Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

୧୦୮/୧୦୪ ଆମ୍ବୁଲାନ୍ସରେ ଯାଇପାରିବେ କରୋନା ଲକ୍ଷଣ ଥିବା ରୋଗୀ: ଗଞ୍ଜାମ ଜିଲ୍ଲାପାଳ

ବ୍ରହ୍ମପୁର: ଏଣିକି ୧୦୮ ଆମ୍ବୁଲାନ୍ସରେ ଯାଇପାରିବେ କରୋନା ଲକ୍ଷଣ ଥିବା ରୋଗୀ । କେବଳ ୧୦୮ ନୁହେଁ ୧୦୪ ମଧ୍ୟ କରୋନା ରୋଗୀ ହସ୍ପିଟାଲ ଯିବେ । ଏନେଇ ଗଞ୍ଜାମ ଜିଲ୍ଲାପାଳ ଟୁଇଟ୍ କରି ସୂଚନା ଦେଇଛନ୍ତି । ପୁରୁଣା ବ୍ରହ୍ମପୁର ପ୍ରହଲ୍ଲାଦ ନଗରରେ ୧୦୮ ଆମ୍ବୁଲାନ୍ସ ରୋଗୀଙ୍କ ନନେବା ଘଟଣାକୁ…

ଆସନ୍ତୁ ଜାଣିବା କେଉଁ ଦ୍ୱୀପରେ ରହୁଛନ୍ତି ମାଳ ମାଳ ସାପ

ନୂଆଦିଲ୍ଲୀ:ଆଇସଲ୍ୟାଣ୍ଡ ବା ଛୋଠ ଛୋଟ ଦ୍ୱୀପକୁ ମଉଜ ମଜଲିସ କରିବା ପାଇଁ ସମସ୍ତେ ଯାଇଥାନ୍ତି । ତେବେ ଏପରି ଏକ ଆଇସଲ୍ୟାଣ୍ଡ ଅଛି ଯେଉଁଠି ମାଳ ମାଳ ସାପ ବିଚରଣ କରୁଥାନ୍ତି । ସେଠାକୁ ଥରେ ଯିଏ ଯାଏ ଫେରିକି ଆସିବା କଷ୍ଟକର ହୋଇଥାଏ । ଏହି ଆଇସଲ୍ୟାଣ୍ଡ ବ୍ରାଜିଲରେ ରହିଛି ଏବଂ ଏହାର ନାମ…

ରାଜ୍ୟ ପାଇଁ ଖୁସି ଖବର; ସୁସ୍ଥ ହେେଲେ ଆଉ ୫୮୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୫୮୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୫୮୧ ଜଣଙ୍କ ମଧ୍ୟରୁ ୧୬୦ ଜଣ ଗଞ୍ଜାମରୁ, ୭୭ ଜଣ ଖୋର୍ଦ୍ଧା, ୪୩ ଜଣ ଗଜପତି, ୩୪ ଜଣ କଟକ, ମାଲକାନଗିରିରୁ…

କଟକରେ ୬ ଶହ ଟପିଲା କରୋନା ଆକ୍ଟିଭ କେସ୍‌

କଟକ: କଟକରେ ସୋମବାର ଦିନ ୧୩୦ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୧୮୨୫ରେ ପହଞ୍ଚିଛି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ । ଉକ୍ତ ଟ୍ୱିଟ ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ…

ଓଡ଼ିଶାରେ କୋଭାକ୍ସିନର ମାନବ ପରୀକ୍ଷଣ ଆରମ୍ଭ

ଭୁବନେଶ୍ୱର: କରୋନା ମହାମାରୀର ମୁକାବିଲା କରିବା ନିମନ୍ତେ କୋଭିଡ-19 ଭ୍ୟାକସିନର ମାନବ ପରୀକ୍ଷଣ ସୋମବାର ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲରେ ଆରମ୍ଭ ହୋଇଛି । ସମ ହସ୍ପିଟାଲରେ ଏହି ପରୀକ୍ଷଣ ନିମନ୍ତେ ଗତ 20 ତାରିଖରେ ଆରମ୍ଭ ହୋଇଥିବା ପ୍ରିଭେନଟିଭ ଆଣ୍ଡ…

