Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କରୋନା ସଂକ୍ରମଣ ଭୟ: ଦୁଇ ସପ୍ତାହ ପାଇଁ ବନ୍ଦ ହେଲା ନୂଆଦିଲ୍ଲୀ ଏମସ୍ ଓପିଡି

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନୂଆଦିଲ୍ଲୀ ଏମସ୍‌ର ବାହ୍ୟ ରୋଗୀ ସେବା(ଓପିଡି)କୁ ଦୁଇ ସପ୍ତାହ ପାଇଁ ସାମୟିକ ଭାବେ ବନ୍ଦ ରଖାଯାଇଛି । ଆଗକୁ ପରିସ୍ଥିତି ଦେଖି କେବେ ଖୋଲିବ ସେ ନେଇ ନିଷ୍ପତ୍ତି ନିଆଯିବ ବୋଲି ଏମସ୍ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୁହାଯାଇଛି । ଆଜି ଦିଲ୍ଲୀରେ…

ଭୁବନେଶ୍ୱରରେ ବଢ଼ୁଛି ସଂକ୍ରମଣ, ଆଜି ପୁଣି ୫୪୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ବିପଦରେ ଭୁବନେଶ୍ୱର । ଏଠାରେ ଦିନକୁ ଦିନ ବଢ଼ୁଛି କରୋନା ସଂକ୍ରମଣଙ୍କ ସଂଖ୍ୟା । ଆଜି ପୁଣି ରାଜଧାନୀରୁ ୫୪୧ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୨୨୦ ଜଣ ରହିଥିବା ବେଳେ ୩୨୧ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୦୦ ଜଣ…

ଆସନ୍ତୁ ଜାଣିବା ଘରେ କେଉଁ ଦେବତାଙ୍କର କେତେ ପ୍ରତିମା ରହିବା ଉଚିତ

ପୁରୀ: ଘରେ ସମସ୍ତେ ଦେବ ଦେବୀଙ୍କୁ ରଖିବାକୁ ଓ ପୂଜା କରିବା ଭଲ ପାଇଥାନ୍ତି । ଏଥିରେ ଭକ୍ତି ଓ ଆନ୍ତରିକତା ଜଡିତ ଥାଏ । ତେବେ ଆମେ ଅଜାଣତରେ ମଧ୍ୟ ପ୍ରତିମା ରଖିବାରେ କେତେକ ଭୁଲ କରିଥାଉ । ଯାହା ଫଳରେ ଏହା ପରୋକ୍ଷରେ ଆମ ପ୍ରତି ଅଶୁଭ ଫଳ ପ୍ରଦାନ କରିଥାଏ । ଆସନ୍ତୁ ଜାଣିବା ଘରେ କେଉଁ…

ୟୁଜି/ପିଜି ପରୀକ୍ଷା ଘୁଞ୍ଚାଇବାକୁ ୟୁଜିସିକୁ ଚିଠି

ଭୁବନେଶ୍ୱର: ୟୁଜି ପିଜି ପରୀକ୍ଷା ପାଇଁ ସମୟ ମାଗିଲେ ସରକାର । ରାଜ୍ୟରେ ୟୁଜି ଓ ପିଜି ଶେଷ ସେମିଷ୍ଟର ପରୀକ୍ଷାର ଡେଡଲାଇନ ବୃଦ୍ଧି କରିବାକୁ ୟୁଜିସିକୁ ଅନୁରୋଧ କଲେ ରାଜ୍ୟ ସରକାର । ପରୀକ୍ଷା ଶେଷ କରିବାକୁ ସେପ୍ଟେମ୍ବର ୩୦ ପରିବର୍ତ୍ତେ ୧୦ ଅକ୍ଟୋବର ପର୍ଯ୍ୟନ୍ତ ସମୟ ଦେବାକୁ ଚିଠି…

କାଲି ଏକ ନମ୍ବର ହେବ ଖୋର୍ଦ୍ଧା !

