Latest Odisha News

BREAKING NEWS

Browsing Category

ଅପରାଧ

ଓଡ଼ିଆ ଯୁବତୀଙ୍କୁ ଦିଲ୍ଲୀରେ ଦୁଷ୍କର୍ମ: ୨୧ ଦିନ ଭିତରେ ବ୍ଲାଇଣ୍ଡ କେସ୍‌ର କିପରି ହେଲା ପର୍ଦ୍ଦାଫାସ?

ଭୁବନେଶ୍ୱର/ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାରେ ତିନିଜଣ ଅପରାଧୀଙ୍କୁ ପୁଲିସ ଗିରଫ କରିଛି। ଏହି ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ କବାଡି ହୋଇଥିବାବେଳେ ଜଣେ ଭିକ ମାଗନ୍ତି ଏବଂ ତୃତୀୟ ଅଭିଯୁକ୍ତ ଏକ ଅଟୋ ଚଳାନ୍ତି। ତେବେ ସବୁଠୁ ବଡ଼ କଥା ହେଉଛି ୨୧ ଦିନ ଭିତରେ ଏହି…

ସୀମାନ୍ତରେ ମାଓବାଦୀ-ଯବାନ ଗୁଳି ବିନିମୟ, ଦୁଇ ମାଓବାଦୀ ନିହତ

ମାଲକାନଗିରି:  ସୀମାନ୍ତରେ ମାଓବାଦୀ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀଙ୍କର ମୃତ୍ୟୁ ହୋଇଛି। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ରାଜ୍ୟର ବିଜାପୁର ଜିଲ୍ଲା ଉସୁର-ବାସାଗୁଡା-ପମେଡ ଜଙ୍ଗଲରେ ମାଓବାଦୀଙ୍କ ଗୁପ୍ତ ବୈଠକ ଚାଲିଥିବା ଖବର ପାଇ…

ବୟଫ୍ରେଣ୍ଡ…ବ୍ଲାକମେଲିଂ…ଗଣଦୁଷ୍କର୍ମ !

କଟକ: ବୟଫ୍ରେଣ୍ଡ ଦେଇଥିଲା ବିଶ୍ବାସରେ ବିଷ ! ଆପତ୍ତିଜନକ ଭିଡିଓ ଦେଖାଇ ବ୍ଲାକମେଲିଂ ! କଲେଜ ଛାତ୍ରୀଙ୍କୁ ବାରମ୍ବାର ଗଣଦୁଷ୍କର୍ମ! ବନ୍ଧାହେଲେ ବୟଫ୍ରେଣ୍ଡ ସହ ୬ଅଭିଯୁକ୍ତ । କଟକରେ ଏଭଳି ସାଂଘାତିକ ଅଭିଯୋଗ ଆସିଛି । ଛାତ୍ରୀଙ୍କ ବୟଫ୍ରେଣ୍ଡ ଓ ତାଙ୍କ ସାଙ୍ଗମାନେ ମିଶି ତାଙ୍କୁ…

କୋଟିଏ ଟଙ୍କାର ଗଞ୍ଜେଇ ଜବତ, ୪ ଗିରଫ

ଦେବଗଡ଼: ଏସଟିଏଫକୁ ବଡ଼ ସଫଳତା। ଦେବଗଡ଼ ଜିଲ୍ଲାରେ ଚଢ଼ଉ କରି ୧ ଟନ୍ ଗଞ୍ଜେଇ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି। ରିଆମାଳ ଥାନା ବଞ୍ଜାରୀ ଗାଁର ଏକ ଷ୍ଟକ ୟାର୍ଡରୁ ଜବତ ହୋଇଛି ୧ ଟନ୍ ଗଞ୍ଜେଇ। ଏକ ଟ୍ରକରୁ ୮୭ଟି ଗଂଜେଇ ଭର୍ତ୍ତି ଅଖା ଜବତ କରିଥିଲା STF। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ…

କଲେଜରେ ଛାତ୍ରଙ୍କୁ ରାଗିଂ ଅଭିଯୋଗ, ୫ ସିନିୟର ନିଲମ୍ବିତ

କେନ୍ଦୁଝର: କେନ୍ଦୁଝର ଜିଲ୍ଲାର ଏକ ସରକାରୀ ଇଞ୍ଜିନିୟରିଂ କଲେଜରେ ଜୁନିୟରଙ୍କୁ ରାଗିଂ କରିବା ଅଭିଯୋଗରେ ପାଞ୍ଚ ଜଣ ଛାତ୍ରଙ୍କୁ ଏକ ବର୍ଷ ପାଇଁ ନିଲମ୍ବିତ କରାଯାଇଛି। ଇଞ୍ଜିନିୟରିଂ କଲେଜର ଜଣେ ଦ୍ୱିତୀୟ ବର୍ଷର ଛାତ୍ର ତାଙ୍କ ସିନିୟରଙ୍କ ବିରୋଧରେ ରାଗିଂ ଅଭିଯୋଗ କରିବା ପରେ କଲେଜ…

