Latest Odisha News

BREAKING NEWS

Browsing Category

ଅପରାଧ

ଭୁବନେଶ୍ବର ବିମାନବନ୍ଦରରୁ ୪ କୋଟି ଟଙ୍କାର ମରିଜୁଆନା ଜବତ

ଭୁବନେଶ୍ୱର: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (BPIA)ରେ ମଙ୍ଗଳବାର ଦିନ କଷ୍ଟମ୍ସ ଅଧିକାରୀମାନେ ବ୍ୟାଗେଜ୍ ଯାଞ୍ଚ ସମୟରେ ପ୍ରାୟ ୪ କୋଟି ଟଙ୍କା ମୂଲ୍ୟର ହାଇଡ୍ରୋପୋନିକ୍ ଗଞ୍ଜେଇ ଜବତ କରିଛନ୍ତି। ସୂତ୍ର ଅନୁସାରେ, ଯାତ୍ରୀଙ୍କ ଲଗେଜରେ ଦାମୀ ଚୋରା ଦ୍ରବ୍ୟ ଲୁଚାଇ…

ଅବକାରୀ ବିଭାଗର ସ୍ୱତନ୍ତ୍ର ଚଢ଼ାଉ; ୩ ଦିନରେ ୫.୧୮ କୋଟିର ବେଆଇନ ମାଦକ ଦ୍ରବ୍ୟ ଜବତ

ଭୁବନେଶ୍ୱର: ଡିସେମ୍ବର ୨୦ ତାରିଖରେ ଆରମ୍ଭ ହୋଇଥିବା ସ୍ୱତନ୍ତ୍ର ଚଢ଼ାଉ ଅଭିଯାନରେ ଅବକାରୀ ବିଭାଗ ୫୮୧ଟି ମାମଲା ରୁଜୁ କରିବା ସହ ୫.୧୮ କୋଟି ଟଙ୍କାର ବେଆଇନ ମାଦକ ଦ୍ରବ୍ୟ ଓ ସାମଗ୍ରୀ ଜବତ କରିଛି। ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ଏହି ତିନି ଦିନିଆ ଅଭିଯାନରେ ୨୦୦ ଜଣଙ୍କୁ…

ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର ବିମାନବନ୍ଦରରେ ୨ ଯୁବକ ଅଟକ

ଭୁବନେଶ୍ୱର:  ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବାଂଲାଦେଶୀ ନାଗରିକ ସନ୍ଦେହରେ ଦୁଇଜଣ ଯୁବକଙ୍କୁ ଅଟକ ରଖାଯାଇଛି। ସୂଚନା ଅନୁଯାୟୀ, ଏହି ବ୍ୟକ୍ତିମାନେ ଏକ କ୍ୟାବ୍ ଭଡ଼ାରେ ନେଇଥିଲେ କିନ୍ତୁ ସେମାନଙ୍କ ପରିଚୟ ଏବଂ ଗନ୍ତବ୍ୟସ୍ଥଳ ବିଷୟରେ ସଠିକ୍ ବିବରଣୀ ପ୍ରଦାନ…

ଉସମାନ ହାଦି ମାମଲା; ସନ୍ଦିଗ୍ଧ ହତ୍ୟାକାରୀ ଭାରତରେ ଥିବା ଅଭିଯୋଗକୁ ଖଣ୍ଡନ… 

ନୂଆଦିଲ୍ଲୀ: ଡିସେମ୍ବର ୧୨  ତାରିଖରେ ଢାକାରେ ନିର୍ବାଚନ ପ୍ରଚାର ସମୟରେ ଇନକିଲାବ ମଞ୍ଚ ନେତା ସରିଫ ଉସମାନ ହାଦିଙ୍କୁ କିଛି ଦୁବୃର୍ତ୍ତ ଗୁଳି କରିଥିଲେ। ତାଙ୍କୁ ତୁରନ୍ତ  ଚିକିତ୍ସା ପାଇଁ ସିଙ୍ଗାପୁର ନିଆଯାଇଥିଲା କିନ୍ତୁ ଡିସେମ୍ବର ୧୮ ତାରିଖରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଏହାରି…

ପିକନିକ କରିବାକୁ ଆସି ଦାରିଙ୍ଗବାଡିରେ ପିଟାପିଟି…

ଭୁବନେଶ୍ବର: ଦାରିଙ୍ଗବାଡିର ଦୁଲୁରି ପାଇନ୍ ଜଙ୍ଗଲରେ ବଣଭୋଜି ସମୟରେ ରବିବାର ଦିନ ଗଣ୍ଡଗୋଳ ହୋଇଥିଲା। ନିଶାସକ୍ତ କିଛି ପର୍ଯ୍ୟଟକ କୌଣସି କାରଣବଶତଃ ପରସ୍ପର ସହ ଯୁକ୍ତିତର୍କ କରିଥିଲେ। ସୂତ୍ର ଅନୁଯାୟୀ, ଏହି ବିବାଦ ଖୁବ୍ ଶୀଘ୍ର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି ସ୍ଥିତିରେ ପହଞ୍ଚିଥିଲା।…

