୃତି ଓ ପରମ୍ପରାର ଆଲେଖ୍ୟ ବହନକରିଥିବା ବିଦଗ୍ଧ କଳା ପାଲାରେ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଗାୟକ କଳ୍ପଶ୍ରୀ ପଣ୍ଡିତ ଦିଲ୍ଲୀପ କୁମାର ଦାଶ । ୧୯୭୨ ମସିହା ଅକ୍ଚୋବର ୧୧ ତାରିଖରେ ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ବାଙ୍ଗରା ଗ୍ରାମରେ…

କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗ: ସିଲ ହେଲା ଏହି ସହରର ୬ଟି ଦୋକାନ

ବ୍ରହ୍ମପୁର: କୋଭିଡ ନିୟମ ଉଲଂଘନ ଅଭିଯୋଗରେ ଗଞ୍ଜାମ ଜିଲ୍ଲା ସହରର ବିଭିନ୍ନ ସ୍ଥାନରେ ୬ ଟି ଦୋକାନକୁ ସିଲ୍ କରିଥିବା ସୂଚନା ମିଳିଛି। ପ୍ରାପ୍ତ ସୂଚନାନୁସାରେ, ଡ୍ରେସ ବଜାର, ସୁନା ବଜାର, ବଡ ବଜାର ସ୍ଥିତ ଏକ ହୋଟେଲ ଏବଂ ଅନ୍ନପୂର୍ଣ୍ଣା ମାର୍କେଟରେ ଡ୍ରେସ, ଫ୍ୟାନ୍ସି ସାମଗ୍ରୀ ଏବଂ…

ଜୁନାଗଡ଼ର ଇଷ୍ଟଦେବୀ ମା’ ଲଙ୍କେଶ୍ଵରୀ, ଜାଣନ୍ତୁ ତାଙ୍କ ସମ୍ପର୍କରେ

ଭୁବନେଶ୍ୱର: କେଉଁ ଆବାହମାନ କାଳରୁ ପ୍ରକୃତିର ନୈସର୍ଗିକ ସ୍ପର୍ଶରେ ସବୁଜିମା ବଣ ପାହାଡ଼, ନଦନଦୀର ଜୀବନ୍ତ ପରିବେଶରେ ସ୍ଥିତପ୍ରଜ୍ଞ ଭାବେ ଜୁନାଗଡ଼ ସହର ଇତିହାସର ମୂକସାକ୍ଷୀ ରୂପେ ସଂସ୍କୃତି, ଐତିହ୍ୟର କାହାଣୀକୁ ଅନବରତ ଗୋଟିଏ ପିଢ଼ିରୁ ଅନ୍ୟ ପିଢ଼ିକୁ ବଖାଣି ଚାଲିଛି । ନିଜର ପ୍ରଶସ୍ତ…

ଦୀପିକା ପାଦୁକୋନଙ୍କୁ ଜେରା କରିଥିବା NCB ଅଫିସର କରୋନା ସଂକ୍ରମିତ

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାର ଡ୍ରଗ୍ସ ଲିଙ୍କର ଖୋଳତାଡ କରୁଥିବା ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋର ଡେପୁଟୀ ଡାଇରେକ୍ଟରଙ୍କୁ କରୋନା । ଏନସିବି ଡେପୁଟୀ ଡାଇରେକ୍ଟର କେ.ପି.ଏସ୍ ମାଲହୋତ୍ରା କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସବୁଠୁ ବଡ଼ କଥା ହେଲେ ସେ ଡ୍ରଗ୍ସ ଚାଟ୍…

ରାଜ୍ୟରେ ୯୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା, ଆଖିବୁଜିଲେ ଆଉ ୧୫

ଭୁବନେଶ୍ୱର: ଦିନକୁ ଦିନ ବଢ଼ଚାଲିଛି କରୋନାର ପ୍ରକୋପ । ଜଣକ ପରେ ଜଣଙ୍କ ମୁଣ୍ଡ ନେଉଛି କିଲର ଭାଇରସ । ପ୍ରତିଦିନ ମହାମାରୀରେ ଆକ୍ରାନ୍ତ ହୋଇ ପ୍ରାଣ ହରାଉଛନ୍ତି ଲୋକେ । ରାଜ୍ୟରେ ଗତ ୨୪ ଘଂଟାରେ ଆଉ ୧୫ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୦୭ରେ…