Latest Odisha News

BREAKING NEWS

Browsing Category

ଅପରାଧ

ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଅଷ୍ଟମ ଶ୍ରେଣୀ ଛାତ୍ରର ମୃତ୍ୟୁ; ସ୍କୁଲ କର୍ତ୍ତୃପକ୍ଷଙ୍କ ନାମରେ ଅଭିଯୋଗ ଆଣିଲା…

ରାୟଗଡା: ଶନିବାର ବିଳମ୍ବିତ ରାତିରେ ରାୟାଗଡାସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ହେଉଥିବା ବେଳେ ଜଣେ ଅଷ୍ଟମ ଶ୍ରେଣୀର ଛାତ୍ରଙ୍କର ମୃତ୍ୟୁ ଘଟିଛି। ଏକଲବ୍ୟ ମଡେଲ ରେସିଡେନ୍ସିଆଲ୍ ସ୍କୁଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ଏପରି ମୃତ୍ୟୁ ଘଟିଥିବା ନେଇ ଛାତ୍ରଙ୍କ ପରିବାର ଲୋକେ…

ଏସଟିଏଫ ହାତରେ ନକଲି ଇଡି, ୨ ଠକ ଗିରଫ

ଭୁବନେଶ୍ଵର; ମହଙ୍ଗା ପଡିଲା ନିଜକୁ ଇଡି କହି ଲୋକଙ୍କୁ ଠକିବା । ୨ ନକଲି ଇଡି ଅଫିସରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ ୨ ଅଭିଯୁକ୍ତ ହେଲେ ଢେଙ୍କାନାଳ ଦୋଳମଣ୍ଡପସାହିର ତାରିଣୀସେନ ମହାପାତ୍ର ଓ ବ୍ରହ୍ମଶଙ୍କର ମହାପାତ୍ର । ୩୦୦ ସରକାରୀ କର୍ମଚାରୀଙ୍କୁ ଇଡି ଅଫିସର କହି…

ଭିଜିଲାନ୍ସ ଜାଲରେ ଉଠାଜଳସେଚନ ବିଭାଗର କନିଷ୍ଠ ଯନ୍ତ୍ରୀ ଓ ଠିକାଦାର

ନୟାଗଡ଼: ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ଉଠାଜଳସେଚନ ବିଭାଗର କନିଷ୍ଠ ଯନ୍ତ୍ରୀ ଓ ଠିକାଦାର। ବୋରୱେଲ ଖୋଳିବା ପାଇଁ ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ନୟାଗଡ଼ ଭିଜିଲାନ୍ସ ୟୁନିଟ୍‌ ପକ୍ଷରୁ ନୟାଗଡ଼ ଉଠାଜଳସେଚନ କାର୍ଯ୍ୟାଳୟ ଉପରେ ଚଢ଼ାଉ କରିଛି। ଏହି ଚଢାଉରେ କନିଷ୍ଠ ଯନ୍ତ୍ରୀ…

ତ୍ରିକୋଣୀୟ ପ୍ରେମ, ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା

ଭୁବନେଶ୍ବର: ତ୍ରିକୋଣୀୟ ପ୍ରେମ ପରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା । ରାଜଧାନୀରେ ଘଟିଛି ଏହି ହତ୍ୟାକାଣ୍ଡ । ଲକ୍ଷ୍ମୀସାଗର ଥାନା ଚିନ୍ତାମଣିଶ୍ବର ଅଞ୍ଚଳରେ ପୁରୁଣା ପ୍ରେମିକ ସହ ମିଶି ଯୁବକଙ୍କୁ ପ୍ରେମିକା ହତ୍ୟା କରିଥିବା ସୂଚନା ରହିଛି । ମୃତକ ଯୁବକ ହେଲେ ଅଞ୍ଜନ । ଦେଖା କରିବା…

ଘର ଭିତରେ ଜଳିଗଲେ ମହିଳା, ସ୍ବାମୀ ଫେରାର

ବାଲେଶ୍ବର:  ବନ୍ଦ ଘରେ ଜଳିଗଲେ ମହିଳା । ଚିତ୍କାର ଶୁଣି ରକ୍ଷା କରିବାକୁ ଗାଁ ଲୋକ ପହଞ୍ଚିବା ବେଳକୁ ମହିଳା ଜଣଙ୍କର ମୃତ୍ୟୁ ହୋଇସାରିଥିଲା । ଏଭଳି ଅଭାନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ ରସଲପୁର ଗାଁରେ । ମୃତ ମହିଳା ଜଣଙ୍କ ହେଉଛନ୍ତି ଅର୍ଚ୍ଚନା ବେହେରା ।…

