Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଭୁବନେଶ୍ୱରରେ ୭୫ଶହ ଟପିଲା କରୋନା ସଂକ୍ରମଣ; ଆଜି ୨୬୭ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୬୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…

କରୋନା ଭୟ: ଶବ ସତ୍କାରକୁ ବିରୋଧ

କଟକ: ଲୋକଙ୍କୁ ଘାରିଛି କରୋନା ଭୟ । କୋଭିଡ ପଜିଟିଭ ମୃତଦେହ ପୋଡିବାକୁ ବିରୋଧ କଲେ ଲୋକେ । ଏଭଳି ଘଟଣା ଘଟିଛି କଟକ କାଳିଆ ବୋଦା ଶ୍ମଶାନରେ । ଶିଖରପୁର ନଦୀ କୂଳ ସାହି ବାସିନ୍ଦାଙ୍କ ପକ୍ଷରୁ ବିରୋଧ କରାଯାଇଛି। ଶ୍ମଶାନ ଗଡା ନିକଟରେ ସ୍ଥାନୀୟ ଲୋକମାନେ ରାସ୍ତାରୋକ କରିଛନ୍ତି। ଗତ କିଛି…

ସନ୍ତାନମାନଙ୍କ ଶରୀର ସୁରକ୍ଷା ପାଇଁ ଷଷ୍ଠୀ ଓଷା ବା ଷଠିଓଷା ପର୍ବ

(ଓଡିଶାର ପର୍ବପର୍ବାଣୀକୁ ନେଇ ସ୍ୱତନ୍ତ୍ର ଉପସ୍ଥାପନା) ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଅନେକ ପ୍ରକାରର ସ୍ଥାନୀୟ ବା ଆଞ୍ଚଳିକ ପର୍ବପର୍ବାଣି ପାଳନ କରାଯାଇଥାଏ । ଏମିତି ଏକ ପର୍ବ ହେଉଛି ଷଷ୍ଠୀ ଓଷା ବା ଷଠିଓଷା । ଅବିଭକ୍ତ ପୁରୀ ଓ ଗଞ୍ଜାମ ଜିଲ୍ଲାରେ ଏହା ଏକ ପ୍ରମୁଖ ପର୍ବ । ବାଲି…

ଓଡ଼ିଆ ଟେଲି ଅଭିନେତା ଚିନ୍ମୟ ମିଶ୍ରଙ୍କୁ କରୋନା

ଭୁବନେଶ୍ୱର: ଓଡିଆ ଟେଲି ସିରିଏଲ “ତୋ ପାଇଁ ମୁଁ”ର ଅଭିନେତା ଚିନ୍ମୟ ମିଶ୍ର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ସୋମବାର ଦିନ ଟ୍ବିଟ୍ ଜରିଆରେ ଅଭିନେତା ଜଣକ ଜଣାଇଛନ୍ତି। https://twitter.com/chinmaykumar99/status/1297402638233870336?s=20 ସେ ଟ୍ବିଟ୍ କରି…

ରାଜ୍ୟରେ ଆଉ ୧୦ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ସୋମବାର ଦିନ ଆଉ ୧୦ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୪୧୯ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, କଟକରୁ ୧, ଗଞ୍ଜାମ ଜିଲ୍ଲାରୁ ୫, ନୟାଗଡରୁ ୧, ରାୟଗଡାରୁ ୧ ଓ ସୁନ୍ଦରଗଡରୁ ୨…

ଓଡିଶାରେ ଆଉ ୨୯୪୯ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ୍ ସଂଖ୍ୟା ୮୧ହଜାର ଟପିଲା

ଭୁବନେଶ୍ୱର: କରୋନା ଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୯୪୯ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୧ ହଜାର ୪୭୯ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

୨୪ ଘଣ୍ଟାରେ ୬୦ ହଜାର ସଂକ୍ରମିତଙ୍କ ସହ ଦେଶରେ ୩୧ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ବିଜୁଳି ବେଗରେ ବଢୁଛି କରୋନା ମାମଲା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ । ଦେଶର ମାତ୍ର ୨ ଦିନରେ ୧ ଲକ୍ଷରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୨୦୦୦ରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାସହ ତାଳ ଦେଇ ଉପର ମୁଁହା ହୋଇ ଚାଲିଛି ମୃତ୍ୟୁର…

ରାଜ୍ୟରେ ଗୋଟିଏ ଦିନରେ ୬୦ ହଜାରରୁ ଉର୍ଦ୍ଧ୍ବ କରୋନା ନମୁନା ପରୀକ୍ଷା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୬୦ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୬୦ ହଜାର ୯୦୯ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୫୩,୨୫୯ ଜଣଙ୍କର ଆଣ୍ଟିଜେନ, ୭୪୯୦ଟି ଆରଟିପିସିଆର୍ ଓ ୧୨୪ଟି ଟ୍ରୁନଟ୍‌ ପରୀକ୍ଷା…

ରସହ୍ୟମୟ ଶଙ୍କର ମନ୍ଦିର; ଯେଉଁଠି ୧୨ ବର୍ଷରେ ଥରେ ହୁଏ ଭୀଷଣ ବଜ୍ରପାତ!

ଭୁବନେଶ୍ୱର: ଦେବ ଭୂମି ଭାରତ । ଅନେକ ରହସ୍ୟରେ ଭରି ରହିଛି ଏଠାକାର ଦେବୀଦେବତାଙ୍କ ମନ୍ଦିର। ଅନ୍ୟ ସମସ୍ତ ସ୍ଥାନ ମାନଙ୍କ ଭଳି ହିମାଚଳ ପ୍ରଦେଶରେ ରହିଛି ମନ୍ଦିରର ସମାହାର । ଏହାକୁ ଦେବଭୂମି ବୋଲ ମଧ୍ୟ କୁହାଯାଏ।ଏଠାକାର ଅନେକ ମନ୍ଦିର ରହିଛି ଯାହା ନିଜର ବିଶେଷତ୍ୱ ପାଇଁ ବେଶ…

ପିଲାଙ୍କ ତୂଳୀରୁ …

ସିଦ୍ଧି, ଏଲ୍‌କେଜି, ଡିଏଭି ପୋଖରୀପୁଟ ସ୍କୁଲ, ଭୁବନେଶ୍ୱର (ମୁଁ ସ୍କୁଲରେ ଆଡମିସନ୍ ତ କରିଛି ହେଲେ ଏ ସ୍କୁଲକୁ କେବେ ଯାଇ ପାଠ ପଢିନି, କାରଣ ସ୍କୁଲ ଖୋଲିନି । ଅନଲାଇନ୍ କ୍ଲାସରେ ହିଁ ପାଠ ପଢୁଛି । ଆଡମିସନ୍ ଆଗରୁ ଥରେ କେବଳ ସ୍କୁଲକୁ ବୁଲି ଯାଇଥିଲି । ରାସ୍ତାରେ ଯିବା ବେଳେ…