Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଆଜି ଗୋଟିଏ ଦିନରେ ଭୁବନେଶ୍ୱରରୁ ସର୍ବାଧିକ ୩୭୦ ପଜିଟିଭ ଚିହ୍ନଟ

ଭୁୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବଢ଼ୁଛି ବିପଦ । ଆଜି ଗୋଟିଏ ଦିନରେ ଭୁବନେଶ୍ୱରରେ ଚିହ୍ନଟ ହୋଇଛନ୍ତି ସର୍ବାଧିକ ୩୭୦ ପଜିଟିଭ। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୪ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୧୬୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ୧୫୦ଜଣ ସୁସ୍ଥ…

କରୋନାର ଲମ୍ବା ଲମ୍ଫ: ୨୪ ଘଣ୍ଟାରେ ୨୫୦୦ ପାର୍

ଭୁବନେଶ୍ୱର: ସଙ୍ଗିନ ହେଉଛି କରୋନା ସ୍ଥିତି। ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୫୮୯ ଜଣ ପଜିଟିଭ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୭୧୨୨ ରେ ପହଞ୍ଚିଛି। ଏହାସହ ରାଜ୍ୟରେ କୋଭିଡ୍ ଟେଷ୍ଟିଂ ସଂଖ୍ୟା ମଧ୍ୟ ବଢୁଛି । ଗୋଟିଏ ଦିନରେ ଏହା ୫୦ ହଜାର ପାର…

କରୋନା ପାଇଁ ଫିକା ପଡିଲା ସୁବର୍ଣ୍ଣପୁରର ପ୍ରସିଦ୍ଧ ହନୁମାନ ଉତ୍ସବ

ସୁବର୍ଣ୍ଣପୁର: ସପ୍ତପୁରୀ ଅମାବାସ୍ୟା ବା ପୁରାଉଆଁସ । ଏହାକୁ ହନୁମାନ ଉତ୍ସବ ଐତିହାସିକ ଲଙ୍କାପୋଡି ପର୍ବ ବୋଲି ମଧ୍ୟ କୁହାଯାଇଥାଏ । ଆଜି ସୁବର୍ଣ୍ଣପୁର ସହର ରେ ପାଳିତ ହେବ ଏହି ବିଶ୍ୱପ୍ରସିଦ୍ଧ ପର୍ବ । ଆଜି ସଂଧ୍ୟାରେ ମାଟି ତିଆରି ଟେରାକୋଟା ହନୁମାନ କୁ ନେଇ ପାଳନ କରାଯାଇଥାଏ ଏହି ପର୍ବ…

କୋଭିଡ୍ ମୁକାବିଲା: ୭ ମେଡିକାଲ କଲେଜର ପ୍ରଫେସରଙ୍କୁ ନେଇ ଗଠନ ହେଲା ଟେକ୍‌ନିକାଲ କମିଟି

ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ବୃଦ୍ଧି ପାଇବାରେ ଲାଗିଛି କରୋନା ମାମଲା । ବଢୁଥିବା ସଂକ୍ରମଣ ବିସ୍ତାରକୁ ରୋକିବା ପାଇଁ ବିଭିନ୍ନ ପନ୍ଥା ଆପଣାଉଛନ୍ତି ରାଜ୍ୟ ସରକାର । କରୋନା ମୁକାବିଲା ପାଇଁ ସରକାର ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି । ୭ଟି ମେଡିକାଲ କଲେଜର ବରିଷ୍ଠ ପ୍ରଫେସରଙ୍କୁ…

ମୃତ୍ୟୁ ମିଟର ଉପର ମୁହାଁ; ଦେଶରେ ୨୪ ଘଣ୍ଟାରେ ଗଡ଼ିଲା ୨୦୦୦ ମୁଣ୍ଡ !

ନୂଆଦିଲ୍ଲୀ: ବିଜୁଳି ବେଗରେ ବଢୁଛି କରୋନା ମାମଲା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ । ଦେଶର ମାତ୍ର ୨ ଦିନରେ ୧ ଲକ୍ଷରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୨୦୦୦ରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାସହ ତାଳ ଦେଇ ଉପର ମୁଁହା ହୋଇ ଚାଲିଛି ମୃତ୍ୟୁର…

ରହସ୍ୟମୟ ଶିବ ମନ୍ଦିର; ଯେଉଁଠି ୧୨ ବର୍ଷକୁ ଥରେ ଶିବଲିଙ୍ଗ ଉପରେ ହୁଏ ବଜ୍ରପାତ!

