Latest Odisha News

BREAKING NEWS

Browsing Category

ରହସ୍ୟ

ବନ୍ଦ କବାଟ ଭିତରେ କିଏ ଚଢାଏ ମହାଦେବଙ୍କ ମସ୍ତକରେ ଫୁଲ, ରହସ୍ୟମୟ ଏହି ଶିବ ମନ୍ଦିର

ଭୋପାଳ: ପୁଣ୍ୟପ୍ରସୂ ଭାରତରେ ରହିଛି ଅନେକ ବୈଚିତ୍ରମୟ ମନ୍ଦିର । ଏହିସବୁ ମନ୍ଦିରକୁ ନେଇ ରହିଛି କିଛି ପୌରାଣିକ ତଥା ଐତିହାସିକ ଘଟଣାବଳୀ । ପ୍ରତି ମନ୍ଦିରର ରହିଛି ଭିନ୍ନଭିନ୍ନ ମାନ୍ୟତା ତଥା ଚମତ୍କାରିତା । ଯାହା ଲୋକ ବିଶ୍ୱାସ ଉପରେ ପର୍ଯ୍ୟବେସିତ । ଏମିତି କିଛି ମନ୍ଦିର ଭାରତରେ ରହିଛି,…

ଭାରତରେ ରହିଛି ଏକ ଏପରି ଗାଁ, ଯେଉଁଠିକୁ ପକ୍ଷୀମାନେ ଯାଇ କରନ୍ତି ଆତ୍ମହତ୍ୟା

ଆସାମ: ସକାଳେ ପ୍ରାତଃ ଭ୍ରମଣ ପାଇଁ ବାହାରିଥିବା ବେଳେ ହଠାତ ଦେଖିବେ ଯେ ରାସ୍ତାରେ ଅନେକ ଗୁଡିଏ ପକ୍ଷୀ ମରି ପଡିଛନ୍ତି, ତାହେଲେ ଆପଣ ଭାବି ବସିବେ ପ୍ରାକୃତିକ ଦୁର୍ବିପାକ କିମ୍ବା ପବନରେ କୌଣସି ବିଷଧର ଗ୍ୟାସ ମିଶିବା ଦ୍ୱାରା ଏହିପରି ହୋଇଛି l କିନ୍ତୁ ଯଦି ଏହିପରି ଘଟଣା ପ୍ରତ୍ୟକ ବର୍ଷ…

ଇଟାଲୀର ରହସ୍ୟମୟ ଆଇସଲାଣ୍ଡ..ଯିଏ ଏହାକୁ କିଣିଲା ସେ ଚାଲିଗଲା ଆରପାରିକୁ

ଇଟାଲୀକୁ ବୁଲିଯିବାକୁ କିଏ ବା ଭଲ ନ ପାଏ । ଏଠାରେ ଏପରି ସ୍ଥାନ ଅଛି ଯାହାକି ସ୍ୱର୍ଗ ସହିତ ମଧ୍ୟ ତୁଳନା କରାଯାଏ । ତେବେ ଏଠାରେ ଏପରି ଏକ ଦ୍ୱୀପ ଅଛି ଯାହାକୁ ନେଇ ରହିଛି ରହସ୍ୟମୟ କାହାଣୀ । ଏହି ଦ୍ୱୀପ ଅଶୁଭ । ଏହାକୁ ଯିଏ କିଣିଛି ସେ ଆରପାରିକୁ ଯାଇଛି କିମ୍ବା ତାର ପରିବାର ବର୍ବାଦ ହୋଇ…

