Latest Odisha News
Browsing Category

ସାଧାରଣତନ୍ତ୍ର ଦିବସ

Republic Day 26th January

ଖାତାକୁ ଗଲା ସୁଭଦ୍ରାର ତୃତୀୟ ଦଫା ଟଙ୍କା

ସୁନ୍ଦରଗଡ: ପୁଣି ଖାତାକୁ ଗଲା ସୁଭଦ୍ରାର କିସ୍ତି । ବାଦ୍ ପଡିଥିବା ଯୋଗ୍ୟ ଆଉ ୨୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଆଜି ୫ ହଜାର ଟଙ୍କା ସୁଭଦ୍ରା ଟଙ୍କା ଚଢିଛି । ସୁଭଦ୍ରା ପ୍ରଥମ କିସ୍ତିର ତୃତୀୟ ଦଫା ଟଙ୍କା ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଆକାଉଣ୍ଟକୁ ସୁନ୍ଦରଗଡରେ ଆୟୋଜିତ…

ଜାନୁଆରୀ ୩୧ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା: ଆଇନ ମନ୍ତ୍ରୀ

ପୁରୀ: ଜାନୁଆରୀ ୩୧ ସୁଦ୍ଧା ରତ୍ନଭଣ୍ଡାର ମରାମତି କାମ ସରିବା ସହ ସରିବ ଗଣତି ମଣତି ପ୍ରକ୍ରିୟା । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଜିପିଏସ୍ ରିପୋର୍ଟରେ ଅନ୍ୟ କିଛି ସୁଡ଼ଙ୍ଗ ନଥିବା ନେଇ ସ୍ପଷ୍ଟ ହୋଇଛି । ସେହିପରି ଧାତବ ଦ୍ରବ୍ୟ ଥିବା ନେଇ ଯେଉଁ ପରିକଳ୍ପନା…

ସରିଲା ବାଲିଯାତ୍ରା, ଅସମ୍ଭାଳ ଭିଡକୁ ୨୫୦ କୋଟି ଟପିଲା ଏଥର ବେପାର

କଟକ: ସରିଛି ଐତିହାସିକ କଟକ ବାଲିଯାତ୍ରା । ଶନିବାର ଏସିଆର ସର୍ବବୃହତ୍‌ ମୁକ୍ତାକାଶ ବାଣିଜ୍ୟ ମେଳା କଟକ ବାଲିଯାତ୍ରା ଶେଷ ହୋଇଥିବା ବେଳେ, ଶେଷ ଦିନରେ ଛାତି ପିଟାପିଟି ଭିଡ ଦେଖିବାକୁ ମିଳିଥିଲା । ପାଖାପାଖି ୧୩ ଲକ୍ଷରୁ ଅଧିକ ଜନ ସମାଗମ ହୋଇଥିବା ବେଳେ ପୋଲିସଙ୍କ ନିୟନ୍ତ୍ରଣ ବାହାରେ…

ଯାଯାବର ଗଣହତ୍ୟା ମାମଲା, ୭ ଗିରଫ

ସୁନ୍ଦରଗଡ଼: ଯାଯାବର ଗଣହତ୍ୟା ମାମଲାରେ ୭ ଗିରଫ l କର୍ଣ୍ଣାଟକରୁ ୭ ଜଣଙ୍କୁ ଗିରଫ କରି ଓଡ଼ିଶା ଆଣିଲା ପୋଲିସ l ଅକ୍ଟୋବର ୨୯ ତାରିଖ ସଦର ଥାନା କରମଡିହ ନିକଟ ଗୀତାପଡ଼ାରେ ଶୋଇଥିବା ବେଳେ ୫ ଜଣଙ୍କୁ ନିର୍ମମ ହତ୍ୟା କରାଯାଇଥିଲା l ସୂଚନାଯୋଗ୍ୟ, ଗତ ଅକ୍ଟୋବର ୨୯ ତାରିଖରେ ସୁନ୍ଦରଗଡ ସଦର…

ମନ୍ କୀ ବାତ ରେ ନୂଆଁଖାଇ କଥା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୯୨ତମ ‘ମନ୍ କୀ ବାତ ' କାର୍ଯ୍ୟକ୍ରମ ରେ ଦେଶ ବାସୀଙ୍କୁ ସମ୍ୱୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ୱାଧୀନତାର ଅମୃତ ମହୋତ୍ସବ ଦିବସରେ ଦେଶ ସାମୁହିକ ଶକ୍ତି ଦେଖିବାକୁ ପାଇଥିଲେ ବୋଲି କହିଥିଲେ । ତ୍ରିରଙ୍ଗା ଉଡାଇବା କଥାରେ ଆମ…