ବନ୍ଧା ହେଲେ ଫରେଷ୍ଟର, ଘରୁ ମିଳିଲା ପୁଳାପୁଳା ଗହଣା ସହ ନଗଦ…

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ କୋରାପୁଟ ସେମିଳିଗୁଡ଼ା ବନ ବିଭାଗ ଫରେଷ୍ଟର ନିରଞ୍ଜନ ଶତପଥୀଙ୍କୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି। ଭୁବନେଶ୍ୱରରେ ଦୁଇଟି ତିନି ମହଲା କୋଠା ଏବଂ ପ୍ଲଟ୍ ସମେତ ବିପୁଳ ସମ୍ପତ୍ତି ଠାବ ମଧ୍ୟ ହୋଇଛି। ଭିଜିଲାନ୍ସ ଅଧିକାରୀମାନେ ତାଙ୍କ…

ବାଂଲାଦେଶରେ କଳାକାରଙ୍କୁ ଆକ୍ରମଣ, କନସର୍ଟରେ ଭଙ୍ଗାରୁଜା… 

ଢାକା: ବାଂଲାଦେଶର ଫରିଦପୁରରେ ଲୋକପ୍ରିୟ ଗାୟକ ଜେମ୍ସଙ୍କ କନସର୍ଟ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାରେ ୨୦ ଜଣ ଆହତ ହୋଇଥିଲେ। କନସର୍ଟ ଉପରେ କିଛି ଲୋକ ଇଟା ଏବଂ ପଥର ଫିଙ୍ଗିଥିଲେ, ଯେଉଁଥିରେ ଅନେକ ଲୋକ ଆହତ ହୋଇଥିଲେ। ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଏହି କନସର୍ଟ ହୋଇଥିଲା। ସୂଚନା…

ରେଡ୍ ଫ୍ଲାଗ ଘୋଷଣା ହେଲା ଚାନ୍ଦବାଲି ଦୁଷ୍କର୍ମ ଓ ହତ୍ୟା ମାମଲା…

ଭୁବନେଶ୍ୱର: ଭଦ୍ରକ ଜିଲ୍ଲାର ଚାନ୍ଦବାଲି ଅଞ୍ଚଳର ଗୁରୁବାର ଦିନ ଜଣେ ଦଶ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଏବଂ ହତ୍ୟା ମାମଲାକୁ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ୱାଇ ବି ଖୁରାନିଆ ନିନ୍ଦା କରିଛନ୍ତି। ଏହି ମାମଲାର ଖୁବଶୀଘ୍ର ତଦନ୍ତ କରାଯିବ। ଏଥିସହିତ ଏହି ଘଟଣାକୁ 'ରେଡ୍ ଫ୍ଲାଗ୍'…

ଜୁଆ ଆଡ୍ଡାରେ ଅତର୍କିତ ଚଢାଉ; ୭.୭୦ ଲକ୍ଷ ଜବତ ସହ ୮ ଗିରଫ

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ବିଳମ୍ବିତ ରାତିରେ ବରଗାଁ ପୋଲିସ ଏକ ଜୁଆ ଆଡ୍ଡା ଉପରେ ଚଢାଉ କରି ୮ ଜଣଙ୍କୁ ଗିରଫ କରିଛି। ଏଥିସହ ୭.୭୦ ଲକ୍ଷ ଟଙ୍କା ନଗଦ ଟଙ୍କା ଜବତ କରିଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ଜୁଆ ଆଡ୍ଡା ନେଇ ପୋଲିସକୁ ବିଶ୍ଵସ୍ତ ସୂତ୍ରରୁ ଖବର ମିଳିଥିଲା। ଯାହା ପରେ ଏହି…

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ବନ୍ଧା ହେଲେ ବରିଷ୍ଠ ରାଜସ୍ୱ ସହାୟକ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଗୁରୁବାର ଦିନ ସମ୍ବଲପୁରର ମେଜର ସେଟଲମେଣ୍ଟର ସେଟଲମେଣ୍ଟ ଅଫିସରଙ୍କ କାର୍ଯ୍ୟାଳୟରେ ନିଯୁକ୍ତ ବରିଷ୍ଠ ରାଜସ୍ୱ ସହାୟକ ବାସୁଦେବ ଭୋଇଙ୍କୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି। ଡିସେମ୍ବର ୨୪ ତାରିଖରେ ତାଙ୍କ ସହ ଜଡିତ ବିଭିନ୍ନ ସ୍ଥାନରେ…