ଭୁବନେଶ୍ୱର: କରୋନା ସଂକ୍ରମଣରେ ଗଞ୍ଜାମକୁ ଟପିଯିବ ଖୋର୍ଦ୍ଧା । ରେଡହଟ୍ ଜିଲ୍ଲା ଭାବରେ ଉଭା ହୋଇଛି । ପ୍ରତିଦିନ ପାଞ୍ଚ ଶହରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । କେତେବେଳେ ସଂଖ୍ୟା ସାତ ଶହ ବି ଡେଇଁ ଯାଉଛି । ଏଯାଏଁ ଗଞ୍ଜାମ ସଂକ୍ରମିତ ଜିଲ୍ଲା ତାଲିକାର ଏକ ନମ୍ବରରେ ରହିଛି ।…

ନେତାଙ୍କୁ କରୋନା: ବିଧାନସଭା ଅଧିବେଶନ ପୂର୍ବରୁ ହେବ କି ବିଧାୟକଙ୍କ କୋଭିଡ୍ ଟେଷ୍ଟ ?

ଭୁବନେଶ୍ୱର: ରାଜ୍ୟରେ ମହାମାରୀ ମାଡ଼ି ମାଡ଼ି ଚାଲିଛି । ଲକ୍ଷେ ଟପିଛି ସଂକ୍ରମିତଙ୍କ ସଂଖ୍ୟା । ନେତା, ମନ୍ତ୍ରୀ ବି ସଂକ୍ରମିତ ହେଲେଣି । ଆଗକୁ ବିଧାନସଭାର ମୌସୁମୀ ଅଧିବେଶନ ବସୁଛି । ବିଧାୟକ ସଂକ୍ରମିତ ହେଉଥିବା ବେଳେ କିଭଳି ସତର୍କତାମୂଳକ ପଦକ୍ଷେପ ସହ ଅଧିବେଶନ ଚାଲିବ ତାକୁ ନେଇ ଏବେ…

ଆଉ ୧୧ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ମୃତ୍ୟସଂଖ୍ୟା ୫୧୪

ଭୁବନେଶ୍ୱର: କରୋନା ନେଲା ଆଉ ୧୧ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ୮ଟି ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ତିନି ଜଣ ମହିଳା ଅଛନ୍ତି । ବାକି ୮ ଜଣ ପୁରୁଷ । ଗଞ୍ଜାମ ଜିଲ୍ଲାରୁ ୩ ଜଣ ଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ(ଭୁବନେଶ୍ୱର) କରୋନା ନେଇଛି ଆଉ ଦୁଇ ମୁଣ୍ଡ ।…

ଗୋଆ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ପଞ୍ଜି: କରୋନା ଆକ୍ରାନ୍ତ ହୋଇଛନ୍ତି ଗୋଆ ମୁଖ୍ୟମନ୍ତ୍ରୀ ଡା. ପ୍ରମୋଦ ସାୱନ୍ତ। ଏ ନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସେ ଟ୍ୱିଟ କରି ଲେଖିଛନ୍ତି ଯେ, "ମୁଁ କରୋନା ପଜିଟିଭ ଚିହ୍ନଟ ହୋଇଛି । ମୁଁ ହୋମ ଆଇସିଲେଶନରେ ଅଛି। ମୁଁ ଘରୁ ମୋ କାର୍ଯ୍ୟ କରିବି। ମୁଁ ଅନୁରୋଧ କରୁଛି ଯେ,…

ଦିନକରେ ରାଜ୍ୟରୁ ୩୨୧୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ଆଉ ୩ ହଜାର ୨୧୯ କରୋନା ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୯୩୧ ଓ ଲୋକାଲ୍ କଣ୍ଟାକ୍ଟ କେସ ରହିଛି ୧୨୮୮ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୩୧ ସଂକ୍ରମିତ ହୋଇଛନ୍ତି । କଟକରୁ ୪୦୦, ବାଲେଶ୍ୱର ଜିଲ୍ଲାରୁ ୧୯୪ ନୂଆ ଆକ୍ରାନ୍ତ ଥିବା ବେଳେ…

୭୮ ହଜାର ନୂଆ ଆକ୍ରାନ୍ତଙ୍କ ସହ ଦେଶରେ ୩୭ ଲକ୍ଷ ଟପିଲା କରୋନା ମାମଲା, ମୃତ୍ୟୁ ସଂଖ୍ୟା ଟପିଲା ୬୬ ହଜାର

ନୂଆଦିଲ୍ଲୀ: ବିଜୁଳି ବେଗରେ ବଢୁଛି କରୋନା ମାମଲା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ । ଦେଶର ମାତ୍ର ୨ ଦିନରେ ୧ ଲକ୍ଷରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୩୦୦୦ରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାସହ ତାଳ ଦେଇ ଉପର ମୁଁହା ହୋଇ ଚାଲିଛି ମୃତ୍ୟୁର…