Latest Odisha News

BREAKING NEWS

Browsing Category

ଅପରାଧ

ଦେଶୀ ମଦ ବିକ୍ରି ଓ ଚାଲାଣ ଅଭିଯୋଗରେ ଜଣେ ଗିରଫ

ଭୁବନେଶ୍ଵର: ରାଜଧାନୀରେ ଚାଲିଛି ବେଆଇନ ଦେଶୀ ମଦ ବିକ୍ରି ଓ ଚାଲାଣ। ବେଆଇନ ଦେଶୀ ମଦ ବିକ୍ରି ଓ ଚାଲାଣ ଅଭିଯୋଗରେ ନନ୍ଦନକାନନ ପୁଲିସ ଜଣେ ମଦ ବେପାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନା ଅନୁସାରେ, ବିଶ୍ଵସ୍ତ ସୂତ୍ରରୁ ସୂଚନା ଆଧାରରେ ନନ୍ଦନକାନନ ଥାନାଧିକାରୀଙ୍କ ନିର୍ଦ୍ଦେଶ…

ଠିକାଦାରଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ କେନ୍ଦ୍ରୀୟ ଜିଏସଟି ଅଧିକାରୀ, ମାଡି ବସିଲା ସିବିଆଇ

ଭୁବନେଶ୍ୱର: ସିବିଆଇ ଜାଲରେ ଜଣେ କେନ୍ଦ୍ରୀୟ ଜିଏସଟି ଅଧିକାରୀ। ଜଣେ ଠିକାଦାରଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ହାତରେ ଧରା ପଡ଼ିଛନ୍ତି ବ୍ରହ୍ମପୁର ସ୍ଥିତ କେନ୍ଦ୍ରୀୟ ଜିଏସଟି କାର୍ଯ୍ୟାଳୟର ଅଧିକ୍ଷକ ମନୋଜ କୁମାର ସୁବୁଦ୍ଧି। ଲାଞ୍ଚ ନେବା ବେଳେ ସିଜିଏସଟିର…

ଦିନକୁ ଦିନ ବଢୁଛି ସାଇବର ଠକଙ୍କ ଦୌରାତ୍ମ୍ଯ, ୬ ମାସରେ ୩୬ କୋଟି ଲୁଟିଲେ

ଭୁବନେଶ୍ୱର: ଦିନକୁ ଦିନ ବଢିଚାଲିଛି ସାଇବର ଠକଙ୍କ ଦୌରାତ୍ମ୍ଯ। ଶିକାର ହେଉଛନ୍ତି ଜନତା। ଗତ ୬ ମାସ ମଧ୍ୟରେ ଭୁବନେଶ୍ୱରରେ ସାଇବର ଅପରାଧ ଜନିତ ୨ ହଜାର ୩୯୪ଟି ରିପୋର୍ଟ ଥାନାକୁ ଆସିଛି। ସାଇବର ଲୁଟେରାଙ୍କ ଟାର୍ଗେଟରେ ଅଛନ୍ତି ସାଧାରଣ ଜନତା । ୨୦୨୪ ଜାନୁଆରୀରୁ ଜୁନ୍ ମାସ ଅର୍ଥାତ୍ ଗତ…

ନକଲି ଜର୍ଦ୍ଦା କାରଖାନାରେ ଚଢାଉ, ୬୫ ଲକ୍ଷ ମୂଲ୍ୟର ନକଲି ଜର୍ଦ୍ଦା ଜବତ

ଭଦ୍ରକ: ଭଦ୍ରକରୁ ନକଲି ଜର୍ଦ୍ଦା କାରଖାନା ଠାବ । ଏହି ନକଲି ଜର୍ଦ୍ଦା କାରଖାନାରୁ ପ୍ରାୟ ୬୫ ଲକ୍ଷର ନକଲି ଜର୍ଦ୍ଦା ଜବତ କରିଛି ପୋଲିସ । ଭଦ୍ରକ ପୁରୁଣାବଜାର ଥାନା ହେଲାସାହିରେ ଥିବା ଏକ ନକଲି ଜର୍ଦ୍ଦା କାରଖାନାରେ ଚଢାଉ କରିଥିଲା ପୋଲିସ । ଚଢାଉ ସମୟରେ ନାମୀଦାମୀ କମ୍ପାନୀର ଲୋଗୋ,…

ଯାତ୍ରୀଙ୍କ ବ୍ୟାଗରୁ ବାହାରିଲା ପୁଳାପୁଳା ଟଙ୍କା ଓ ସୁନା

ତିରୁଚିରାପଲ୍ଲୀ: ଟ୍ରେନ୍ ଯାତ୍ରୀଙ୍କ ବ୍ୟାଗ ଯାଞ୍ଚ ବେଳେ ବାହାରିଲା ଟଙ୍କା ସାଙ୍ଗକୁ ପୁଳା ପୁଳା ସୁନା। ଏପରି ଘଟଣା ତାମିଲନାଡ଼ୁର ତିରୁଚିରାପଲ୍ଲୀରେ ଘଟିଛି। ଯାତ୍ରୀଙ୍କ ବ୍ୟାଗରୁ ୧.୮୯ କୋଟିର ଗହଣା ଜବତ କରିବା ସହ ୧୫ଲକ୍ଷ ଟଙ୍କାର କ୍ୟାସ୍‌ ଜବତ କରିଛି। ଏହି ମାମଲାରେ ଚେନ୍ନାଇରୁ…

