Latest Odisha News

BREAKING NEWS

Browsing Category

ରହସ୍ୟ

ଜାଣନ୍ତୁ ଏହି ରହସ୍ୟମୟ ମନ୍ଦିର ବିଷୟରେ, ଯେଉଁଠାରେ ରାତିରେ ଅଟକି ଯାଉଥିବା ଭକ୍ତ ହୋଇଯାଆନ୍ତି ପଥର

ଓଡ଼ିଶା ସମ୍ବାଦ ବ୍ୟୁରୋ: ଭାରତ ଏକ ମନ୍ଦିର ମାଳିନୀ ଦେଶ । ଏଠାରେ କୋଟି କୋଟି ଲୋକଙ୍କ ବିଶ୍ୱାସ ଓ ପରମ୍ପରା ହଜାର ହଜାର ବର୍ଷ ଧରି ମନ୍ଦିର ସହିତ ଜଡିତ ରହିଛି । ଯଦି ଆମେ ଭାରତରୁ ମନ୍ଦିର ହଟାଇଦେବା, ତେବେ ଏଠାରେ କିଛି ରହିବ ନାହିଁ । ଏହି ମନ୍ଦିରଗୁଡ଼ିକ ମଧ୍ୟରୁ ଅନେକ ମଧ୍ୟ ରହିଛି,…

ଏପରି କୂଅ, ଯେଉଁଠୁ ବାହାରେ ଭିନ୍ନ ଭିନ୍ନ ସ୍ଵାଦର ପାଣି

ଓଡ଼ିଶା ସମ୍ବାଦ ବ୍ୟୁରୋ: କୁହନ୍ତି କୂଅ ପାଣି ଶିତଳ । ସମ୍ପ୍ରତି ସହରଗୁଡିକରେ କୂଅ ପାଣିର ବ୍ୟବହାର ବିଲୁପ୍ତ ହୋଇ ଆସିଲାଣି। ମାତ୍ର ଦୁର୍ଗମ ଗ୍ରାମାଞ୍ଚଳରେ ଆଜି ମଧ୍ୟ ଲୋକମାନେ ରାନ୍ଧିବା, ପିଇବା ଏବଂ ବିଭିନ୍ନ କାର୍ଯ୍ୟ ପାଇଁ କୂଅ ପାଣିର ବହୁଳ ବ୍ୟବହାର କରନ୍ତି। ଧାର୍ମିକ ସ୍ଥାନରେ କୂଅ…

ରହସ୍ୟ ଘେରରେ ଭାରତର ଏହି ସ୍ଥାନ: ରାତାରାତି ଏଠାରୁ ଲୋକେ ହୋଇଯାଇଥିଲେ ଗାଏବ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଭୁତ ପ୍ରେତ ଆଦିଙ୍କୁ ନେଇ ଅନେକ କଥା ଶୁଣିବାକୁ ମିଳେ । କେହି ଏହାକୁ ମନର ଭ୍ରମ କହି ଏଡାଇ ଯାଉଥିବାବେଳେ ଆଉ କେହି ଏହା ସତ ବୋଲି ଦାବି କରନ୍ତି । ଏମିତି ଏକ ଗାଁ ଆମ ଦେଶରେ ରହିଛି, ଯାହା ନାଁ ଶୁଣିଲେ, ସମସ୍ତେ ମନାକରନ୍ତି ସେଠାକୁ ଯିବାକୁ । ଆଉ ସେଠାରେ ରାତିରେ…

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ମୁସଲିମ ଦେଶର ଟଙ୍କାରେ ହିନ୍ଦୁ ଭଗବାନ

ଓଡିଶା ସମ୍ବାଦ ବ୍ୟୁରୋ: ଏକ ମୁସଲମାନ ବହୁଳ ଦେଶ, ଯେଉଁଠି ଲୋକମାନେ ଇସଲାମକୁ ନିଜର ଧର୍ମ ଭାବରେ ଗ୍ରହଣ କରିଛନ୍ତି। ସେଠାକାର ନୋଟରେ କିନ୍ତୁ ଗଣେଶ ଠାକୁରଙ୍କ ଚିହ୍ନ ଦେଖିବାକୁ ମିଳିଥାଏ। କଥାଟି ଆପଣଙ୍କୁ ଅଜବ ଲାଗୁଥିଲେ ମଧ୍ୟ ସତ। ଇଣ୍ଡୋନେସିଆର ନୋଟରେ ଭଗବାନ ଗଣେଶଙ୍କ ଫଟୋ…

ଏପରି ମନ୍ଦିର ଯେଉଁଠି ଦେବୀ ମା’ ଙ୍କର ହୁଏ ଋତୁସ୍ରାବ

ଓଡିଶା ସମ୍ବାଦ ବ୍ୟୁରୋ: ଗୌହାଟୀର କାମାକ୍ଷା ମନ୍ଦିର ହେଉଛି ଭାରତର ଅନ୍ୟତମ ଲୋକପ୍ରିୟ ମନ୍ଦିର । କାମାକ୍ଷା ଦେବୀଙ୍କୁ ମା ଦୁର୍ଗା ରୂପରେ ବିବେଚନା କରାଯାଏ । ବିଶ୍ୱାସ କରାଯାଏ ଯେ, ମାତା ସତୀଙ୍କର ଯୋନି ଏଠାରେ ପଡ଼ିଯାଇଥିଲା, ତେଣୁ ଏହି ସ୍ଥାନକୁ ୫୧ ଶକ୍ତିପୀଠ ମଧ୍ୟରେ ସବୁଠାରୁ ପ୍ରମୁଖ…

