Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

୮ ଦିନର ଯାଆଁଳା ଶିଶୁକୁ କରୋନା

ଭୁବନେଶ୍ୱର: ରାଜ୍ୟ ବଢ଼ି ଚାଲିଛି କରୋନା ସଂକ୍ରମଣ । ଏହି ମହାମାର ଦିନ ଦିନ ବେଶ୍ ଭୟାବହ ହେବାରେ ଲାଗିଛି । ଏବେ ଏହି ମହାମାରୀ କବଳରେ ପଡିଛନ୍ତି ୮ ଦିନ ଯାଆଁଳା ଶିଶୁ । ଦୁଇ ଯମଜ ଶିଶୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଉଭୟ କରୋନା ଆକ୍ରାନ୍ତ ଶିଶୁଙ୍କୁ କିମ୍ସ କୋଭିଡ ହସପିଟାଲରେ ଭର୍ତି…

ମୌସୁମୀ ଅଧିବେଶନ: ୨୭ରେ ହେବ ବିଧାୟକଙ୍କ କୋଭିଡ ଟେଷ୍ଟ

ଭୁବନେଶ୍ୱର: ଆସନ୍ତା ୨୯ ତାରିଖରେ ବସିବ ବିଧାନସଭାର ମୌସୁମୀ ଅଧିବେଶନ । ତେବେ ଏହା ପୂର୍ବରୁ ବିଧଶୟକ, ମନ୍ତ୍ରୀ ଓ କର୍ମଚାରୀଙ୍କ ହେବ କୋଭିଡ ଟେଷ୍ଟ । ୨୭ ଓ ୨୮ ତାରିଖରେ ସ୍ୱତନ୍ତ୍ର କ୍ୟାମ୍ପରେ ବିଧାୟକଙ୍କ କରୋନା ପରୀକ୍ଷା କରାଯିବ । ବିଧାୟକଙ୍କ ସହିତ ସେମାନଙ୍କ ବ୍ୟକ୍ତିଗତ…

ଭାଙ୍ଗିଲା ରେକର୍ଡ: ରାଜ୍ୟରୁ ଗୋଟିଏ ଦିନରେ ଚିହ୍ନଟ ହେଲେ ସର୍ବାଧିକ ୪୨୭୦ ଆକ୍ରାନ୍ତ, କେଉଁଠୁ କେତେ ଜାଣନ୍ତୁ

ଭୁବନେଶ୍ୱର: କରୋନା ଆଁ ରେ ସାରା ବିଶ୍ୱ । ଆମ ରାଜ୍ୟ ଓଡ଼ିଶା ମଧ୍ୟ ଏଥିରୁ ବାଦ୍ ପଡ଼ି ନାହିଁ। ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୫୦ ଲକ୍ଷ ଟପିଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଓଡିଶାରେ ଗତ ୨୪ଘଣ୍ଟାରେ ସର୍ବାଧିକ ୪୨୭୦ କରୋନା ଆକ୍ରାନ୍ତ ଚିହ୍ନଟ…

ଦେଶରେ ୫୦ ଲକ୍ଷ ଟପିଲା କରୋନା ମାମଲା; ୨୪ ଘଣ୍ଟାରେ ୧୨୯୦ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ଭୟଙ୍କର ରୂପ ନେଲାଣି କରୋନା ମହାମାରୀ । ହୁ ହୁ ହୋଇ ବଢୁଛି ସଂକ୍ରମିତଙ୍କ ସଂଖ୍ୟା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ, ସୃଷ୍ଟି ହେଉଛି ନୂଆ ରେକର୍ଡ । ଦେଶର ଗୋଟିଏ ଦିନରେ ପାଖାପାଖି ୧ ଲକ୍ଷ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୪ ହଜାରରୁ ଉର୍ଦ୍ଧ୍ବ…

ରାଜ୍ୟରେ ଗୋଟିଏ ଦିନରେ ୫୧ ହଜାରରୁ ଉର୍ଦ୍ଧ୍ବ କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୧ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୧,୩୨୦ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୪୨,୨୦୨ ଜଣଙ୍କର ଆଣ୍ଟିଜେନ, ୯୦୦୬ ଟି ଆରଟିପିସିଆର୍ ଓ ୧୧୨ ଟି ଟ୍ରୁନଟ୍‌ ପରୀକ୍ଷା…

