Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଚିହ୍ନଟ ହେଲେ ଆଉ ୩,୩୨୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ପଜିଟିଭ

ଭୁବନେଶ୍ୱରେ: ରାଜ୍ୟରେ କରୋନାକୁ ଲାଗୁନି ଲଗାମ । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଗତ ୨୪ ଘଂଟାରେ ରାଜ୍ୟରେ ପୁଣି ୩ ହଜାର ୩୨୬ ନୂଆ କରୋନା ମାମଲା ସାମ୍ନାକୁ ଆସିଛି । ଏହାକୁ ମିଶାଇ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୨ ହଜାର ୭୧୩ରେ ପହଂଚିଛି । ଏନେଇ ରାଜ୍ୟ…

ଦିନକରେ ଦେଶରୁ ୭୫, ୮୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୯୪୦ ମୃତ

ନୂଆଦିଲ୍ଲୀ: ଦେଶରେ ୬୫ ଲକ୍ଷ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୫ ହଜାର ୮୨୯ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୬୫ ଲକ୍ଷ ୪୯ ହଜାର ୩୭୪କୁ ବୃଦ୍ଧି ପାଇଛି । ଗତ ଦୁଇ ଦିନ ହେବ ଦେଶରେ ଦୈନିକ କମ୍ ସଂକ୍ରମିତ ଚିହ୍ନଟ…

ଜାଣନ୍ତୁ, ଓଡ଼ିଆ ପ୍ରଥା ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ ଲୋକ ନୃତ୍ୟ ‘ନାଗା ନାଚ’ ସମ୍ପର୍କରେ

ଭୁବନେଶ୍ୱର: ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର,…

ଓଡିଶାରୁ ସୁସ୍ଥ ହେଲେ ଆଉ ୪୦୬୬ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୦୬୬ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୪୦୬୬ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬୪୮, କଟକରୁ ୫୨୧, ଅନୁଗୁଳରୁ ୨୨୫, ଯାଜପୁରରୁ ୧୮୧, ସୁନ୍ଦରଗଡରୁ…

ଗୋଟିଏ ଦିନରେ ଭୁବନେଶ୍ୱରରୁ ୩୨୯ ପଜିଟିଭ; ୩୪୧ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୨୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୧୦ ଜଣ…

ସପ୍ତରଙ୍ଗୀ ପାହାଡ; ଜାଣନ୍ତୁ କାହିଁକି ଏହି ପାହାଡର ରଙ୍ଗ ଇନ୍ଦ୍ରଧନୁର ସାତ ରଙ୍ଗ ପରି

ପେରୁରେ ଅବସ୍ଥିତ ୫୨୦୦ ମିଟର ଉଚ୍ଚତା ବିଶିଷ୍ଟ ଏହି ‘ରେନ୍‌ବୋ ମାଉଣ୍ଟେନ୍‌ସ୍‌’ ବା ‘ସପ୍ତରଙ୍ଗୀ ପାହାଡ’ ଅନେକ ସମୟରେ ପର୍ଯ୍ୟଟକଙ୍କ ଦୃଷ୍ଟି ଆକର୍ଷଣ କରିଥାଏ। ଲୋକମାନେ ଏହାକୁ ‘ଇନ୍ଦ୍ରଧନୁ ପାହାଡ’ ମଧ୍ୟ କହନ୍ତି। ଏହି ପର୍ବତଗୁଡ଼ିକର ରଙ୍ଗ ବର୍ଷକୁ ପ୍ରାୟ ୮ ମାସ ସମାନ ରହିଥାଏ।…

ହୋମ୍ ଆଇସୋଲେସନରେ କେମିତି ଖାଇବେ ଫାଭିପିରାଭିର୍ ଟାବଲେଟ୍, ସ୍ୱାସ୍ଥ୍ୟ ବିଭାଗର SOP

ଭୁବନେଶ୍ୱର: ରାଜ୍ୟରେ ହୋମ୍ ଆଇସୋଲେସନରେ ଥିବା କରୋନା ଆକ୍ରାନ୍ତଙ୍କୁ ଏଣିକି ଫାଭିପିରାଭିର୍ ଟାବଲେଟ୍ ଦିଆଯାଇ ପାରିବ । ଏଥିପାଇଁ ଏସଓପି ଜାରି କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । କେମିତି ଓ କେଉଁ ପରିସ୍ଥିତିରେ କରୋନା ରୋଗୀଙ୍କ ଏହି ଔଷଧ ହୋମ୍ ଆଇସୋଲେସନ ବେଳେ ଦିଆାଇପାରିବ ସେନେଇ ସବୁ…

କରୋନା ମୃତ୍ୟୁସଂଖ୍ୟାରେ ଦେଶର ଏସବୁ ରାଜ୍ୟଠୁ ଢେର ପଛରେ ଓଡ଼ିଶା

ଭୁବନେଶ୍ୱର: କରୋନା ସଂକ୍ରମିତ ରାଜ୍ୟ ତାଲିକାର ୮ ନମ୍ୱର ସ୍ଥାନରେ ରହିଛି ଓଡିଶା । ରାଜ୍ୟରେ ୨ ଲକ୍ଷ ୨୯ ହଜାରରୁ ଅଧିକ ପଜିଟିଭ୍ କେସ୍ ରହିଛି । କିନ୍ତୁ ମୃତ୍ୟୁସଂଖ୍ୟା ଗୁଜରାଟ, ମଧ୍ୟପ୍ରଦେଶ, ପଞ୍ଜାବ, ହରିୟାଣା, ଜମ୍ମୁ କଶ୍ମୀର ଭଳି ରାଜ୍ୟଠାରୁ ବହୁ ପଛରେ ରହିଛି ଓଡ଼ିଶା । ଏସବୁ…

ଟ୍ରମ୍ପଙ୍କ ଆଶୁ ଆରୋଗ୍ୟ କାମନା କଲେ କିମ୍ ଜଙ୍ଗ

ସିଓଲ: ଟ୍ରମ୍ପଙ୍କ ପାଇଁ ଆରୋଗ୍ୟ କାମନା କଲେ କିମ୍ । ଉତ୍ତର କୋରିଆରେ ନେତା କିମ୍ ଜଙ୍ଗ ଉନ୍ ଆମେରିକା ରାଷ୍ଟ୍ରପତି ଡୋନାଲ୍ଟ ଟ୍ରମ୍ପଙ୍କୁ ଆରୋଗ୍ୟ ବାର୍ତ୍ତା ପଠାଇଛନ୍ତି । ରାଷ୍ଟ୍ରପତି ଟ୍ରମ୍ପ ଓ ପତ୍ନୀ ମେଲାନିଆ ଟ୍ରମ୍ପ କରୋନାରୁ ଶୀଘ୍ର ସୁସ୍ଥ ହେବା କାମନା କରିଛନ୍ତି କିମ୍। ସେ…

ନଅ ଶହ ଛୁଇଁବ ରାଜ୍ୟରେ କରୋନା ଡେଥ୍ କେସ୍, କେଉଁ ଜିଲ୍ଲାରୁ କେତେ ଜାଣନ୍ତୁ ?

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ଡେଥ୍ କେସ୍ । ଆସନ୍ତାକାଲି ସୁଦ୍ଧା ନଅ ଶହ ଛୁଇଁପାରେ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୭ ଜୀବନ ନେଇଛି କରୋନା । ଚିକିତ୍ସାଧୀନ ଅବସ୍ଥାରେ ୧୦ଟି ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୮୯୨କୁ ବୃଦ୍ଧି ପାଇଛି ।…