Latest Odisha News

BREAKING NEWS

Browsing Category

ପର୍ଯ୍ୟଟନ

ପ୍ରକୃତି ଓ ସଂସ୍କୃତିର ମିଳନ ସ୍ଥଳୀ ଅସ୍ତରଙ୍ଗର ଜାହାନିଆ ପୀଠ

ଭୁବନେଶ୍ୱର: ଅସ୍ତରଙ୍ଗର ଜାହାନିଆ ପୀଠ। ଯେଉଁଠି ମିଳନ ଘଟିଛି ପ୍ରକୃତି ଓ ସଂସ୍କୃତିର। ରାଜଧାନୀ ଭୁବନେଶ୍ୱର ଠାରୁ ପ୍ରାୟ ୮୦ କିମି ଦୂରରେ ଥିବା ଜାହାନିଆ ପୀଠରେ ଭରି ରହିଛି ଅମାପ ପ୍ରାକୃତିକ ସୌନ୍ଦର୍ଯ୍ୟ। ଏଠାରେ ରହିଛି ସୁଫି ସନ୍ଥ ପିର ମୁକୋଦମ ଜାହାନିଆଙ୍କ ସମାଧୀସ୍ଥଳ ବା ଦର୍ଘା ।…

ବୁଲି ଯାଆନ୍ତୁ ଦେବଗଡ଼ ଜିଲ୍ଲାର କୋରାଡ଼କୋଟ ଜଳପ୍ରପାତ

ଭୁବନେଶ୍ୱର: ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଆମ ରାଜ୍ୟ ଓଡିଶା। ଏହାର ପ୍ରତ୍ୟେକଟି କୋଣ ଅନୁକୋଣରେ ପ୍ରକୃତିରାଣୀ ବିଛେଇ ଦେଇଛି ତା'ର ସୌନ୍ଦର୍ଯ୍ୟର ଫୁଆରା। ଓଡ଼ିଶାର ଅନେକ ସ୍ଥାନ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇଥିବା ବେଳେ ଆଉ କିଛି ଏବେବି ଦୃଷ୍ଟି ଆଢୁଆଳରେ ରହି ଯାଇଛି। ତେବେ…

ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିବ ଭିତରକନିକା

ଭୁବନେଶ୍ୱର: ଦୀର୍ଘଦିନ ଧରି ବନ୍ଦ ରହିବା ପରେ ଆଜିଠୁ ଖୋଲୁଛି ଭିତରକନିକା । ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିବ ଭିତରକନିକା ଅଭୟାରଣ୍ୟ । ବଉଳା କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଅଭୟାରଣ୍ୟକୁ ବନ୍ଦ ରଖାଯାଇଥିଲା । ଚଳିତବର୍ଷ ରାଜନଗର, ମହାକାଳପଡା, କନିକା, ଗହିରମଥା…

ରାଜାରାଣୀ ସଙ୍ଗୀତ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତ ଓ ସୀତାର ବାଦନରେ ଶ୍ରୋତା ବିମୋହିତ

ଭୁବନେଶ୍ୱର: ରାଜାରାଣୀ ସଙ୍ଗୀତ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତ ଓ ସୀତାର ବାଦନର ମୁର୍ଛନାରେ ରାଜାରାଣୀ ମନ୍ଦିର ପରିସର ମୁଖରିତ ହୋଇଥିଲା। ବିଖ୍ୟାତ ଗାୟକ ତଥା ଓଡ଼ିଶୀ ସଙ୍ଗୀତ ନିର୍ଦ୍ଦେଶକ ଗୁରୁ ରାମହରି ଦାସ ଓ ସାଥିଙ୍କ ଦ୍ଵାରା ଓଡିଶୀ ସଙ୍ଗୀତ…

ଜାନୁଆରୀ ୨୬ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ଲାଗି ଲାଲକିଲ୍ଲା ବନ୍ଦ 

ନୂଆଦିଲ୍ଲୀ : ପର୍ଯ୍ୟଟକଙ୍କ ଲାଗି ଲାଲକିଲ୍ଲାକୁ ଜାନୁଆରୀ ୨୬ ପର୍ଯ୍ୟନ୍ତ ବନ୍ଦ ଘୋଷଣା କରାଯାଇଛି । ଲାଲକିଲ୍ଲା ଆଖପାଖରେ ମୃତ କାଉଙ୍କ ଶବ ଦେଖି ଲୋକେ ଆତଙ୍କିତ ହୋଇପଡିଥିଲେ । ପ୍ରାଣୀଧନ ବିଭାଗ ମୃତ ପକ୍ଷୀଙ୍କ ନମୁନା ସଂଗ୍ରହ କରି ପରୀକ୍ଷଣ ଲାଗି ପଠାଇଥିଲା ।  ରିପୋର୍ଟରୁ ଲାଲକିଲ୍ଲା…

