Latest Odisha News

BREAKING NEWS

Browsing Category

ଅପରାଧ

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାରଲୋକେ

ରାୟଗଡା: ରାୟଗଡା ଜିଲ୍ଲା ଗୁଣୁପୁର ଥାନା ଅନ୍ତର୍ଗତ ବାୟାଗୁଡା ଗ୍ରାମରେ ଚାଞ୍ଚଲ୍ୟ । ଘର ଭିତରୁ ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ଆଜି ସକାଳୁ ଉଦ୍ଧାର କରିଛି ଗୁଣୁପୁର ପୋଲିସ । ମୃତ ମହିଳା ଜଣକ ଗୁଣୁପୁରର ସନ୍ତୋସି ବାଉରୀ ବୋଲି ଜଣାପଡିଛି । ବାୟାଗୁଡା…

ନିର୍ବାଚନ ପୂର୍ବରୁ ବରଗଡ଼ ପୋଲିସକୁ ବଡ଼ ସଫଳତା: ଗାଡ଼ି ଚେକିଂ ବେଳେ ୧୦ ଲକ୍ଷ ଟଙ୍କା ଜବତ, ଜଣେ ଗିରଫ

ବରଗଡ଼: ନିର୍ବାଚନକୁ ଆଉ କିଛି ଦିନ ବାକି ଥିବା ବେଳେ ବରଗଡ଼ ଟାଉନ ପୋଲିସକୁ ମିଳିଛି ବଡ଼ ସଫଳତା।ଚେକିଙ୍ଗ ସମୟରେ ଏକ ପିକଅପ୍ ଗାଡ଼ିରୁ ଧରାପଡ଼ିଲା ୧୦ ଲକ୍ଷ ଟଙ୍କା । ଟାଉନ ପୋଲିସ ପିକଅପ୍ ଗାଡ଼ିକୁ ଏବଂ ୧୦ ଲକ୍ଷ ଟଙ୍କା ଜବତ କରିବା ସହିତ ଜଣେ ବ୍ୟକ୍ତିଙ୍କୁ ଥାନାରେ ଅଟକ ରଖିଛି। ସୂଚନା…

ଶ୍ରୀମନ୍ଦିରରେ ଏଏସଆଇ ମହିଳା ଶ୍ରମିକଙ୍କୁ ମାଡ଼ ମାରିଲେ ସେବାୟତ

ପୁରୀ: ଶ୍ରୀମନ୍ଦିରରେ ଏଏସଆଇ ମହିଳା ଶ୍ରମିକଙ୍କୁ ମାଡ଼ ମାରିଲେ ସେବାୟତ। ଏନେଇ ମହିଳା ଶ୍ରମିକଙ୍କ ପକ୍ଷରୁ ସିଂହଦ୍ଵାର ଥାନାରେ ଏତେଲା ଦେଲେ ମହିଳା ଶ୍ରମିକ ପୂର୍ଣ୍ଣିମା ବେହେରା। ଦକ୍ଷିଣ ଦ୍ୱାର ଗୁମୁଟ ମରାମତି ସହ ଓ ରୋଷଶାଳାର ପାଖରେ କାର୍ଯ୍ୟ ଚାଲୁଥିବା ବେଳେ ମହିଳା ଶ୍ରମିକ ବସି…

ରାଜଧାନୀର ଓଭରବ୍ରିଜ୍‌ରେ ଗୁଳିମାଡ଼, ଏଏସଆଇଙ୍କୁ ହତ୍ୟା

ନୂଆଦିଲ୍ଲୀ: ଦିଲ୍ଲୀର ମିତ୍‌ ନଗର ସ୍ଥିତ ଓଭରବ୍ରିଜ୍‌ରେ ଗୁଳିମାଡ଼। ଓଭରବ୍ରିଜ୍‌ରେ ଏଏସ୍‌ଆଇଙ୍କ ଉପରକୁ ହେଲା ଘନ ଘନ ଗୁଳିମାଡ। ଘଟଣାସ୍ଥଳରେ ହିଁ ଟଳି ପଡିଲେ ପୋଲିସ ଏଏସ୍‌ଆଇ। ସେହିପରି ଆଉ ଜଣେ ଆହତ ହୋଇଛନ୍ତି। ଏହି ଘଟଣା ପରେ ଅଭିଯୁକ୍ତ ଜଣକ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି।…

ସମୁଦ୍ର କୂଳରୁ ଠାବ ହେଲା ନିଖୋଜ ଥିବା ବ୍ୟକ୍ତିଙ୍କ ମୃତଦେହ

ପୁରୀ: ଅସ୍ତରଙ୍ଗ ଥାନା ଅନ୍ତର୍ଗତ ଗୁଣ୍ଡଳବା ନିକଟ ସମୁଦ୍ର କୂଳରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତି ଜଣଙ୍କ ଆଇଁସଣିଆ ଗ୍ରାମର ରାଧୁ ସ୍ୱାଇଁ ବୋଲି ଜଣାପଡ଼ିଛି। ତାଙ୍କ ଦେହରେ ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି। ସୂଚନାନୁସାରେ ମୃତକ ମଙ୍ଗଳବାର ଅପରାହ୍ନରେ…

