Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଆଉ ଜଣେ ବିଧାୟକ କରୋନା ପଜିଟିଭ ଚିହ୍ନଟ

ଅନୁଗୁଳ: ଅନୁଗୁଳ ଜିଲ୍ଲାର ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ଜଣା ପଡ଼ିଛି। ସେ ମଧ୍ୟ ଘରେ ସଙ୍ଗରୋଧରେ ରହି ଚିକିତ୍ସିତ ହେଉଥିବା ସୂଚନା ଦେଇଛନ୍ତି । ତାଙ୍କ ସମର୍ଥକ ମାନେ ତାଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି । ସୂଚନାଯୋଗ୍ୟ, ପୂର୍ବରୁ…

ନୋବେଲ୍ ଶାନ୍ତି ପୁରସ୍କାର ପାଇଁ କେତେଥର ମନୋନୀତ ହୋଇଥିଲା ଗାନ୍ଧିଜୀଙ୍କ ନାମ!

ନୂଆଦିଲ୍ଲୀ: ମହାତ୍ମା ଗାନ୍ଧୀ ସମଗ୍ର ବିଶ୍ୱରେ ଅହିଂସାର ସର୍ବଶ୍ରେଷ୍ଠ ପୂଜାରୀ ଭାବରେ ଜଣାଶୁଣା । ଅହିଂସା ବଳରେ ଦେଶକୁ ସ୍ୱାଧୀନତା ଦେଇଥିବା ଗାନ୍ଧୀଜିଙ୍କୁ ଶାନ୍ତି ପାଇଁ ନୋବେଲ ପୁରସ୍କାର ପାଇଁ ୫ଥର ମନୋନୀତ କରାଯାଇଥିଲା। ହେଲେ ବାପୁଙ୍କୁ ଥରୁଟିଏ ଶାନ୍ତି ପୁରସ୍କାର ମଧ୍ୟ…

ଗାନ୍ଧିଜୀ ଓ ଲବଣ ସତ୍ୟାଗ୍ରହ

ଭୁବନେଶ୍ୱର: ୧୮୩୫ ମସିହାରେ ଇଂରେଜମାନେ ଲୁଣ ମାରିବା ଉପରେ ରୋକ ଲଗେଇଲେ । ଲୋକେ ଲୁଣ ମାରି ପାରିବେ ନାହିଁ ଏପରି ଏକ ଆଇନ କଲେ । କେବଳ ଇଂରେଜମାନେ ହିଁ ଲୁଣ ମାରିବା ପରେ ଏହାକୁ ବିକ୍ରି କରିବା ନିୟମ ଲାଗୁ ହେବାରୁ ଲୋକଙ୍କ ପକ୍ଷରେ ଏହା କିଣିବା ସମ୍ଭବ ହେଲାନି । ଏପରିକି ଭାରତୀୟମାନେ ଲୁଣ…

ବିଧାନସଭା ଉପ ବାଚସ୍ପତିଙ୍କୁ କରୋନା

ଅନୁଗୁଳ: ବିଧାନସଭା ଉପ ବାଚସ୍ପତି ତଥା ଅନୁଗୁଳ ବିଧାୟକ ରଜନୀକାନ୍ତ ସିଂହ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଅନୁସାରେ, ତାଙ୍କୁ ଅଳ୍ପ ଜ୍ଵର ଥିବା ଯୋଗୁଁ ସେ ଟେଷ୍ଟ କରାଇଥିଲେ। ପରେ ତାଙ୍କୁ କରୋନା ଥିବା ସ୍ପଷ୍ଟ ହୋଇଥିଲା । ସେ ଭୁବନେଶ୍ୱରର ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇ…

ଅନ୍ତର୍ଜାତୀୟ ସୂଚନା ଅଧିକାର ଦିବସ; କେବେଠୁ ହେଉଛି ପାଳିତ, ଜାଣନ୍ତୁ

ଭୁବନେଶ୍ୱର: ୟୁନେସ୍କୋ ପକ୍ଷରୁ ପ୍ରତିବର୍ଷ ସେପ୍ଟେମ୍ବର ୨୮ରେ 'ଅନ୍ତର୍ଜାତୀୟ ସୂଚନା ଅଧିକାର' ଦିବସ ପାଳନ କରାଯାଏ। ଏହାକୁ ଇଣ୍ଟରନ୍ୟାସନାଲ୍ ‘ରାଇଟ୍ ଟୁ ନୋ ଡେ’ ଓ ‘ଆକ୍‌ସେସ୍ ଟୁ ଇନ୍‌ଫର୍‌ମେସନ୍ ଡେ’ ମଧ୍ୟ କୁହାଯାଏ । ଜାଣନ୍ତୁ, କେବେଠୁ ହେଉଛି ପାଳିତ ସମଗ୍ର ବିଶ୍ୱରେ ସର୍ବ…

