Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ଥମୁନି କରୋନା: ଗୋଟିଏ ଦିନରେ ଆମେରିକାରେ ୭୬,୫୭୦ ଆକ୍ରାନ୍ତ ଓ ୧୨ ଶହରୁ ଉର୍ଦ୍ଧ୍ୱ ମୃତ

ୱାଶିଂଟନ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ ବିଶ୍ୱବ୍ୟାପୀ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଆମେରିକାରେ ମୃତ୍ୟୁ ସଂଖ୍ୟା ୧,୪୪,୩୦୫ରୁ ଅଧିକ ଟପିଲାଣି । ଏହାବ୍ୟତିତ ୪୦ଲକ୍ଷରୁ ଅଧିକ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି । ଜନ୍ ହପକିନ୍ସ ୟୁନିଭର୍ସିଟିର ରିପୋର୍ଟ…

ରାଜ୍ୟରେ ଆଉ ୬ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୧୨୦ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ୬ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧୨୦ରେ ପହଞ୍ଚିଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ରାୟଗଡାରୁ…

ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ଥାନାରୁ ୧୧ ପୋଲିସ କର୍ମଚାରୀ ପଜିଟିଭ ଚିହ୍ନଟ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ଥାନାର ୧୧ ଜଣ ପୋଲିସ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ମିଳିଥିବା ସୂଚନା ଅନୁସାରେ, ବାଣପୁର, ବାଲୁଗାଁର ବିଭିନ୍ନ ଥାନା ଓ ଫାଣ୍ଡିର ୧୧ ପୋଲିସ କରୋନା​‌ରେ ଆକ୍ରାନ୍ତ ହୋଇଛନ୍ତି। ସଂପୃକ୍ତ ଥାନା ଓ ଫାଣ୍ଡିର ଅନ୍ୟ…

ରାଜ୍ୟରେ କରୋନାର ଲମ୍ବା ଲମ୍ଫ: ୨୪ ଘଣ୍ଟାରେ ୧୫୦୦ ପାର୍

ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା । ୨୪ ଘଣ୍ଟାରେ ଚିହ୍ନଟ ହେଲେ ସର୍ବାଧିକ ୧୫୯୪ ଜଣ ସଂକ୍ରମିତ। ଦିନକୁ ଦିନ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨୬୯୩ ରେ ପହଞ୍ଚିଛି। ସଦ୍ୟତମ ସୂଚନା ଅନୁଯାୟୀ, ଆଜି ଚିହ୍ନଟ ପଜିଟିଭଙ୍କ…

ପୁଣି ଭାଙ୍ଗିଲା ରେକର୍ଡ଼: ଗୋଟିଏ ଦିନରେ ୪୯ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ଟପିଲା ୩୦ ହଜାର

ନୂଆଦିଲ୍ଲୀ: ଭାରତରେ ସବୁ ରେକର୍ଡ ଭାଙ୍ଗି କରୋନା ମହାମାରୀ ଏବେ ଅସମ୍ଭାଳ ସ୍ଥିତିରେ ପହଞ୍ଚି ଯାଇଛି । ଦେଶରେ ୨୪ ଘଣ୍ଟାରେ ସର୍ବାଧିକ ୪୯,୩୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୪୦ ଜଣ ପ୍ରାଣ ହରାଇଛନ୍ତି। ଯାହା ସାଜିଛି ଚିନ୍ତାର କାରଣ । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା…

ଚାଣକ୍ୟଙ୍କ ଏହି ୩ଟି ବାଣୀ ଜୀବନରେ ଆଣିଦେବ ସୁଖ-ସମୃଦ୍ଧି !

