Latest Odisha News

BREAKING NEWS

Browsing Category

ଅପରାଧ

ରାଜଧାନୀରେ ଦୁଇ ଯୁବତୀଙ୍କୁ ପିଟିଲେ ଘର ମାଲିକ ଓ ତାଙ୍କ ପୁଅ

ଭୁବନେଶ୍ୱର: ଭୁବନେଶ୍ୱରର ଖାରବେଳ ନଗର ଅଞ୍ଚଳରେ ବୁଧବାର ଦିନ ଦୁଇ ଯୁବତୀଙ୍କୁ ଘର ମାଲିକ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଛି। ଉକ୍ତ ଯୁବତୀ ତାଙ୍କ ହଷ୍ଟେଲରେ ଭଡାରେ ରହୁଥିବା ଜଣାପଡିଛି। ସୂଚନା ଅନୁଯାୟୀ, ହଷ୍ଟେଲରେ କୌଣସି ବିବାଦକୁ ନେଇ ମାଲିକ ଏବଂ ତାଙ୍କ ପୁଅ ଦୁଇଜଣ ଯୁବତୀଙ୍କୁ…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଜୟପୁର: ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ। ଭିଜିଲାନ୍ସ ଅଧିକାରୀମାନେ ଆଜି ବିଶ୍ୱନାଥ ପାତ୍ରଙ୍କୁ ଗିରଫ କରିଛନ୍ତି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ । ଜୟପୁରରେ…

ବିଭତ୍ସ ହତ୍ୟାକାଣ୍ଡ; ପଥରରେ ଛେଚି ଯୁବକଙ୍କୁ ହତ୍ୟା ସନ୍ଦେହ

ପୁରୀ: ବୀଭତ୍ସ ହତ୍ୟାକାଣ୍ଡ । ପୁରୀର ଶ୍ରୀସେତୁ ତଳୁ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର। ଗତକାଲି ବିଳମ୍ବିତ ରାତିରେ ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି। ମୃତ ବ୍ୟକ୍ତି ହେଲେ ଖଣ୍ଡିଆବନ୍ଧ ଗାଁର ସୁଦର୍ଶନ ସାହୁ। ସୂଚନା ଅନୁସାରେ ମାର୍କେଟ ଛକରେ ଉଠା ଜଳଖିଆ ଦୋକାନ କରିଥିଲେ…

ସାଇବର କ୍ରାଇମ : ଚାକିରି ଲୋଭ ଦେଖାଇ ଲୁଟିନେଲେ ଲକ୍ଷାଧିକ ଟଙ୍କା

କଟକ: ନାମୀ କାର୍ କମ୍ପାନିରେ ଚାକିରି କରାଇଦେବାକୁ କହି ଲୁଟ। ମାସକୁ ୧୨ ଲକ୍ଷରୁ ଅଧିକ ଟଙ୍କାର ଦରମା ପାଇବାର ଥିଲା ପ୍ରଲୋଭନ। ଏକ ଜବ ପୋର୍ଟାଲରେ ବିଜ୍ଞାପନ ଦେଖି ଆବେଦନ କରି ଲକ୍ଷ ଲକ୍ଷ ଟଙ୍କା ହରାଇଛନ୍ତି କଟକର ଜଣେ ବ୍ୟକ୍ତି। ଚାକିରି କରାଇଦେବା ନାଁରେ ସାଇବର ଠକ ତାଙ୍କ ଠାରୁ…

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ ଅନ୍ତରୀଣ ସୁରକ୍ଷା

କଟକ :  ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କ ଆକ୍ରମଣ ଘଟଣାରେ ଅଭିଯୁକ୍ତ ବିନୟ ଭୂଷଣ ପଟ୍ଟନାୟକଙ୍କୁ ମିଳିଲା ଅନ୍ତରୀଣ ସୁରକ୍ଷା। ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ସେ ଗିରଫ ହେବେ ନାହିଁ। ହେଲେ କେଶ୍ ଡାଏରୀ ଦାଖଲ କରିବାକୁ ତଦନ୍ତକାରୀ ସଂସ୍ଥାକୁ ହାଇକୋର୍ଟ  ନିର୍ଦ୍ଦେଶ ଦେଇଛନ୍ତି।…

ବିଦେଶରୁ ଚାକିରି ପାଇଁ ଆସୁଛି କି ଅଫର ? ସାବଧାନ !

ଭୁବନେଶ୍ବର : ଆତଙ୍କ ସୃଷ୍ଟି କରିଛନ୍ତି ସାଇବର ଲୁଟେରା। ଆଖି ପିଛୁଳାକେ ଖାଲି କରିଦେଉଛନ୍ତି ବ୍ଯାଙ୍କ ଆକାଉଣ୍ଟ। ସେହିପରି ସାଂଘାତିକ ହେଲାଣି ଡିଜିଟାଲ ଆରେଷ୍ଟ। ପୋଲିସ, ଇଡି, ସିବିଆଇ ଅଧିକାରୀ କହି ଲୁଟ କରୁଛନ୍ତି ସାଇବର ଅପରାଧୀ । ଆଜି ଆମେ ଆପଣଙ୍କୁ କହିବୁ ଡିଜିଟାଲ ଆରେଷ୍ଟ କ'ଣ ,…

ତାଜମହଲକୁ ବୋମାରେ ଉଡାଇଦେବାକୁ ଧମକ

ନୂଆଦିଲ୍ଲୀ: ତାଜମହଲକୁ ବୋମାରେ ଉଡାଇଦେବାକୁ ଧମକ। ଆଗ୍ରାରେ ଥିବା ଐତିହାସିକ ତାଜମହଲକୁ ମଙ୍ଗଳବାର ଇମେଲ୍‌ ମାଧ୍ୟମରେ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି । ସ୍କୁଲ, ଏୟାରପୋର୍ଟ ପରେ ଏବେ ବିଶ୍ବ ଐତିହ୍ୟସ୍ଥଳକୁ ଉଡାଇବା ଧମକ  ଆସିଛି। ଧମକ ପରେ ଏହା ଏକ ପ୍ରକାର ଚାଞ୍ଚଲ୍ୟ ସୃଷ୍ଟି…

ଏୟାରପୋର୍ଟରେ ଚାଞ୍ଚଲ୍ୟ; କାର୍ଗୋ ସ୍କାନ ବେଳେ ବକ୍ସରୁ ମିଳିଲା ନବଜାତକର ମୃତଦେହ

ଲକ୍ଷ୍ନୌ: ଲକ୍ଷ୍ନୌର ଚୌଧୁରୀ ଚରଣ ସିଂ ଅନ୍ତର୍ଜାତୀୟ ବିମାନବନ୍ଦରରେ ମଙ୍ଗଳବାର ସକାଳେ ଏକ ନବଜାତ ଶିଶୁର ମୃତଦେହ ମିଳିବା ପରେ ଚାଞ୍ଚଲ୍ୟ ଖେଳିଯାଇଛି। ଏକ କୋରିଅର ଏଜେଣ୍ଟଙ୍କ ଲଗେଜରେ ଥିବା ବକ୍ସରେ ଏକ ନବଜାତ ଶିଶୁର ମୃତଦେହ ମିଳିବା ପରେ କାର୍ଗୋ କର୍ମଚାରୀଙ୍କ ମଧ୍ୟରେ ଆତଙ୍କ…

ଅଳଙ୍କାର ଦୋକାନକୁ ମାଡ଼ିଗଲା ଟ୍ରକ, ଜଣେ ସିକ୍ୟୁରିଟି ଗାର୍ଡ ମୃତ

ବଲାଙ୍ଗିର: ଅଳଙ୍କାର ଦୋକାନକୁ ମାଡ଼ିଗଲା ଟ୍ରକ। ଦୁର୍ଘଟଣାରେ ଜଣେ ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁ। ବଲାଙ୍ଗିର ଟାଉନ ଥାନା ପାଟଣା ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ମୃତ ସିକ୍ୟୁରିଟି ଗାର୍ଡ ଜଣଙ୍କ ହେଲେ ସିଦ୍ଧାର୍ଥ ପ୍ରଧାନ। ସୂଚନା ଅନୁସାରେ ଗତକାଲି…

ଦୋଷୀ ସାବ୍ୟସ୍ତ ପରେ କୋର୍ଟରୁ ଚମ୍ପଟ ମାରିଲେ ୨ ଏଟିଏମ୍‌ ଲୁଟେରା

ନବରଙ୍ଗପୁର: କୋର୍ଟ ଭିତରେ ଘଟିଛି ଅଦ୍ଭୁତ ଘଟଣା। ରାୟ ଶୁଣିବା ପରେ କୋର୍ଟରୁ ଚମ୍ପଟ ମାରିଛନ୍ତି ଦୋଷୀ। ଏଟିଏମ୍‌ ଲୁଟ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ କୋର୍ଟ ରୁମ୍‌ରୁ ଚମ୍ପଟ ମାରିଛନ୍ତି ଦୁଇ ଲୁଟେରା। ଏପରି ଘଟଣା ଆଜି ନବରଙ୍ଗପୁର ଜିଲ୍ଲା ସଦର ମହକୁମାରେ ଘଟିଛି। ଚମ୍ପଟ ମାରିଥିବା…