ରାଜାରାଣୀ ମହୋତ୍ସବର ଉଦଘାଟନୀ ସନ୍ଧ୍ୟା ଆରମ୍ଭ ହେଲା ବିଦୁଶୀ ଶୁଦ୍ଧା ରଘୁରମଣନଙ୍କ ସଙ୍ଗୀତରୁ

ଭୁବନେଶ୍ୱର :କର୍ଣ୍ଣାଟକୀ ଗାୟିକା ବିଦୁଶୀ ଶୁଦ୍ଧା ରଘୁରମଣନଙ୍କର କର୍ଣ୍ଣାଟକୀ ସଙ୍ଗୀତ ପରିବେଷଣରୁ ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ ତରଫରୁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା ଆୟୋଜିତ ରାଜାରାଣୀ ସଙ୍ଗୀତ ମହୋତ୍ସବ ତିନି ଦିନ ପାଇଁ କଳା ସ୍ଥାପତ୍ୟ ଓ ଭାସ୍କର୍ଯ୍ୟରେ ପରିପୂର୍ଣ୍ଣ…

ଓଡ଼ିଶା ପର୍ଯ୍ୟଟନର ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଉଦଘାଟିତ, ପ୍ରଥମ ସନ୍ଧ୍ୟାରେ ମୀରା ଦାସଙ୍କର ଶବରୀ ଚରିତ

ତିନିଦିନ ଧରି ହେବାକୁ ଥିବା ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଦଶମ ଶତାବ୍ଦୀରେ ନିର୍ମିତ କାରୁକାର୍ଯ୍ୟପୂର୍ଣ୍ଣ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଶୁଭ ଉଦ୍‍ଘାଟନ ହୋଇଥିଲା । ଆଜି ସନ୍ଧ୍ୟାର ପ୍ରଥମ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ପଣ୍ଡିତ ମହେଶ୍ୱର ରାଓ ଓ ସାଥୀଙ୍କ ଦ୍ୱାରା ଛଅ ପଦ ଓ ଛଅ ରାଗରେ…

କୁମ୍ଭୀର ଗଣନା ପାଇଁ କାଲିଠୁ ଭିତରକନିକା ବନ୍ଦ

ପଟ୍ଟାମୁଣ୍ଡାଇ : କୁମ୍ଭୀର ଗଣନା ପାଇଁ ଶୁକ୍ରବାରଠାରୁ ବନ୍ଦ ରହିବ କେନ୍ଦ୍ରାପଡାରେ ଥିବା ବିଶ୍ବ ପ୍ରସିଦ୍ଧ ଜାତୀୟ ଉଦ୍ୟାନ ଭିତରକନିକା । କାଲିଠୁ କୁମ୍ଭୀର ଗଣନା ଆରମ୍ଭ ହୋଇ ଆସନ୍ତା ୨୩  ତାରିଖ ପର୍ଯ୍ୟନ୍ତ ଚାଲିବ। ୯ ଦିନ ଧରି କୁମ୍ଭୀର ଗଣନା କରାଯିବ । ନଦୀ, ନାଳ, ଜଳାଶୟ ଭିତରେ ଥିବା…

ତୃତୀୟ ଜାତୀୟ ଚିଲିକା ପକ୍ଷୀ ଉତ୍ସବ ଉଦଘାଟିତ

ଭୁବନେଶ୍ୱର:ଏସିଆର ବୃହତ୍ତମ ହ୍ରଦ ଚିଲିକାରେ ପ୍ରତିବର୍ଷ ୧୦ ଲକ୍ଷ ରୁ ଉର୍ଦ୍ଧ୍ବ ବିଭିନ୍ନ ପ୍ରଜାତିର ବିଦେଶୀ ପକ୍ଷୀଙ୍କର ଆଗମନ ହୁଏ। ପକ୍ଷୀଙ୍କର ସମାଗମ ପାଇଁ ଚିଲିକା ପ୍ରସିଦ୍ଧ। ତୃତୀୟ ଜାତୀୟ ଚିଲିକା ପକ୍ଷୀ ଉତ୍ସବ ଚିଲିକାରେ ଉଦଘାଟିତ ହୋଇଯାଇଛି। ଏହି ଜାତୀୟ ଚିଲିକା ପକ୍ଷୀ ଉତ୍ସବକୁ…

ଅବହେଳାରେ ବରଗଡ଼ ପର୍ଯ୍ୟଟନ

ବରଗଡ଼: ବରଗଡ଼ ଜିଲ୍ଲାରେ ପୌରାଣିକ , ପ୍ରାକୃତିକ , ଐତିହାସିକ ସ୍ଥାନ ମାନଙ୍କର ଅଭାବ ନାହିଁ । କିନ୍ତୁ ପର୍ଯ୍ୟଟକ ମାନଙ୍କୁ ଆଧୁନିକ ବ୍ ବ୍ୟବସ୍ଥା ଥିବା ସେବା ଯୋଗେଇବା ପାଇଁ କୌଣସି ପଦକ୍ଷେପ ନିଆ ଯାଉନଥିବାରୁ ପର୍ଯ୍ୟଟନ ଶିଳ୍ପ ଅବହେଳିତ ଅବସ୍ଥାରେ ଅଛି। ବୀର ସୁରେନ୍ଦ୍ର ସାଏଙ୍କ ସ୍ମାରକୀ…