Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଆଜି ଭୁବନେଶ୍ୱରରୁ ୩୨୫ କରୋନା ପଜିଟିଭ; ୪୨୦ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୨୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୦୧…

୨୦୨୧ ଆରମ୍ଭ ସୁଦ୍ଧା ଭାରତରେ ଉପଲବ୍ଧ ହେବ କରୋନା ଟିକା: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଆସନ୍ତା ୨୦୨୧ ମସିହା ଆରମ୍ଭ ବେଳକୁ ଭାରତରେ କରୋନା ଟିକା ଉପଲବ୍ଧ ହେବ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଗୁରୁବାର ରାଜ୍ୟସଭାରେ ପ୍ରକାଶ କରିଛନ୍ତି। “ଅନ୍ୟ ଦେଶମାନଙ୍କ ପରି ଭାରତ ମଧ୍ୟ କରୋନା ଟିକା ପାଇଁ ଉଦ୍ୟମ କରୁଛି। ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ…

ଟ୍ୱିନ୍‌ସିଟିରେ କଡାକଡି ହେବ କୋଭିଡ ଯାଞ୍ଚ

ଭୁବନେଶ୍ୱର: ଏଣିକି ଟ୍ୱିନ୍‌ସିଟିରେ କଡାକଡି ହେବ କୋଭିଡ ଯାଂଚ । କଟକ-ଭୁବନେଶ୍ୱର କରୋନା କଟକଣାକୁ ଜୋରଦାର କରାଯିବ । ବଜାର ଅଂଚଳ ଓ ହଟ୍‌ସ୍ପରେ କୋଭିଡ ଚେକିଂ ଜୋରଦାର ହେବ । ଏଥିପାଇଁ ଭୁବନେଶ୍ୱରୁ ୩ଟି ଜୋନ୍‌ରେ ବିଭକ୍ତ କରାଯାଇଛି । ପ୍ରତି ଜୋନ୍ ଦାୟିତ୍ୱରେ ରହିବେ ଜଣେ ଲେଖାଏଁ ଡିସିପି,…

ତୁରନ୍ତ ହଜାରେ ଆଇସିୟୁ ବେଡ୍ ବ୍ୟବସ୍ଥା କରନ୍ତୁ ସରକାର: ବିଜୟ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ପରିଚଳନା ଦେଇ ରାଜ୍ୟ ସରକାରଙ୍କ ଉପରେ ବିର୍ଷିଲା ବିଜେପି । ଆଜି ବିଜେପି ବରିଷ୍ଠ ନେତା ବିଜୟ ମହାପାତ୍ର କୋଭିଡ ରଣନୀତିକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି, କଟକ ଓ ଭୁବନେଶ୍ୱରରେ କୋରନା ଅବସ୍ଥା  ଭୟଙ୍କର ରୁପ ନେଇଛି। ଆଗକୁ ମଧ୍ୟ…

ନୂଆ ଲକ୍ଷଣ: ଜ୍ୱର ନଥିଲେ ବି ହୋଇପାରେ କରୋନା

ଭୁବନେଶ୍ୱର: ଦେଶରେ କରୋନା ମିଟରର କଂଟା ଉପର ମୁହାଁ ରହିଛି । ତଳକୁ ଖସିବାର ନାନେଉ ନାହିଁ । ପ୍ରତିଦିନ ହଜାର ହଜାର କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ସାମାନ୍ୟ ଥଣ୍ଡା, ଜ୍ୱର, ଲାଗିରହିଲେ ହାତଗୋଡ ବିନ୍ଧା ହେଲେ କରୋନା ହୋଇଥାଇପାରେ ବୋଲି ଆମେ ଭାବିଥାଉ ଏବଂ ଏହା  କରୋନାର ଲକ୍ଷଣ ମଧ୍ୟ…

ବିଧାନସଭା ବର୍ଜନ ଚେତାବନୀ ଦେଲେ ସୁର

ଭୁବନେଶ୍ୱର: ଆସନ୍ତା ୨୯ ତାରିଖରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ତେବେ ଏହାପୂର୍ବରୁ କୋଭିଡ କଟକଣା ଯୋଗୁଁ ବୟସ୍କ ତଥା ୬୦ ବର୍ଷରୁ ଅଧିକ ବୟସ୍କ ବିଧାୟକଙ୍କୁ ବିଧାନସଭା ପ୍ରବେଶ ମନା ହୋଇଛି । ଏହାକୁ ନେଇ ଆଜି ଗର୍ଜିଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟ । ସେ…

ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କୁ ଦିଆଗଲାଣି ହଜାରେ ପ୍ଲାଜମା ଥେରାପି

ଭୁବନେଶ୍ୱର: କରୋନା ରୋଗୀଙ୍କ ଚିକିତ୍ସା ପାଇଁ ୧୦୦୦ରୁ ଅଧିକ ପ୍ଲାଜମା ଥେରାପିର ବ୍ୟବହାର କରି ଓଡିଶା ସରକାର ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ଏହି ମାଇଲଖୁଣ୍ଟ ହାସଲ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ପ୍ଲାଜମା ଦାତାଙ୍କୁ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ରାଜ୍ୟରେ ଆଉ ୧୩ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର ଦିନ ଆଉ ୧୩ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୬୬୯ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବାଲେଶ୍ୱରରୁ ୧, ଭୁବନେଶ୍ୱରରୁ ୩, କଟକରୁ ୧, ଗଜପତିରୁ ୨, ଖୋର୍ଦ୍ଧାରୁ ୧,…

ରାଜ୍ୟରେ ଆଜିବି ୪ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, କେଉଁଠୁ କେତେ ଜାଣନ୍ତୁ

ଭୁବନେଶ୍ୱର: କରୋନା ଆଁ ରେ ସାରା ବିଶ୍ୱ । ଆମ ରାଜ୍ୟ ଓଡ଼ିଶା ମଧ୍ୟ ଏଥିରୁ ବାଦ୍ ପଡ଼ି ନାହିଁ। ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୫୧ ଲକ୍ଷ ଟପିଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଓଡିଶାରେ ଗତ ୨୪ଘଣ୍ଟାରେ ସର୍ବାଧିକ ୪୨୪୧ କରୋନା ଆକ୍ରାନ୍ତ ଚିହ୍ନଟ…

ଦେଶରେ ୫୧ ଲକ୍ଷ ଟପିଲା କରୋନା ମାମଲା; ୧୦ ଲକ୍ଷ ଟପିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଭୟଙ୍କର ରୂପ ନେଲାଣି କରୋନା ମହାମାରୀ । ହୁ ହୁ ହୋଇ ବଢୁଛି ସଂକ୍ରମିତଙ୍କ ସଂଖ୍ୟା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ, ସୃଷ୍ଟି ହେଉଛି ନୂଆ ରେକର୍ଡ । ଦେଶର ଗୋଟିଏ ଦିନରେ ପାଖାପାଖି ୧ ଲକ୍ଷ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୪ ହଜାର ପାଖାପାଖି…