ତାନ୍ତ୍ରିକର ପ୍ରରୋଚନାରେ ସ୍ତ୍ରୀ ସହ ୩ ଛୁଆଙ୍କୁ ହତ୍ୟା

ବାରଣାସୀ: ବାରଣାସୀର ଭଦାଇନି ଅଞ୍ଚଳରେ ନିଜ ପରିବାରର ଚାରିଜଣ ସଦସ୍ୟଙ୍କୁ ହତ୍ୟା କରିବା ପରେ ଜଣେ ବ୍ୟକ୍ତିଙ୍କ ଆତ୍ମହତ୍ୟା କରିଛନ୍ତି। ଏହି ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ରାଜେନ୍ଦ୍ର ଗୁପ୍ତା ନାମକ ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ନୀତୁ, ଝିଅ ଏବଂ ଦୁଇ ପୁଅଙ୍କ ସହ…

ସ୍ୱାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣା: ସ୍ୱାମୀ ରଚିଥିଲା ଷଡ଼ଯନ୍ତ୍ର

କୋରାପୁଟ: ସ୍ଵାମୀକୁ ଗଛରେ ବନ୍ଧି ସ୍ତ୍ରୀକୁ ହତ୍ୟା ଘଟଣାରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ। ସମସ୍ତ ସସପେନ୍ସ ଉପରୁ ପରଦା ହଟାଇଲା କୋରାପୁଟ ନନ୍ଦପୁର ପୋଲିସ। ସ୍ତ୍ରୀକୁ ହତ୍ୟା କରିବା ପାଇଁ ସ୍ବାମୀ ରଚିଥିଲା ସାଂଘାତିକ ଷଡ଼ଯନ୍ତ୍ର । ମୁଖ୍ୟ ଅଭିଯୁକ୍ତ ତଥା ସ୍ବାମୀ ମହେନ୍ଦ୍ର ଖରା ସହ ଦୁଇ…

ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣାକୁ ବିରୋଧ, ରାଜ୍ୟପାଳଙ୍କୁ କଂଗ୍ରେସର ଦାବିପତ୍ର

ବୁବନେଶ୍ଵର: କନ୍ଧମାଳରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟଣାରେ ଜୋର ଧରିଛି ରାଜନୀତି। ଏହି ଘଟଣା ପାଇଁ ରାଜ୍ୟ ସରକାରଙ୍କ ଅପାରଗତା ତଥା ଦାୟିତ୍ଵହୀନତାକୁ ଦାୟୀ କରି ରାଜ୍ୟପାଳଙ୍କୁ ଭେଟିଛି କଂଗ୍ରେସ ପ୍ରତିନିଧି ଦଳ। କଂଗ୍ରେସ ନେତା ଶ୍ରୀକାନ୍ତ ଜେନା, ମହମ୍ମଦ ମୋକିମ୍, ସନ୍ତୋଷ ସିଂ…

ଭିଜିଲାନ୍ସ ଜାଲରେ ଏଡିପିଏଚର ବରିଷ୍ଠ କିରାଣି

କେନ୍ଦୁଝର : ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ଅତିରିକ୍ତ ମୁଖ୍ୟ ଚିକିତ୍ସାଧିକାରୀ କାର୍ଯ୍ୟାଳୟର ବରିଷ୍ଠ କିରାଣି ଶେଖରଲାଲ ସାହୁ। ଅନୈତିକ ଉପାୟରେ ଠୁଳ ହୋଇଥିବା ୨ ଲକ୍ଷ ୮୦ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ। କେନ୍ଦୁଝର ସହରର ଅଜନ୍ତା ହୋଟେଲ୍ ସମ୍ମୁଖରୁ କିରାଣି ଶେଖରଲାଲଙ୍କ…

ନାବାଳିକାଙ୍କୁ ହୋଟେଲରେ ଦୁଷ୍କର୍ମ କଲେ, ହୃଦଘାତରେ ଜୀବନ ଗଲା

ମୁମ୍ବାଇ: ମୁମ୍ବାଇର ଏକ ହୋଟେଲରୁ ୪୧ ବର୍ଷିୟ ମ୍ୟାନେଜରଙ୍କ ମୃତଦେହ ମିଳିଥିଲା। ଗୁଜୁରାଟର ଜଣେ ବ୍ୟକ୍ତି ନାବାଳିକାଙ୍କ ସହିତ ମୁମ୍ବାଇର ଏକ ହୋଟେଲରେ ପହଞ୍ଚିଥିଲେ। ସେଠାରେ ମିଛ ପରିଚୟ ଦେଇ ରହିବା ସହ ନାବାଳିକାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଏହି ସମୟରେ ତାଙ୍କ…