ଭୁବନେଶ୍ୱର: ଦେବ ଭୂମି ଭାରତ । ଅନେକ ରହସ୍ୟରେ ଭରି ରହିଛି ଏଠାକାର ଦେବୀଦେବତାଙ୍କ ମନ୍ଦିର। ଅନ୍ୟ ସମସ୍ତ ସ୍ଥାନ ମାନଙ୍କ ଭଳି ହିମାଚଳ ପ୍ରଦେଶରେ ରହିଛି ମନ୍ଦିରର ସମାହାର । ଏହାକୁ ଦେବଭୂମି ବୋଲ ମଧ୍ୟ କୁହାଯାଏ।ଏଠାକାର ଅନେକ ମନ୍ଦିର ରହିଛି ଯାହା ନିଜର ବିଶେଷତ୍ୱ ପାଇଁ ବେଶ…

ବଡ଼ଦେଉଳକୁ ସପ୍ତପୁରୀ ତାଡ଼ ବିଜେ

ପୁରୀ: ଭାଦ୍ରବ ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥି ଅବସରରେ ମଙ୍ଗଳବାର ଶ୍ରୀମନ୍ଦିରର ସ୍ଵତ୍ତ୍ୱଲିପି ଅନୁଯାୟୀ ଅଠରନଳା ସ୍ଥିତ ମା ଆଲାମଚଣ୍ଡୀ ମନ୍ଦିରରୁ ଶ୍ରୀମନ୍ଦିରକୁ ସପ୍ତପୁରୀ ଅମାବାସ୍ୟା ତାଡ଼ ବିଜେ ହୋଇଯାଇଛି । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ମଧ୍ୟାହ୍ନ ଧୂପ ସରିବା ପରେ ଶ୍ରୀମନ୍ଦିରରୁ…

ସୁସ୍ଥ ହେଲେ ଆଉ ୧୫୩୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଦେଶରେ ବଢ଼ୁଛି କରୋନା ସୁସ୍ଥ ହାର । ରାଜ୍ୟରେ ଆଜି  ଆଉ ୧୫୩୫ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ମୋଟ୍ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪୫୩୧୫ରେ ପହଁଚିଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨୮୭, ସୁନ୍ଦରଗଡରୁ ୧୭୮,…

ଦେଶର ପ୍ରସିଦ୍ଧ ୧୦ଟି ଗଣେଶ ମନ୍ଦିର ଉପରେ ଆସନ୍ତୁ ନଜର ପକାଇବା

ହିନ୍ଦୁ ଠାକୁରଙ୍କ ମଧ୍ୟରେ ବିଘ୍ନବିନାଶକଙ୍କ ସ୍ଥାନ ସ୍ୱତନ୍ତ୍ର । ସବୁ ପୂଜାର ଆରମ୍ଭରେ ତାଙ୍କ ପୂଜା ହିଁ ହୁଏ । ଗଣେଶ ଚତୁର୍ଥୀ ବିଶେଷ କରି ପୂର୍ବ ଓ ପଶ୍ଚିମ ଭାରତରେ ବେଶ୍ ଧୂମ୍‌ଧାମରେ ପାଳିତ ହୋଇଥାଏ । ଏବେ ନଜର ପକାଇବା ଦେଶର କିଛି ପ୍ରସିଦ୍ଧ ଗଣେଶ ମନ୍ଦିର ଉପରେ । ୧. ସିଦ୍ଧି…

ଗଣେଶ ଚତୁର୍ଥୀ: କିଛି ରହସ୍ୟ, କିଛି ରୋଚକ ତଥ୍ୟ !

ଭୁବନେଶ୍ୱର: ପ୍ରତ୍ୟେକ ବର୍ଷ ଭାଦ୍ରବ ମାସ ଶୁକ୍ଲପକ୍ଷ ଚତୁର୍ଥୀ ତିଥୀରେ ଗଣେଶ ଚତୁର୍ଥୀ ଉତ୍ସବ ପାଳନ ହୋଇଥାଏ । ପ୍ରଥମ ପୂଜ୍ୟ ଦେବତା ହୋଇଥିବାରୁ ହିନ୍ଦୁ ଧର୍ମରେ ପ୍ରତ୍ୟେକ ଶୁଭକାର୍ଯ୍ୟର ଆରମ୍ଭ ଗଣେଶଙ୍କ ପୂଜାଠୁ ଆରମ୍ଭ ହୋଇଥାଏ । ସାରା ଦେଶରେ ଧୁମଧାମରେ ଗଣେଶ ଚତୁର୍ଥୀ ପାଳନ ହୋଇଥାଏ ।…