Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ସାରସ୍ୱତ ସାଧକ, ଗାୟକ ଭୂଷଣ ଗୋବିନ୍ଦ ଚନ୍ଦ୍ର ପାଢୀ

ସେଦିନ ଥିଲା ଦୋଳ ପୂର୍ଣ୍ଣିମା, ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ନୂଆଶାସନ ଗାଁ ଦାଣ୍ଡରେ ରାଧାକୃଷ୍ଣଙ୍କର ଯାତ୍ରା ଚାଲିଥାଏ । ଘଣ୍ଟ, ଘଣ୍ଟା, ଶଙ୍ଖ, ମୃଦଙ୍ଗର ତାଳେ ତାଳେ, ଆଲଟ, ଚାମର ଭିତରେ ରାଧାକୃଷ୍ଣଙ୍କ ବିମାନ ଆଗକୁ ବଢୁଥିଲା । ଏହି ସମୟରେ ଗାଁର ଜଗବନ୍ଧୁ ପାଢୀ ଓ ସରସ୍ୱତୀ ଦେବୀଙ୍କ କୋଳ…

ଭଲ ଖବର, ପୁଣି ଆରମ୍ଭ ହେଲା ଅକ୍ସଫୋର୍ଡର କରୋନା ଟିକା ଟ୍ରାଏଲ

ନୂଆଦିଲ୍ଲୀ: ପୁଣି ଆରମ୍ଭ ହେଲା କରୋନା ଟିକାର ପରୀକ୍ଷଣ । ଅକ୍ସଫୋର୍ଡ କରୋନା ଟିକାର ପରୀକ୍ଷଣକୁ ସାମୟିକ ସ୍ଥଗିତ ରଖାଯାଇଥିବା ବେଳେ ଏବେ ପୁଣି ପରୀକ୍ଷଣ ଆରମ୍ଭ ହୋଇଛି । ବର୍ତ୍ତମାନ ଟିକା ସୁରକ୍ଷିତ ଥିବା ନେଇ ମେଡିସିନସ ହେଲଥ ରେଗୁଲେଟରୀ ଅଥୋରିଟି ଅନୁମତି ଦେବା ପରେ ବ୍ରିଟେନରେ ଟିକାର…

‘ବିନା ଭୟରେ ପରୀକ୍ଷା ଦିଅନ୍ତୁ ଛାତ୍ରଛାତ୍ରୀ’

ଭୁବନେଶ୍ୱର: ଆସନ୍ତାକାଲି ହେବ ନିଟ୍ ପରୀକ୍ଷା । ତେବେ ଏହାପୂର୍ବରୁ ସରକାରଙ୍କ ପକ୍ଷରୁ ପରୀକ୍ଷା ନେଇ ସବୁ ପ୍ରକାର ପ୍ରସ୍ତୁତି ସରିଛି । ଆସନ୍ତାକାଲି ରାଜ୍ୟର ୭ଟି ଜିଲ୍ଲାର ୭ଟି ସହରରେ ନିଟ୍ ପରୀକ୍ଷା ହେବ । ଏନେଇ ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ସୂଚନା ଦିଆଯାଇଛି ।…

ଭୁବନେଶ୍ୱରରେ ଆଜି ୪୮୦ ପଜିଟିଭ, ୬୪୨ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୪୮୦ ଜଣ କରୋନା ପଜିଟିଭ୍ । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୮୨ ଜଣ ରହିଥିବା ବେଳେ ୨୯୮ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୬୪୨ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି…