‘ମିସାଇଲ୍ ମ୍ୟାନ୍‌’ଙ୍କ ଆଜି ଶ୍ରାଦ୍ଧବାର୍ଷିକୀ; ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି…

ଭୁବନେଶ୍ୱର: ଦେଶର ପୂର୍ବତନ ୧୧ ତମ ରାଷ୍ଟ୍ରପତି ତଥା ‘ଭାରତ ରତ୍ନ’ ପାଇଥିବା ଡ. ଏପିଜେ ଅବଦୁଲ୍ କଲାମଙ୍କ ଆଜି ଶ୍ରାଦ୍ଧବାର୍ଷିକୀ । ୨୦୧୫ ମସିହା ଜୁଲାଇ ୨୭ ତାରିଖରେ ୮୩ ବର୍ଷ ବୟସରେ ସେ ମେଘାଳୟ ସ୍ଥିତ ଆଇଆଇଏମ ସିଲଂରେ ଛାତ୍ରଛାତ୍ରୀଙ୍କୁ ଅଭିଭାଷଣ ଦେଉଥିବା ବେଳେ ଅଚାକନ ମୃତ୍ୟୁବରଣ…

ସୁସ୍ଥ ହେଲେ ଐଶ୍ୱର୍ଯ୍ୟା ଓ ଆରାଧ୍ୟା

ମୁମ୍ବାଇ: କରୋନାକୁ ମାତ୍ ଦେଲେ ବଲିଉଡ ଅଭିନେତ୍ରୀ ତଥା ବଚ୍ଚନ ବହୁ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଆରାଧ୍ୟା ବଚ୍ଚନ । କରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ଅଭିଷେକ ବଚ୍ଚନ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଏଶ୍ୱର୍ଯ୍ୟା ଏବଂ ଆରାଧ୍ୟାଙ୍କ ରିପୋର୍ଟ ନେଗେଟିଭ ଆସିଛି । ଏହାପରେ ସେମାନଙ୍କୁ…

ଭୁବନେଶ୍ୱରରୁ ପୁଣି ୧୫୯ ସଂକ୍ରମିତ ଚିହ୍ନଟ, ୧୦୨ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଦିନକୁ ଦିନ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ଆଜି ପୁଣି ୧୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଂଟାଇନ୍ ସେଂଟରରୁ ୧୧୮ ଜଣ ଥିବା ବେଳେ ୪୧ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଏନେଇ ବିଏମ୍‌ସି ଟ୍ୱିଟ୍ କରି ସୂଚନା ଦେଇଛି ।…

ରାଜ୍ୟରେ ମୋବାଇଲ ଭ୍ୟାନ୍ କରିବ କରୋନା ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ ମୋବାଇଲ ଭ୍ୟାନ୍ ବୁଲି ବୁଲି କରିବ କୋଭିଡ ଟେଷ୍ଟ । ରାଜ୍ୟରେ ବର୍ଦ୍ଧିତ କରୋନା ସଂକ୍ରମଣ ରାଜ୍ୟ ସରକାରଙ୍କ ମୁଣ୍ଡବ୍ୟଥା ପାଲଟିଲାଣି। ଏହାକୁ ଦୃଷ୍ଟିରେ ରଖି ଏବେ ଟେଷ୍ଟି ବୃଦ୍ଧି କରିବାକୁ ଯୋଜନା କରାଯାଉଛି। ଏହି ମଧ୍ୟରେ ରାଜ୍ୟର ବିଭିନ୍ନ ପ୍ରାନ୍ତରେ ମୋବାଇଲ ଭ୍ୟାନ…

ଗଞ୍ଜାମରେ ୯ ହଜାର ଡେଇଁଲା କରୋନା ସଂକ୍ରମଣ; ନୂଆ ୪୯୧ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୪୯୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ। ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୪୧ ଜଣ କରୋନା ଯୋଦ୍ଧା ରହିଛନ୍ତି…