Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଅଣାୟତ୍ତ ଭୂତାଣୁ: ୨୯ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, କେତେ ହେଲେଣି ସୁସ୍ଥ, ଜାଣନ୍ତୁ

ନୂଆଦିଲ୍ଲୀ: ବିଜୁଳି ବେଗରେ ବଢୁଛି କରୋନା ମାମଲା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ । ଦେଶର ମାତ୍ର ୨ ଦିନରେ ୧ ଲକ୍ଷରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୨୦୦୦ରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାସହ ତାଳ ଦେଇ ଉପର ମୁଁହା ହୋଇ ଚାଲିଛି ମୃତ୍ୟୁର…

କରୋନା ଭୟ..ଶବ ସତ୍କାର ପାଇଁ ଆସୁନାହାନ୍ତି ସମ୍ପର୍କୀୟ, ମାଲକାନଗିରିରେ ସ୍ତ୍ରୀ କଲା ସ୍ୱାମୀର ଶବଦାହ

ମାଲକାନଗିରି: କରୋନା ପାଇଁ ନା ସମ୍ପର୍କୀୟ ନା ସାଇପଡିଶା କେହି ବି ନିଜର ହେଉନାହାନ୍ତି । ଏ ରୋଗ ଯେମିତି ମଣିଷ ମଣିଷ ଭିତରେ ସମ୍ପର୍କ ତୁଟାଇବାକୁ ଆସିଛି । ଏପରିକି ଜଣଙ୍କର ଯଦି କରୋନା ଛଡା ଅନ୍ୟ କୌଣସି କାରଣରୁ ବି ମୃତ୍ୟୁ ହେଉଛି ଶବ ସତ୍କାର କରିବାକୁ ବି କେହବି ଆସୁନାହାନ୍ତି । ଏପରି ଏକ…

ପ୍ରଧାନମନ୍ତ୍ରୀଙ୍କ ‘ଡିଜିଟାଲ୍ ଇଣ୍ଡିଆ’ ଲକ୍ଷାଧିକ ଓଡିଆଙ୍କ ଜୀବନରେ ପରିବର୍ତ୍ତନ ଆଣିଛି: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀଙ୍କ ଡିଜିଟାଲ୍ ଇଣ୍ଡିଆ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ଲେଖିଛନ୍ତି ଯେ, ଡିଜିଟାଲ ଇଣ୍ଡିଆ ଲକ୍ଷାଧିକ ଓଡିଆଙ୍କ ଜୀବନରେ ପରିବର୍ତ୍ତନ ଆଣିଛି । ସେହିପରି ମହାମାରୀ ସମୟରେ ଲୋକଙ୍କୁ ସିଧାସଳଖ ଆର୍ଥିକ ଓ ଅନ୍ୟାନ୍ୟ ସହାୟତା ପ୍ରଦାନ…

କୋଭିଡ୍ ପଜିଟିଭିଟିରେ ଓଡିଶାର ହାର କମ୍‌

ଭୁବନେଶ୍ୱର: କରୋନା ମହାମାରୀ ନିୟନ୍ତ୍ରଣରେ ଓଡିଶାର ସ୍ଥିତି ଭଲ ରହିଛି । ଦେଶର ପଜିଟିଭିଟି ହାରଠାରୁ ଓଡିଶାର ହାର କମ । ପଜିଟିଭିଟିି ରେଟ୍‌ରେ ଓଡିଶାର ପ୍ରଦର୍ଶନ ଭଲ ରହିଛି । ଦେଶରେ ପଜିଟିଭିଟି ହାର ୮.୬୯ ପ୍ରତିଶତ ଥିବା ବେଳେ ଓଡିଶାର ପଜିଟିଭିଟି ହାର ରହିଛି ୬ ପ୍ରତିଶତ । ୨୬ଟି ରାଜ୍ୟ…

କେନ୍ଦ୍ରାପଡାର ପ୍ରତି ବ୍ଳକ୍‌କୁ ମିଳିବ ଭେଂଟିଲେଟର ଯୁକ୍ତ ଆମ୍ବୁଲାନ୍ସ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦ୍ରାପଡାର ବିଧାୟକ ଓ ସରପଂଚ ମାନଙ୍କ ସହ ଭିଡିଓ କନଫରେନ୍ସିଂରେ କରୋନା ସ୍ଥିତି ବାବଦରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ନିୟନ୍ତ୍ରଣରେ କେନ୍ଦ୍ରାପଡାରେ ଭଲ କାମ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି । ସେହିପରି ଆଗକୁ ସତର୍କ ରହି ଲଢେଇ…

