Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ହିଞ୍ଜିଳିରେ ଜିଲ୍ଲାପାଳଙ୍କ ମାସ୍କ ବଣ୍ଟନ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ହିଞ୍ଜିଳି ଠାରେ ଲୋକମାନଙ୍କୁ ମାସ୍କ ବଣ୍ଟନ କରିଛନ୍ତି। ସୂଚନା ଅନୁସାରେ, ଜନସାଧାରଣ କିଭଳି କୋଭିଡ ନିୟମ ପାଳନ କରୁଛନ୍ତି, ସେନେଇ ତଦାରଖ ପାଇଁ ଜିଲ୍ଲାପାଳ ହିଞ୍ଜିଳି ଯାଇଥିଲେ। ହେଲେ ସେଠାରେ ଅନେକ ଲୋକ ମାସ୍କ ପିନ୍ଧିନଥିବା…

ଗରିବ ରାଷ୍ଟ୍ରଙ୍କ ପାଇଁ ୨୦୦ ମିଲିୟନ କରୋନା ଟୀକା ପ୍ରସ୍ତୁତ କରିବ ଭାରତ!!

ଲଣ୍ଡନ: ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ଆସନ୍ତା ବର୍ଷ ଭାରତ ସମେତ ଅନ୍ୟ ଗରିବ ଦେଶମାନଙ୍କ ପାଇଁ ୨୦୦ ମିଲିୟନ କୋଭିଡ ଟୀକା ପ୍ରସ୍ତୁତ କରିବା ନେଇ ସୂଚନା ଦେଇଛି । ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ଏବଂ GAVI ଟିକା ମିଳିତ ଭାବେ ଫଣ୍ଡକୁ ଦୁଇଗୁଣ ବୃଦ୍ଧି କରିଥିବା କମ୍ପାନୀ…

‘ୱାଲ୍ଡ ହାର୍ଟ ଡେ’ରେ ଜାଣନ୍ତୁ କିପରି ରଖିବେ ନିଜ ହୃଦୟକୁ ଫିଟ୍‌…

ନୂଆଦିଲ୍ଲୀ: ବିଶ୍ୱ ହୃଦୟ ସଂଗଠନ ପକ୍ଷରୁ ସେପ୍ଟେମ୍ବର ୨୯ ତଥା ଆଜିର ଦିନକୁ ସାରା ବିଶ୍ୱରେ ‘ବିଶ୍ୱ ହୃଦୟ ଦିବସ’ ରୂପେ ପାଳନ କରାଯାଇଥାଏ । ବିଶ୍ୱ ହୃଦୟ ଦିବସ ଅବସରରେ ଦୁନିଆର ସବୁ ଲୋକଙ୍କ ମଧ୍ୟରେ ନିଜ ହୃଦୟକୁ ସୁସ୍ଥ ଓ ଫିଟ୍ ରଖିବା ପାଇଁ ସଚେତନତା ସୃଷ୍ଟି କରିବା ଏହାର ମୂଳ…

ଆଜି ‘ୱାଲ୍ଡ ହାର୍ଟ ଡେ’; କ’ଣ ରହିଛି ଉଦେଶ୍ୟ, ଜାଣନ୍ତୁ…

ଭୁବନେଶ୍ୱର: ହୃଦ୍‌ରୋଗ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ପ୍ରତିବର୍ଷ ସେପ୍ଟେମ୍ବର ୨୯ ତାରିଖରେ 'ବିଶ୍ୱ ହୃଦୟ ଦିବସ' ପାଳନ କରାଯାଏ । ଲୋକଙ୍କ ମଧ୍ୟରେ ଏକ ସୁସ୍ଥ ଜୀବନଶୈଳୀକୁ ପ୍ରୋତ୍ସାହିତ କରିବା ଏବଂ ହୃଦ୍ ରୋଗର ଗମ୍ଭୀରତା ବିଷୟରେ ସେମାନଙ୍କୁ ଅବଗତ କରାଇବା ଏହି ଦିନର ମୂଳ…

ଦେଶରେ ୮୩ % ଛୁଇଁଲା ସୁସ୍ଥତା ହାର

ନୂଆଦିଲ୍ଲୀ : କ୍ରମାଗତ ଭାବରେ ଦେଶରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ବଢିବାରେ ଲାଗିଛି । କରୋନା ଆରୋଗ୍ୟ ହାରରେ ଭାରତ ୮୩ % ପାର୍ କରିଛି । କ୍ରମାଗତ ଭାବରେ ଭାରତରେ ଆରୋଗ୍ୟଙ୍କ ହାର ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୭୦,୫୮୯ ରହିଥିବା ବେଳେ ୮୪,୮୭୭ ଜଣ…

