Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଶ୍ରୀମନ୍ଦିରରେ ବଳଭଦ୍ର ଜନ୍ମ ନୀତି..

''ସୁଦ୍ଧ ସ୍ପଟିକ ପ୍ରାୟେକ ତନୁ ବର୍ଣ୍ଣ ଶଙ୍ଖ ଆକାର କୁଣ୍ଡଳ ବେନି କର୍ଣ୍ଣ ।। ଶିରେଶ ସପତ ଅହରି ମୁକୁଟ ମୁକୁତା କଦମ୍ବ ହାର ଶୋହେ କଣ୍ଠତଟ ।।'' ଶ୍ରାବଣ ପୂର୍ଣ୍ଣିମା ବା ଗହ୍ମାପୂର୍ଣ୍ଣିମା ଦିନ ବଡ଼ଠାକୁର ଶ୍ରୀ ବଳଭଦ୍ରଙ୍କ ଜନ୍ମୋତ୍ସଵ ପାଳନ କରା ଯାଇଥାଏ । ଏହି ପବିତ୍ର ଜନ୍ମୋତ୍ସଵ…

ପାଓ୍ୱାର କରିଡରରେ କରୋନା: ଆଉ ଜଣେ ମୁଖ୍ୟମନ୍ତ୍ରୀ ସଂକ୍ରମିତ

ବେଙ୍ଗାଳୁରୁ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ତାମିଲନାଡୁ ରାଜ୍ୟପାଳଙ୍କ ପରେ କରୋନା ସଂକ୍ରମିତ ହୋଇଛନ୍ତି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି. ଏସ୍. ୟେଦିୟୁରପ୍ପା । ତାଙ୍କ କୋଭିଡ ରିପୋର୍ଟ ପଜିଟିଭ୍ ଆସିଛି । ଗତକାଲି ବିଳମ୍ବିତ ରାତିରେ ଟ୍ୱିଟ୍ କରି ନିଜେ ଏହି ସୂଚନା ଦେଇଛନ୍ତି…

ଭାଇ-ଭଉଣୀର ସ୍ନେହର ପ୍ରତୀକ ରାକ୍ଷୀକୁ ନେଇ କ’ଣ ରହିଛି ପୌରାଣିକ କଥାବସ୍ତୁ; ଜାଣନ୍ତୁ

ଭୁବନେଶ୍ୱର: ଆଜି ହେଉଛି ରାକ୍ଷୀ ପୂର୍ଣ୍ଣମୀ । ଭାଇ ଭଉଣୀଙ୍କର ଅତୁଟ ପ୍ରେମ ଓ ଭରସା ର ପ୍ରତୀକକୁ ବହନ କରିଥାଏ ଏହା । ଏହିଦିନ ଭଉଣୀଟିଏ ଭାଇର ଶୁଭ ମାନସୀ,ମନରେ ମଙ୍ଗଳ କାମନା କରି ଭାଇ ହାତରେ ବାନ୍ଧି ଦିଏ ସେନେହର ଡୋର । ଭାଇ ବି ଭଉଣୀର ସମ୍ମାନ ଓ ସ୍ୱାଭିମାନର ରକ୍ଷା କରିବାର ଶପଥ ନେଇଥାଏ…

ଆଜି ରାକ୍ଷୀ ପୂର୍ଣ୍ଣମୀ: ଜାଣନ୍ତୁ ଏହା ସମ୍ପର୍କରେ

ଭୁବନେଶ୍ୱର: ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ।  ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ଥିବା ପବିତ୍ର ବନ୍ଧନର ପ୍ରତୀକ । ଏହି ଦିନ ଭଉଣୀ, ଭାଇ ହାତରେ ବାନ୍ଧେ ସେନେହର ରାକ୍ଷୀ । ଭାଇର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ…

ଶାହାଙ୍କ ଆଶୁ ଆରୋଗ୍ୟ କାମନା କଲେ ନବୀନ-ଧର୍ମେନ୍ଦ୍ର

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କରୋନାରେ ସଂକ୍ରମିତ ଜଣାପଡିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିନ୍ତା ପ୍ରକଟ କରିଛନ୍ତି । ଏଥିସହ ତାଙ୍କ ଶୀଘ୍ର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏନେଇ ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା…

ଭାରତର ପ୍ରଥମ ସୌରଶକ୍ତି ପରିଚାଳିତ ନୌକା ଆଦିତ୍ୟକୁ ବିଶ୍ୱ ସମ୍ମାନ !

