Latest Odisha News

BREAKING NEWS

Browsing Category

ଅପରାଧ

ପଥର ଖଣିରେ ବିସ୍ଫୋରଣ ଘଟଣା, ୨ ମୃତଦେହ ଉଦ୍ଧାର

ଢେଙ୍କାନାଳ: ଢେଙ୍କାନାଳରେ ଏକ ବେଆଇନ ପଥର ଖଣିରେ ବିସ୍ଫୋରଣ ଯୋଗୁଁ ପଥର ଧସି ପଡ଼ିଥିଲା। ଯାହା ଫଳରେ ପ୍ରାୟ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ ଅଧିକାରୀମାନେ କହିଛନ୍ତି ଯେ ଶନିବାର ରାତିରେ ମୋଟଙ୍ଗା ଥାନା ଅଧୀନସ୍ଥ ଗୋପାଳପୁର ଗ୍ରାମ ନିକଟରେ ଥିବା ପଥର ଖଣିରୁ ପଥର ଖନନରେ କିଛି…

ରେଳ ଷ୍ଟେସନରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ୫୦୦ ଦୁଇ ଚକିଆ ଯାନ…

ତ୍ରିସୁର: ତାମିଲନାଡୁର ତ୍ରିସୁର ରେଳ ଷ୍ଟେସନରେ ରବିବାର ଦିନ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଯାହା ଫଳରେ ଷ୍ଟେସନର ପାର୍କିଂରେ ଥିବା ୫୦୦ରୁ ଅଧିକ ଦୁଇଚକିଆ ଯାନ ପୋଡ଼ି ଯାଇଛି। ତେବେ ଏହି ଘଟଣା ପ୍ଲାଟଫର୍ମ ନମ୍ବର ୨ ନିକଟରେ ସକାଳ ପ୍ରାୟ ୬.୪୫ ସମୟରେ ଘଟିଥିବା ରିପୋର୍ଟରୁ ଜଣାପଡିଛି।…

ଚିତାଳୋ କଲେଜର ପୂର୍ବତନ ଅଧ୍ୟକ୍ଷ ଓ ପୂର୍ବତନ ସଭାପତି ଗିରଫ

ଯାଜପୁର: ଯାଜପୁର ଜିଲ୍ଲାର ଚିତାଳୋ ଡିଗ୍ରୀ କଲେଜର ପୂର୍ବତନ ପ୍ରିନ୍ସିପାଲ ତଥା ବର୍ତ୍ତମାନର ଓଡ଼ିଆ ଭାଷା ଅଧ୍ୟାପକ ଅଦ୍ୱୈତ ପ୍ରସାଦ ମଲ୍ଲିକ ଏବଂ ପୂର୍ବତନ ଅଧ୍ୟକ୍ଷ ତଥା ଅନୁଷ୍ଠାନର ପରିଚାଳନା ପରିଷଦର ପୂର୍ବତନ ସଭାପତି ବଦ୍ରି ନାରାୟଣ ରାୟଙ୍କୁ ୩୨,୦୭,୬୨୦ ଟଙ୍କାର ସରକାରୀ ପାଣ୍ଠି…

୫୫ ଲକ୍ଷ ଆତ୍ମସାତ ଘଟଣାରେ ଫରେଷ୍ଟରଙ୍କୁ ବାନ୍ଧିଲା ଭିଜିଲାନ୍ସ…

ଭୁବନେଶ୍ୱର: ୫୫ ଲକ୍ଷ ଆତ୍ମସାତ ଘଟଣାରେ ଫରେଷ୍ଟରଙ୍କୁ ବାନ୍ଧିଲା ଭିଜିଲାନ୍ସ। କଳାହାଣ୍ଡିରେ ଥିବା ଥୁଆମୁଳ ରାମପୁର ବନ ବିଭାଗ ମଧ୍ୟରେ ମୃତ୍ତିକା ଏବଂ ଆର୍ଦ୍ରତା ସଂରକ୍ଷଣ (ଏସଏମସି) କାର୍ଯ୍ୟରେ ଅନିୟମିତତାର ତଦନ୍ତ କରି ଲାଞ୍ଜିଗଡ଼ ଅନ୍ତର୍ଗତ ବିଶ୍ୱନାଥପୁରରେ ବନ ରେଞ୍ଜରେ ଅଧିକାରୀଙ୍କ…

ସେୟାର ଟେଡ୍ରିଂ ନାଁରେ ୪୦ କୋଟି ଠକେଇ ଅଭିଯୋଗ; ଜଣେ ଗିରଫ

ଭୁବନେଶ୍ୱର: ସେୟାର ବଜାର ସହ ଜଡ଼ିତ ୪୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଠକେଇର ମୁଖ୍ୟ ସନ୍ଦିଗ୍ଧକୁ ବାନ୍ଧିଲା ଇଓଡବ୍ଲୁ। ଅଭିଯୁକ୍ତଙ୍କ ନାମ ଅମିତ ମଣ୍ଡଳ ବୋଲି ଜଣାପଡ଼ିଛି। ଡିସେମ୍ବର ୩୧ ତାରିଖ ଦିନ ପଶ୍ଚିମବଙ୍ଗର ବାଙ୍କୁରାରୁ ଉକ୍ତ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ନେଇ ଓଡ଼ିଶା…