ଓଡ଼ିଶାର ରହସ୍ୟମୟ ମନ୍ଦିର : ଖରାଦିନରେ ବି ମନ୍ଦିର ଭିତରେ ଲାଗେ ଥଣ୍ଡା

ବଲାଙ୍ଗୀର: ଭାରତରେ ବହୁ ରହସ୍ୟମୟ ମନ୍ଦିର ରହିଛି। ସେହି ସବୁ ମନ୍ଦିରରେ ଏମିତି କିଛି ରହସ୍ୟ ଲୁଚି ରହିଥାଏ ଯେ, ବୈଜ୍ଞାନିକମାନେ ମଧ୍ୟ ରହସ୍ୟ ପଛର ସତ୍ୟତା ଖୋଜି ବାହାର କରିପାରିନାହାଁନ୍ତି। ତନ୍ମଧ୍ୟରୁ ଓଡ଼ିଶାରେ ମଧ୍ୟ ରହିଛି ଅନେକ ରହସ୍ୟମୟ ମନ୍ଦିର l ସେଥିମଧ୍ୟରୁ ବଲାଙ୍ଗିର ଜିଲ୍ଲା…

ରହସ୍ୟମୟ ଏହି ମନ୍ଦିର: ଯେଉଁଠି ପୂଜା ପାଆନ୍ତି ମୂଷା

ଓଡ଼ିଶା ସମ୍ବାଦ ବ୍ୟୁରୋ: ହିନ୍ଦୁ ଶାସ୍ତ୍ରରେ ମଧ୍ୟ ମୂଷାକୁ ଭଗବାନ ଗଣେଶଙ୍କ ବାହନ ବୋଲି ବିଶ୍ୱାସ କରାଯାଇଥାଏ। କିନ୍ତୁ ଘରେ ମୂଷା ଦେଖିଲେ ଆମେ ଚିନ୍ତାରେ ପଡିଯାଉ । ପୋଷାକ ଓ ଦ୍ରବ୍ୟକୁ ନଷ୍ଟ କରୁଥିବା ଯୋଗୁ ଆମେ ଏମାନଙ୍କୁ ଘରେ ରହିବାକୁ ଦେଇ ନ ଥାଉ। ଜନ୍ତା ବିସାଇ କିମ୍ୱା ବିଷ ଦେଇ…

ବର୍ଷକରେ ୮ ମାସ ଯାଏଁ ପାଣିରେ ବୁଡିକି ରହିଥାଏ ଏହି ରହସ୍ୟମୟ ମନ୍ଦିର

ଓଡ଼ିଶା ସମ୍ବାଦ ବ୍ୟୁରୋ: ଆମ ଦେଶ ଭାରତରେ ଏଭଳି ଅନେକ ମନ୍ଦିର ରହିଛି ଯାହାର ପଛରେ ରହସ୍ୟ ଲୁଚି ହୋଇ ରହିଛି। ପ୍ରାୟତଃ ଅନେକ ମନ୍ଦିରର ନିର୍ମାଣ ଶୈଳୀକୁ ଦେଖିଲେ ଏବେ ବି ଆଶ୍ଚର୍ଯ୍ୟ ଲାଗେ। ଦୁନିଆରେ ଏମିତି ଅନେକ ଅଦ୍ଭୁତ ପୂର୍ବ ମନ୍ଦିର ରହିଛି ଯାହାର ବାସ୍ତୁକଳା ଆଦିକୁ ଧ୍ୟାନ ଦେଲେ ଏହାକୁ…

କେବଳ ରାକ୍ଷୀ ପୂର୍ଣ୍ଣିମା ଦିନ ଖୋଲାଯାଏ ଏହି ମନ୍ଦିର: ଜାଣନ୍ତୁ ଏହାର ରହସ୍ୟ…

ଓଡ଼ିଶା ସମ୍ବାଦ ବ୍ୟୁରୋ: ଭାରତରେ ଏମିତି ବହୁତ ସ୍ଥାନ ଅଛି ଯାହାକି ଆଜି ପର୍ଯ୍ୟନ୍ତ ରହସ୍ୟ ଘରେ ମଧ୍ୟରେ ଲୁଚି ଅଛି । ଯାହାର କିଛି ରହସ୍ୟ ଉଜାଗାର ହୋଇସାରିଛି ତ ଅନ୍ୟ ପଟେ ଅନ୍ୟ କିଛି ରହସ୍ୟ ଆଜି ପର୍ଯ୍ୟନ୍ତ ରହସ୍ୟ ହୋଇ ରହିଛି । ଏମିତି ଏକ ରହସ୍ୟମୟ ମନ୍ଦିର ଉତ୍ତରାଖଣ୍ଡର ଚମୋଲି…

ଏମିତି ଦେଶ, ଯେଉଁଠି କେବେ ହୁଏ ନାହିଁ ରାତି

ଓଡ଼ିଶା ସମ୍ବାଦ ବ୍ୟୁରୋ: ସମଗ୍ର ବିଶ୍ୱ ପ୍ରକୃତିର ନିୟମ ଅନୁଯାୟୀ ଚାଲିଥାଏ। ପ୍ରକୃତିର ନିୟମଠାରୁ ଭିନ୍ନ କିଛି ଏହି ପୃଥିବୀରେ ଘଟେ ନାହିଁ। ଏକ ନିର୍ଦ୍ଦିଷ୍ଟ ସମୟରେ ଦିନରାତି ହୋଇଥାଏ। ନିର୍ଦ୍ଧାରିତ ସମୟରେ ସୂର୍ଯ୍ୟ ଉଦୟ ହୁଅନ୍ତି ଏବଂ ଅସ୍ତ ହୁଅନ୍ତି। ତଥାପି ଅନେକ ସ୍ଥାନରେ ଦିନରାତି…