ଅବକାରୀ ବିଭାଗକୁ ବଡ଼ ସଫଳତା: ୪ ଲକ୍ଷ ଟଙ୍କାର ନକଲି ମଦ ଓ ମଦ ପ୍ୟାକିଂ ସାମଗ୍ରୀ ଜବତ

ରାଉରକେଲା: ସାଧାରଣ ନିର୍ବାଚନକୁ କିଛି ଦିନ ବାକି ଥିବା ବେଳେ ଅବକାରୀ ବିଭାଗ ପକ୍ଷରୁ ମଦ ବିରୋଧରେ ଚାଲିଛି ସ୍ପେସିଆଲ ଡ୍ରାଇଭ। ତେବେ ନିର୍ବାଚନ ପୂର୍ବରୁ ରାଉରକେଲା ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। ଓଡ଼ିଶାରେ ତିଆରି ହେଉଥିବା ନକଲି ମଦକୁ ରାସ୍ତା ପାର୍ଶ୍ୱ ଢ଼ାବା ଓ ହୋଟେଲ୍‌କୁ…

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୧୮ ଜଣ ନକ୍ସଲ, ସର୍ଚ୍ଚ ଅପରେସନ ଜାରି

ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଛତିଶଗଡର କାଙ୍କେର ଜିଲ୍ଲାର ସୀମା ସୁରକ୍ଷା ବଳୟ (ବିଏସ୍ଏଫ୍) ଏବଂ ଜିଲ୍ଲା ରିଜର୍ଭ ଗାର୍ଡ (ଡିଆରଜି) ର ମିଳିତ ଅପରେସନରେ ଜଣେ ବରିଷ୍ଠ ନେତାଙ୍କ ସମେତ ଅତିକମରେ ୧୮ ଜଣ ମାଓବାଦୀଙ୍କ ନିହତ ହୋଇଛନ୍ତି। ନକ୍ସଲ…

ବାଙ୍କୀରେ ବୋମା ବିସ୍ଫୋରଣ, ୧୫ରୁ ଅଧିକ ଆହତ

କଟକ: ବାଙ୍କୀ ଥାନା ଭେଡ଼ା ରାମଚନ୍ଦ୍ରପୁର ଗାଁରେ ବୋମା ବିସ୍ଫୋରଣ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୋମାମାଡ଼ ହୋଇଛି। ଏହି ଘଟଣାରେ ୧୫ରୁ ଅଧିକ ଆହତ ବେଳେ, ୨ଜଣ ଗୁରୁତର ଅଛନ୍ତି। ଦୁଇ ସାହି ମଧ୍ୟରେ ପୂର୍ବ ଶତ୍ରୁତାକୁ ନେଇ ବୋମାମାଡ଼ କରାଯାଇଥିବା ସୂଚନା ରହିଛି । ଆହତ ୧୫ ଜଣଙ୍କୁ ବାଙ୍କୀ…

ଗୁଣିଗାରେଡି ସନ୍ଦେହରେ ବୃଦ୍ଧ ଦମ୍ପତ୍ତିଙ୍କୁ କରିଥିଲା ହତ୍ୟା, ଦୋଷୀକୁ ମିଳିଲା ଆଜୀବନ କାରାଦଣ୍ଡ

ରାଉରକେଲା: ଡାହାଣୀ ସନ୍ଦେହରେ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା ଘଟଣାରେ ଦୋଷୀକୁ ଆଜୀବନ କାରାଦଣ୍ଡ । ଦୋଷୀ ରାଜୁ ପାନ୍ନାକୁ ଆଜୀବନ ଦଣ୍ଡାଦେଶ ଦେଲେ ରାଉରକେଲା ଦ୍ଵିତୀୟ ଅତିରିକ୍ତ ଜିଲ୍ଳା ଏବଂ ଦୈରାଜଜ ଅଦାଲତ । ୧୦ ଜଣଙ୍କ ସାକ୍ଷ୍ୟ ପ୍ରମାଣ ଓ ପାରିପାଶ୍ୱିକ ସ୍ଥିତିକୁ ନେଇ କୋର୍ଟ ଏହି ଶୁଣାଣି…

ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ପଥରମାଡ଼, ୬ରୁ ଅଧିକ ଆହତ

ବାଲେଶ୍ୱର: ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ଗଣ୍ଡଗୋଳ। ରେମୁଣା ଗନିପୁରରେ ଶୋଭାଯାତ୍ରା ବେଳେ ଢ଼େଲାମାଡ଼ ହୋଇଥିବା ଅଭିଯୋଗ। ଡିଜେ ଗାଡ଼ି ସହ ଶୋଭାଯାତ୍ରାରେ ଯାଉଥିବା ଲୋକଙ୍କ ଉପରକୁ ପଥର ମାଡ଼ ହୋଇଛି। ଏଥିରେ ୬ ରୁ ଅଧିକ ଜଣ ଆହତ ହୋଇଛନ୍ତି। ଆହତମାନେ ରେମୁଣା ସ୍ୱାସ୍ଥ୍ୟକେନ୍ଦ୍ରରେ…