କରୋନା ସଂକ୍ରମଣରେ ଗଞ୍ଜାମକୁ ଟପିଲା କଟକ, ୨୦ ହଜାର ଡେଇଁଲା ପଜିଟିଭ୍ କେସ୍

ଭୁବନେଶ୍ୱର: ଖୋର୍ଦ୍ଧା ପରେ ରାଜ୍ୟରେ ଦ୍ୱିତୀୟ ସର୍ବାଧିକ କରୋନା ସଂକ୍ରମିତ ଜିଲ୍ଲା କଟକ । ଗଞ୍ଜାମକୁ ପଛକୁ ଠେଲି ଦୁଇ ନମ୍ବରକୁ ଉଠିଛି । ଆଜି କଟକ ଜିଲ୍ଲାରେ ୨୦ ହଜାର ପାର କରିଛି ପଜିଟିଭ୍ କେସ୍ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୩୦ ଆକ୍ରାନ୍ତ । କଟକରେ ୨୦ ହଜାର ସଂକ୍ରମିତ କଟକ…

କରୋନା ନେଲା ଆଉ ୧୫ ଜୀବନ, ରାଜ୍ୟରେ ମୃତ୍ୟୁସଂଖ୍ୟା ୮୨୮

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୫ ଆକ୍ରାନ୍ତ । ଚିକିତ୍ସାଧୀନ ଅବସ୍ଥାରେ ଗତ ୨୪ ଘଣ୍ଟାରେ ୧୦ଟି ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି । Regret to inform the demise of fifteen…

କମୁଛି କରୋନା ସଂକ୍ରମଣ, ତୃତୀୟ ଦିନ ପାଇଁ ୪ ହଜାର ତଳେ ପଜିଟିଭ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ ସଂଖ୍ୟା । କରୋନାକୁ ଲାଗିଛି ବ୍ରେକ୍ । ଆଜି ତୃତୀୟ ଦିନ ପାଇଁ ଓଡ଼ିଶାରେ ୪ ହଜାର ତଳେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହା ରାଜ୍ୟ ପାଇଁ ଆଣିଛି ସାମାନ୍ୟ ଆଶ୍ୱସ୍ତିକର ଖବର । ଗତ ୨୪ ଘଂଟାରେ ୩୦ ଜିଲ୍ଲାରୁ ୩୦୬୭ ନୂଆ କରୋନା ଆକ୍ରାନ୍ତ…

ପୁଣି ଆଉ ୫ ବିଧାୟକଙ୍କୁ କରୋନା

ଭୁବନେଶ୍ୱର: ଆଜିଠୁ ବିଧାନସଭାର ମୌସୁମୀ ଅଧିବେନଶ । ତେବେ ଏହା ପୂର୍ବରୁ କରୋନା କବଳରେ ମନ୍ତ୍ରୀ ଓ ବିଧାୟକ । ଏବେ ଆଉ ୫ ଜଣ ବିଧାୟକ ପଜିଟିଭ ଚିହ୍ନଟ ହୋଇଛନ୍ତି । ବିକ୍ରମ ପଣ୍ଡା, ଅଙ୍ଗଦ କଅର, ସୋରଜ ମେହେର, ଜୟନ୍ତ ଷଡ଼ଙ୍ଗୀ ଓ ଭୁଦାନ ମୁର୍ମୁ କରୋନାରେ ସଂକ୍ରମିତ ହୋଇଛନ୍ତି । ଗତକାଲି…

ଖସୁଛି କରୋନା ଟ୍ରେଣ୍ଡ: ୨୪ ଘଣ୍ଟାରେ ଦେଶରେ କମିଛି ପଜିଟିଭ୍ ଓ ଡେଥ୍ କେସ୍

ନୂଆଦିଲ୍ଲୀ: ଦେଶରେ କମୁଛି ଦୈନିକ କରୋନା କେସ୍ । ୨୪ ଘଣ୍ଟାରେ ଉଭୟ ସଂକ୍ରମିତ ଓ ମୃତ୍ୟୁସଂଖ୍ୟାରେ ହ୍ରାସ ଦେଖିବାକୁ ମିଳିଛି । ଦିନକରେ ଚିହ୍ନଟ ହୋଇଛନ୍ତି ୭୦ ହଜାର ୫୮୯ ନୂଆ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ଥିଲା ୮୨ ହଜାର ୧୭୦ । ଅର୍ଥାତ୍ ଗତକାଲି ଅପେକ୍ଷା ଆଜି ପାଖାପାଖି ୧୨ ହଜାର…