କରୋନାରେ ୱାର୍କ ଫ୍ରମ୍ ହୋମ୍ ଟ୍ରେଣ୍ଡ୍‌: ଘରମୁହାଁ ବାହାର ରାଜ୍ୟରେ ରହୁଥିବା ଆଇଟି ପ୍ରଫେସନାଲ

ଭୁବନେଶ୍ୱର: କରୋନା ପାଇଁ ଆଇଟି କମ୍ପାନୀଗୁଡିକ ଆସନ୍ତା ୫ ମାସ ଯାଏଁ ୱାର୍କ ଫ୍ରମ୍ ହୋମ୍ କରିବାକୁ ନିଷ୍ପତ୍ତି ନେଲେଣି । ତେଣୁ ରାଜ୍ୟ ବାହାରେ ଥିବା ଆଇଟି ଇଂଜିନିଅରମାନେ ପରିବାର ସହ ନିଜ ନିଜ ଘରକୁ ଫେରୁ ଥିବା ଦେଖିବାକୁ ମିଳୁଛି । ବର୍ଷକୁ ମାତ୍ର ଥରେ କି ଦୁଇ ଥର ସେ ବି ବେଶୀ ହେଲେ…

କେତେ ଆଗେଇଛି ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ?

ନୂଆଦିଲ୍ଲୀ: ଆରମ୍ଭ ହୋଇସାରିଛି ବହୁଚର୍ଚ୍ଚିତ ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟ । ଏଥିପାଇଁ IIT ମାଡ୍ରାସ, L&T ଓ CBRI Roorkeeରୁ ଦକ୍ଷ ଇଂଜିନିଅରଙ୍କୁ ନିୟୋଜିତ କରାଯାଇଛି । ପ୍ରାଥମିକ ସ୍ତରରେ ଇଂଜିନିଅରମାନେ ମନ୍ଦିର ନିର୍ମାଣ ସ୍ଥାନରୁ ମାଟି ସଂଗ୍ରହ କରି ଯାଂଚ କରୁଛନ୍ତି…

ଭୁବନେଶ୍ୱରରେ ଆକ୍ଟିଭ କେସ୍ ତୁଳନାରେ ଅଧିକ ରହିଛି ଆରୋଗ୍ୟଙ୍କ ସଂଖ୍ୟା; ଜାଣନ୍ତୁ, ଆଜି କେତେ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୧୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…

ଗଣେଶ ପୂଜା ନିଷ୍ପତ୍ତି ନେବେ ସ୍ଥାନୀୟ ପ୍ରଶାସନ: ହାଇକୋର୍ଟ

କଟକ: ଆଉ ଦିନକ ପରେ ଗଣେଶ ଚତୁର୍ଥୀ । ତେବେ ଚଳିତ ବର୍ଷ ମଣ୍ଡପରେ ଗଜାନନ ପୂଜା ପାଇବେ କି ନାହିଁ ଏବଂ ଭକ୍ତମାନେ ଗଣେଶଙ୍କୁ ମଣ୍ଡପରେ ଦେଖି ପାରିବେ ନା ନାହିଁ ସେ ନେଇ କୌଣସି ନିଷ୍ପତ୍ତି ହୋଇ ନାହିଁ । ତେବେ ଏହାରି ଭିତରେ ସ୍ଥାନୀୟ ପ୍ରଶାସନଙ୍କ ଉପରେ ନିଷ୍ପତ୍ତି ଛାଡିଛନ୍ତି ହାଇକୋର୍ଟ ।…

[ଭାଇରାଲ୍ ଭିଡିଓ] ହସ୍ପିଟାଲରେ କାହିଁକି ନାଚିଲେ ମଧ୍ୟପ୍ରଦେଶର ଏହି ପରିବାର ?

ମଧ୍ୟପ୍ରଦେଶ: ଗୋଟିଏ ପରିବାରର ୧୯ଜଣ ସଦସ୍ୟ ହୋଇଥିଲେ କରୋନାଭାଇରସରେ ସଂକ୍ରମିତ । ଅଗଷ୍ଟ ୮ରେ ଭର୍ତ୍ତି ହୋଇଥିଲେ ମଧ୍ୟପ୍ରଦେଶର କଟନି ଜିଲ୍ଲା ହସ୍ପିଟାଲରେ । ତେବେ ସ୍ୱାଧୀନତା ଦିବସରେ ସେମାନଙ୍କ ରିପୋର୍ଟ ନେଗେଟିଭ ବାହାରିଥିଲା । ଏହି ଖୁସୀରେ ପରିବାରର କିଛି ସଦସ୍ୟ ହସ୍ପିଟାଲରେ ହିଁ…