Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କରୋନାରେ ପ୍ରାଣ ହରାଇଲେ ଭୁବନେଶ୍ୱର ମଧ୍ଯ ବିଧାୟକଙ୍କ ପିଏସଓ

ଭୁବନେଶ୍ୱର: ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ପିଏସଓ ଆଶିଷ ମହାକୁଳଙ୍କର କରୋନାରେ ମୃତ୍ୟୁ ହୋଇଛି । ଅଗଷ୍ଟ ୧୭ ତାରିଖରେ ବିଧାୟକ, ପିଏସଓ ଆଶିଷ ଏବଂ ତାଙ୍କ ଡ୍ରାଇଭରଙ୍କର କରୋନା ପରୀକ୍ଷଣ କୋଭିଡ୍ ପରୀକ୍ଷା କରାଯାଇଥିଲା । ଆଶିଷଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡିବା ସହ…

ଭଦ୍ରକ ଉପ ଜିଲ୍ଲାପାଳଙ୍କୁ କରୋନା

ଭଦ୍ରକ: ଭଦ୍ରକ ଉପ ଜିଲ୍ଲାପାଳ ପିତାମ୍ବର ସାମଲ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ଶନିବାରକୁ ଦିନ ଜିଲ୍ଲାପାଳ ଜ୍ଞାନ ଦାସ ସୂଚନା ଦେଇଛନ୍ତି । ଏଭଳି ସମୟରେ ଅତିରିକ୍ତ ଉପ ଜିଲ୍ଲାପାଳ ମନୋରମା ଭୂୟାଁ ଆସନ୍ତା ସେପ୍ଟେମ୍ବର ୧୫ ତାରିଖ ଯାଏଁ ଏହି ଦାୟିତ୍ୱ ସମ୍ଭାଳିବେ ।…

ରାଜ୍ୟରେ ଆଉ ୧୪ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୧୪ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୪୭୦ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବାଲେଶ୍ୱରରୁ ୨, ବରଗଡରୁ ୧, ଭୁବନେଶ୍ୱରରୁ ୨, କଟକରୁ ୨, ଜଗତସିଂହପୁରରୁ ୨,…

ଓଡିଶାରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୩୦ ଜିଲ୍ଲାରୁ ୩୨୫୨ ରୋଗୀ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଶନିବାର ଦିନ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୩୨୫୨ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୂଚନାନୁଯାୟୀ ସମ୍ପୃକ୍ତ ପଜିଟିଭଙ୍କ ମଧ୍ୟରୁ ୧୯୮୭…

ଦେଶରେ ୩୪ ଲକ୍ଷ ଟପିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ମୋଟ୍ ସଂଖ୍ୟା ୩୪ ଲକ୍ଷ ୬୩ ହଜାର ୯୭୩ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ଏଯାବତ୍ କରୋନାଭାଇରସ ସଂକ୍ରମଣରେ ୬୨ ହଜାର ୫୫୦ ଜଣ…

ମୌସୁମୀ ଅଧିବେଶନର ୭୨ ଘଣ୍ଟା ପୂର୍ବରୁ ସାଂସଦଙ୍କ ହେବ କରୋନା ଟେଷ୍ଟ

ନୂଆଦିଲ୍ଲୀ: ମୌସୁମୀ ଅଧିବେଶନ ଆରମ୍ଭ ହେବାର ୭୨ ଘଣ୍ଟା ପୂର୍ବରୁ ସାଂସଦ ମାନେ କରୋନା ପରୀକ୍ଷା କରାଇବା ଲାଗି ଲୋକସଭା ବାଚସ୍ପତି ଓମ୍ ବିର୍ଲା ଅନୁରୋଧ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ କୋଭିଡ-୧୯ ଟେଷ୍ଟ କରିବା ପାଇଁ ପାର୍ଲିଆମେଣ୍ଟ…

ଭୁବନେଶ୍ୱରରେ ୯ ହଜାର ଟପିଲା କରୋନା ସଂକ୍ରମଣ; ଆଜି ୨୦୨ ଲୋକାଲ୍ କେସ୍‌

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୫୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୫୨…

ଚେନ୍ନାଇ ସୁପର କିଙ୍ଗସ୍ ଖେଳାଳିଙ୍କୁ କରୋନା

ଦୁବାଇ: ଚେନ୍ନାଇ ସୁପର କିଙ୍ଗସର ଜଣେ ଦ୍ରୁତ ବୋଲରଙ୍କ ସମେତ ୧୨ ଜଣ ସଦସ୍ୟ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଇପିଏଲର ୧୩ ତମ ସଂସ୍କରଣ ପାଇଁ ସମସ୍ତ ଟିମ୍ ସଦସ୍ୟ ଦୁବାଇରେ ଅଛନ୍ତି । ଲୋକପ୍ରିୟ ଟି-୨୦ ଲିଗ୍ ୟୁଏଏଇ-ଦୁବାଇ, ଶରଜାହା ଓ ଆବୁ ଧାବି ଭଳି ୩ଟି କେନ୍ଦ୍ରରେ ଖେଳାଯିବ ।…

ଆଉ ଜଣେ ପୂର୍ବତନ ବିଧାୟକଙ୍କୁ କରୋନା

କେନ୍ଦ୍ରାପଡା: ରାଜ୍ୟର ଆଉ ଜଣେ ପୂର୍ବତନ ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମ୍ପୃକ୍ତ ବିଧାୟକ ଜଣକ ଆଳି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମା। ନିକଟରେ ସେ ଅସୁସ୍ଥତା କାରଣରୁ ଚିକିତ୍ସା ଲାଗି ଭୁବନେଶ୍ୱରର କେୟାର ହସ୍ପିଟାଲକୁ ଯାଇଥିବା…

କରୋନା ବାହାନାରେ ହସ୍ପିଟାଲରୁ କଏଦୀ ଚମ୍ପଟ୍ !

ହାଇଦ୍ରାବାଦ: କରୋନା ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ୨୯ଜଣ କଏଦୀ । ହେଲେ କରୋନାକୁ ଆଳ କରି ଚମ୍ପଟ ମାରିଲେ ୪ କଏଦୀ । କଏଦୀଙ୍କ ପାଇଁ ପୋଲିସ ନାକେଦମ ହୋଇଥିଲାବେଳେ ସିସିଟିଭ ଫୁଟେଜରୁ ମିଳିଲାନି କୌଣସି ସୁରାକ୍ । ହାଇଦ୍ରାବାଦ ଗାନ୍ଧୀ ହସ୍ପିଟାଲରେ ୧୫ଦିନ ପୂର୍ବରୁ…