ଉଦ୍‌ଘାଟିତ ହେଲା ବ୍ରହ୍ମପୁରର ରେଲୱେ ଫ୍ଲାଏଓଭର ବ୍ରିଜ

ଭୁବନେଶ୍ୱର: ଉଦ୍‌ଘାଟିତ ହେଲା ବ୍ରହ୍ମପୁର ସହରର ବହୁ ପ୍ରତିକ୍ଷିତ ରେଲୱେ ଓଭରବ୍ରିଜ ।  ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲାଞ୍ଜିପଲ୍ଲୀ-ଇଞ୍ଜିନିୟର ସ୍କୁଲ ମଝିରେ ୨୭.୪୨ କୋଟି ଟଙ୍କାରେ ଏହି ବ୍ରିଜ ନିର୍ମିତ ହୋଇଛି । ସେହିପରି…

ନବରଙ୍ଗପୁର ସାଂସଦ ରମେଶ ମାଝୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ନବରଙ୍ଗପୁର: ନବରଙ୍ଗପୁର ସାଂସଦ ରମେଶ ମାଝୀ ଅସୁସ୍ଥ ଅଛନ୍ତି । କିଛି ଦିନ ପୂର୍ବରୁ ସେ କରୋନାରେ ସଂକ୍ରମିତ ହୋଇଥିଲେ । କରୋନାରେ ସଂକ୍ରମିତ ହେବାପରେ ସେ ନିଜ ଉମରକୋଟ ସ୍ଥିତ ବାସଭବନରେ ହୋମ ଆଇସଲେସନରେ ଥିଲେ। କିନ୍ତୁ ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ୱର ସମ…

ସଫଳ ହେଲା କରୋନା ଟୀକା କୋଭାକ୍ସିନ ପରୀକ୍ଷଣ: ଭାରତ ବାୟୋଟେକ

ହାଇଦ୍ରାବାଦ: କରୋନାଭାଇରସ୍ ଭ୍ୟାକ୍ସିନ୍ କୋଭାକ୍ସିନର ସଫଳ ପରୀକ୍ଷଣ ହୋଇଛି ବୋଲି କହିଛି ଭାରତ ବାୟୋଟେକ ।ଟୀକା ନିର୍ମାତା ଭାରତ ବାୟୋଟେକ ଶୁକ୍ରବାର ଦିନ ଘୋଷଣା କରିଛି ଯେ ଏହାର କୋଭିଡ-୧୯ ଟିକା କୋଭାକ୍ସିନର ପଶୁଙ୍କ ଦେହରେ ପରୀକ୍ଷା ସଫଳ ହୋଇଛି। ଲାଇଭ୍ ଭାଇରାଲ୍ ଚ୍ୟାଲେଞ୍ଜ୍ ମଡେଲରେ…

ଦୋକାନରେ ମିଳିବ କରୋନା ଔଷଧ, ଅନୁମତି ଦେଲା ଡିସିଜିଆଇ

ନୂଆଦିଲ୍ଲୀ: ଏଣିକି ଦୋକାନରେ ମିଳିବ କରୋନା ଔଷଧ । ସାଧାରଣରେ ବିକ୍ରି ପାଇଁ ଅନୁମତି ଦେଲା ଡିସିଜିଆଇ । କେତେକ ସର୍ତ୍ତ ସହ ଫେଭିପିରାଭିର ଟାବଲେଟ ପାଇଁ ଅନୁମତି ମିଳିଛି । ଏହାସହ ରେମଡେସିଭିର ଇଞ୍ଜେକ୍ସନ ବିକ୍ରିକୁ ମଧ୍ୟ ଅନୁମତି ମିଳିଛି । ଔଷଧ ବିକ୍ରି ପର୍ବରୁ ପ୍ରେସକିପସନର ଫୋଟ କପି…

ରାଜ୍ୟରେ ଆଉ ୧୧ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୧୧ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୬୧୬ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଭୁବନେଶ୍ୱରରୁ ୨, ବଲାଙ୍ଗିରରୁ ୧, କଟକରୁ ୩, ଯାଜପୁରରୁ ୧, କନ୍ଧମାଳରୁ ୧,…

ଓଡିଶାରେ ଆଜି ୩୭୭୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୩୭୭୭ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୬ ହଜାର ୮୯୪ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…