Latest Odisha News

BREAKING NEWS

Browsing Category

ଅପରାଧ

୨ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ, ୩ ଅଟକ

ରାଉରକେଲା: ପୁଣି ଲଜ୍ଜା। ରାଉରକେଲାରେ ଦୁଇ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ। ଦୁଇ ନାବାଳିକା ଦୁଇ ଭଉଣୀ ଥିବା କୁହାଯାଉଛି। ବିଶ୍ରା ଛକ ଅଞ୍ଚଳରେ ଏହି ଘଟଣା ଘଟିଛି। ଦୁଇ ନାବାଳିକା ରାଉରକେଲାକୁ ମାର୍କେଟିଂ କରିବାକୁ ବସ ଯୋଗେ ଆସିଥିଲେ। ଗତକାଲି ପ୍ରାୟ ସଂଧ୍ୟା ସମୟରେ ଏହି ଅଭାବନୀୟ ଘଟଣା…

ଫ୍ରିଜରୁ ମିଳିଲା ମହିଳାଙ୍କ ଶରୀରର ୩୦ ଖଣ୍ଡ ଅଂଶ

ବେଙ୍ଗାଲୁରୁ: ବେଙ୍ଗାଲୁରୁରେ ଘଟିଯାଇଛି ଏକ ଚାଞ୍ଚଲ୍ୟକର ଘଟଣା। କେହି ମହିଳାଙ୍କ ଶରୀରକୁ ୩୦ ଖଣ୍ଡ କରି ଫ୍ରିଜରେ ଭର୍ତ୍ତି କରିଦେଇଥିବା ଜଣାପଡିଛି। ମହିଳାଙ୍କୁ ଚାରିରୁ ପାଞ୍ଚ ଦିନ ତଳେ ହତ୍ଯା କରାଯାଇଥିବା କୁହାଯାଉଛି। ବର୍ତ୍ତମାନ ପୋଲିସ ଘଟଣାର ଛାନଭିନ କରୁଥିବା ବେଳେ ଏହି ଘଟଣାର…

ସେନା ଅଧିକାରୀଙ୍କୁ ଆକ୍ରମଣ ଘଟଣା; ଗିରଫ ହୋଇଥିବା ୭ ଜଣଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର: ଭୁବନେଶ୍ୱରରେ ଜଣେ ସେନା ଅଧିକାରୀଙ୍କୁ ଆକ୍ରମଣ ଏବଂ ତାଙ୍କ ବାନ୍ଧବୀଙ୍କୁ ହଇରାଣ କରିବା ଅଭିଯୋଗରେ ଶନିବାର ଗିରଫ ହୋଇଥିବା ସମସ୍ତ ୭ ଜଣଙ୍କୁ ସ୍ଥାନୀୟ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ସୂଚନାନୁସାରେ, ଭୁବନେଶ୍ୱରର ଜେଏମଏଫସି କୋର୍ଟ ଏହି ମାମଲାର ସମସ୍ତ ୭ ଜଣ…

ବିଦ୍ୟୁତ୍ ଟାୱାର ଉପରେ ଚଢି ହଙ୍ଗାମା କଲେ ବ୍ୟକ୍ତି

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ତମାଣ୍ଡୋ ଅଞ୍ଚଳରେ ଥିବା ଏକ ହାଇ ଭୋଲ୍ଟେଜ୍ ଇଲେକ୍ଟ୍ରିକ୍ ଟାୱାର ଉପରେ ଚଢି ଜଣେ ବ୍ୟକ୍ତି ହଙ୍ଗାମା କରିଥିଲେ। ଯାହା ଫଳରେ ନାକେଦମ୍ ହୋଇଥିଲେ ଅଗ୍ନିଶମ କର୍ମଚାରୀ। ସୂଚନା ଅନୁଯାୟୀ, ଏହି ବ୍ୟକ୍ତି ଜଣକ ରାତି ପ୍ରାୟ ୩ଟା ବେଳେ ଇଲେକ୍ଟ୍ରିକ୍ ଟାୱାର…

ବେଆଇନ ଗୁଟ୍‌ଖା କାରଖାନାରେ ରେଡ୍, ୫ ଅଟକ

ବ୍ରହ୍ମପୁର: ନକଲି ତେଲ ପରେ ନକଲି ଗୁଟଖାର ଚାଲିଛି କାରବାର। ବେଆଇନ ଗୁଟଖା କାରଖାନା ଉପରେ ପୋଲିସର ଚଢ଼ାଉ। ବ୍ରହ୍ମପୁର ସଦର ଥାନା ବାଉଁଶିଆପଲ୍ଲୀରେ ଥିବା ବେଆଇନ ଗୁଟଖା କାରଖାନା ଉପରେ ପୋଲିସ ରେଡ କରିଛି। ଏଠାରୁ ଜବତ ହୋଇଛି ବହୁ ପରିମାଣର ଗୁଟଖା, ଗୁଟଖା ପ୍ରସ୍ତୁତି ସାମଗ୍ରୀ ଓ ମେସିନ।…

ପୁଣି ଲଜ୍ଜା! କରମା ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣ ଦୁଷ୍କର୍ମ

ସୁନ୍ଦରଗଡ଼: ସୁନ୍ଦରଗଡ଼ କୁତ୍ରା ଥାନା ଅଞ୍ଚଳରେ ଲଜ୍ଜା। କରମା ପୂଜା ଦେଖିବାକୁ ଆସିଥିବା ବେଳେ ଜଣେ ଯୁବତୀଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ୩ ଜଣ ସଂପୃକ୍ତ ଥିବା କୁତ୍ରା ଥାନାରେ ଅଭିଯୋଗ ହୋଇଛି। ତେବେ ଏହି ୩ ଅଭିଯୁକ୍ତଙ୍କ ମଧ୍ୟରୁ ୨ ଜଣ ନାବାଳକ ଥିବା…

ନବରଙ୍ଗପୁରରେ ଲଜ୍ଜା: ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା!

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାରେ ଲଜ୍ଜା। ତେନ୍ତୁଳିଖୁଣ୍ଟି ବ୍ଲକରେ ୧୧ ବର୍ଷୀୟା ଉଲଗ୍ନ ନାବାଳିକାର ମୃତଦେହ ଠାବ ହୋଇଛି। ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ସ୍କୁଲ ପଛ ଏକ ବୁଦା ମୂଳରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଞ୍ଚମ ଶ୍ରେଣୀର ଛାତ୍ରୀଙ୍କ ମୃତଦେହ ଠାବ ହେବା ପରେ…

ନକଲି ନଡ଼ିଆ ତେଲ ପ୍ରସ୍ତୁତି କାରଖାନା ଉପରେ ଚଢ଼ାଉ, ବାପ-ପୁଅ ଗିରଫ

ବ୍ରହ୍ମପୁର: ସାଲିମର ନଡ଼ିଆ ତେଲର ଅବିକଳ ରଙ୍ଗ ଓ ଲୋଗୋ ବ୍ୟବହାର କରି ଶିବାନୀ ନାମକ ନଡ଼ିଆ ତେଲ ପ୍ରସ୍ତୁତ କରି ବଜ଼ାରରେ ହେଉଛି ବିକ୍ରି। ଶାଲିମାର ନଡ଼ିଆ ତେଲର ଭ୍ରମ ସୃଷ୍ଟି କରି ଗ୍ରାହକଙ୍କୁ ଦିଆଯାଉଥିଲା ପୋଡା ତେଲ। ଏପରି ଅପମିଶ୍ରିତ ତେଲ ସୃଷ୍ଟି କରୁଥିବା ଅଭିଯୋଗରେ ନକଲି ନଢ଼ିଆ ତେଲ…

ରାଜଧାନୀରେ କବାଟତଡା ଗ୍ୟାଙ୍ଗ ପ୍ରତି ସାବଧାନ! ଆପାର୍ଟମେଣ୍ଟ ପଶି କରୁଛନ୍ତି ଲୁଟ୍

ଭୁବନେଶ୍ୱର: ରାଜଧାନୀରେ ଆତଙ୍କ ଖେଳାଇଛନ୍ତି ଲୁଟେରା। ଅସୁରକ୍ଷିତ ରାଜଧାନୀବାସୀ। ଭୁବନେଶ୍ୱରର ଆପାର୍ଟମେଣ୍ଟରେ ଚାଲିଛି ଲୁଟ୍‌ପାଟ୍। ଚନ୍ଦକା ଥାନା ଅଞ୍ଚଳର ଗୋଠପାଟଣା ସ୍ଥିତ ଆକ୍ରୋପଲିସ୍ ଆପାର୍ଟମେଣ୍ଟରେ ଦୁଇ ଦୁଇଟି ଲୁଟ୍ ଘଟଣା ଫ୍ଲାଟ୍ ମାଲିକଙ୍କୁ ଭୟଭୀତ କରିଛି। ଦିନକ ତଳେ ଏହି…

ଏମିତି ପୁଅ କାହାକୁ ନମିଳୁ, ମାଆକୁ ଦୁଇ ପୁଅ ହତ୍ୟା ଘଟଣାରେ ଚାଞ୍ଚଲ୍ୟ ତଥ୍ୟ

କଟକ: ମାଆକୁ ୨ ପୁଅ ଗଳା କାଟି ହତ୍ୟା କରିବା ଘଟଣାରେ ପୋଲିସ୍ ଦେଲା ଚାଞ୍ଚଲ୍ୟକର ତଥ୍ୟ । ସାମାନ୍ୟ ଝଗଡା ପାଇଁ ପ୍ରତିଶୋଧ ପରାୟଣ ହୋଇ ୨ ପୁଅ ମିଶିକି ନେଇଗଲେ ମାଆ ଜୀବନ । କଟକ ମହାନଦୀ ବିହାରରରେ ଘଟିଥିବା ଅଭାବନୀୟ ଘଟଣାର ଆଜି କାରଣ ଦର୍ଶାଇଛି ପୋଲିସ୍ । ହତ୍ୟା ଘଟଣାକୁ ନେଇ…