ମାତିଛନ୍ତି ଲୁଟେରା, ଏଟିଏମ୍ ତାଡି ଅଟୋରେ ନେଇଗଲେ

ଯାଜପୁର: ଯାଜପୁର ଜିଲ୍ଲାର ଏକ କିଓସ୍କରୁ କିଛି ଦୁର୍ବୃତ୍ତ HDFC ବ୍ୟାଙ୍କର ଏକ ଏଟିଏମକୁ ତାଡି ନେଇଯାଇଛନ୍ତି। ନୂଆବର୍ଷ ସେଲିବ୍ରେସନରେ ସଭିଏଁ ମାତିଥିବା ବେଳେ ଦୁର୍ବୃତ୍ତ ମାନେ ଏଭଳି କାଣ୍ଡ ଭିଆଇ ଥିଲେ। ଜାନୁଆରୀ ୧ ବିଳମ୍ବିତ ରାତିରେ ବିଞ୍ଝାରପୁର ଥାନା ଅନ୍ତର୍ଗତ ମଇଣ୍ଡା ଛକ…

ନୂଆବର୍ଷରେ କଟକରେ ବୋମା ମାଡ଼…

କଟକ: କଟକ ବାଙ୍କି ଅଞ୍ଚଳର ତାଳବସ୍ତା ଗାଁରେ ଏକ ଘର ଉପରେ ବୋମା ମାଡ଼ ପରେ ଆତଙ୍କିତ ହୋଇପଡିଛନ୍ତି ଗ୍ରାମବାସୀ। କିଛି ଦୁର୍ବୃତ୍ତମାନେ ଚିନ୍ତାମଣି ବେହେରାଙ୍କ ଘର ଉପରେ ବୋମା ଫିଙ୍ଗି ପଳାଇ ଥିଲେ। ଘରର ସଦସ୍ୟ ମାନେ ଅଳ୍ପକେ ବର୍ତ୍ତି ଯାଇଥିଲା ବେଳେ ସମ୍ପତ୍ତିର ବ୍ୟାପକ କ୍ଷତି ହୋଇଥିବା…

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ; ବାରଙ୍ଗ ଅତିରିକ୍ତ ତହସିଲଦାର ଗିରଫ

କଟକ: କଟକ ବାରଙ୍ଗର ଅତିରିକ୍ତ ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କୁ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ତଦନ୍ତ ବେଳେ ତାଙ୍କ ପାଖରେ ଆୟ ବର୍ହିଭୂତ ସମ୍ପତ୍ତି ଥିବା ନେଇ ଜଣାପଡ଼ିଥିଲା। ଯେଉଁଥିରେ ଭୁବନେଶ୍ୱରରେ ୨ଟି ବହୁମହଲା କୋଠା,…

କୋଟିପତି ପିଇଓ ଜିତେନ୍ଦ୍ର ଜେନା ଗିରଫ, ମାର୍କେଟ କମ୍ପ୍ଲେକ୍ସ ଓ ୬ ପ୍ଲଟ…

କେନ୍ଦୁଝର: ଓଡ଼ିଶା ଭିଜିଲାନ୍ସ କେନ୍ଦୁଝରର ହାଟଡିହି ବ୍ଲକ ଅନ୍ତର୍ଗତ ବାଞ୍ଚୋର ପିଇଓ ଜିତେନ୍ଦ୍ର କୁମାର ଜେନାଙ୍କୁ ଆୟ ବହିର୍ଭୁତ ସମ୍ପତ୍ତି ରଖିବା ଅଭିଯୋଗରେ ଗିରଫ କରିଛି। ତଦନ୍ତରୁ ଜଣାପଡିଛି ଯେ ତାଙ୍କ ନାମରେ ଏକ ତିନି ମହଲା କୋଠା, ୧.୩୪ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକ ଦୁଇ ମହଲା…

ମାଞ୍ଜା ସୂତା ଲାଗି ୨ ଗୁରୁତର

କଟକ: କଟକ ବୟାଳିଶ ମୌଜା ଅଞ୍ଚଳରେ ମାଞ୍ଜା ସୂତା ଲାଗି ୨ ଗୁରୁତର ହୋଇଥିବା ଜଣାପଡ଼ିଛି। ବାଇକରେ ଯିବା ବେଳେ ୨ ଜଣଙ୍କ ବେକରେ ସୂତା ଲାଗିଯାଇଥିଲା। ମହିଳାଙ୍କ ସମେତ ୨ ଜଣ ଗୁରୁତର ହୋଇ ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି। ସୂଚନା ଅନୁଯାୟୀ, ବାଇକରେ ପିଉସୀ ଓ ପୁତୁରା ଯାଉଥିବା ବେଳେ…