Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କଟକରେ କରୋନା ସୁସ୍ଥ ହାର ୭୨ ପ୍ରତିଶତ

କଟକ: କଟକରେ ବଢ଼ୁଛି କରୋନା ସୁସ୍ଥ ହାର । ସୁସ୍ଥ ତୁଳନାରେ କମିଛି ସଂକ୍ରମିତ ସଂଖ୍ୟା । ଜିଲ୍ଲାରେ ଗତ ସପ୍ତାହରେ ସୁସ୍ଥତା ହାର ୬୬ ପ୍ରତିଶତ ଥିବା ବେଳେ ଏବେ ଏହା ବୃଦ୍ଧି ପାଇ ୭୨ ପ୍ରତିଶତରେ ପହଂଚିଛି। ପଜିଟିଭ ସଂଖ୍ୟା ଗତ ସପ୍ତାହରେ ୭୪ ପ୍ରତିଶତ ଥିବା ବେଳେ ଏହା ଏବେ ହ୍ରାସ ପାଇ ୨୭…

ଭୁବନେଶ୍ୱରରେ ୨୪ ଘଣ୍ଟାରେ ୧୭୦ ଆକ୍ରାନ୍ତ, ୧୮୪ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୭୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…

ଏମ୍‌ଏସ୍‌ଏମ୍‌ଇ ସେକ୍ଟରକୁ ପ୍ରାଧାନ୍ୟ: ଶିଳ୍ପମନ୍ତ୍ରୀ

ଭୁବନେଶ୍ୱର: ଏମ୍‌ଏସ୍‌ଏମ୍‌ଇକୁ ଅଧିକ ପ୍ରାଧାନ୍ୟ ଦେଇଛନ୍ତି ରାଜ୍ୟ ସରକାର । ଆଜିର ସ୍ଥିତିରେ ଜୀବନ ଓ ଜୀବିକାକୁ ପ୍ରାଧାନ୍ୟ ଦେବା ଅଧିକ ଗୁରୁତ୍ୱପୂର୍ଣ୍ଣ ବୋଲି ଶିଳ୍ପମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଜୀବନକୁ ଆମେ ଯଥେଷ୍ଟ ପ୍ରାଧାନ୍ୟ ଦେଉଛୁ ।…

ସଟ୍‌ଡାଉନ୍ ବେଳେ ବାର୍‌ରେ ଖୁଲମ୍‌ଖୁଲା ମଦ ବିକ୍ରି

ଭୁବନେଶ୍ୱର: ରାଜଧାନୀରେ ସଟ୍‌ଡାଉନ୍ ସମୟରେ ଚାଲିଛି ଖୁଲମ୍‌ଖୁଲା ମଦ ବିକ୍ରି । ସବୁ ବାର୍ ବନ୍ଦ ଥିବା ବେଳେ ଖୋଲାଖୋଲି ଭାବେ ବାର୍‌ରେ ମଦ ବିକ୍ରି କରୁଛନ୍ତି ମଦ ବ୍ୟବସାୟୀ । ଭୁବନେଶ୍ୱର ଗ୍ୟାରେଜ ଛକରେ ଥିବା ହୋଟେଲ ଉତ୍କଳ ଇନରେ ଖୋଲାଖୋଲି ଚାଲିଥିଲା ମଦ ବେପାର । ଏଭଳି ଏକ ଭିଡିଓ ଏବେ…

ସେପ୍ଟେମ୍ବର ୩୦ ପୂର୍ବରୁ ମୌସୁମୀ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ସେପ୍ଟମ୍ବର ୩୦ ପୂର୍ବରୁ ବସିବ ବିଧାନସଭା ଅଧିବେଶ । ଏନେଇ ଆଜି ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ତେବେ କେଉଁଠି ବିଧାନସଭା ବସିବ ସେନେଇ ବର୍ତ୍ତମାନ ସୁଦ୍ଧା ନିଷ୍ପତ୍ତି ହୋଇନାହିଁ । ବିଧାନସଭା କି ଲୋକସେବା ଭବନରେ ବସିବ, ସେନେଇ ନିଷ୍ପତ୍ତି ହେବ…

ପାଲା ଆକାଶର ଉଜ୍ୱଳ ନକ୍ଷତ୍ର: ଗାୟକ ସରୋଜ ଅନନ୍ତ ଚରଣ ମହାପାତ୍ର

ପାଲା ଆକାଶର ଉଜ୍ୱଳ ନକ୍ଷତ୍ର ଗାୟକ ସରୋଜ ଶ୍ରୀଯୁକ୍ତ ଅନନ୍ତ ଚରଣ ମହାପାତ୍ର । ମାଆ ସାରଳାଙ୍କ ବରପୁତ୍ର ଶ୍ରୀଯୁକ୍ତ ମହାପାତ୍ର ରାଜ୍ୟର ପୁରପଲ୍ଲୀରେ ପ୍ରତିଷ୍ଠା ଅର୍ଜନ କରିବା ସହ ଭାରତର ପୂର୍ବତନ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନ, ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ…

ମାଲକାନଗିରିରେ ୧୨ଶହ ଟପିଲା କରୋନା ସଂକ୍ରମଣ

ମାଲକାନଗିରି: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୯୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ମାଲକାନଗିରି ଜିଲ୍ଲାପାଳ । ପ୍ରାପ୍ତ ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୨୪ ଜଣ…

ସୁନ୍ଦରଗଡରେ ୩୧ଶହ ଟପିଲା କରୋନା ସଂକ୍ରମଣ; ଆଉ ୧୬୧ ପଜିଟିଭ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୧୬୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୧୨୨ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ…

ଗୋଟିଏ ଦିନରେ ଦ୍ୱିଶତକ, ଯାଜପୁରରେ ୨ ହଜାର ଟପିଲା କରୋନା କେସ୍

ଯାଜପୁର: କରୋନା ସଂକ୍ରମିତଙ୍କ ସଂଖ୍ୟା ଯାଜପୁର ଜିଲ୍ଲାରେ ଦୁଇ ହଜାର ପାର କରିଛି । ଗତ ୨୪ ଘଣ୍ଟାରେ ଦ୍ୱିଶତ ମାରିଛି ପଜିଟିଭ୍ କେସ୍ । ଦୁଇ ଶହ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକି ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ପୂର୍ବରୁ ଗୋଟିଏ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା କେବେ ଶତକ…

ଗୋଟିଏ ଦିନରେ ରାଜ୍ୟର ୧୦ ଜିଲ୍ଲାରୁ ୬୭% ପଜିଟିଭ୍ କେସ୍

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ଟପିଛି । ଗୋଟିଏ ଦିନରେ ରେକର୍ଡ ଟେଷ୍ଟିଂ ହୋଇଛି । ଏଥିପାଇଁ ସର୍ବାଧିକ ୨୯ ଶହ ୨୪ ଭୂତାଣୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଟେଷ୍ଟିଂ ସଂଖ୍ୟା ୫୨ ହଜାର ଟପିଥିବାରୁ ୨୯ ଶହ ପଜିଟିଭ୍ କେସ୍ ବାହାରିଛି । ଗତ ୨୪ ଘଣ୍ଟାରେ ୧୦ଟି…