Latest Odisha News

BREAKING NEWS

Browsing Category

ପର୍ଯ୍ୟଟନ

ଜାପାନର ଆକର୍ଷଣୀୟ ଚେରୀ ବ୍ଲସମ୍

ଭୁବନେଶ୍ୱର: ଚେରୀ ବ୍ଲସମ୍ ବା ସକୁରା । ନା ଯେମିତି ସୁନ୍ଦର , ତାଠୁ ବେଶ ଆକର୍ଷଣୀୟ ହେଉଛି ଏହି ଫୁଲର ସମ୍ଭାର । ଏପ୍ରିଲ ପହିଲାରୁ ଜାପାନରେ ସବୁଆଡେ ଏହି ଚେରୀ ବ୍ଲସମର ରାଜୁତି । ପେନ୍ଥା ପେନ୍ଥା ଫୁଲ ସବୁ ଯେମିତି ସହରର ସୌନ୍ଦର୍ଯ୍ୟକୁ ଆହୁରି ଦୁଇଗୁଣିତ କରିଦିଏ ।

ଆସନ୍ତା ସପ୍ତାହରୁ ଗୋଟିଏ ଦିନ ବନ୍ଦ ରହିବ ଶ୍ରୀମନ୍ଦିର, ରବିବାର ମହାପ୍ରଭୂଙ୍କ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ,…

ପୁରୀ: ପ୍ରତ୍ୟେକ ରବିବାର ମହାପ୍ରଭୂଙ୍କ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ । ଆସନ୍ତା ରବିବାରଠାରୁ ସପ୍ତାହରେ ଗୋଟିଏ ଦିନ ଭକ୍ତଙ୍କ ପାଇଁ ବନ୍ଦ ରହିବ । ଏହି ଦିନ ଶ୍ରୀମନ୍ଦିରକୁ ସାନିଟାଇଜ୍ କରାଯିବ । କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି…

ବୁଲିଯିବା ଦକ୍ଷିଣ ଭାରତର ଉଚ୍ଚତମ ଜଳପ୍ରପାତ ‘ଡୁଡୁମା’

ଭୁବନେଶ୍ୱର: ପ୍ରାକୃତିକ ଶୋଭରାଜିରେ ଭରପୁର ଆମ ରାଜ୍ୟ ଓଡ଼ିଶା। ଏଠାକାର ପ୍ରତି କୋଣ ଅନୁକୋଣରେ ପ୍ରକୃତି ରାଣୀ ବିଛାଇ ଦେଇଛି ତାର ସୌନ୍ଦର୍ଯ୍ୟର ଚମକ। ବିଶେଷ କରି କର୍ପୂର ଜିଲ୍ଲାରେ। କୋରାପୁଟ ଏମିତି ଗୋଟିଏ ସ୍ଥାନ ଯେଉଁଠିକି ଥରେ ଗଲେ ଫେରିବାକୁ ଇଚ୍ଛା ହେବନି । ସୁନ୍ଦର ବନରାଜିର…

ପ୍ରକୃତି ଓ ସଂସ୍କୃତିର ମିଳନ ସ୍ଥଳୀ ଅସ୍ତରଙ୍ଗର ଜାହାନିଆ ପୀଠ

ଭୁବନେଶ୍ୱର: ଅସ୍ତରଙ୍ଗର ଜାହାନିଆ ପୀଠ। ଯେଉଁଠି ମିଳନ ଘଟିଛି ପ୍ରକୃତି ଓ ସଂସ୍କୃତିର। ରାଜଧାନୀ ଭୁବନେଶ୍ୱର ଠାରୁ ପ୍ରାୟ ୮୦ କିମି ଦୂରରେ ଥିବା ଜାହାନିଆ ପୀଠରେ ଭରି ରହିଛି ଅମାପ ପ୍ରାକୃତିକ ସୌନ୍ଦର୍ଯ୍ୟ। ଏଠାରେ ରହିଛି ସୁଫି ସନ୍ଥ ପିର ମୁକୋଦମ ଜାହାନିଆଙ୍କ ସମାଧୀସ୍ଥଳ ବା ଦର୍ଘା ।…

ବୁଲି ଯାଆନ୍ତୁ ଦେବଗଡ଼ ଜିଲ୍ଲାର କୋରାଡ଼କୋଟ ଜଳପ୍ରପାତ

ଭୁବନେଶ୍ୱର: ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଆମ ରାଜ୍ୟ ଓଡିଶା। ଏହାର ପ୍ରତ୍ୟେକଟି କୋଣ ଅନୁକୋଣରେ ପ୍ରକୃତିରାଣୀ ବିଛେଇ ଦେଇଛି ତା'ର ସୌନ୍ଦର୍ଯ୍ୟର ଫୁଆରା। ଓଡ଼ିଶାର ଅନେକ ସ୍ଥାନ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇଥିବା ବେଳେ ଆଉ କିଛି ଏବେବି ଦୃଷ୍ଟି ଆଢୁଆଳରେ ରହି ଯାଇଛି। ତେବେ…

ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିବ ଭିତରକନିକା

ଭୁବନେଶ୍ୱର: ଦୀର୍ଘଦିନ ଧରି ବନ୍ଦ ରହିବା ପରେ ଆଜିଠୁ ଖୋଲୁଛି ଭିତରକନିକା । ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିବ ଭିତରକନିକା ଅଭୟାରଣ୍ୟ । ବଉଳା କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଅଭୟାରଣ୍ୟକୁ ବନ୍ଦ ରଖାଯାଇଥିଲା । ଚଳିତବର୍ଷ ରାଜନଗର, ମହାକାଳପଡା, କନିକା, ଗହିରମଥା…

ରାଜାରାଣୀ ସଙ୍ଗୀତ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତ ଓ ସୀତାର ବାଦନରେ ଶ୍ରୋତା ବିମୋହିତ

ଭୁବନେଶ୍ୱର: ରାଜାରାଣୀ ସଙ୍ଗୀତ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତ ଓ ସୀତାର ବାଦନର ମୁର୍ଛନାରେ ରାଜାରାଣୀ ମନ୍ଦିର ପରିସର ମୁଖରିତ ହୋଇଥିଲା। ବିଖ୍ୟାତ ଗାୟକ ତଥା ଓଡ଼ିଶୀ ସଙ୍ଗୀତ ନିର୍ଦ୍ଦେଶକ ଗୁରୁ ରାମହରି ଦାସ ଓ ସାଥିଙ୍କ ଦ୍ଵାରା ଓଡିଶୀ ସଙ୍ଗୀତ…

ଜାନୁଆରୀ ୨୬ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ଲାଗି ଲାଲକିଲ୍ଲା ବନ୍ଦ 

ନୂଆଦିଲ୍ଲୀ : ପର୍ଯ୍ୟଟକଙ୍କ ଲାଗି ଲାଲକିଲ୍ଲାକୁ ଜାନୁଆରୀ ୨୬ ପର୍ଯ୍ୟନ୍ତ ବନ୍ଦ ଘୋଷଣା କରାଯାଇଛି । ଲାଲକିଲ୍ଲା ଆଖପାଖରେ ମୃତ କାଉଙ୍କ ଶବ ଦେଖି ଲୋକେ ଆତଙ୍କିତ ହୋଇପଡିଥିଲେ । ପ୍ରାଣୀଧନ ବିଭାଗ ମୃତ ପକ୍ଷୀଙ୍କ ନମୁନା ସଂଗ୍ରହ କରି ପରୀକ୍ଷଣ ଲାଗି ପଠାଇଥିଲା ।  ରିପୋର୍ଟରୁ ଲାଲକିଲ୍ଲା…

ରାଜାରାଣୀ ମହୋତ୍ସବର ଉଦଘାଟନୀ ସନ୍ଧ୍ୟା ଆରମ୍ଭ ହେଲା ବିଦୁଶୀ ଶୁଦ୍ଧା ରଘୁରମଣନଙ୍କ ସଙ୍ଗୀତରୁ

ଭୁବନେଶ୍ୱର :କର୍ଣ୍ଣାଟକୀ ଗାୟିକା ବିଦୁଶୀ ଶୁଦ୍ଧା ରଘୁରମଣନଙ୍କର କର୍ଣ୍ଣାଟକୀ ସଙ୍ଗୀତ ପରିବେଷଣରୁ ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ ତରଫରୁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା ଆୟୋଜିତ ରାଜାରାଣୀ ସଙ୍ଗୀତ ମହୋତ୍ସବ ତିନି ଦିନ ପାଇଁ କଳା ସ୍ଥାପତ୍ୟ ଓ ଭାସ୍କର୍ଯ୍ୟରେ ପରିପୂର୍ଣ୍ଣ…

ଓଡ଼ିଶା ପର୍ଯ୍ୟଟନର ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଉଦଘାଟିତ, ପ୍ରଥମ ସନ୍ଧ୍ୟାରେ ମୀରା ଦାସଙ୍କର ଶବରୀ ଚରିତ

ତିନିଦିନ ଧରି ହେବାକୁ ଥିବା ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଦଶମ ଶତାବ୍ଦୀରେ ନିର୍ମିତ କାରୁକାର୍ଯ୍ୟପୂର୍ଣ୍ଣ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଶୁଭ ଉଦ୍‍ଘାଟନ ହୋଇଥିଲା । ଆଜି ସନ୍ଧ୍ୟାର ପ୍ରଥମ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ପଣ୍ଡିତ ମହେଶ୍ୱର ରାଓ ଓ ସାଥୀଙ୍କ ଦ୍ୱାରା ଛଅ ପଦ ଓ ଛଅ ରାଗରେ…