Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କଟକ ସହରରୁ ୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୩୧ ସୁସ୍ଥ

କଟକ: ଗତ ୨୪ ଘଣ୍ଟାରେ କଟକ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ଆଉ ୪୭ ଜଣ କରୋନା ଆକ୍ରାନ୍ତ । ସେମାନଙ୍କ ଭିତରେ କଟକ ମହାନଗର ନିଗମ ଅଞ୍ଚଳରୁ ଅଛନ୍ତି ୩୫ ନୂଆ ପଜିଟିଭ୍ । ୩୨ଟି କ୍ୱାରେଣ୍ଟାଇରୁ ଓ ୩ଟି ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି । ୩୨ କ୍ୱାରେଣ୍ଟାଇନ କେସରୁ ୨୬ଜଣ ହୋମ୍ ଓ ୩ ଜଣ ସରକାରୀ…

ସୁନ୍ଦରଗଡରେ ହଜାରେ ଡେଇଁଲା କରୋନା ସଂକ୍ରମଣ; ରାଉରକେଲାରୁ ୩୩ ପଜିଟିଭ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୪୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୦୨୦ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନଙ୍କୁ କରୋନା

ଭୋପାଳ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ କରୋନା ସଂକ୍ରମିତ ହୋଇଛନ୍ତି । ତାଙ୍କ କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ଶିବରାଜ ସିଂହ ଚୌହ୍ୱାନ । ଦେଶରେ ପ୍ରଥମ ଥର କୌଣସି ମୁଖ୍ୟମନ୍ତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି ।ଟ୍ୱିଟ୍ କରି…

ଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ । ଗତ ୨୪ ଘଣ୍ଟା ଭିତରେ ଆଉ ୧୦ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ଜୀବନ ଯାଇଛି । ବାଲେଶ୍ୱର ଓ ଝାରସୁଗୁଡ଼ା ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଇଛି କରୋନା । ବାଲେଶ୍ୱରରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ…

ଓଡିଶାର ୨୪ ଜିଲ୍ଲାରୁ ନୂଆ ୧୩୨୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୩୨୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୦୧୩ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ଭାରତରେ ୧୩ ଲକ୍ଷ ଟପିଲା କରୋନା ସଂକ୍ରମଣ; ୨୪ ଘଣ୍ଟାରେ ୪୮ ହଜାରରୁ ଉର୍ଦ୍ଧ୍ୱ ପଜିଟିଭ, ୭୫୭ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୧୩,୩୬,୮୬୧କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

୩୦ ସେକେଣ୍ଡରେ ଜଣା ପଡ଼ିବ କୋଭିଡ୍ ଟେଷ୍ଟ ରିପୋର୍ଟ !

ନୂଆଦିଲ୍ଲୀ: କରୋନା ଟେଷ୍ଟ କଲେ ୩୦ ସେକେଣ୍ଡରେ ମିଳିଯିବ ଟେଷ୍ଟ ରିପୋର୍ଟ । ଏଭଳି ରାପିଡ୍ ଟେଷ୍ଟିଂ କିଟ୍ ବିକଶିତ କରିବା ଦିଗରେ କାମ କରୁଛନ୍ତି ଭାରତ ଓ ଇସ୍ରାଏଲ । ଡିଆରଡିଓ ସହ ମିଳିତ ଭାବରେ କାମ ଚଳାଇଛନ୍ତି ଇସ୍ରାଏଲ ବିଶେଷଜ୍ଞ ଟିମ୍ । ଖୁବ ଶୀଘ୍ର ଏକ ଉଚ୍ଚ କ୍ଷମତା ସମ୍ପନ୍ନ…

ନାଗ ପଞ୍ଚମୀ…

ଆଜି ହେଉଛି ନାଗ ପଞ୍ଚମୀ । ଶ୍ରାବଣ ମାସର ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ନାଗପଞ୍ଚମୀ ପାଳନ କରାଯାଇଥାଏ । ହିନ୍ଦୁ ମାନ୍ୟତା ଅନୁସାରେ ସାପକୁ ପୌରାଣିକ ଯୁଗରୁ ଦେବତା ରୂପରେ ପୂଜା କରାଯାଇ ଆସୁଛି । ଏଥିଲାଗି ନାଗପଞ୍ଚମୀ ଦିନ ନାଗପୂଜାର ଅଧିକ ମହତ୍ଵ ରହିଥାଏ । ଯେଉଁମାନେ ନାଗ ପଞ୍ଚମୀ…

୨୭ ତାରିଖରେ ସବୁ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ: ଆସନ୍ତା ୨୭ ତାରିଖରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀଙ୍କ ସହ କୋଭିଡ୍ ସ୍ଥିତିର ସମୀକ୍ଷା କରିବେ । ମୁକାବିଲା କ୍ଷେତ୍ରରେ ସେମାନଙ୍କର ମତାମତ ଲୋଡିବେ ପ୍ରଧାନମନ୍ତ୍ରୀ ।…

ଏମିତି କରୋନା ଯୋଦ୍ଧାଙ୍କୁ ସାଲ୍ୟୁଟ୍

ଭୁବନେଶ୍ୱର: ସ୍ୱାସ୍ଥ୍ୟକର୍ମୀ ହେଉଛନ୍ତି କରୋନା ଯୁଦ୍ଧର ଅସଲ ସିପାହୀ । ଏହି ଲଢ଼େଇରେ ପ୍ରଣ୍ଟ ଲାଇନ୍ ଓ୍ୱାରିଅର୍ । ନିଷ୍ଠାପର ସେବା ଓ ଚିକିତ୍ସାର ଯେତେ ପ୍ରଶଂସା କଲେ କମ୍ ପଡ଼ିବ । ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର ଏମିତି କିଛି ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ଅଛନ୍ତି…