ଭୁବନେଶ୍ୱର: ଜଞ୍ଜାଳ ପୂର୍ଣ୍ଣ ଜୀବନରେ ବଞ୍ଚିବାର ଉଚିତ ପାଥ ଦେଖାଏ ଚାଣକ୍ୟ ନୀତି । ଏଥିରେ ରହିଛି ଆମ ସମସ୍ତ ସମସ୍ୟାର ସମାଧାନର ଉପାୟ । କିନ୍ତୁ ସେଥିମଧ୍ୟରୁ ଆମେ ଆପଣଙ୍କୁ ଜଣାଇବୁ ଏହି ୪ଟି ଉପାୟ, ଯାହା ଜୀବନରେ ସୁଖ-ସମୃଦ୍ଧି ଆଣିଦେବ। ଘର କଥା ଗୁପ୍ତ ରଖ: ଚାଣକ୍ୟ ନୀତି…

କରୋନା ଓ ପ୍ରକୃତି ପୂଜା

ଏ ସୁନ୍ଦର ସୃଷ୍ଟିର ସ୍ରଷ୍ଟା ହେଉଛନ୍ତି ଈଶ୍ୱର । ଯେଉଁ ଈଶ୍ୱର ଏ ମଣିଷକୁ ମାଗଣାରେ ଜଳ, ପବନ, ଅନୁପମ ନୀଳ ଆକାଶ, ବାସ କରିବା ପାଇଁ ପ୍ରଶସ୍ତ ପୃଥିବୀ, ଉପକାରରେ ଆସୁଥିବା ଅନେକ ଗଛଲତା, ଚନ୍ଦ୍ର ଓ ସୂର୍ଯ୍ୟ ଆଦି ଉପହାର ସ୍ୱରୂପ ପ୍ରଦାନ କରିଛନ୍ତି ସେଇ ସର୍ବ ଶକ୍ତିମାନ ଈଶ୍ୱରଙ୍କୁ କେବଳ…

୨ରୁ ୩ଦିନ ଭିତରେ ଗଞ୍ଜାମରେ ବଢିପାରେ କରୋନା ସଂକ୍ରମଣ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ କୋଭିଡ-୧୯ ସଂକ୍ରମଣ ମାମଲା ଆଗାମୀ ୨ରୁ ୩ଦିନ ମଧ୍ୟରେ ବୃଦ୍ଧି ପାଇବ ବୋଲି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଗୁରୁବାର ଦିନ କହିଛନ୍ତି। ଜିଲ୍ଲାପାଳ ଆହୁରି ମଧ୍ୟ କହିଛନ୍ତି ଯେ ଡୋର୍ ଟୁ ଡୋର୍ ସ୍କ୍ରିନିଂ ଅଧିକ କରାଯାଉଥିବା ହେତୁ କରୋନାଭାଇରସ୍ ପଜିଟିଭ୍…

ନିଆରା ପରମ୍ପରା, ୩ ବର୍ଷରେ ଶବକୁ କାଢ଼ି ଉତ୍ସବ ପାଳନ କରିଥାନ୍ତି ଟୋରାଜାନ ଜାତିର ଲୋକ

ନୂଆଦିଲ୍ଲୀ: ଦୁନିଆକୁ ରହସ୍ୟ ଘେରି ରହିଛି । ଏହା ସହିତ ବିଭିନ୍ନ ସ୍ଥାନରେ ପାଳନ କରାଯାଉଥିବା କେତେକ ପରମ୍ପରା ଆମକୁ ଆଶ୍ଚର୍ଯ୍ୟଚକିତ କରିଥାଏ । ଏ ଭଳି ଏକ ପରମ୍ପରା ଇଣ୍ଡୋନେସିଆର ଟୋରାଜନ ଜାତିର ଲୋକ ପାଳନ କରିଥାନ୍ତି । ସେମାନେ ମା ନେନେ ଉତ୍ସବରେ ନିଜ ପରିଜନଙ୍କ ୩ ବର୍ଷ ତଳେ ପୋତା…

ରାଜ୍ୟ ପାଇଁ ଭଲ ଖବର; ସୁସ୍ଥ ହେେଲେ ଆଉ ୬୪୩ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୪୩ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସୁସ୍ଥ ହୋଇଥିବା ୬୪୩ ଜଣଙ୍କ ମଧ୍ୟରୁ ୪୦୭ ଜଣ ଗଞ୍ଜାମରୁ, ୪୪ ଜଣ ଖୋର୍ଦ୍ଧା, ବାଲେଶ୍ୱରରୁ ୩୧, ମୟୂରଭଞ୍ଜରୁ ୨୮, ୨୭ ଜଣ…