କେରଳ: ଆଦିତ୍ୟ, ଭାରତର ପ୍ରଥମ ସୌରଶକ୍ତି ପରିଚାଳିତ ନୌକା । ୨୦୧୭ରେ କେରଳର ଭେମ୍ବାନଦରେ ଲୋକାର୍ପିତ ହୋଇଥିବା ଏହି ନୌକା ସମ୍ମାନନୀୟ ଗୁସ୍ତାଭେ ଟ୍ରୁଭ୍ ପୁରଷ୍କାର ହାସଲ କରିଛି । ଇଲେକ୍ଟ୍ରିକ୍ ବୋଟ୍ ବିଭାଗରେ ଆଦିତ୍ୟକୁ ବିଶ୍ୱର ସର୍ବଶ୍ରେଷ୍ଠ ଯାତ୍ରିବାହୀ ନୌକାର ଆଖ୍ୟା ମିଳିଛି ।…

ତାମିଲନାଡୁ ରାଜ୍ୟପାଳ କରୋନା ପଜିଟିଭ

ଚେନ୍ନାଇ: ତାମିଲନାଡୁ ରାଜ୍ୟପାଳ ବନୱାରିଲାଲ ପୂରୋହିତ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ରିପୋର୍ଟ ପଜିଟିଭ ଆସିଛି । ତାଙ୍କୁ ଏବେ ଆଇସୋଲେସନ୍‌ରେ ରହିବାକୁ କୁହାଯାଇଛି । ତାଙ୍କ ସ୍ୱାସ୍ଥ୍ୟ ଉପରେ ଏକ ଡାକ୍ତରୀ ଟିମ୍ ନଜର ରଖିବେ । ଆଜି ସକାଳେ ବନୱାରିଲାଲ ହସ୍ପିଟାଲରେ ଭର୍ତ୍ତି…

ଫ୍ରେଣ୍ଡସିପ୍ ଡେ: ବଡ ପରଦାରେ ବନ୍ଧୁତ୍ୱର ଝଲକ

ଭୁବନେଶ୍ୱର: ପ୍ରତିବର୍ଷ ଅଗଷ୍ଟ ମାସ ପ୍ରଥମ ରବିବାର ଦିନ ‘ଫ୍ରେଣ୍ଡସିପ୍ ଡେ’ ପାଳନ କରାଯାଇଥାଏ । ଏହି ଦିନରେ ସାଙ୍ଗ ମାନେ ମିଶି ବିନ୍ଧୁତ୍ୱ ଦିବସରେ ମଉଜ ମଜଲିସ କରିଥାନ୍ତି । ଫ୍ରେଣ୍ଡସିପ୍ ଖାଲି ଯେ ରିଏଲ୍ ଲାଇଫରେ ଦେଖା ଯାଏ, ତାନୁହେଁ ସିନେମା ପରଦାରେ ମଧ୍ୟ ବନ୍ଧୁତ୍ୱର…

ଏକ ସପ୍ତାହ ମଧ୍ୟରେ କଟକରେ ବଢ଼ିବ ଶଯ୍ୟା ସଂଖ୍ୟା

କଟକ: ସିଲଭର ସିଟିରେ ଦିନକୁ ଦିନ ବଢ଼ୁଛି ସଂକ୍ରମଣ । ଗତ ୫ ଦିନ ମଧ୍ୟରେ କଟକରେ କରୋନା ଗ୍ରାଫ ଉପର ମୁହାଁ ରହିଛି । ଏହାର ମୁକାବିଲା ପାଇଁ କଟକରେ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯିବ । ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କଟକ କୋଭିଡ ପର୍ଯ୍ୟବେକ୍ଷକ ସୌରଭ ଗର୍ଗ । ସେ…

ଗଣମାଧ୍ୟମ କର୍ମୀଙ୍କ ସମେତ ଭୁବନେଶ୍ୱରରୁ ୧୧୮ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୧୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…