ମୁସଲମାନ ଦେଶରେ ଭଗବାନ ରାମଙ୍କୁ ପୂଜାର୍ଚ୍ଚନା

ମୁମ୍ବାଇ : ଆପଣମାନେ ଇଣ୍ଡୋନେସିଆର ନାଁ ଶୁଣିଥିବେ  । ଏହାର ଜନସଂଖ୍ୟା ପାଖାପାଖି ୨୩ କୋଟି। ଏହା ବିଶ୍ୱର ଚତୁର୍ଥ ବୃହତ୍ତମ ଜନସଂଖ୍ୟା ବିଶିଷ୍ଟ ଦେଶ  । ଏହି ଦେଶରେ ସାଧାରଣତଃ ବହୁସଂଖ୍ୟାରେ ମୁସଲମାନ ସମ୍ପ୍ରଦାୟର ଲୋକ ବସବାସ କରନ୍ତି  । ତେବେ ଆପଣମାନେ ଶୁଣିଲେ ଆଶ୍ଚର୍ଯ୍ୟ ହେବେ, ଏଠାରେ…

ଦୁନିଆର ସବୁଠୁ ଭୟାନକ ପାର୍କ : ନାଁ ଶୁଣିଲେ ଲୋମଟାଙ୍କୁରୀ ଉଠେ, ସନ୍ଧ୍ୟା ହେଲେ ଯିବାକୁ ଭୟ କରନ୍ତି ଲୋକ..

ନୂଆଦିଲ୍ଲୀ : ଦୁନିଆରେ ଅନେକ ଐତିହାସିକ ସ୍ଥଳୀ ରହିଛି  । ଯେଉଁଠାକୁ ପ୍ରତିଦିନ ଶହ ଶହ ଲୋକ ବୁଲିବାକୁ ଯାଆନ୍ତି  । ଅନେକ ରହସ୍ୟମୟୀ ସ୍ଥାନ ମଧ୍ୟ ରହିଛି  । ଯାହାର ଭୟାନକ କାହାଣୀ ଆଜିବି ଲୋକଙ୍କୁ ଅଛପା  । ଯାହାର ନାଁ ଶୁଣିଲେ ଲୋମଟାଙ୍କୁରୀ ଉଠେ  । ଏପରି ଅନେକ ସ୍ଥାନ ଅଛି ଯେଉଁଠାରେ…

ଭୟାନକ ରେଳଷ୍ଟେସନ୍ : ରାତି ହେଲେ ଶୁଭେ କାନ୍ଦିବା ଓ ଚିତ୍କାର ଶଦ୍ଦ, ଯିବାକୁ ଭୟ କରନ୍ତି ଲୋକ

ନୂଆଦିଲ୍ଲୀ : ଭାରତରେ ହଜାର ହଜାର ରେଳଷ୍ଟେସନ ରହିଛି  । ଯେଉଁଠି ପ୍ରତିଦିନ ଶହ ଶହ ଲୋକ ଯିବା ଆସିବା କରନ୍ତି  । କିନ୍ତୁ ଦେଶରେ ଏମିତି କିଛି ରେଳଷ୍ଟେସନ ରହିଛି , ଯେଉଁଠାକୁ ଯିବାକୁ ଲୋକେ ଭୟ କରନ୍ତି  । ଆସନ୍ତୁ ଜାଣିବା ସେମିତି କିଛି ରେଳଷ୍ଟସନ ସମ୍ପର୍କରେ । ପଶ୍ଚିମବଙ୍ଗର ପୁରୁଲିଆ…

ରହସ୍ୟମୟ ଏହି ପୁସ୍ତକ: ଯାହାର ଓଜନ ୮୫ କିଲୋ, ପଢୁ ପଢୁ ଲୋକେ ହୋଇଯାଆନ୍ତି ପାଗଳ

ନୂଆଦିଲ୍ଲୀ: ବିଶ୍ୱରେ ଅନେକ ପୁସ୍ତକ ଓ ଗ୍ରନ୍ଥ ରହିଛି । ସେଥିମଧ୍ୟରୁ ଆପଣମାନେ ଅନେକ ପ୍ରକାରର ପୁସ୍ତକ ମଧ୍ୟ ପଢିଥିବେ । କିନ୍ତୁ କେବେ ଆପଣ ଦୁନିଆର ସବୁଠାରୁ ଭୟଙ୍କର ପୁସ୍ତକ ପଢିଛନ୍ତି କି? ଏବେ ମଧ୍ୟ ରହସ୍ୟଘେରରେ ଏହି ୭୦୦ ବର୍ଷ ପୁରୁଣା ପୁସ୍ତକ । କୁହାଯାଏ କି ଏହା ସୈତାନମାନଙ୍କର…

