Latest Odisha News

BREAKING NEWS

Browsing Category

ଅପରାଧ

ଦୁଷ୍କର୍ମ ଓ ହତ୍ୟା ମାମଲା; ବିଜେଡ଼ି ଓ କଂଗ୍ରେସ ପକ୍ଷରୁ ଆସନ୍ତାକାଲି ଚାନ୍ଦବାଲି ବନ୍ଦ ଡାକରା

ଭୁବନେଶ୍ୱର: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ଅଭିଯୋଗକୁ ନେଇ ଆସନ୍ତାକାଲି ବିଜୁ ଜନତା ଦଳ (ବିଜେଡି) ଏବଂ କଂଗ୍ରେସ ପକ୍ଷରୁ ଛଅ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି। ଏନେଇ…

ଅବକାରୀ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଚଢ଼ାଉ; ୬୨.୦୩ ଲକ୍ଷ ଟଙ୍କାର ବେଆଇନ ସାମଗ୍ରୀ ଜବତ

ଭୁବନେଶ୍ୱର: ଚଳିତ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ସ୍ୱତନ୍ତ୍ର ଚଢ଼ାଉ ଅଭିଯାନର ତୃତୀୟ ଦିନ। ଅବକାରୀ ବିଭାଗ ପକ୍ଷରୁ ୨୧୧ଟି ମାମଲା ରୁଜୁ ହେବା ସହ ୬୨.୦୩ ଲକ୍ଷ ଟଙ୍କା ମୂଲ୍ୟର ବେଆଇନ ସାମଗ୍ରୀ ଜବତ ହୋଇଛି । ସୂଚନା ଅନୁସାରେ, ଏହି ଅଭିଯାନ ସମୟରେ ୧୩୬ ଜଣଙ୍କୁ ଗିରଫ କରାଯାଇଥିବା…

ଲାଞ୍ଚ ଅଭିଯୋଗରେ ସିଏଚଏସଇର ପୂର୍ବତନ କର୍ମଚାରୀଙ୍କୁ ୩ ବର୍ଷ ଜେଲ 

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ)ର ପୂର୍ବତନ ଜୁନିଅର ଡାଏରିଷ୍ଟ ଅଜୟ କୁମାର ମହାନ୍ତିଙ୍କୁ ଲାଞ୍ଚ ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରିଛନ୍ତି ଭୁବନେଶ୍ୱରର ଭିଜିଲାନ୍ସ କୋର୍ଟ। ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ଅଜୟ ମହାନ୍ତିଙ୍କୁ ଦୁର୍ନୀତି ନିବାରଣ ଆଇନ, ୧୯୮୮ର…

୧୪ କୋଟି ଠକେଇ ଅଭିଯୋଗ; ବିଳାସପୂର୍ଣ୍ଣ କାର, ଦାମୀ ସାମଗ୍ରୀ ଜବତ

ଭୁବନେଶ୍ୱର: ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ) ଅଧିକାରୀଙ୍କ ପରିଚୟ ନେଇ ଏକ ବଡ଼ ଧରଣର ଠକେଇ ରାକେଟର ପର୍ଦ୍ଦାଫାଶ। ଏହି ଘଟଣାରେ ଓଡ଼ିଶା ପୋଲିସର ଅର୍ଥନୈତିକ ଅପରାଧ ଶାଖା (EOW) ଗିରଫ ଅଭିଯୁକ୍ତଙ୍କ ବିଳାସପୂର୍ଣ୍ଣ କାର, ଉଚ୍ଚମାନର ମୋବାଇଲ୍ ଫୋନ୍ ଏବଂ ବୃତ୍ତିଗତ ଉପକରଣ ସମେତ ବିଭିନ୍ନ…

ପ୍ରେମ କଲା ବାୟା; ପ୍ରେମୀ ସହ ମିଶି ସ୍ବାମୀଙ୍କୁ ଗ୍ରାଇଣ୍ଡିଂ କରିଦେଲେ…

ଲକ୍ଷ୍ନୌ: ମେରଠର ମୁସ୍କାନ ମାମଲା ପରି ଉତ୍ତରପ୍ରଦେଶ ସମ୍ଭଲ ଜିଲ୍ଲାରେ ସମାନ ଘଟଣା ଘଟିଛି। ଯେଉଁଠାରେ ଜଣେ ମହିଳା ପ୍ରେମୀ ସହ ମିଶି ନିଜ ସ୍ୱାମୀଙ୍କୁ ହତ୍ୟା କରିବାକୁ ପଛାଇ ନାହିଁ। ଏହି ମାମଲାରେ ପୋଲିସ ଅଭିଯୁକ୍ତ ମହିଳା ଏବଂ ତାଙ୍କ ପ୍ରେମିକଙ୍କୁ ଗିରଫ କରିଥିବା ଜଣାପଡିଛି।…

ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ ହେଲା ସହିଦନଗର ଗଣଦୁଷ୍କର୍ମ ମାମଲା

ଭୁବନେଶ୍ୱର: ସହିଦ ନଗରର ଏକ ଭଡ଼ା ଘରେ ୧୭ ବର୍ଷୀୟା ଯୁବତୀଙ୍କ ସହ ହୋଇଥିବା ଗଣଦୁଷ୍କର୍ମ ମାମଲାକୁ ଓଡ଼ିଶା କ୍ରାଇମ୍ ବ୍ରାଞ୍ଚ 'ରେଡ୍ ଫ୍ଲାଗ୍' ଭାବରେ ବର୍ଗୀକୃତ କରିଛି। କମିଶନରେଟ୍ ପୋଲିସକୁ ତଦନ୍ତରେ ସହଯୋଗ କରିବ କ୍ରାଇମବ୍ରାଞ୍ଚ। କ୍ରାଇମ୍ ବ୍ରାଞ୍ଚ ଡିଜିପି ମାମଲାକୁ କଡ଼ାକଡ଼ି…

ପତ୍ନୀଙ୍କୁ ଘର ଖର୍ଚ୍ଚର ହିସାବ ମାଗିବା କ୍ରୁରତା ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସ୍ତ୍ରୀଙ୍କଠାରୁ ଘର ଖର୍ଚ୍ଚର ହିସାବ ମାଗିବା କ୍ରୁରତା ନୁହେଁ। ଏନେଇ ଶୁକ୍ରବାର ଦିନ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ ସ୍ୱାମୀ, ସ୍ତ୍ରୀଙ୍କୁ ଘର ଖର୍ଚ୍ଚ ଜନିତ ଏକ ଏକ୍ସେଲ ସିଟ୍ ପ୍ରସ୍ତୁତ କରିବାକୁ କହିଥିଲେ। ଯାହାକୁ ନେଇ…

୩୦,୦୦୦ ଲାଞ୍ଚ ନେଇ ଗିରଫ ଓଆରଏସ ଅଧିକାରୀ

ଭୁବନେଶ୍ବର: ଓଡ଼ିଶା ଭିଜିଲାନ୍ସ ଅଧିକାରୀ ଯାଜପୁର ବିଞ୍ଝାରପୁର ତହସିଲର ଅତିରିକ୍ତ ତହସିଲଦାର ତଥା ଓଆରଏସ ଅଧିକାରୀ ପ୍ରଦୀପ୍ତ କୁମାର ସେଠୀଙ୍କୁ ଶୁକ୍ରବାର ଦିନ ଗିରଫ କରିଛନ୍ତି। ସେ ଜଣେ ଜମି ମାଲିକଙ୍କଠାରୁ ୩୦,୦୦୦ ଟଙ୍କା ଲାଞ୍ଚ ଗ୍ରହଣ କରି ଫସିଛନ୍ତି। ସରକାରୀ ସୂତ୍ର ଅନୁଯାୟୀ,…

ସ୍କୁଲ ସାଇନ୍ ବୋର୍ଡ ପଡ଼ି ଜଣେ ଛାତ୍ର ମୃତ, ୨ ଆହତ

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ବଡ଼ଭୁଣ୍ଡୁରେ ଥିବା ଏକ ସରକାରୀ ସ୍କୁଲରେ ସାଇନବୋର୍ଡ ଭୁଶୁଡ଼ି ପଡ଼ିବା ଫଳରେ ଜଣେ ଛାତ୍ରଙ୍କର ମୃତ୍ୟୁ ହେବା ସହ ଅନ୍ୟ ଦୁଇଜଣ ଆହତ ହୋଇଥିବା ସୂଚନା ମିଳିଛି। ତେବେ ଶୁକ୍ରବାର ଅପରାହ୍ନରେ ସ୍କୁଲ କ୍ୟାମ୍ପସ ଭିତରେ କିଛି ଛାତ୍ର ଖେଳୁଥିବା ସମୟରେ…

ଫରେଷ୍ଟ ରେଞ୍ଜ ଅଧିକାରୀଙ୍କ ଘରେ ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ରେଡ୍…

ଜଗତସିଂହପୁର: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ଓଡ଼ିଶା ଭିଜିଲାନ୍ସ ଫରେଷ୍ଟ ରେଞ୍ଜ ଅଧିକାରୀ ରାଜେନ୍ଦ୍ର ସାମନ୍ତରାୟଙ୍କ ସହ ଜଡିତ ଚାରିଟି ସ୍ଥାନରେ ଚଢାଉ କରିଛନ୍ତି। ରାଜେନ୍ଦ୍ର ସାମନ୍ତରାୟ ଜଗତସିଂପୁର ଜିଲ୍ଲାର ରାହାମା ଫରେଷ୍ଟ ରେଞ୍ଜରେ କାର୍ଯ୍ୟରତ। ତାଙ୍କ ଜ୍ଞାତ…