ସାଧାରଣତନ୍ତ୍ର ଦିବସ : ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସାଧାରଣତନ୍ତ୍ର ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ମୌଲନା ଆଜାଦ, ଡଃ ଆମ୍ବେଦକର, ବୀର ସୁରେନ୍ଦ୍ର ସାଏ, ବକ୍‌ସି ଜଗବନ୍ଧୁ, ଡଃ…

ଲଦାଖ ସୀମାରେ ଉଡ଼ିଲା ତ୍ରିରଙ୍ଗା, ଯବାନ ପାଳିଲେ ଗଣତନ୍ତ୍ର ଦିବସ

ଜମ୍ମୁ କାଶ୍ମୀର: ସୀମାରେ ଉଡ଼ିଲା ତ୍ରିରଙ୍ଗା । ଲଦାଖରେ ଯବାନ ପାଳିଛନ୍ତି ୭୨ତମ ସାଧାରଣତନ୍ତ୍ର ଦିବସ । ବରଫ ପାହାଡ଼ ଉପରେ ଇଣ୍ଡୋ ତିବ୍ବତୀୟ ବର୍ଡର ପୋଲିସ ବା ଆଇଟିବିପି ଯାବନ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହାସହ ଭାରତ ମାତା ଓ ବନ୍ଦେ ମାତରମ୍ ନାରା ଦେଇଥିଲେ ଯବାନ । ଭାରତ ମାତା…

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜ୍ୟପାଳ, ଗ୍ରହଣ କଲେ ପରେଡ ଅଭିବାଦନ

ଭୁବନେଶ୍ୱର: ସାରାଦେଶ ୭୧ ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳ ଭୁବନେଶ୍ୱର ମହାତ୍ମାଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସମାରୋହ ଆରମ୍ଭ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ପତାକା ଉତ୍ତୋଳନ…

ଦେଖନ୍ତୁ, ସାଧାରଣତନ୍ତ୍ର ଦିବସ ଅବସରରେ ୧୭ ହଜାର ଫୁଟ ଉଚ୍ଚରେ ତ୍ରିରଙ୍ଗା ଉଡାଇଲେ ଭାରତୀୟ ଯବାନ

ଲେହ: ବିଶ୍ୱର ସର୍ବୋଚ୍ଚ ଲୋକତନ୍ତ୍ର ଦେଶ ଭାରତ ଉତ୍ସାହ ଉଦ୍ଦୀପନାର ସହ ପାଳନ କରୁଛି ଗଣତନ୍ତ୍ରର ମହାପର୍ବ। ଏହିପାରିପେକ୍ଷିରେ ଭାରତ-ତିବତ ସୀମା ପୋଲିସ (ଆଇଟିବିପି)ର ଯବାନ ୧୭ ହଜାର ଫୁଟ ଉଚ୍ଚତାରେ ତ୍ରିରଙ୍ଗା ଉଡାଇ ଜାତୀୟ ସଙ୍ଗୀତ ଗାନ କରିଛନ୍ତି। #WATCH Indo-Tibetan Border…

୭୧ତମ ଗଣତନ୍ତ୍ର ଦିବସ: ଚିନୁକ୍‌, ଆପାଚେ ହେଲିକପ୍ଟର ପାରେଡରେ ସାମିଲ

ନୂଆଦିଲ୍ଲୀ: ୭୧ତମ ଗଣତନ୍ତ୍ର ସାରା ଦେଶରେ ଆଜି ଧୂମଧାମରେ ପାଳିତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମେ ଅମର ଜବାନ ଜ୍ୟୋତି ନିକଟକୁ ନ ଯାଇ ଇଣ୍ଡିଆ ଗେଟ ନିକଟରେ ଥିବା ୱାର ମେମୋରିଆଲକୁ ଯାଇଥିଲେ । ବ୍ରାଜିଲ ରାଷ୍ଟ୍ରପତି ଜାୟର ୱାଲସନାରୋ ଏହି ସମାରୋହର ମୁଖ୍ୟ ଅତିଥି ଥିଲେ…