Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ପ୍ରସିଦ୍ଧ ଗାୟକ ଏସ୍‌ପି ବାଲସୁବ୍ରମଣ୍ୟମ କରୋନା ପଜିଟିଭ

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଏସପି ବାଳସୁବ୍ରମଣ୍ୟମ କରୋନାରେ ସଂକ୍ରମିତ ହୋଇଛନ୍ତି। ଏ ବିଷୟରେ ସେ ନିଜେ ବୁଧବାର ଏକ ଭିଡିଓ ଜାରି କରି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ତାଙ୍କୁ କିଛି ଦିନ ତଳେ ଜ୍ବର,ଥଣ୍ଡା ହୋଇଥିଲା, ଯାହା ପରେ ତାଙ୍କର କୋଭିଡ-୧୯ ଟେଷ୍ଟ କରାଯାଇଥିଲା। ପରେ ସେ କୋଭିଡ…

‘ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ ପାଇଁ ନୁହେଁ, କରୋନା ଯୋଦ୍ଧାଙ୍କ ପାଇଁ ନୀରବ ପ୍ରାର୍ଥନା କରିବୁ’

ଭୁବନେଶ୍ୱର: କାରୋନା ଯୋଦ୍ଧାଙ୍କ ସମ୍ମାନାର୍ଥେ ଆଜି ସନ୍ଧ୍ୟାରେ ୨ ମିନିଟ ନୀରବ ପ୍ରାର୍ଥନା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅପିଲ କରିଛନ୍ତି । ଏଥିସହ କୋଭିଡ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ କାର୍ଯ୍ୟକ୍ରମ ମଧ୍ୟ ରହିଛି । ତେବେ ଏହି…

କୋଭିଡ୍‌ ମୁକାବିଲା: ବିଭିନ୍ନ ଡାକ୍ତରଖାନାରେ ନିଯୁକ୍ତି ହେଲେ ୪୭୭ ପିଜି ଡାକ୍ତର

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ଏଥିରେ ଅଙ୍କୁଶ ଲଗାଇବା ପାଇଁ ରାଜ୍ୟ ସରକାର ରାଜ୍ୟର ବିଭିନ୍ନ ୪୭୭ ପିଜି ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇଛି । ମିଳିଥିବା ସୂଚନା ଅନୁସାରେ, ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ୪୭୭ ପିଜି ଡାକ୍ତରଙ୍କୁ ସରକାରଙ୍କୁ ନିଯୁକ୍ତି ଦେଇଛନ୍ତି ।…

କରୋନାରେ ଗଲା ଆଉ ୯ ମୁଣ୍ଡ, କେନ୍ଦୁଝର ଜିଲ୍ଲାରେ ପ୍ରଥମ ମୃତ୍ୟୁ

ଭୁବନେଶ୍ୱର: ମାଡୁଛି ସଂକ୍ରମଣ, ରାଜ୍ୟରେ ଯାଉଛି ଜୀବନ । ଗତ ୨୪ ଘଣ୍ଟାରେ ଆଉ ୯ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । କେନ୍ଦୁଝର ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଇଛି କରୋନା । ଜଣେ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେହିପରି ଗଞ୍ଜାମ ଜିଲ୍ଲାରୁ ୬ ଜଣଙ୍କ…

ରାଜ୍ୟରେ ଉପରମୁଁହା କରୋନା ଗ୍ରାଫ: ୨୪ ଘଣ୍ଟାରେ ୫୦୦ରୁ ଅଧିକ ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ସାଂଘାତିକ ହେଉଛି କରୋନା ସ୍ଥିତି । ଚିନ୍ତା ବଢ଼ାଉଛି ସ୍ଥାନୀୟ ସଂକ୍ରମଣ । ରାଜ୍ୟରେ ଆଜି ମଧ୍ୟ ୧୦୦୦ ପାର ହୋଇଛି କରୋନା ପଜିଟିଭଙ୍କ ସଂଖ୍ୟା । ଆଜି ଚିହ୍ନଟ ହୋଇଛନ୍ତି ୧୩୩୭ ଜଣ କରୋନା ପଜିଟିଭ ଚିହ୍ନଟ। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ବାରେଣ୍ଟାଇନ୍…