ମଣିଷଠାରୁ ଭିନ୍ନ ରାସାୟନିକ ପ୍ରକ୍ରିୟାରେ ଏଲିୟନ୍ସଙ୍କ ଜନ୍ମ !

ନୂଆଦିଲ୍ଲୀ: ଏଲିୟନ୍ସଙ୍କ ଅସ୍ତିତ୍ୱ ନେଇ ବୈଜ୍ଞାନିକମାନେ ଗବେଷଣା ଜାରୀ ରଖିଛନ୍ତି । ଏବେ ଗବେଷକମାନେ ଏକ ମହତ୍ୱପୂର୍ଣ୍ଣ ତଥ୍ୟ ପ୍ରଦାନ କରିଛନ୍ତି । ସେମାନଙ୍କ କହିବା ଅନୁସାରେ ଯେଉଁ ରାସାୟନିକ ପ୍ରକ୍ରିୟା ଏବଂ ପରିବେଶରେ ମନୁଷ୍ୟର ସୃଷ୍ଟି ତା ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏଲିୟନ୍ସ ଉତ୍ପତି…

ରହସ୍ୟମୟ ମନ୍ଦିର: ନୀଳ ପଡିଯାଏ କ୍ଷୀରର ରଙ୍ଗ, ବୈଜ୍ଞାନିକମାନଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରେ ଏହାର ରହସ୍ୟ

କେରଳ: ଆମ ଦେଶ ଭାରତରେ ମନ୍ଦିରର ଅଭାବ ନାହିଁ । ଏଠାରେ ଏପରି ଅନେକ ମନ୍ଦିର ଅଛି, ଯାହାର ରହସ୍ୟ ସାଧାରଣ ଲୋକଙ୍କୁ ତ ଛାଡ ବୈଜ୍ଞାନିକମାନଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରେ । ତେବେ କେରଳରେ ଏପରି ଏକ ମନ୍ଦିର ଅଛି, ଯେଉଁଠାରେ କ୍ଷୀର ଢାଳିବା ପରେ ଏହାର ରଙ୍ଗ ନୀଳ ହୋଇଯାଏ । କେରଳର…

୭୦୦ଫୁଟ ଗଭୀର ଗୁମ୍ଫାରୁ ମିଳିଲା ରହସ୍ୟମୟ ପୋଖରୀ, ଲୋକେ ଦେଖି ହୋଇଗଲେ ତାଜୁବ

ନୂଆଦିଲ୍ଲୀ: ଆମେରିକାର ନିଉ ମେକ୍ସିକୋରେ ଆବିଷ୍କୃତ ହୋଇଛି 'କ୍ଷୀରରେ ପରିପୂର୍ଣ୍ଣ' ଏକ ରହସ୍ୟମୟ ପୋଖରୀ | ଲେଚୁଗୁଇଲା ଗୁମ୍ଫାରେ କାର୍ଲସବେଡ କେଭର୍ସର ୭୦୦ ଫୁଟ ତଳୁ ଏହାର ଆବିଷ୍କାର ହୋଇଛି । ଏହା ଦୁନିଆର ସବୁଠୁ ବଡ ଏବଂ ଗଭୀର ଗୁମ୍ଫା ମଧ୍ୟରୁ ଅନ୍ୟତମ । ଆଜି ଯାଏଁ ଏହି ରହସ୍ୟମୟୀ ପୋଖରୀ…