ଡକାୟତି ଯୋଜନା ପଣ୍ଡ, ୫ ଜଣିଆ ଗ୍ୟାଙ୍ଗକୁ ଗିରଫ କଲା ପୋଲିସ

ଭୁବନେଶ୍ବର: ଡକାୟତି ଯୋଜନା ଚାଲିଥିବାବେଳେ ମାଡିବସିଲା ପୋଲିସ । ଘଟଣାସ୍ଥଳରୁ ୫ ଜଣିଆ ଡକାୟତ ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି ଇନଫୋସିଟି ଥାନା ପୋଲିସ । ସେମାନଙ୍କୁ ଠାରୁ ବିପୁଳ ପରିମାଣର ମାରଣାସ୍ତ୍ର ଜବତ କରାଯାଇଛି । ସୂଚନାଯୋଗ୍ୟ, ଗତକାଲି ବିଳମ୍ବିତ ରାତିରେ ଇନଫୋସିଟି ଥାନା…

ହତ୍ୟା ଅଭିଯୋଗରେ ପାଞ୍ଚଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ଖଡ଼ିଆଳ ପୋଲିସ

ନୂଆପଡ଼ା: ହତ୍ୟା ଅଭିଯୋଗରେ ଆଜି ପାଞ୍ଚ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଖଡ଼ିଆଳ ପୋଲିସ। ଅଭିଯୁକ୍ତ ମାନେ ହେଲେ ଖଡ଼ିଆଳ ଥାନା ଢଙ୍କସର ଗାଁର ଖଗେଶ୍ବର ଭରାଶଗରିଆ, ଘେନୁ ଭରାସଗରିଆ ଓ ନେହେନା ଗାଁର ଲାଲୁ ଟାହାଣି, ସୁଶାନ୍ତ ବାଗ ଓ ଗୁଣ ଟାହାଣି ବୋଲି ଜଣାପଡିଛି। ସୂଚନା…

ବାଇକକୁ ଧକ୍କା ଦେଲା ଟ୍ରକ୍‌; ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଆହତ

ଝାରସୁଗୁଡ଼ା: ଏନଏଚ୍‌ ୪୯ ନିକଟରେ ସଡ଼କ ଦୁର୍ଘଟଣା। ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ସିଂଘାରପୁର ନିକଟରେ ଘଟିଛି ଏହି ଦୁର୍ଘଟଣା। ଦୁର୍ଘଟଣାରେ ସ୍ୱାମୀଙ୍କର ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଗୁରୁତର ଥିବା ବେଳେ ଝିଅ ଆହତ ହୋଇଛି। ଗୁରୁତର ମହିଳାଙ୍କୁ ଲଖନପୁର ମେଡିକାଲରେ ଭର୍ତ୍ତି…

ଭିଜିଲାନ୍ସ ଜାଲରେ ଜଙ୍ଗଲ ଜମି ବିଭାଗର ସଂଯୋଜିକା

ସମ୍ବଲପୁର:ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ଲାଞ୍ଚ ନେବା ବେଳେ ଧରାପଡ଼ିଲେ କୁଚିଣ୍ଡା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଜଙ୍ଗଲ ଜମି ବିଭାଗର ସଂଯୋଜିକା ନିଘତ ପରବୀନ। ଜଙ୍ଗଲ ଜମି ପଟ୍ଟା କରି ଦେବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା…

କାର୍ ଧକ୍କାରେ କଲେଜ ଛାତ୍ରୀ ମୃତ, ଟାୟାର ଜାଳି ରାସ୍ତାରୋକ କଲେ ଉତ୍ତ୍ୟକ୍ତ ଲୋକେ

ଭଦ୍ରକ: କାର୍ ଧକ୍କାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ । ଭଦ୍ରକ-ଚାନ୍ଦବାଲି ରାସ୍ତାର ନନ୍ଦପୁର ଛକରେ ଘଟିଛି ଏହି ଦୁର୍ଘଟଣା। କଲେଜ ଯିବା ବେଳେ ଛାତ୍ରୀଙ୍କ ଉପରେ ଚଢ଼ିଗଲା କାର। ଏହାର ପ୍ରତିବାଦରେ କାର ଭାଙ୍ଗିବା ସହ ଟାୟାର ଜାଳି ରାସ୍ତାରୋକ କରିଛନ୍ତି ଉତ୍ତ୍ୟକ୍ତ ଲୋକେ। ମୃତ ଛାତ୍ରୀଙ୍କ ନାଁ…