ଦେବଶିଳ୍ପୀ ବିଶ୍ଵକର୍ମାଙ୍କର ଆଜି ହେଉଛି ପୂଜା; ଜାଣନ୍ତୁ ଏହା ସମ୍ପର୍କରେ କିଛି କଥା

ଭୁବନେଶ୍ୱର: ଆଶ୍ଵିନ ମାସର ପାଳିତ ହୁଏ ବିଶ୍ଵକର୍ମାଙ୍କ ପୂଜା । ଯେପରି ଧନର ଦେବୀ ଲକ୍ଷ୍ମୀ, ବିଦ୍ୟାର ଦେବତା ଗଣେଶ ଓ ସରସ୍ଵତୀ ଠିକ୍ ସେହିପରି ଶିଳ୍ପକାଳ, ଯାନ୍ତ୍ରୀକ ବିଦ୍ୟାର ଅଧିକାରୀ ବିଶ୍ଵକର୍ମୀ ବୋଲି ବିଶ୍ଵାସ କରାଯାଏ । ଅତୀତରେ ଏ ମୂର୍ତ୍ତିପୂଜାର ପ୍ରଚଳନ ନଥିଲା, ତେଣୁ ଘଟପୂଜା…

ଆଜି ମା” କଟକ ଚଣ୍ଡୀଙ୍କ ରାଜରାଜେଶ୍ୱରୀ ବେଶ 

କଟକ: ଶାରଦୀୟ ପୂଜା ପାଇଁ ଚଳଚଂଚଳ ରାଜ୍ୟର ପ୍ରମୁଖ ଶକ୍ତିପୀଠ ମାନ । ସବୁଠି ଚାଲିଛି ମା'ଙ୍କ ଷୋଡଶ ଉପଚାର ପୂଜା ବିଧି। କଟକର ଅଧିଷ୍ଠାତ୍ରୀ ଦେବୀ ମାଆ କଟକ ଚଣ୍ଡୀ ମଧ୍ୟ ପ୍ରତ୍ୟେକ ଦିନ ବିଭିନ୍ନ ବେଶରେ ଦର୍ଶନ ଦେଉଛନ୍ତି। ଷୋଡଶ ଦିନାତ୍ମକ ପୂଜାର ଷଷ୍ଠ ଦିବସରେ ମା" କଟକ ଚଣ୍ଡୀଙ୍କ…

ରାଜ୍ୟରୁ ସୁସ୍ଥ ହେଲେ ପୁଣି ୩୭୧୪ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୭୧୪ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ ଲାଭ କରିଛନ୍ତି। ଖୋର୍ଦ୍ଧାରୁ ୭୪୪, ବରଗଡରୁ ୩୯୭, କଟକରୁ ୩୭୫,…

ଦେଶରେ ଟ୍ରାଏଲ୍ ଫେଜ୍‌ରେ ରହିଛି ୩ଟି ଟିକା: ICMR

ନୂଆଦିଲ୍ଲୀ: ଦେଶରେ କରୋନା ଦ୍ରୁତ ଗତିରେ ମାଡି ଚାଲିଛି । ମହାମାରୀକୁ ଲାଗୁନି ବ୍ରେକ । ମହାମାରୀର ସମୂଳେ ଧ୍ୱଂସ ପାଇଁ କେବେ ଟିକା ଆସିବା ତାକୁ ନେଇ ପୁରା ଦେଶ ଚାହିଁ ବସିଛି । ଏହାରି ଭାରତରେ ଏବେ ୩ଟି ଟିକା କ୍ଲିନିକାଲ ଟ୍ରାଏଲ୍‌ରେ ଫେଜ୍‌ରେ ରହିଛି । ଏନେଇ ଆଜି ସୂଚନା ଦେଇଛନ୍ତି…

୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୪୨ ଆକ୍ରାନ୍ତ, ୩୮୭ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୪୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।…