ସତ୍ୟବାଦୀ ବିଧାୟକ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ବିଜେଡି ନେତା ତଥା ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ସୋମବାର ଦିନ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ଖୋଦ୍ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ସୋସିଆଲ୍ ମିଡିଆରେ ସୂଚନା ଦେଇଛନ୍ତି । ଏଥିସହିତ କହିଛନ୍ତି ଯେ “ମୁଁ କରୋନା ପଜିଟିଭ ଚିହ୍ନଟ…

କରୋନା ନେଲା ରାଜ୍ୟରୁ ଆଉ ୧୬ ଜୀବନ, ମୃତ୍ୟୁସଂଖ୍ୟା ୮୦୦ ଡେଇଁଲା

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ ସହ ବଢୁଛି କରୋନା ମୃତ୍ୟୁସଂଖ୍ୟା । ରାଜ୍ୟରେ ୮ଶହ ପାର କରିଛି ଡେଥ୍ କେସ୍ । ଗତ ୨୪ ଘଣ୍ଟାରେ ପ୍ରାଣ ହରାଇଛନ୍ତି ଆଉ ୧୬ ଆକ୍ରାନ୍ତ । ଚିକିତ୍ସାଧୀନ ଅବସ୍ଥାରେ ୧୧ଟି ଜିଲ୍ଲାର ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । Regret to inform of the demise of…

ରାଜ୍ୟରେ କମିଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା, ଜାଣନ୍ତୁ ୨୪ ଘଣ୍ଟାରେ କେଉଁ ଜିଲ୍ଲାରୁ କେତେ ?

ଭୁବନେଶ୍ୱର: ରାଜ୍ୟରେ ଦୈନିକ ଚିହ୍ନଟ ହେଉଥିବା ସଂକ୍ରମିତ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି । କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଚାରି ହଜାର ତଳକୁ ଖସିଛି ପଜିଟିଭ୍ କେସ୍ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩ ହଜାର ୨୩୫ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୯ ଶହ ୫୧ ସଂକ୍ରମିତ…

ପ୍ରତି ୧୫ ଦିନରେ କୋଭିଡ ହସ୍ପିଟାଲର ହେବ ନିରାପତ୍ତା ଯାଞ୍ଚ

ଭୁବନେଶ୍ୱର: ଏଣିକି ପ୍ରତି ୧୫ ଦିନରେ ହେବ ରାଜ୍ୟର ସମସ୍ତ କୋଭିଡ ହସ୍ପିଟାଲର ଅଗ୍ନି ନିରାପତ୍ତା ଯାଞ୍ଚ । ଏନେଇ ଅଗ୍ନିଶମ ଡିଜି ନିର୍ଦ୍ଦେଶ ଦେଇଛନ୍ତି । ପ୍ରତ୍ୟେକ ସିଫ୍ଟରେ ସେମାନଙ୍କ ମଧ୍ୟରୁ ଜଣେ କର୍ମଚାରୀଙ୍କୁ ଜରୁରୀକାଳୀନ ରେସପନ୍ସ ଅଫିସର ଭାବରେ ନିଯୁକ୍ତ କରିବାକୁ ଏହି ନିର୍ଦ୍ଦେଶରେ…

ଗଞ୍ଜାମ ଜିଲ୍ଲାର ଶରଣ ଶ୍ରୀକ୍ଷେତ୍ର; ଯେଉଁଠି ୩୦ ମାସ ଯାଏଁ ଲୁଚି ରହିଥିଲେ ଜଗନ୍ନାଥ !

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାର ଶରଣ ଶ୍ରୀକ୍ଷେତ୍ର । ଆଠଗଡ଼ ପାଟଣାଠାରେ ଅବସ୍ଥିତ ପ୍ରାଚୀନ ଦୁର୍ଗସମୂହ ଖିଲାଡ଼ି, ପାଣ୍ଡିରିପଡ଼ା, ବତପଙ୍କଳବାଡ଼ି, ଶିକୁଳା, ଘାଟିପାରି, ଜକର ଯମୁନା, ରୁମାଗଡ଼, ଓପାଟିଗଡ଼କୁ ନେଇ ଗଠିତ । ଏହା ଶରଣ ଶ୍ରୀକ୍ଷେତ୍ର, ଗୁପ୍ତଗଡ଼ ଓ ଅଷ୍ଟଗଡ଼ ଭାବେ ଜଣା ।…