Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୫୯୦ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୫୯୦ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସୁସ୍ଥ ହୋଇଥିବା ୨୫୯୦ ଜଣଙ୍କ ମଧ୍ୟରୁ ୪୩୧ ଜଣ କଟକରୁ, ୩୮୬ ଜଣ ଖୋର୍ଦ୍ଧା, ୨୦୨ ଜଣ ମୟୁରଭଞ୍ଜରୁ, ୧୪୨ ଜଣ ଗଞ୍ଜାମରୁ,…

କରୋନା ରୋଗୀକୁ ବଳାତ୍କାର କଲା ଆମ୍ବୁଲାନ୍ସ ଡ୍ରାଇଭର !

କେରଳ: କରୋନା ରୋଗୀ ସହ ବଳାତ୍କାର । ଜଣେ ଆମ୍ବୁଲାନ୍ସ ଡ୍ରାଇଭର ବିରୋଧରେ ଆସିଛି ଏଭଳି ସଙ୍ଗୀନ ଅଭିଯୋଗ । ଏଭଳି ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଥିଲାବେଳେ ରହସ୍ୟଘେରରେ ହସସ୍ପିଟାଲର ଭୂମିକା । ଶନିବାର ପଥାନମଥି ଜିଲ୍ଲାରେ ଘଟିଥିଲା ଏଭଳି ଘୃଣ୍ୟ ଘଟଣା । ସାମ୍ନାକୁ ଆସିଥିଲା…

ଭୁବନେଶ୍ୱରରେ ୧୩ ହଜାର ଟପିଲା କରୋନା ସଂକ୍ରମଣ; ପୁଣି ୪୮୩ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୪୮୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।…

ଏଣିକି ବିନା କୋଭିଡ୍‌-୧୯ ଟେଷ୍ଟରେ ବୁଲିପାରିବେ ଗୋଆ !

ଗୋଆ: ଯଦି ଗୋଆ ବୁଲିବାକୁ ଇଛା । ତେବେ ଆପଣଙ୍କ ପାଇଁ ରହିଛି ଖୁସୀ ଖବର । ସେପ୍ଟେମ୍ବର ମାସରୁ ବିନା କୋଭିଡ୍ ଟେଷ୍ଟରେ ପର୍ଯ୍ୟଟକଙ୍କ ପାଇଁ ଗୋଆରେ ପ୍ରବେଶ ଅନୁମତି ମିଳିଛି । ଏପରିକି ଗୋଆ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ବାର ଓ ରେଷ୍ଟୁରାଣ୍ଟ ବି ଖୋଲିଛି । ତେବେ ଗୋଆ ଯିବା ପାଇଁ…

ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କୁ କରୋନା

ମୁମ୍ବାଇ: ବଲିଉଡ ଅଭିନେତା ତଥା ଫିଲ୍ମ ପ୍ରଯୋଜକ ବୋନି କପୁରଙ୍କ ପୁଅ ଅର୍ଜୁନ କପୁର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସେ ସୋସିଆଲ୍ ମିଡିଆରେ ସୂଚନା ଦେଇଛନ୍ତି । https://www.instagram.com/p/CEydxJNp3mB/?utm_source=ig_web_button_share_sheet ସେ…

ଆସନ୍ତାକାଲିଠୁ କୋଭାକ୍ସିନର ୨ୟ ପର୍ଯ୍ୟାୟ ଟ୍ରାଏଲ୍ ଆରମ୍ଭ

ନୂଆଦିଲ୍ଲୀ: ଆସନ୍ତା ସୋମବାର ଦିନଠାରୁ କରୋନା ଟିକା କୋଭାକ୍ସିନର ୨ୟ ପର୍ଯ୍ୟାୟ ଟ୍ରାଏଲ୍ ଆରମ୍ଭ ହେବା ନେଇ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି । ଆଇସିଏମଆର ଏବଂ ନ୍ୟାସନାଲ୍ ଇନଷ୍ଟିଚୁ୍ୟଟ୍ ଅଫ୍ ଭାଇରୋଲୋଜିର ସହଭାଗିତାରେ ହାଇଦ୍ରାବାଦ ସ୍ଥିତ ଭାରତ ବାୟୋଟେକ୍ ଦ୍ୱାରା କୋଭାକ୍ସିନ ଟିକା…

ଲକ୍ଷ୍ମୀପୁର ବିଧାୟକ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ବିଜେଡି ନେତା ତଥା ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ସେ ସୂଚନା ଦେଇଛନ୍ତି । ନିକଟ ଅତୀତରେ ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଛନ୍ତି ସେମାନେ ନିଜ ନିଜର କରୋନା ଟେଷ୍ଟ କରାଇ ନିଅନ୍ତୁ ଏବଂ ହୋମ୍ ଆଇସୋଲେସନରେ ରୁହନ୍ତୁ ବୋଲି…

ରାଜ୍ୟରେ ଆଉ ୮ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ରବିବାର ଦିନ ଆଉ ୮ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୫୪୬ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଭୁବନେଶ୍ୱରରୁ ୧, ଗଞ୍ଜାମରୁ ୪, କୋରାପୁଟରୁ ୧, ରାୟଗଡାରୁ ୧ ଓ ସୁନ୍ଦରଗଡରୁ ୧…

OAIC ଚେୟାରମ୍ୟାନ ଦେବାଶିଷ ମହାନ୍ତିଙ୍କୁ କରୋନା

ଭୁବନେଶ୍ୱର: କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି OAIC ଚେୟାରମ୍ୟାନ ଦେବାଶିଷ ମହାନ୍ତି । ଏ ନେଇ ସେ ନିଜେ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ଦେବାଶିଷ ପୋଷ୍ଟ କରି ଲେଖିଛନ୍ତି ଯେ, ସେ ଆଜି କରୋନା ଆକ୍ରାନ୍ତ ହୋଇଥିବା ଜାଣିବାକୁ ପାଇଛନ୍ତି। ମାତ୍ର ଏହା ତାଙ୍କୁ…

ବିଧାୟକଙ୍କ କରୋନା ଟେଷ୍ଟ ନେଇ ଆସନ୍ତାକାଲି ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ୱର ୩୦ ପୂର୍ବରୁ ବସିବ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ । ତାପୂର୍ବରୁ ଜଣଙ୍କ ପରେ ଜଣେ ମନ୍ତ୍ରୀ ଓ ବିଧାୟକ କରୋନା ସଂକ୍ରମିତ ହେଉଛନ୍ତି । ଅଧିବେଶନ ଆଗରୁ ବିଧାୟକଙ୍କ କୋଭିଡ୍ ଟେଷ୍ଟ ହେବ କି ନାହିଁ, ସେନେଇ ଆସନ୍ତାକାଲି ବସୁଛି ଗୁରୁତ୍ୱପୂର୍ଣ୍ଣ ବୈଠକ…