୨୪ ଘଣ୍ଟାରେ କରୋନାର ଲମ୍ବା ଲମ୍ଫ: ଦେଶରେ ୫୨ ହଜାର ପାର

ନୂଆଦିଲ୍ଲୀ: ପ୍ରତିଦିନ ରେକର୍ଡ ଭାଙ୍ଗୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ହୁ ହୁ ହୋଇ ବିଜୁଳି ଗତିରେ ଉପର ମୁଁହା ହୋଇ ଚାଲିଛି ସଂକ୍ରମିତଙ୍କ ଗ୍ରାଫ । ଦେଶରେ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୫୨୫୦୯ ଛୁଇଁଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ…

ପୋଲିସ ସେବା ଭବନରେ ଆରମ୍ଭ ହେଲା ସିରୋସର୍ଭେ

ଭୁବନେଶ୍ବର: ଜନସାଧାରଣଙ୍କ ସମେତ ଏହି ମହାମାରୀରୁ ମଧ୍ୟ ବର୍ତ୍ତି ପାରୁ ନାହାନ୍ତି କରୋନା ଯୋଦ୍ଧା । କରୋନା ତାଲିକାରେ ଯୋଡି ହୋଇ ଚାଲୁଛି ସ୍ୱାସ୍ଥ୍ୟ କର୍ମୀଙ୍କ ସହ ସୁରକ୍ଷାକର୍ମୀଙ୍କ ସଂଖ୍ୟା । କମିସନରେଟ୍‌ ପୋଲିସରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ପ୍ରତ୍ୟେକ ଦିନ ପ୍ରାୟ…

ବଢ଼ୁଛି ମାମଲା: ୩ ଦିନ ଯାଏଁ ଏହି NAC ରେ ସଟଡାଉନ ଘୋଷଣା

ଢେଙ୍କାନାଳ: ସ୍ଥାନୀୟ ଅଞ୍ଚଳରୁ ୪୦ ରୁ ଅଧିକ କୋଭିଡ ମାମଲା ଚିହ୍ନଟ ହେବା ପରେ ମଙ୍ଗଳବାର ଦିନ ଢେଙ୍କାନାଳ ଜିଲ୍ଲା ଭୁବନ ଏନଏସିରେ ତିନି ଦିନିଆ ସଟଡାଉନ ଘୋଷଣା କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଢେଙ୍କାନାଳ ଜିଲ୍ଲାପାଳ । ଜିଲ୍ଲାପାଳ ଦେଇଥିବା ସୂଚନା ଅନୁସାରେ, ଅଗଷ୍ଟ ୫ ତାରିଖରୁ ୮…

ତାମିଲନାଡୁର ସନ୍ଥ ରାମମନ୍ଦିରକୁ ଦାନ କଲେ ସୁନା ଓ ରୂପା ଇଟା

ଅଯୋଧ୍ୟା: ରାମ ମନ୍ଦିର ଭୂମି ପୂଜାରେ ଯୋଗ ଦେବା ପାଇଁ ତାମିଲନାଡୁର ସନ୍ଥ ସାଘରେ ଗୋଟିଏ ସୁନା ଓ ଗୋଟିଏ ରୂପା ଇଟା ଆଣିଛନ୍ତି । ଯେଉଁଥିରେ ତାମିଲରେ ଶ୍ରୀ ରାମ ବୋଲି ଖୋଦେଇ ହୋଇଛି । ଏହି ଦୁଇଟିକୁ ସେମାନେ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ଦାନ କରିଛନ୍ତି । ଏଏନଆଇକୁ…

ରାବଣ ପୂଜକ ବନିବେ ରାମ ଭକ୍ତ !

ଉତ୍ତରପ୍ରଦେଶ: ରାମ ମନ୍ଦିର ଭୂମିପୂଜନରେ ଉତ୍ସବ ପାଳିବେ ରାବଣ ପୂଜକ । ପଢିବାକୁ ଅବିଶ୍ୱାସ ଲାଗୁଥିଲେ ବି ଏହା ସତ । ତେବେ କିଏ ସେହି ରାବଣ ପୂଜକ ? ଯିଏ ବର୍ତ୍ତମାନ ସମୟରେ ରାବଣକୁ ପୂଜା କରିବା ସହ ରାମ ନାମ ଜପିବାକୁ ସାହାସ ଜୁଟାଇଛି ? ଅଯୋଧ୍ୟାରୁ ୬୦୦କିମି ଦୂରରେ ରହିଛି ରାବଣ…