Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ପରିବାରର ଦୁଇ ଜଣ କରୋନା ପଜିଟିଭ୍ ଚିହ୍ନଟ ପରେ ସଙ୍ଗରୋଧରେ ତ୍ରିପୁରା ମୁଖ୍ୟମନ୍ତ୍ରୀ

ଅଗରତାଲା: ସଙ୍ଗରୋଧରେ ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ ଦେବ । ପରିବାରର ଦୁଇ ଜଣ କରୋନା ପଜିଟିଭ୍ ଚିହ୍ନଟ ପରେ ସେ ସଙ୍ଗରୋଧରେ ରହିଛନ୍ତି । ଏ ନେଇ ସେ ଏକ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି । Two of my family members found COVID19 POSITIVE.Other family members found…

କଟକରେ ସୁପର ସ୍ପ୍ରେଡର; ୫୭ ଜଣଙ୍କୁ କଲେ ସଂକ୍ରମିତ

କଟକ: କଟକ ମହାନଗର ନିଗମରେ ସୋମବାର ଦିନ ୮୭ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୧୦୯୧ରେ ପହଞ୍ଚିଛି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ମହାନଗର ନିଗମ।…

ସୁନ୍ଦରଗଡରେ ୧୫ ଶହ ଟପିଲା କରୋନା ସଂକ୍ରମଣ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୪୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୫୫୭ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…

କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମ୍ କୋଭିଡ୍ ପଜିଟିଭ୍

ନୂଆଦିଲ୍ଲୀ: ଅମିତ ଶାହ, ୟେଦିୟୁରପ୍ପାଙ୍କ ପରେ କଂଗ୍ରେସ ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି, ଚିଦାମ୍ବରମଙ୍କ ପୁଅ କାର୍ତ୍ତି ଚିଦାମ୍ବରମ କରୋନା ସଂକ୍ରମିତ । ଏନେଇ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି କାର୍ତ୍ତି । ସେ ଲେଖିଛନ୍ତି, ସେ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।…

ପବିତ୍ର ବନ୍ଧନ ରାକ୍ଷୀ ବନ୍ଧନ

ଓଡିଶା ହେଉଛି ଏକ କୃଷିଭିତ୍ତିକ ରାଜ୍ୟ । ଯାହା ବି କିଛି ସଂସ୍କୃତି ଓ ପରମ୍ପରା ପାଳିତ ହୁଏ ତାହାର ସମ୍ପର୍କ କେବଳ କୃଷିସହିତ ରହିଛି ଧାନ ବୁଣାଠାରୁ ଆରମ୍ଭ କରି ଫସଲ ଅମଳ,ନୂଆ ଅନ୍ନ ଖାଇବା ପର୍ଯ୍ୟନ୍ତ ବିଭିନ୍ନ ଅବସ୍ଥାରେ କୃଷିଭିତ୍ତିକ ପର୍ବଗୁଡିକ ଜନସାଧାରଣଙ୍କ ଦ୍ଵାରା ଅତ୍ୟନ୍ତ ଉତ୍ସାହର…

ପିଜିଟିଭ ଚିହ୍ନଟ ହେଲେ କର୍ମଚାରୀ: ସିଲ ହେଲା ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ

ରାଉରକେଲା: ସୁନ୍ଦରଗଡ ପାନପୋଶ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଜଣେ କର୍ମଚାରୀ ପାଜିଟିଭ ଚିହ୍ନଟ ହେବା ପରେ ସୋମବାର ଦିନ ଏହି କାର୍ଯ୍ୟାଳୟକୁ ଦୁଇ ଦିନ ପାଇଁ ସଟଡାଉନ ଘୋଷଣା କରାଯାଇଛି। ଅନ୍ୟ କର୍ମଚାରୀମାନଙ୍କୁ ସତର୍କତାମୂଳକ ପଦକ୍ଷେପ ଭାବରେ ହୋମ କ୍ୱାରେଣ୍ଟାଇନରେ ରହିବାକୁ…

କରୋନା ନେଲା ଆଉ ୧୦ ଜୀବନ, ରାଜ୍ୟରେ ଦୁଇ ଶହ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ଦୁଇ ଶହ ପାର କରିଛି ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା । ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୦ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରେ ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସେହିପରି ଗଜପତିରୁ ୨ ଏବଂ କଳାହାଣ୍ଡି ଓ ଖୋର୍ଦ୍ଧା…

ଓଡ଼ିଶାରେ ୨୪ ଘଣ୍ଟାରେ ୧୩୮୪ ନୂଆ ପଜିଟିଭ୍

ଭୁବନେଶ୍ୱର: ୩୬ ହଜାର ପାର କଲେ କରୋନା କେସ୍ । ଗତ ୨୪ ଘଣ୍ଚାରେ ଚିହ୍ନଟ ହୋଇଛନ୍ତି ୧୩ ଶହ ୮୪ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନ ସେଣ୍ଟରରୁ ୮୭୩ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୫୧୧ । ୨୬ ଜିଲ୍ଲାରୁ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ପଜିଟିଭ୍ କେସ୍ ୩୬ ହଜାର ୨୯୭କୁ ବୃଦ୍ଧି…

ଦେଶରେ ୧୮ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି କେତେ ସଂକ୍ରମିତ ଚିହ୍ନଟ ଜାଣନ୍ତୁ

ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ୍ତ ହୋଇ ଚାଲିଛି । ଆଖି ପିଛୁଳାକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ୫୨,୯୭୨ ଜଣ ସଂକ୍ରମିତ ହୋଇଥିବା ବେଳେ ୭୭୧ ଜଣଙ୍କର ଜୀବନ ଯାଇଛି । ହୁ…

କ୍ୟାପିଟାଲ ହସ୍ପିଟାଲରୁ ପୁଣି ୨ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ପ୍ରତିଦିନ ରାଜଧାନୀରୁ ଶହେରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ରାଜଧାନୀ ସ୍ଥିତ କ୍ୟାପିଟାଲ ହସ୍ପିଟାଲ ଓପିଡିରୁ ପୁଣି ଦୁଇ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଉଭୟ ଆକ୍ରାନ୍ତ ଓପିଡିରୁ ଚିହ୍ନଟ ହୋଇଥିବା ଜଣାପଡିଛି । ଏହି ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ…