Latest Odisha News

BREAKING NEWS

Browsing Category

ଅପରାଧ

ବାଲିଯାତ୍ରାରେ ନାବାଳକଙ୍କ ମୃତ୍ୟୁ ଘଟଣା: ପରିବାର ଲୋକଙ୍କୁ ମିଳିବ କ୍ଷତିପୂରଣ

କଟକ : ଐତିହାସିକ କଟକ ବାଲିଯାତ୍ରାରେ ଗତକାଲି ବିଦ୍ୟୁତ୍‌ ଆଘାତରେ ଜଣେ ଯୁକ୍ତ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଗତସିଂହପୁର ଜୟବଡ଼ର ପ୍ରଭାକର ମନ୍ଥନଙ୍କ ପୁଅ ବିଶ୍ୱପ୍ରକାଶ ମନ୍ଥନ(୧୮)।  ରିଙ୍ଗ ରୋଡର ଦୁଇ ରାସ୍ତା ମଝିରେ ଥିବା ବାଡ଼ରେ ସଜାଯାଇଥିବା ଲିଚୁ ଲାଇଟ ତାର ସଂସ୍ପର୍ଶରେ…

କଟକ ବାଲିଯାତ୍ରାରେ ବଡ ଅଘଟଣ: ବିଦ୍ୟୁତ ଆଘାତରେ ନାବାଳକ ମୃତ

କଟକ : କଟକ ବାଲିଯାତ୍ରାରେ ବଡ ଅଘଟଣ।  କରେଣ୍ଟ ଲାଗି ନାବାଳକ ମୃତ୍ୟୁ ହୋଇଥିବା ଜାଣିବାକୁ ମିଳିଛି। ସାଙ୍ଗମାନଙ୍କ ସହ ବାଲିଯାତ୍ରା ବୁଲିବା ସମୟରେ ସଜା ହୋଇଥିବା ଲିଚୁ ଲାଇଟ୍ ଧରି ଦେବାରୁ ବିଦ୍ୟୁତ ଆଘାତରୁ ନାବାଳକ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ନାବାଳକ ଜଗତସିଂହପୁରର…

ସଡ଼କ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର

ରଣପୁର: ରଣପୁର ବ୍ଲକ ଅନ୍ତର୍ଗତ ଲୋଧାଚୁଆ ଛକଠାରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା ଘଟିଛି।  ଏହି ଦୁର୍ଘଟଣାରେ ଦୁଇ ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ  ଜଣେ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁସାରେ, ରଣପୁର ଏନଏସି  ୯ ନମ୍ବର ମଣିନାଗ ସାହିର ବାସୁଦେବ ମହାପାତ୍ରଙ୍କ ପୁଅ କାଳିଆ…

ବାଣୀବିହାର ରେଳଧାରଣା କଡ଼ରୁ କ୍ଷତାକ୍ତ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ବାଣୀବିହାର ରେଳଧାରଣା କଡ଼ରୁ ଆଜି ଏକ କ୍ଷତାକ୍ତ ମୃତଦେହ ଜବତ କରିଛି ପୋଲିସ। ସ୍ଥାନୀୟ ଲୋକେ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ୍‌ ହସ୍ପିଟାଲ୍‌ ପଠାଇଛି। ମୃତକଙ୍କ ଦେହସାରା କ୍ଷତଚିହ୍ନ ରହିଥିବାରୁ…

ଅବକାରୀ ବିଭାଗକୁ ବଡ ସଫଳତା: ୭୫ କେଜି ଗଞ୍ଜେଇ ଜବତ, ୨ ଗିରଫ

ଅନୁଗୋଳ: ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା। ଅନୁଗୋଳ ଅବକାରୀ ନିରୀକ୍ଷକ ସଦର ରେଞ୍ଜ୍ ଏବଂ ଜିଲ୍ଲା ଭ୍ରାମ୍ୟମାଣ ବିଭାଗର ମିଳିତ ସହଯୋଗରେ ୭୫ କେଜି ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି। ସୂଚନା ଅନୁସାରେ ଆଜି ସକାଳ ୮ ଟା ବେଳେ ବଉଦ ଅଞ୍ଚଳରୁ ଏକ କାରରେ ଦୁଇ ଯୁବକ ଗଞ୍ଜେଇ ନେଇ ଆସୁଥିବା…

ଡାକ୍ତରଙ୍କୁ ୭ଥର ଛୁରୀ ଭୁସିଲେ ରୋଗୀଙ୍କ ପୁଅ

ଚେନ୍ନାଇ: ଚେନ୍ନାଇର କାଲାଇଗାର୍ ସେଞ୍ଚୁରୀ ହସ୍ପିଟାଲରେ ବୁଧବାର ସକାଳେ ଜଣେ ଯୁବକ ଛୁରୀରେ ସରକାରୀ ଡାକ୍ତରଙ୍କ ଉପରେ ଆକ୍ରମଣ କରିଛି। ଡାକ୍ତର ଓପିଡିରେ ଉପସ୍ଥିତ ଥିବାବେଳେ ଏହି ଅଘଟଣ ଘଟିଥିଲା। କର୍କଟ ରୋଗରେ ପିଡିତ ମା’ଙ୍କୁ ଡାକ୍ତର ଭୁଲ ଔଷଧ ଦେଇଥିବା ନେଇ ସନ୍ଦେହ କରି ଉକ୍ତ ଯୁବକ…

ବିଜେପିର ନିର୍ବାଚନୀ ରାଲିରେ ମିଥୁନଙ୍କ ପର୍ସ ଚୋରି

ଧାନବାଦ: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ​​ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାକୁ ଆସିଥିବା ମିଥୁନ ଚକ୍ରବର୍ତ୍ତୀଙ୍କ ପର୍ସ ଚୋରି ହୋଇଯାଇଛି। ସୂଚନା ଅନୁଯାୟୀ, ସେ ଧନବାଦ୍ ଜିଲ୍ଲାର ନିର୍ସା ବିଧାନସଭାରୁ ବିଜେପି ପ୍ରାର୍ଥୀ ଅପର୍ନା ସେନ୍ ଗୁପ୍ତାଙ୍କ ପାଇଁ ପ୍ରଚାର କରିବାକୁ…

ଭାଗିରଥୀ ମାଣ୍ଡାଙ୍ଗି ହତ୍ୟା ମାମଲା: ପୂର୍ବତନ ସାଂସଦ ଏନ.ଭାସ୍କର ରାଓଙ୍କ ନାଁ ରେ ଏନବିଡବ୍ଲ୍ୟୁ

ରାୟଗଡା : ବହୁ ଚର୍ଚ୍ଚିତ ଭାଗିରଥୀ ମାଣ୍ଡାଙ୍ଗି ହତ୍ୟାକାଣ୍ଡ ମାମଲାରେ ପୂର୍ବତନ ରାଜ୍ୟସଭା ସାଂସଦ ତଥା ବର୍ତ୍ତମାନର ଜିଲ୍ଲା ବିଜେଡ଼ି ସଭାପତି ଏନ.ଭାସ୍କର ରାଓଙ୍କ ସମେତ ୬ ଜଣଙ୍କ ନାମରେ ଆଜି ରାୟଗଡା ଏସଡିଜେଏମ କୋର୍ଟ ଜାମିନ ବିହିନ ଗିରଫ ପରୱାନା (ଏନବିଡବ୍ଲ୍ୟୁ ) ଜାରି କରିଛନ୍ତି ।…

ବାଣ ଗୋଦାମ ବିସ୍ଫୋରଣ ଘଟଣାରେ ଘର ମାଲିକଙ୍କ ବିରୋଧରେ ପୋଲିସର ମାମଲା ରୁଜୁ

ଭୁବନେଶ୍ୱର: ଇନଫୋସିଟି ଥାନା ଚୁନୁକୋଳି ବସ୍ତି ନିକଟରେ ଗତକାଲି ବେଆଇନ ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ଏହି ଘଟଣାରେ ଘର ମାଲିକଙ୍କ ନାଁରେ ମାମଲା ରୁଜୁ କଲା ପୋଲିସ। ସୂଚନା ଅନୁସାରେ ସୋମବାର ଏକ ବାଣ ଗୋଦାମରେ ବିସ୍ଫୋରଣ ଘଟିଥିଲା। ଏଥିରେ ଏକାଧିକ ଜୀବନ ବର୍ତ୍ତି ଯାଇଥିବା ବେଳେ…

ଚୁଲି ନିଆଁରେ ପୋଡିଗଲା ୭ ଦିନର ଶିଶୁ କନ୍ଯା

ଉନ୍ନାଓ: କାୟାମପୁର ନିବରୱାରା ଗାଁରେ ଏକ ୭ ଦିନର ଶିଶୁ କନ୍ଯା ଚୁଲିରେ ପଡିଯିବା ଫଳରେ ଗୁରୁତର ଭାବେ ଜଳି ଯାଇଛି। ଏପଟେ ଶିଶୁର ବାପା ତାଙ୍କ ପତ୍ନୀଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। କାୟାମପୁର ନିବରୱାରା ଗାଁର ବାସିନ୍ଦା ସୋନୁ ଜଣେ ଶ୍ରମିକ ଭାବରେ କାର୍ଯ୍ୟ କରନ୍ତି। ତାଙ୍କର…