ପୁଅ ପାଇଁ ପଦବୀ ହରାଇଲେ ଶିବସେନା ନେତା

ମୁମ୍ବାଇ: ପୁଅ ପାଇଁ ପଦବୀ ହରାଇଲେ ଶିବସେନା ନେତା। ୱର୍ଲି ‘ହିଟ୍ ଆଣ୍ଡ ରନ୍’ ମାମଲାର ଅଭିଯୁକ୍ତ ମିହିର ଶାହାଙ୍କୁ ମଙ୍ଗଳବାର ଗିରଫ କରିଥିଲା ପୋଲିସ। ଶିବସେନା ନେତା ରାଜେଶ ଶାହଙ୍କ ପୁଅ ହେଉଛନ୍ତି ମିହିର।ରାଜେଶ ଶାହ ପାଲଘରର ଉପନେତା ଥିଲେ। ଶିବସେନା ସଚିବ ସଞ୍ଜୟ ମୋର ଏକ…

ରାଜ୍ୟର ବିନା ଅନୁମତିରେ ତଦନ୍ତ କରିପାରିବନି ସିବିଆଇ

ମୁମ୍ବାଇ: ସନ୍ଦେଶଖାଲି ମାମଲାର ତଦନ୍ତ ଉପରେ ମମତା ବାନାର୍ଜୀ ସରକାରଙ୍କୁ ସୁପ୍ରିମକୋର୍ଟରୁ ମିଳିଛି ବଡ଼ ବିଜୟ। ରାଜ୍ୟର ବିନା ଅନୁମତିରେ ସନ୍ଦେଶଖାଲି ଯୌନ ନିର୍ଯାତନା ମାମଲାର CBI ହସ୍ତକ୍ଷେପ କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଆଜି ଏ ସମ୍ପର୍କିତ ମାମଲା ଉପରେ ଶୁଣାଣି…

ଭିଜିଲାନ୍ସ ଜାଲରେ ଆରଆଇ: ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ

କନ୍ଧମାଳ: ଜଣେ ବ୍ୟକ୍ତିଙ୍କ ଜମି ପଟ୍ଟା ବାବଦରେ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ। କନ୍ଧମାଳ ଜିଲ୍ଲା କୋଟଗଡ଼ ତହସିଲ ଦୁର୍ଗପଙ୍ଗ ଅଞ୍ଚଳର ଆରଆଇ ଦିଲିପ ସାହୁ ଲାଞ୍ଚ ନେବା ବେଳେ ଓଡିଶା ଭିଜିଲାନ୍ସ ଚଢଉ କରିଛି। ସୂଚନା ଅନୁଯାୟୀ, ଆରଆଇ…

ବାଘ ଛାଲ ବିକ୍ରି ପାଇଁ ହେଉଥିଲା ଡିଲ୍‌: ମାଡିବସିଲା ଏସ୍‌ଟିଏଫ, ଗିରଫ ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ନୂଆପଡ଼ା: ବନ୍ୟପ୍ରାଣୀ ଶିକାର ଓ ଏହାର ବ୍ୟବସାୟୀଙ୍କ ସଂଖ୍ୟା ବଢ଼ିଚାଲିଛି। ନୂଆପଡ଼ା ଜିଲ୍ଲାରେ ଗତ ଦୁଇ ତିନି ବର୍ଷ ମଧ୍ୟରେ ପ୍ରତ୍ୟେକ ଦୁଇ ତିନି ମାସରେ ବ୍ୟବସାୟୀ ମାନେ ଗିରଫ ହୋଇ କୋର୍ଟ ଚାଲାଣ ହେଉଥିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି । ଗତ ଦୁଇ ମାସ ତଳେ ଖଡ଼ିଆଳ ସହରରେ ବାଘ ଛାଲ…

ବ୍ୟବସାୟୀଙ୍କ ଅଳଙ୍କାର ଭର୍ତ୍ତି ବ୍ୟାଗ ଲୁଟିନେଲେ ଦୁର୍ବୃତ୍ତ

ବ୍ରହ୍ମପୁର: ବ୍ୟବସାୟୀଙ୍କ ଅଳଙ୍କାର ଭର୍ତ୍ତି ବ୍ୟାଗ ଲୁଟିନେଲେ ଦୁର୍ବୃତ୍ତ। ଗଞ୍ଜାମ ଜିଲ୍ଲା ଚମାଖଣ୍ଟି ଥାନା ନରେନ୍ଦ୍ରପୁର ଛକରେ ଘଟିଛି ଏହି ଲୁଟି ଘଟଣା। ଲୁଟ୍‌ ସୁନା ଓ ରୁପା ଅଳଙ୍କାର ମୂଲ୍ୟ ୭ ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି। ବାଇକ ରଖି ଜଳଖିଆ ଖାଉଥିବା ବେଳେ ଲୁଟ୍‌ର ଶିକାର…